ଖେଳ

ସଫଳ ହେଲା ଅମ୍ବାନୀ ପରିବାରର କଳା ଯାଦୁ

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣରେ ଲଗାତାର ଦ୍ୱିତୀୟ ଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ୍‌ ହୋଇଛି। ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଓ୍ବିକେଟରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ୨୦୧୩, ୨୦୧୫, ୨୦୧୭, ୨୦୧୯ରେ ଚାମ୍ପିୟନ୍‌ ଏବଂ ୨୦୧୦ରେ ରନର୍ସଅପ୍‌…

ଜାଣନ୍ତୁ ଆଇପିଲ୍‌ରେ କାହାକୁ ମିଳିଲା କେତେ ପୁରସ୍କାର ରାଶି

ଦୁବାଇ, ୧୧।୧୧:ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣରେ ଲଗାତର ଦ୍ୱିତୀୟଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିଅନ୍‌ ହୋଇଛି। ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଉଇକେଟରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ୨୦୧୩, ୨୦୧୫, ୨୦୧୭, ୨୦୧୯ରେ ଚାମ୍ପିୟନ ଏବଂ ୨୦୧୦ରେ ରନର୍ସଅପ…

ଜୋତା ସଫା କଲେ ବିରାଟ କୋହଲି

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ମା’ ହେବାକୁ ଯାଉଛନ୍ତି। ନିକଟରେ ୟୁଏଇରେ ଚାଲିଥିବା ଆଇପିଏଲ୍‌ ଟୁର୍ଣ୍ଣାମେଣ୍ଟରେ ତାଙ୍କୁ ଅଧିକାଂଶ ସମୟରେ ବେବି ବମ୍ପ୍‌ସହ ଦେଖିବାକୁ ମିଳୁଥିଲା। ସ୍ବାମୀ ବିରାଟ କୋହଲିଙ୍କୁ ସେ ଚିୟର କରୁଥିବା ଦେଖାଯାଉଥିଲେ। ହେଲେ ଏବେ ସ୍ବାମୀ ବିରାଟ…

ସଲ୍‌ମାଙ୍କ ସ୍ପେଲ୍‌ ନିର୍ଣ୍ଣାୟକ: ସ୍ମୃତି

ଶାରଜା, ୧୧।୧୧(ପି.ଟି.)- ଚଳିତ ବର୍ଷର ମହିଳା ଟି୨୦ ଚ୍ୟାଲେଞ୍ଜ୍‌ରେ ବାଜି ମାରିଛି ଟ୍ରେଲ୍‌ ବ୍ଲେଜର୍ସ। ସୋମବାର ଅନୁଷ୍ଠିତ ଫାଇନାଲରେ ଗତ ୨ ବର୍ଷର ଚାମ୍ପିୟନ ସୁପରନୋଭାସକୁ ୧୬ ରନରେ ହରାଇ ପ୍ରଥମଥରପାଇଁ ଚାମ୍ପିୟନ ହୋଇଛି ସ୍ମୃତି ମାନ୍ଧାନାଙ୍କ ନେତୃତ୍ୱାଧୀନ ଏହି ଦଳ।…

ଫର୍ମୁଲାଓ୍ବାନ୍‌ କ୍ୟାଲେଣ୍ଡର ୨୦୨୧ରୁ ଭିଏତ୍‌ନାମ ବାଦ୍‌

ଇସ୍ତାନବୁଲ୍‌, ୧୧ା୧୧ (ଏପି)- ଆସନ୍ତାବର୍ଷ ୨୦୨୧ରେ ରେକର୍ଡ ୨୩ଟି ରେସ୍‌ ଆୟୋଜନ ଲାଗି ଫର୍ମୁଲା ଓ୍ବାନ୍‌ ଯୋଜନା ରଖିଛି। ଏପ୍ରିଲ୍‌ରେ ଭିଏତ୍‌ନାମରେ ଏହାର ଉଦ୍‌ଘାଟନୀ ରେସ୍‌ ବାଦ୍‌ ଦେବା ସହ କ୍ୟାଲେଣ୍ଡରରେ ସାଉଦି ଆରବକୁ ସାମିଲ କରିଛି। ଚଳିତବର୍ଷ ପ୍ରଥମଥର ପାଇଁ…

ପାକିସ୍ତାନ ୩-୦ରେ ସିରିଜ ବିଜୟୀ

ରାଓ୍ବଲପିଣ୍ଡି, ୧୧ା୧୧-ସ୍ଥାନୀୟ ରାଓ୍ବଲପିଣ୍ଡି ଷ୍ଟାଡିୟମରେ ଖେଳାଯାଇଥିବା ଜିମ୍ବାଓ୍ବେ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ପାକିସ୍ତାନ ୮ଉଇକେଟରେ ବିଜୟ ହାସଲ କରିଛି। ଏଥିସହ ଦଳ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୩-୦ରେ ଜିତିନେଇଛି। ମଙ୍ଗଳବାର ଅନୁଷ୍ଠିତ ଅନ୍ତିମ ମ୍ୟାଚ୍‌ରେ ଟସ୍‌…

ଆଲିଆ ପିସିବିର ପ୍ରଥମ ମହିଳା ନିର୍ଦ୍ଦେଶକ

ଇସ୍‌ଲାମାବାଦ୍‌, ୧୧ା୧୧ (ଏପି)- ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପ୍ରଥମ ଥର ଜଣେ ମହିଳା ନିର୍ଦ୍ଦେଶକଙ୍କୁ ନିଯୁକ୍ତି ଦେଇଛି। ପିସିବିର ୪ଜଣ ନୂଆ ନିର୍ଦ୍ଦେଶକଙ୍କ ମଧ୍ୟରେ ମାନବ ସମ୍ବଳ କାର୍ଯ୍ୟନିର୍ବାହୀ ଆଲିଆ ଜାଫର ଅନ୍ୟତମ। ଅନ୍ୟ ୩ଜଣ ହେଲେ ଫାଇନାନ୍ସ ଏକଜ୍ୟୁଟିଭ୍‌…

ଜାତୀୟ ଚୟନକର୍ତ୍ତା ପଦ ପାଇଁ ଦରଖାସ୍ତ ଆହ୍ବାନ କଲା ବିସିସିଆଇ

ନୂଆଦିଲ୍ଲୀ,୧୧।୧୧(ପି.ଟି.): ଜାତୀୟ ଚୟନକର୍ତ୍ତା ପଦ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆବେଦନ ପତ୍ର ଆହ୍ବାନ କରିଛି। ଜାତୀୟ ସିନିୟର ଚୟନ କମିଟିର ୩ଜଣ ଚୟନକର୍ତ୍ତାଙ୍କ କାର୍ଯ୍ୟକାଳ ପୂରଣ ହେବାକୁ ଯାଉଛି। ନଭେମ୍ବର ୧୫ ଅର୍ଥାତ ରବିବାରକୁ ଦରଖାସ୍ତ ପଠାଇବାର…

କୋହଲିଙ୍କ ନିଷ୍ପତ୍ତିକୁ ସମ୍ମାନ ଦିଆଯିବା ଉଚିତ: ହୋକ୍‌ଲି

ମେଲବୋର୍ନ,୧୧।୧୧(ପି.ଟି.): ସିରିଜର ଅନ୍ତିମ ୩ଟି ଟେଷ୍ଟରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଖେଳିବେ ନାହିଁ। ପିତୃତ୍ୱ ଛୁଟିରେ ଯାଉଥିବାରୁ ସେ ଟେଷ୍ଟ ସିରିଜର ଅଧିକାଂଶ ମ୍ୟାଚ୍‌ ଖେଳିବେ ନାହଁ। କିନ୍ତୁ ଏଥିରେ ଆଦୌ ଆଶ୍ଚର୍ଯ୍ୟ ନୁହେଁ ବୋଲି କ୍ରିକେଟ ଅଷ୍ଟ୍ରେଲିଆ ମୁଖ୍ୟ…

ଭାରତର ଅଷ୍ଟ୍ରେଲିଆ ଗସ୍ତ: ୨୭ ହଜାର ଦର୍ଶକ ଦିବାରାତ୍ର ଟେଷ୍ଟ ଦେଖିବେ

ସିଡନୀ,୧୧।୧୧(ପି.ଟି.): ଭାରତର ଆଗାମୀ ଅଷ୍ଟ୍ରେଲିଆ ଗସ୍ତରେ ଏକ ଦିବା- ରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ଆଡିଲେଡ ଓଭାଲ ଗ୍ରାଉଣ୍ଡରେ ଡିସେମ୍ବର ୧୭ ତାରିଖରେ ଖେଳାଯିବାକୁ ଥିବା ଦିବାରାତ୍ର ଟେଷ୍ଟକୁ ୨୭ ହଜାର ଦର୍ଶକ ଦେଖିବେ ବୋଲି କ୍ରିକେଟ ଅଷ୍ଟ୍ରେଲିଆ ତରଫରୁ ମଙ୍ଗଳବାର…

ଆଇପିଏଲ-୨୦୨୦: ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ

ଦୁବାଇ, ୧୧।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣରେ ବାଜି ମାରିଛି ମୁମ୍ବାଇ ଇଣ୍ଡିଆନ୍ସ। ଉଭୟ ବୋଲିଂ ଓ ବ୍ୟାଟିଂରେ ଚମତ୍କାରିତା ଦେଖାଇ ଏହି ଦଳ ମଙ୍ଗଳବାର ଅନୁଷ୍ଠିତ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଉଇକେଟରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ…

ଆଇପିଏଲ-୨୦୨୦: ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ

ଦୁବାଇ, ୧୦।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍ର ୧୩ତମ ସଂସ୍କରଣରେ ବାଜି ମାରିଛି ମୁମ୍ବାଇ ଇଣ୍ଡିଆନ୍ସ। ଉଭୟ ବୋଲିଂ ଓ ବ୍ୟାଟିଂରେ ଚମତ୍କାରିତା ଦେଖାଇ ଏହି ଦଳ ମଙ୍ଗଳବାର ଅନୁଷ୍ଠିତ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଉଇକେଟରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?