ରୋହିତ ଭାରତୀୟ ଟି୨୦ ଦଳର ନେତୃତ୍ୱ ନେବା ଉଚିତ: ପୂର୍ବତନ କ୍ରିକେଟର
ନୂଆଦିଲ୍ଲୀ,୧୨।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ଦୃଷ୍ଟାନ୍ତମୂଳକ ସଫଳତା ହାସଲ କରିବା ପରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ୍ ଶର୍ମାଙ୍କୁ ପୂର୍ବତନ କ୍ରିକେଟରମାନେ ଭୂୟସୀ ପ୍ରଶଂସା କରିଛନ୍ତି। ରୋହିତ ଏବେ ଭାରତୀୟ ଟି୨୦ ଦଳରେ ଅଧିନାୟକ ହେବା ଉଚିତ ବୋଲି ସେମାନେ…
ସେହ୍ବାଗଙ୍କ ଆଇପିଏଲ୍ ଏକାଦଶରେ କୋହଲି ଅଧିନାୟକ
ନୂଆଦିଲ୍ଲୀ, ୧୨।୧୧- ବ୍ୟୟ ବହୁଳ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ୧୩ତମ ସଂସ୍କରଣ ମଙ୍ଗଳବାର ଶେଷ ହୋଇଛି। ପ୍ରତିଯୋଗିତା ଶେଷରେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ନିଜ ପସନ୍ଦର ଆଇପିଏଲ୍ ଏକାଦଶରେ ବିରାଟ କୋହଲିଙ୍କୁ ଅଧିନାୟକ କରିଛନ୍ତି। ଗତ ଲିଗ୍ରେ…
ଆଇସୋଲେଶନ ନିୟମ ଭାଙ୍ଗି ଓ୍ବେଷ୍ଟଇଣ୍ଡିଜ ଖେଳାଳି ଦଣ୍ଡିତ
ଓ୍ବେଲିଂଟନ,୧୨।୧୧: ୧୪ ଦିନିଆ କ୍ୱାରାଣ୍ଟାଇନ୍ ନିୟମ ଭାଙ୍ଗିଥିବାରୁ ଓ୍ବେଷ୍ଟଇଣ୍ଡିଜ୍ କ୍ରିକେଟରମାନଙ୍କୁ ଦଣ୍ଡତ କରାଯାଇଛି। ଖେଳାଳିମାନଙ୍କୁ ଏଥିପାଇଁ ଟ୍ରେନିଂ ନେବାରୁ ବଞ୍ଚିତ କରାଯାଇଛି। ନ୍ୟୁଜିଲାଣ୍ଡ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏ ନେଇ ସୂଚନା ଦେଇଛି। ଖେଳାଳିମାନେ ଆଇସୋଲେଶନ ନିୟମ ଭାଙ୍ଗି ଖ୍ରୀଷ୍ଟଚର୍ଚ୍ଚସ୍ଥିତ ଟିମ୍ ହୋଟେଲରେ…
ଆଇପିଏଲ୍ ୨୦୨୧ରେ ୯ ଦଳ ଖେଳିବା ସମ୍ଭାବନା
ଦୁବାଇ, ୧୨।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ୧୩ତମ ସଂସ୍କରଣ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ସଫଳତାର ସହ ସମ୍ପନ୍ନ ହୋଇଛି। ଫାଇନାଲରେ ମୁମ୍ବାଇ ଇଣ୍ଡିଆନ୍ସ ୫ ଉଇକେଟରେ ଦିଲ୍ଲୀ କ୍ୟାପିଟାଲ୍ସକୁ ହରାଇ ୫ମ ଥରପାଇଁ ଚାମ୍ପିୟନ ହୋଇଛି। ଭାରତୀୟ କ୍ରିକେଟ…
ସମ୍ପୂର୍ଣ୍ଣ ଫିଟ୍ହେଲେ ଦଳରେ ଯୋଗଦେବେ ରୋହିତ
ନୂଆଦିଲ୍ଲୀ, ୧୨।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍ ଶେଷ ହେବାପରେ ଏବେ ଭାରତୀୟ କ୍ରିକେଟ ଦଳର ଅଷ୍ଟ୍ରେଲିଆ ଗସ୍ତ ଉପରେ ନଜର ରହିଛି। ଭାରତୀୟ ଦଳରେ ସାମିଲ ହୋଇଥିବା ଖେଳାଳିମାନେ ଗୁରୁବାର ଦୁବାଇରୁ ସିଡ୍ନୀ ଯିବେ। ତେବେ ଟେଷ୍ଟ ସିରିଜ ପାଇଁ ଦଳରେ…
ଗିନିଜ୍ ରେକର୍ଡରେ କଳାହାଣ୍ଡିର ଯୋଗବ୍ୟାସ
କେସିଙ୍ଗା, ୧୨।୧୧ (ଡି.ଏନ.ଏ.): ଓଡ଼ିଶାର ୩ୟ ଏଭରେଷ୍ଟ ପର୍ବତାରୋହୀ ଭାବେ କଳାହାଣ୍ଡି ଜିଲା କେସିଙ୍ଗାର ଯୋଗବ୍ୟାସ ଭୋଇ ଗିନିଜ୍ ରେକଡର୍ର ଅଧିକାରୀ ହୋଇଛନ୍ତି। ସେ ୧ ଘଣ୍ଟା ମଧ୍ୟରେ ସର୍ବାଧିକ ପର୍ବତାରୋହଣ ଫଟୋ ଫେସ୍ବୁକ୍ରେ ପୋଷ୍ଟ କରି ଏହି ରେକର୍ଡ ହାସଲ…
ଭାରତ ସହ ଖାସ୍ ଜର୍ସିରେ ପଡିଆକୁ ଓହ୍ଲାଇବ ଅଷ୍ଟ୍ରେଲିଆ
ସିଡନୀ,୧୧।୧୧:ଅଷ୍ଟ୍ରେଲିଆ କ୍ରିକେଟ ଦଳ ଭାରତ ବିପକ୍ଷ ଆଗାମୀ ଟି -୨୦ ସିରିଜରେ ଏକ ସ୍ବତନ୍ତ୍ର ଡିଜାଇନ ହୋଇଥିବା ସ୍ବଦେଶୀ ଜର୍ସି ପିନ୍ଧିବେ। କ୍ରିକେଟରେ ଅଷ୍ଟ୍ରେଲିଆର ଦେଶବାସୀଙ୍କ ଅବଦାନକୁ ସମ୍ମାନ ଜଣାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ନିର୍ମାତା ଏସିକ୍ସ ଏବଂ ଦୁଇ…
ମୁଁ ସେଭଳି ଅଧିନାୟକ ନୁହେଁ, ଯିଏ କାମ ହାସଲ ପାଇଁ ଖେଳାଳିମାନଙ୍କ ପଛରେ ପଡ଼ିଯିବ: ରୋହିତଙ୍କ ଏହି ମନ୍ତବ୍ୟକୁ ନେଇ ହେଉଛି ଏଭଳି ଚର୍ଚ୍ଚା
ନୂଆଦିଲ୍ଲୀ,୧୧।୧୧: ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ଫାଇନାଲ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସ ବିଜୟ ଲାଭ କରିଛି। ପଞ୍ଚମ ଥର ପାଇଁ ଆଇପିଏଲ୍ ଟାଇଟଲ ନିଜ ନାମରେ କରିବାରେ ରୋହିତ ଶର୍ମାଙ୍କ ଦଳ ସଫଳ ହୋଇଛି। ଟସ୍…
ଟାଇଟଲ ଜିତି ପାରିଲେ ନାହିଁ, ହେଲେ ଏହି କଥାକୁ ନେଇ ସମସ୍ତଙ୍କ ହୃଦୟ ଜିତିଲେ ସର୍ବକନିଷ୍ଠ ଅଧିନାୟକ ଶ୍ରେୟସ
ନୂଆଦିଲ୍ଲୀ,୧୧।୧୧: କ୍ରିକେଟରେ ସବୁକିଛି ସମ୍ଭବ। ଏହି ଖେଳରେ ଭାଗ୍ୟ ବେଳେବେଳେ ଅସମ୍ଭବକୁ ମଧ୍ୟ ସମ୍ଭବ କରିଦେଇଥାଏ। ସେଭଳି କିଛି ଆଇପିଏଲ୍୨୦୨୦ରେ ଦେଖିବାକୁ ମିଳିଛି। ୧୨ ବର୍ଷର ଅପେକ୍ଷା ପରେ ଦିଲ୍ଲୀ କ୍ୟାପିଟାଲ୍ସ ଆଇପିଏଲ୍ ଫାଇନାଲରେ ପ୍ରବେଶ କରିଥିଲା। ଭଲ ଫର୍ମରେ ଥିଲେ…
ଫାଇନାଲରେ ଅଧିନାୟକଙ୍କ ପାଇଁ ବଳିଦାନ ଦେଲେ ଏହି ଖେଳାଳି, ପରେ କହିଲେ ଏମିତି
ଆଇପିଏଲ୍ରେ ମୁମ୍ବାଇ ଲଗାତର ୨ୟ ଥର ପାଇଁ ବିଜୟମକୁଟ ପିନ୍ଧିଛି। ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଉଇକେଟରେ ପରାସ୍ତ କରି ୫ଥର ଟାଇଟଲ୍ ବିଜୟ ହେବାରେ ସମର୍ଥ ହୋଇଛି ଏହି ଦଳ। ମୁମ୍ବାଇ ଇଣ୍ଡିଆନ୍ସ ୨୦୧୩, ୨୦୧୫, ୨୦୧୭, ୨୦୧୯ରେ ଚାମ୍ପିୟନ…
ଦଳକୁ ଚାମ୍ପିୟନ କରାଇଥିଲେ ମଧ୍ୟ ରୋହିତ ଶର୍ମାଙ୍କ ରହିଗଲା ଗୋଟିଏ ଦୁଃଖ
ଆଇପିଏଲ୍ ୨୦୨୦ ଜିତି ଟୁର୍ନାମେଣ୍ଟ ଇତିହାସରେ ସବୁଠାରୁ ସଫଳ ଦଳଭାବେ ମୁମ୍ବାଇ ଇଣ୍ଡିଆନ୍ସ ଏହାକୁ ମିଶାଇ ମୋଟ ୫ ଥର ଚାମ୍ପିୟନ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ୨୦ ଓଭରରେ ୭ ଉଇକେଟ ହରାଇ ୧୫୬ ରନ କରିଥିଲା। ୧୫୭…
ବିଜୟ ପରେ ସମସ୍ତଙ୍କଠାରୁ ଦୂରରେ ଛିଡ଼ା ହୋଇଥିଲେ ଅଧିନାୟକ ରୋହିତ ଶର୍ମା: ଜାଣନ୍ତୁ କାହିଁକି…
ଇଣ୍ଡିଆନ୍ ପ୍ରିମିୟର ଲିଗ୍ର ୧୩ତମ ସଂସ୍କରଣରେ ବାଜି ମାରିଛି ମୁମ୍ବାଇ ଇଣ୍ଡିଆନ୍ସ। ଉଭୟ ବୋଲିଂ ଓ ବ୍ୟାଟିଂରେ ଚମତ୍କାରିତା ଦେଖାଇ ଏହି ଦଳ ମଙ୍ଗଳବାର ଅନୁଷ୍ଠିତ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଓ୍ବିକେଟରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ୨୦୧୩, ୨୦୧୫,…

