ଖେଳ

ମୁମ୍ବାଇ ବିପକ୍ଷରେ ଦିଲ୍ଲୀର ଭାଗ୍ୟ ବଦଳାଇପାରନ୍ତି ଏହି ଅଲରାଉଣ୍ଡର: ଏହି ସ୍ବତନ୍ତ୍ରତା ଉପରେ ସମସ୍ତଙ୍କ ନଜର

ନୂଆଦିଲ୍ଲୀ,୧୦।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍‌-୧୩ର କ୍ୱାଲିଫାୟର-୨ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଉଭୟ ବ୍ୟାଟିଂ ଓ ବୋଲିଂରେ ଚମତ୍କାର ପଦର୍ଶନ କରି ଦିଲ୍ଲୀ କ୍ୟାପିଟାଲ୍ସକୁ ଫାଇନାଲରେ ପହଞ୍ଚାଇଥିଲେ ମାର୍କସ ଷ୍ଟୋଇନିସ୍‌। ଏହି ଅଷ୍ଟ୍ରେଲିୟ ଅଲରାଉଣ୍ଡର ୩୮ ରନ୍‌ର ଆକ୍ରାମକ ଇନିଂସ ଖେଳିବା…

ଦିଲ୍ଲୀ ସହ ମୁମ୍ବାଇ ଫାଇନାଲ ମୁକାବିଲା: କେଉଁଠି, କିଭଳି ଦେଖିବେ ଏହି ମ୍ୟାଚ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୧: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌ର-୨୦୨୦)ର ଅନ୍ତିମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ପ୍ରଥମ ଯୋଗ୍ୟତା ପର୍ଯ୍ୟାୟରେ ଦିଲ୍ଲୀ କ୍ୟାପିଟାଲ୍ସକୁ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଫାଇନାଲ ଟିକେଟ ପାଇଥିଲା। ଅପରପକ୍ଷେ ଦିଲ୍ଲୀ ଦଳ ଦ୍ୱିତୀୟ ଯୋଗ୍ୟତା ପର୍ଯ୍ୟାୟରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ଫାଇନାଲରେ…

ଖୁସି ଖବର: କ୍ରିକେଟ ମ୍ୟାଚ୍‌ ଦେଖିବାକୁ ଷ୍ଟାଡିୟମ୍‌ ଆସିପାରିବେ ଦର୍ଶକ

ସିଡନୀ,୧୦।୧୧: କରୋନା ଯୋଗୁ କ୍ରିକେଟ ପ୍ରଶଂସକମାନେ ଦୀର୍ଘ ଦିନ ହେବ ଟିଭିରେ ମ୍ୟାଚ୍‌ ଉପଭୋଗ କରୁଛନ୍ତି। ତେବେ କରୋନା ଅବଧି ପରେ ପ୍ରଥମ ଥର ପାଇଁ ପ୍ରଶଂସକଙ୍କ ପାଇଁ ଷ୍ଟାଡିୟମର ଦ୍ୱାର ଖୋଲିବାକୁ ଅଷ୍ଟ୍ରେଲିଆ କ୍ରିକେଟ ବୋର୍ଡ ପ୍ରସ୍ତୁତ ହେଉଛି। ଆଇପିଏଲ୍‌…

ପିତୃତ୍ୱ ଛୁଟି ଆବେଦନ କଲେ କୋହଲି, ଧୋନୀଙ୍କ ବଳିଦାନକୁ ମନେ ପକାଇଦେଲେ ପ୍ରଶଂସକ

ଭାରତୀୟ ଅଧିନାୟକ ବିରାଟ କୋହଲି ଆଗାମୀ ଜାନୁଆରୀରେ ପିତା ହେବାକୁ ଯାଉଛନ୍ତି। ଏହି ସମୟରେ ଭାରତୀୟ ଦଳ ଅଷ୍ଟ୍ରେଲିଆ ଗସ୍ତରେ ଯାଇଥିବ। ସ୍ତ୍ରୀ ଅନୁଷ୍କାଙ୍କୁ ସମୟ ଦେବା ପାଇଁ କୋହଲି ଗସ୍ତ ମଝିରେ ଭାରତ ଆସିବାକୁ ନିଷ୍ପତ୍ତି ନେଇଛନ୍ତି। କୋହଲି ଅଷ୍ଟ୍ରେଲିଆରେ…

ବାଇକ୍‌ ଧରି ଏକୁଟିଆ ବୁଲୁଛନ୍ତି ଧୋନୀ

ରାଞ୍ଚି,୧୦।୧୧: ଆଇପିଏଲ୍‌ ୨୦୨୦ରେ ନୈରାଶଜନକ ପ୍ରଦର୍ଶନ କରି ୟୁଏଇରୁ ଭାରତ ଫେରିଛନ୍ତି ଚେନ୍ନାଇ ସୁପର୍‌ କିଙ୍ଗସ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ସେ ଦୁବାଇରୁ ସିଧା ନିଜ ସହର ରାଞ୍ଚିକୁ ଫେରିଆସିଛନ୍ତି। ଏବେ ମାହି ନିଜ ପରିବାର ସହ ସମୟ ବିତାଉଛନ୍ତି।…

ଫାଇନାଲ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍‌କୁ ଖାସ୍‌ ମନ୍ତ୍ର ଦେଲେ ସଚିନ ତେନ୍ଦୁଲକର

ରୋହିତ ଶର୍ମାଙ୍କ ଅଧିନାୟିକତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଚମ ଥର ପାଇଁ ଆଇପିଏଲ ଟାଇଟଲ ଜିତିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ। ମଙ୍ଗଳବାର ଦଳ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ। ଫାଇନାଲ ପୂର୍ବରୁ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଦଳକୁ ଏକ ସ୍ବତନ୍ତ୍ର ବାର୍ତ୍ତା…

ଏହି ଅଭିନେତ୍ରୀଙ୍କ ପ୍ରେମରେ ଉବୁଟୁବୁ ପୃଥ୍ବୀ ଶ’

ଭାରତୀୟ ଦଳର ଯୁବ ବ୍ୟାଟ୍ସ ବ୍ୟାଟ୍ସମ୍ୟାନ୍‌ ପୃଥ୍ବୀ ଶ ନିଜର ୨୧ତମ ଜନ୍ମଦିନ ପାଳନ କରିଛନ୍ତି। ଏବେ ୟୁଏଇରେ ଆଇପିଏଲରେ ବ୍ୟସ୍ତ ଥିବା ଶ’ଙ୍କୁ ଅନେକ ପ୍ରଶଂସକ ଏବଂ ସାଥୀ ଖେଳାଳି ଜନ୍ବଦିନ ଶୁଭେଚ୍ଛା ଜଣାଇଛନ୍ତି। କିନ୍ତୁ ତାଙ୍କର ଜଣେ ଖଶସ୍‌…

ଆଇପିଏଲ୍‌ରେ ଏହି ଦଳର ଅଂଶବିଶେଷ ଥିଲେ ତେଜସ୍ବୀ ଯାଦବ

ବିହାର ବିଧାନସଭା ନିର୍ବାଚନର ଫଳାଫଳ ସ୍ପଷ୍ଟ ହେବାରେ ଲାଗିଛି। ପ୍ରାରମ୍ଭିକ ଟ୍ରେଣ୍ଡ୍‌ ଅନୁଯାୟୀ ନୀତିଶ ଓ ଏନଡିଏକୁ ପଛରେ ପକାଇ ଦେଇଛି ଆରଜେଡିର ତେଜସ୍ବୀ ଯାଦବଙ୍କ ନେତୃତ୍ୱାଧୀନ ମହାମେଣ୍ଟ। ତେବେ ଏହି ଟ୍ରେଣ୍ଡ ଯଦି ଲାଗି ରହେ ତେବେ ବିହାର ଆଗାମୀ…

ମହିଳା ଟି୨୦ ଚ୍ୟାଲେଞ୍ଜ:ଟ୍ରେଲ୍‌ବ୍ଲେଜର୍ସ ପ୍ରଥମଥର ଚାମ୍ପିୟନ

ଶାରଜା, ୧୦।୧୧- ଟ୍ରେଲ୍‌ବ୍ଲେଜର୍ସ ମହିଳା ଟି୨୦ ଚ୍ୟାଲେଞ୍ଜରେ ପ୍ରଥମଥରପାଇଁ ଚାମ୍ପିୟନ ହୋଇଛି। ସୋମବାର ଅନୁଷ୍ଠିତ ଫାଇନାଲରେ ସ୍ମୃତି ମାନ୍ଧାନାଙ୍କ ଏହି ଦଳ ଗତ ୨ ଥର ଚାମ୍ପିୟନ ସୁପରନୋଭାସକୁ ୧୬ ରନରେ ପରାସ୍ତ କରିଛି। ସ୍ପିନରଙ୍କ ପ୍ରାଧାନ୍ୟ ବିଶିଷ୍ଟ ଏହି ମ୍ୟାଚରେ…

ଓଡ଼ିଶା ଏଫସି ଜର୍ସି ଉନ୍ମୋଚିତ

ଭୁବନେଶ୍ୱର, ୧୦।୧୧(କ୍ରୀଡ଼ା ପ୍ରତିନିଧି)- ଚଳିତ ମାସ ୨୦ରୁ ଗୋଆରେ ଆରମ୍ଭ ହେବାକୁ ଯାଉଥିବା ଇଣ୍ଡିଆନ ସୁପରଲିଗ୍‌ (ଆଇଏସଏଲ)ର ସପ୍ତମ ସଂସ୍କରଣ ପାଇଁ ସୋମବାର ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ଓଡ଼ିଶା ଏଫସିର ଜର୍ସି ଉନ୍ମୋଚିତ ହୋଇଛି। ଓଡ଼ିଶାର କଳା ଓ ସଂସ୍କୃତିକୁ ଭିତ୍ତିକରି…

‘ଭାରତ ବିପକ୍ଷରେ ଓପନିଂ କରନ୍ତୁ ପୁକୋଭସ୍କି’

ମେଲବୋର୍ନ, ୧୦ା୧୧ (ପି.ଟି.)-ଭାରତ ବିପକ୍ଷ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଅଷ୍ଟ୍ରେଲିଆ ଦଳ ତରଫରୁ ଓପନିଂ କରିବା ଲାଗି ଯୁବ ଖେଳାଳି ଓ୍ବିଲ୍‌ ପୁକୋଭସ୍କିଙ୍କୁ ସୁଯୋଗ ଦେବା ଉଚିତ୍‌ ବୋଲି ଇନାନ ଚାପେଲ ଓ ମାଇକେଲ କ୍ଲାର୍କଙ୍କ ସମେତ ବହୁ…

ଟେଷ୍ଟ ଦଳରେ ରୋହିତ ସାମିଲ

ନୂଆଦିଲ୍ଲୀ, ୧୦ା୧୧ (ପି.ଟି.):ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସୋମବାର ଅଧିନାୟକ ବିରାଟ କୋହଲିଙ୍କୁ ପିତୃତ୍ୱ ଛୁଟି ମଞ୍ଜୁର କରିଛି। ଆସନ୍ତା ମାସରେ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ପରେ ସେ ଛୁଟିରେ ଯିବେ। ଅନ୍ୟପକ୍ଷରେ ତାଙ୍କ ସୀମିତ ଓଭର ଉପଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?