ଖେଳ

ନମିତା ପାଇବେ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର: ଚଳିତ ବର୍ଷର ଏକଲବ୍ୟ ପୁରସ୍କାର ପାଇବେ ଅନ୍ତର୍ଜାତୀୟ ମହିଳା ହକି ଖେଳାଳି ନମିତା ଟପ୍ପୋ। ଏହା ବ୍ୟତୀତ ଅନ୍ତର୍ଜାତୀୟ ଭାରୋତ୍ତୋଳନକାରୀ ସ୍ନେହା ସୋରେନ ଓ ବ୍ୟାଡ୍‌ମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡାଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ରବିବାର ଅନୁଷ୍ଠିତ ଏକଲବ୍ୟ ପୁରସ୍କାର…

କୋହଲିଙ୍କୁ ସେହ୍ବାଗଙ୍କ ସମର୍ଥନ

ନୂଆଦିଲ୍ଲୀ: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଏଲିମିନେଟରରୁ ବିଦାୟ ନେଇଛି। ଚଳିତ ସଂସ୍କରଣରେ ଦଳର ବ୍ୟାଟିଂ ଭଲ ହୋଇନାହିଁ। ପ୍ରତିଯୋଗିତା ପରେ କୋହଲିଙ୍କ ନେତୃତ୍ୱକୁ ନେଇ ଆଲୋଚନା ହେବାରେ ଲାଗିଛି। ବିରାଟଙ୍କୁ ଅଧିନାୟକ ପଦରୁ ହଟାଇ…

ମହମୁଦୁଲ୍ଲାଙ୍କୁ କରୋନା

ଢାକା: କୋଭିଡ୍‌ ଟେଷ୍ଟରେ ବାଂଲାଦେଶର ଅନ୍ତର୍ଜାତୀୟ ଟି୨୦ ଅଧିନାୟକ ମହମୁଦୁଲ୍ଲାଙ୍କର ପଜିଟିଭ ଆସିଛି। ଫଳରେ ସେ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ର ପ୍ଲେଅଫ୍‌ ଖେଳିବାରୁ ବଞ୍ଚତ୍ତ ହେବେ ବୋଲି ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି। ୩୪ ବର୍ଷୀୟ ଏହି ପୁରୁଖା…

ଟୋକିଓରେ ଦିନିକିଆ ଜିମ୍ନାଷ୍ଟିକ୍‌ ମିଟ୍‌

ଟୋକିଓ: ହଜାର ହଜାର ସଂଖ୍ୟାରେ ଦର୍ଶକଙ୍କ ଉପସ୍ଥିତିରେ ଜାପାନରେ ରବିବାର ଏକ ପ୍ରଦର୍ଶନୀ ଜିମ୍ନାଷ୍ଟିକ୍‌ ମିଟ୍‌ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରୁଷିଆ, ଚାଇନା ଓ ଯୁକ୍ତରାଷ୍ଟ୍ର ଆମେରିକାର ୨୨ଜଣ ଆଥଲେଟ୍‌ ଅଂଶଗ୍ରହଣ କରିଥିଲେ। ଆୟୋଜକ ଦେଶରୁ ମଧ୍ୟ ୮ଜଣ ଭାଗ ନେଇଥିଲେ।…

ରାମକୁମାର ରନର୍ସଅପ୍‌

ଇକେଣ୍ଟାଲ୍‌, :ଭାରତୀୟ ଟେନିସ ଖେଳାଳି ରାମକୁମାର ରମାନାଥନ ଚ୍ୟାଲେଞ୍ଜର ସର୍କିଟରେ ପୁଣି ଥରେ ରନର୍ସ ହୋଇଛନ୍ତି। ରବିବାର ଅନୁଷ୍ଠିତ ଇକେଣ୍ଟାଲ ଟେନିସ୍‌ ଇଭେଣ୍ଟର ଫାଇନାଲରେ ସେ ଆମେରିକାର ସେବାଷ୍ଟିଆନ କୋର୍ଡାଙ୍କଠାରୁ ୪-୬, ୪-୬ ସେଟ୍‌ରେ ହାରିଯାଇଛନ୍ତି। ଏହି ମ୍ୟାଚ ଏକ ଘଣ୍ଟା…

ଆଇପିଏଲ୍‌-୨୦୨୦: ଦିଲ୍ଲୀ-ମୁମ୍ବାଇ ଫାଇନାଲ

ଆବୁଧାବି :ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ଅନୁଷ୍ଠିତ କ୍ୱାଲିଫାୟର-୨ରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ୧୭ ରନରେ ହରାଇ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମଥରପାଇଁ ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ୨୦ ଓଭରରେ ୩ ଉଇକେଟ ହରାଇ ୧୮୯ ରନ କରିଥିଲା।…

ପାକିସ୍ତାନର କ୍ରମାଗତ ଦ୍ୱିତୀୟ ବିଜୟ

ରାଓ୍ବଲପିଣ୍ଡି : ଜିମ୍ବାଓ୍ବେ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ରେ ପାକିସ୍ତାନ ୮ ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଘରୋଇ ଦଳ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିବା ସହ ୩ ମ୍ୟାଚବିଶିଷ୍ଟ ସିରିଜକୁ ଆଗୁଆ କବ୍‌ଜା କରିନେଇଛି। ରବିବାର…

‘କର ବା ମର’ ମ୍ୟାଚ୍‌ରେ ଟସ୍‌ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ

ଆବୁଧାବି,୮।୧୧: ଆଇପିଏଲ ୨୦୨୦ର ଦିତୀୟ କ୍ୱାଲିଫାୟାରରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ସନ୍ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଆବୁଧାବିର ଶେଖ ଜୟେଦ ଷ୍ଟାଡିୟମରେ ଖେଳାଯାଉଛି। ଏହି କର ବା ମର ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୍‌ଟସ ଜିଣି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି।…

ବିରାଟଙ୍କ ଏହି ନିଷ୍ପତ୍ତି ଦେଖି ଆଶ୍ଚର୍ଯ୍ୟ ହେଲେ ସଚିନ ତେନ୍ଦୁଲକର

ଆଇପିଏଲ ୨୦୨୦ର ଦ୍ୱିତୀୟ ଏଲିମିନେଟରରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳର ଅଧିନାୟକ ବିରାଟ କୋହଲି ଇନିଂସ ଆରମ୍ଭ କରିଥିଲେ। ଏହାଦେଖି ଅନେକ ଲୋକ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ମଧ୍ୟ ଥିଲେ। ସାଧାରଣତଃ…

ହାପି ବର୍ଥ ଡେ ବ୍ରେଟ୍‌ ଲି: ଏକଦା ଥିଲେ ସେଲ୍ସମ୍ୟାନ୍‌; ବିଶ୍ୱକପ୍‌ରେ ହାଟ୍ରିକ୍‌ ନେଇ ପୂରଣ କରିଥିଲେ ପିଲାଦିନର ସ୍ବପ୍ନ

ନୂଆଦିଲ୍ଲୀ,୮।୧୧: ଅଷ୍ଟ୍ରେଲିଆର ପୂର୍ବତନ ଦ୍ରୁତ ବୋଲର ବ୍ର୍ରେଟ୍‌ ଲି ବିଶ୍ୱର ଦ୍ରୁତତମ ବୋଲରମାନଙ୍କ ମଧ୍ୟରୁ ଅନ୍ୟତମ। ରବିବାର ସେ ନିଜର ୪୪ତମ ଜନ୍ମଦିନ ପାଳନ କରୁଛନ୍ତି। ଏନେଇ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ନିଉ ସାଉଥ୍‌ ଓ୍ବେଲ୍ସରେ ୧୯୭୬ ମସିହା…

ଷ୍ଟିଭେନ୍‌ ଟେଲର ଓଡ଼ିଶା ଏଫ୍‌ସି ଅଧିନାୟକ

ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଆଗାମୀ ସପ୍ତମ ସଂସ୍କରଣ ପାଇଁ ଓଡ଼ିଶା ଏଫ୍‌ସି ନୂଆ ଅଧିନାୟକ ନିଯୁକ୍ତ କରିଛି। ପୂର୍ବତନ ନ୍ୟୁ କ୍ୟାସେଲ ଡିଫେଣ୍ଡର ତଥା ୩୪ ବର୍ଷୀୟ ଇଂଲଣ୍ଡର ପେସାଦାର ଫୁଟବଲର ଷ୍ଟିଭେନ୍‌ ଟେଲରଙ୍କୁ ଓଡ଼ିଶା ଏଫ୍‌ସିର ନେତୃତ୍ୱ…

ଶେଷ ଦୁଇ ଟେଷ୍ଟ ଖେଳି ନ ପାରନ୍ତି କୋହଲି

ନୂଆଦିଲ୍ଲୀ: ଆସନ୍ତା ବର୍ଷ ଜାନୁୟାରୀ ପ୍ରଥମ ସପ୍ତାହରେ ପ୍ରଥମ ସନ୍ତାନର ପିତା ହେବାର ସମ୍ବାବନା ଥିବାରୁ ଅଷ୍ଟ୍ରେଲିଆ ବିପକ୍ଷ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଅନ୍ତର୍ଗତ ଶେଷ ଦୁଇଟି ମ୍ୟାଚ ଖେଳି ନ ପାରନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?