ଖେଳ

ସରିଲା ଲିଗ୍‌ ପର୍ଯ୍ୟାୟ: ଜାଣନ୍ତୁ ପ୍ଲେ-ଅଫ୍‌ରେ କିଏ କାହାକୁ ଭେଟିବ

ଶାରଜା,୪।୧୧: ଆଇପିଏଲ୍‌ ୨୦୨୦ରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ କର ବା ମର ମ୍ୟାଚ୍‌ରେ ହାଇଦ୍ରାବାଦ ଚମତ୍କାର ବିଜୟ ହାସଲ କରି ଚଳିତ ଆଇପିଏଲରେ ପ୍ଲେ-ଅଫ ଟିକେଟ ହାସଲ କରିଛି। ହାଇଦ୍ରାବାଦ ବିଜୟ ଲାଭ କରିବାରୁ କୋଲକାତା ନାଇଟ ରାଇଡର୍ସର ଚଳିତ ବର୍ଷ…

ଆଇପିଏଲରେ ଐତିହାସିକ ରେକର୍ଡ ହାସଲ କଲେ ଏହି ଖେଳାଳି

ଆଇପିଏଲ ୨୦୨୦ର ଶେଷ ଲିଗ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରି ପ୍ଲେ ଅଫରେ ପ୍ରବେଶ କରିଛି। ମୁମ୍ବାଇ ବିପକ୍ଷ କର ବା ମର ମ୍ୟାଚ୍‌କୁ ୧୦ ଉଇକେଟ ବିଜୟରେ ଦଳର ଅଧିନାୟକ ଡେଭିଡ ୱାର୍ନର ଏକ ଗୁରୁତ୍ୱପୂର୍ଣ୍ଣ…

ମହିଳା ଟି୨୦ ଚ୍ୟାଲେଞ୍ଜ୍‌: ତୃତୀୟ ଟାଇଟଲ ଲକ୍ଷ୍ୟରେ ସୁପରନୋଭାସ

ଶାରଜା,୪।୧୧(ପି.ଟି.): ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ମହିଳା ଟି୨୦ ଚ୍ୟାଲେଞ୍ଜ ଆରମ୍ଭ ହେବାକୁ ଯାଉଛି। ବୁଧବାରଠାରୁ ଆରମ୍ଭ ହେବାକୁଥିବା ମହିଳା କ୍ରିକେଟର ଏହି ହାଇପ୍ରୋଫାଇଲ ଟୁର୍ନାମେଣ୍ଟରେ କେବଳ ଭାରତ ନୁହେଁ ଇଂଲଣ୍ଡ, ଦକ୍ଷିଣ ଆଫ୍ରିକା ଓ ଓ୍ବେଷ୍ଟଇଣ୍ଡିଜର ତାରକା କ୍ରିକେଟରମାନେ ଅଂଶଗ୍ରହଣ…

କ୍ରିକେଟରୁ ଓ୍ବାଟସନଙ୍କ ଅବସର ଘୋଷଣା

ସିଡନୀ,୪।୧୧(ପି.ଟି.): ଅଷ୍ଟ୍ରେଲିଆ ତାରକା ଅଲରାଉଣ୍ଡର ସେନ୍‌ ଓ୍ବାଟସନ ମଙ୍ଗଳବାର ପ୍ରତିଯୋଗିତାମୂଳକ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏଥିସହିତ ତାଙ୍କ ୨୦ ବର୍ଷର କ୍ୟାରିୟରର ଅନ୍ତ ଘଟିଛି। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ତାଙ୍କ ଦଳ ଚେନ୍ନାଇ ସୁପରକିଙ୍ଗ୍ସ ବିଦାୟ ନେବା…

ସୁପର ଓଭରରେ ଜିମ୍ବାଓ୍ବେକୁ ସାନ୍ତ୍ୱନାମୂଳକ ବିଜୟ

ରାଓ୍ବଲପିଣ୍ଡି, ୪।୧୧: ପାକିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଜିମ୍ବାଓ୍ବେ ସୁପର ଓଭରରେ ବିଜୟୀ ହୋଇଛି। ଟସ୍‌ ଜିତି ଜିମ୍ବାଓ୍ବେ ପ୍ରଥମେ ବ୍ୟାଟିଂ କରି ୬ ଉଇକେଟ ହରାଇ ୨୭୮ ରନ କରିଥିଲା। ଜବାବରେ ପାକିସ୍ତାନ…

ବ୍ୟାଟ୍ସମ୍ୟାନଙ୍କ ଲାଗି ହେଲମେଟ୍‌ ବାଧ୍ୟତାମୂଳକ ହେଉ

ନୂଆଦିଲ୍ଲୀ, ୪ା୧୧(ପି.ଟି.)-ପ୍ରଫେସନାଲ ସ୍ତରରେ ଖେଳିବାବେଳେ ବ୍ୟାଟ୍ସମ୍ୟାନଙ୍କ ଲାଗି ହେଲମେଟ ପିନ୍ଧିବା ବାଧ୍ୟତାମୂଳକ କରାଯାଉ ବୋଲି ଭାରତୀୟ ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ କହିଛନ୍ତି। ସନରାଇଜର୍ସ ହାଇଦ୍ରାବାଦ ଅଲ୍‌ରାଉଣ୍ଡର ବିଜୟ ଶଙ୍କରଙ୍କ ମୁଣ୍ଡରେ ବଲ୍‌ ବାଜିବା ଦୃଶ୍ୟର…

ସନ୍‌ରାଇଜର୍ସ-ଆରସିବି ଏଲିମିନେଟର

ଶାରଜା, ୪।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ମଙ୍ଗଳବାର ଅନୁଷ୍ଠିତ ଶେଷ ଲିଗ୍‌ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ ୧୦ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ୨୦ ଓଭରରେ ୮ ଉଇକେଟ ହରାଇ ୧୪୯ ରନ କରିଥିବାବେଳେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଅସଲ ମୁଖା ଖୋଲିଲେ ପୂର୍ବତନ କ୍ରିକେଟର୍‌

ଇସଲାମାବାଦ,୩।୧୧: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ସରଫରାଜ ନୱାଜ ପ୍ରଧାନମନ୍ତ୍ରୀ ତଥା ପୂର୍ବତନ କ୍ରିକେଟ ଅଧିନାୟକ ଇମ୍ରାନ ଖାନଙ୍କ ବିରୋଧରେ ଏକ ଅଭିଯୋଗ କରିଛନ୍ତି। ସରଫରାଜ ଦାବି କରିଛନ୍ତି ଯେ ଇମ୍ରାନ କୋକେନ (ଡ୍ରଗ୍ସ) ଖାଉଥିଲେ। ସେ ଏହା ମଧ୍ୟ କହିଛନ୍ତି…

ସ୍ବାମୀଙ୍କ ନାମରେ ଟାଟୁ କରିଛନ୍ତି ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ମୁମ୍ବାଇ ଇଣ୍ଡିଆନ୍ସର ବିସ୍ଫୋରକ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଆଇପିଏଲର ଚଳିତ ସିଜନରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ ଏପର୍ଯ୍ୟନ୍ତ ୧୩ଟି ମ୍ୟାଚରେ ୩୭୪ ରନ ସଂଗ୍ରହ କରିଛନ୍ତି। ସୂର୍ଯ୍ୟକୁମାରଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ କହିବାକୁ ଗଲେ ତାଙ୍କ ସ୍ତ୍ରୀ ଦେଭିଶା ଜଣେ…

ମୃତ୍ୟୁକୁ ନେଇ ଗୁଜବ, ମୁହଁ ଖୋଲିଲେ ମହାନ ଅଲରାଉଣ୍ଡର

ଆଜିକାଲି ସୋସିଆଲ ମିଡିଆରେ ନକଲି ଖବର ପ୍ରତି ସତର୍କ ରହିବା ଆବଶ୍ୟକ। ସୋମବାର ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ କପିଲ ଦେବଙ୍କ ଦେହାନ୍ତ ହୋଇଥିବା ଖବର ଗୁଜବ ସୋସିଆଲ ମିଡିଆରେ ପ୍ରଚାରିତ ହୋଇଥିଲା। ଏହି ଖବର ନିଆଁ ପରି ବ୍ୟାପି…

ଭାବବିହ୍ବଳ ହୋଇ ଆଇପିଏଲ୍‌କୁ ବାଏ ବାଏ କହିଲେ ଏହି ପ୍ରସିଦ୍ଧ ଅଲରାଉଣ୍ଡର

ଚେନ୍ନାଇ ସୁପର୍‌ କିଙ୍ଗସ ଷ୍ଟାର୍‌ ଅଲରାଉଣ୍ଡର ଶେନ ୱାଟସନ ସମସ୍ତ ପ୍ରକାରର କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। କିଙ୍ଗସ ଇଲେଭେନ ପଞ୍ଜାବ ବିପକ୍ଷ ମ୍ୟାଚ ପରେ ୩୯ ବର୍ଷୀୟ ୱାଟସନ ସିଏସକେର ସାଥି ଖେଳାଳିଙ୍କୁ ଭାବବିହ୍ବଳ ହୋଇ ନିଜ ଅବସର ନେଇ…

ଲଗାତର ୪ ମ୍ୟାଚ୍‌ ପରାଜୟ ସତ୍ତ୍ୱେ କେମିତି ଫ୍ଲେ-ଅଫ୍‌ରେ ପହଞ୍ଚିଲା ବେଙ୍ଗାଲୁରୁ, ଜାଣନ୍ତୁ ପୂରା ଗଣିତ

ଦୁବାଇ,୩।୧୧:ଆଇପିଏଲ ୨୦୨୦ ରେ ପ୍ଲେ ଅଫ ଯୋଗ୍ୟତା ପାଇଁ ଆଉ ମାତ୍ର ଗୋଟିଏ ଲିଗ୍‌ ମ୍ୟାଚ୍‌ ବାକି ଅଛି। ତେବେ ସୋମବାର ଆବୁଧାବିରେ ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଉଭୟ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳ ପ୍ଲେ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?