ଖେଳ

ଶ୍ରୀଲଙ୍କାର ଦ୍ୱିତୀୟ ଟ୍ରେନିଂ କ୍ୟାମ୍ପରୁ ମାଲିଙ୍ଗା ବାଦ୍‌

କଲମ୍ବୋ, ୧୯।୬(ପି.ଟି.)-ଶ୍ରୀଲଙ୍କା କ୍ରିକେଟ ଦଳର ଦ୍ୱିତୀୟ ଆବାସିକ ଟ୍ରେନିଂ କ୍ୟାମ୍ପରୁ ଟି୨୦ ଅଧିନାୟକ ଲସିଥ ମାଲିଙ୍ଗାଙ୍କୁ ବାଦ୍‌ ଦିଆଯାଇଛି। କାଣ୍ଡିଠାରେ ଚଳିତମାସ ୨୨ରୁ ଆରମ୍ଭ ହେବାକୁ ଯାଉଥିବା କ୍ୟାମ୍ପ ପାଇଁ ଗୁରୁବାର ୨୪ ଜଣିଆ ଖେଳାଳି ତାଲିକା ଘୋଷଣା କରାଯାଇଛି।...

‘ପ୍ଲେ ଫର୍‌ ଇଣ୍ଡିଆ’ କାର୍ଯ୍ୟକ୍ରମକୁ କ୍ରୀଡ଼ାବିତ୍‌ଙ୍କ ସମର୍ଥନ

ବେଙ୍ଗାଲୁରୁ, ୧୯।୬(ପି.ଟି.)-ଗୋସ୍ପୋଟର୍‌ସ ଫାଉଣ୍ଡେଶନ ପକ୍ଷରୁ ଆରମ୍ଭ କରାଯାଇଥିବା ‘ପ୍ଲେ ଫର୍‌ ଇଣ୍ଡିଆ’ କାର୍ଯ୍ୟକ୍ରମକୁ ଦେଶର ପ୍ରମୁଖ କ୍ରୀଡ଼ା ବ୍ୟକ୍ତିତ୍ୱମାନେ ସମର୍ଥନ କରିଛନ୍ତି। ସେମାନଙ୍କ ମଧ୍ୟରେ କ୍ରିକେଟର ରୋହିତ ଶର୍ମା, ଯୁବରାଜ ସିଂ, ମୟଙ୍ଗ ଅଗ୍ରଓ୍ବାଲ, ସ୍ମୃତି ମନ୍ଧାନା, ରେସଲର ବଜରଙ୍ଗ...

ଚାଇନିଜ୍‌ ସ୍ପନସରଶିପ୍‌କୁ ବର୍ତ୍ତମାନ ହଟାଇ ହେବନାହିଁ: ଧୁମଲ

ନୂଆଦିଲ୍ଲୀ, ୧୯ା୬ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରୁ ବର୍ତ୍ତମାନ ପାଇଁ ଚାଇନିଜ ସ୍ପନସରଶିପ୍‌କୁ ହଟାଯାଇପାରିବ ନାହିଁ। ଚୁକ୍ତି ମିଆଦ ଶେଷ ହେବା ପରେ ବିକଳ୍ପ ଚିନ୍ତା କରାଯାଇ ପାରେ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କୋଷାଧ୍ୟକ୍ଷ...

୨୦୧୧ ବିଶ୍ୱକପ୍‌ ଫାଇନାଲ ବିକ୍ରି ହୋଇଥିବା ଅଭିଯୋଗ

କଲମ୍ବୋ, ୧୮ା୬ (ପି.ଟି.)- ବିଶ୍ୱକପ୍‌ ୨୦୧୧ ଫାଇନାଲ ତାଙ୍କ ଦେଶ ଭାରତକୁ ବିକ୍ରି କରିଥିବା ଅଭିଯୋଗ କରିଛନ୍ତି ଶ୍ରୀଲଙ୍କାର ପୂର୍ବତନ କ୍ରୀଡ଼ା ମନ୍ତ୍ରୀ ମହିନ୍ଦାନନ୍ଦ ଅଲୁଥ୍‌ଗାମେଜ। ତେବେ ପୂର୍ବତନ ଅଧିନାୟକ କୁମାର ସଙ୍ଗକାରା ଓ ମାହେଲା ଜୟବର୍ଦ୍ଧନେ ତାଙ୍କଠାରୁ ଉପଯୁକ୍ତ...

ନିସର୍ଗ କ୍ଷତିଗ୍ରସ୍ତଙ୍କୁ ଘର ତିଆରି କରିବାରେ ସହାୟତା କଲେ ଏହି ଭାରତୀୟ କ୍ରିକେଟର୍‌

ମୁମ୍ବାଇ, ୧୮।୬- ଚଳିତ ମାସ ପ୍ରାରମ୍ଭରେ ଘୂର୍ଣ୍ଣିଝଡ଼ ‘ନିସର୍ଗ’ ଯୋଗୁ ମହାରାଷ୍ଟ୍ରରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ବିଶେଷ କରି ରାଇଗଡ଼ ଜିଲାର ସମୁଦ୍ର କୂଳିଆ ଅଞ୍ଚଳ ଆଲିବଗ ନିସର୍ଗ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟାରେ ଏହି ଅଞ୍ଚଳରେ ଯେଉଁ ଲୋକଙ୍କ...

ଆଇପିଏଲ୍‌ ଉପରେ ପଡ଼ିବ ଭାରତ-ଚାଇନା ବିବାଦର ପ୍ରଭାବ

ନୂଆଦିଲ୍ଲୀ, ୧୮।୬- ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଠିକ୍‌ ସମୟରେ ଆୟୋଜନ ହେବାରେ ପ୍ରଥମେ କରୋନା ଭାଇରସ ପ୍ରତିବନ୍ଧକ ସାଜିଥିଲା। ଏହି କାରଣରୁ ଆଇପିଏଲ୍‌ ସିଜନ-୧୩କୁ ଅନିର୍ଦ୍ଦିଷ୍ଟ ସମୟ ଲାଗି ସ୍ଥଗିତ ରଖିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ...

ଆଇପିଏଲ୍‌ର କେଉଁ ଟିମ୍‌ ସହ ଖେଳିବାକୁ ଆଗ୍ରହୀ ଇଂଲଣ୍ଡର ଏହି ମହିଳା କ୍ରିକେଟର୍‌

ଇଂଲଣ୍ଡ ମହିଳା କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ଡାନିଏଲ୍‌ ଓ୍ବେଟ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଦଳ ପକ୍ଷରୁ ଖେଳିବାକୁ ପସନ୍ଦ କରନ୍ତି ବୋଲି କହିଛନ୍ତି। ୨୯ ବର୍ଷୀୟା ଡାନିଏଲ୍‌ କହିଛନ୍ତି, ବାଙ୍ଗାଲୋର ଦଳରେ...

କ୍ରିକେଟ୍‌ ଅଷ୍ଟ୍ରେଲିଆ ସିଇଓ ଦୌଡ଼ରେ ଷ୍ଟ୍ରସ୍‌

ମେଲବୋର୍ନ, ୧୮।୬- କରୋନା ମହାମାରୀ ଲାଗି ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା କ୍ରିକେଟ୍‌ ଅଷ୍ଟ୍ରେଲିଆ (ସିଏ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦ ଲାଗି ଇଂଲଣ୍ଡର ପ୍ରାକ୍ତନ ଅଧିନାୟକ ଆଣ୍ଡ୍ରିଉ ଷ୍ଟ୍ରସ୍‌ ଦୌଡ଼ରେ ରହିଛନ୍ତି। ନିକଟରେ କେଭିନ୍‌ ରବଟର୍‌ସ...

୪୦ କର୍ମଚାରୀଙ୍କୁ ଛଟେଇ କଲା କ୍ରିକେଟ ଅଷ୍ଟ୍ରେଲିଆ

ମେଲବୋର୍ନ, ୧୮।୬(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ କ୍ରିକେଟ ଅଷ୍ଟ୍ରେଲିଆ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏଥିରୁ ରକ୍ଷା ପାଇବା ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଏହାର ୪୦ ଜଣ କର୍ମଚାରୀଙ୍କୁ ହଟାଇଛି। ତେବେ ଏହି ପ୍ରକ୍ରିୟାରେ ସବୁଠାରୁ କ୍ଷତିଗ୍ରସ୍ତ...

୭ ବର୍ଷ ପରେ ଶ୍ରୀସନ୍ଥଙ୍କୁ ପ୍ରତ୍ୟାବର୍ତ୍ତନ ସୁଯୋଗ

ଥିରୁଭାନନ୍ତପୁରମ,୧୮।୬: ଭାରତୀୟ ଦ୍ରୁତ ବୋଲର ଏସ୍‌. ଶ୍ରୀସନ୍ଥ ପୁଣି ଥରେ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବା ସମ୍ଭାବନା ସୃଷ୍ଟି ହୋଇଛି। ଆସନ୍ତା ସେପ୍ଟେମ୍ବରରେ ତାଙ୍କର ୭ ବର୍ଷୀୟା ବାସନ୍ଦ ଅବଧି ଶେଷ ହେବାକୁ ଯାଉଛି। ଫଳରେ କେରଳ କ୍ରିକେଟ ଆସୋସିଏଶନ (କେସିଏ)...

ରୋହିତ ଶର୍ମାଙ୍କ ଫଟୋକୁ ଯୁବତୀ ବେଶରେ ସଜାଇ ଫଟୋ ଛାଡିଲେ ଏହି ଭାରତୀୟ କ୍ରିକେଟର

ଲକ୍‌ଡାଉନ୍‌ ଯୋଗୁ ଏବେ ସମସ୍ତ କ୍ରିକେଟ ସିରିଜ୍‌କୁ ସ୍ଥଗିତ ରଖାଯାଇଛି। ଫଳରେ କ୍ରିକେଟରମାନେ ନିଜ ପରିବାର ସହ ସମୟ ବିତାଇବା ସହ ସୋସିଆଲ ମିଡିଆରେ ମଧ୍ୟ ସକ୍ରିୟ ରହୁଛନ୍ତି। ଭାରତୀୟ ସ୍ପିନର୍‌ ୟୁଜବେନ୍ଦ୍ର ଚହଲ ସୋସିଆଲ ମିଡିଆରେ ମଜାଦାର ଭିଡିଓ...

ଏହି ମହିଳା କ୍ରିକେଟରଙ୍କୁ ବାଉନ୍ସର ମାରିବାକୁ ଚେତାବନୀ ଦେଇଥିଲେ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ

ଦିନେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ବିବାହ ପସ୍ତାବ ଦେଇଥିବା ଇଂଲଣ୍ଡ ମହିଳା କ୍ରିକେଟ ଖେଳାଳି ଡାନିଏଲ୍‌ ଓ୍ବାଟ୍‌ ଏବଂ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ନେଇ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚା ହୋଇଥାଏ। ଏପରିକି ଉଭୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri