ଖେଳ

ବାଙ୍ଗାଲୋରକୁ ହରାଇଲା ହାଇଦ୍ରାବାଦ୍‌

ଶାରଜା: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଶନିବାର ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଡେଭିଡ୍‌ ଓ୍ବାର୍ନରଙ୍କ ନେତୃତ୍ୱଧୀନ ସନରାଇଜର୍ସ ହାଇଦ୍ରାବାଦ ୩୫ ବଲ ବାକି ଥାଇ ୫ ଉଇକେଟରେ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ପରାସ୍ତ କରିଛି। ସ୍ଥାନୀୟ ଶାରଜା…

ପଞ୍ଜାବକୁ ରୋକିଲା ରାଜସ୍ଥାନ

ଆବୁଧାବି, ୩୧।୧୦- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ରେ କିଙ୍ଗ୍ସ ଇଲେଭେନ ପଞ୍ଜାବର କ୍ରମାଗତ ୬ ବିଜୟରେ ବ୍ରେକ୍‌ ଲଗାଇଛି ରାଜସ୍ଥାନ ରୟାଲ୍ସ। ଲଗାତାର ୫ ମ୍ୟାଚ ଜିତି ପ୍ଲେ-ଅଫ୍‌ ଆଶା ଉଜ୍ଜୀବିତ କରିଥିବା ପଞ୍ଜାବକୁ ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ରାଜସ୍ଥାନ ୭…

ଆଇଏସ୍‌ଏଲ୍‌ କାର୍ଯ୍ୟସୂଚୀ ଘୋଷଣା

ମାର୍ଗାଓ, ୩୧।୧୦: ଇଣ୍ଡିଆନ ସୁପରଲିଗ୍‌(ଆଇଏସ୍‌ଏଲ୍‌) ୭ମ ସଂସ୍କରଣର ପ୍ରଥମ ଚରଣ ପାଇଁ ଶୁକ୍ରବାର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ନଭେମ୍ବର ୨୦ରୁ ଆରମ୍ଭ ହେବାକୁ ଯାଉଥିବା ଏହି ହାଇ ପ୍ରୋଫାଇଲ ଫୁଟବଲ ଇଭେଣ୍ଟର ଉଦ୍‌ଘାଟନୀ ମ୍ୟାଚ ଏଟିକେ ମୋହନବାଗାନ ଓ କେରଳ ବ୍ଲାଷ୍ଟର୍ସ…

ଟାଇସନ-ଜୋନ୍ସ ପ୍ରଦର୍ଶନୀ ବାଉଟ୍‌

ଲସ୍‌ଏଞ୍ଜେଲସ୍‌ ୩୧ା୧୦ (ଏପି): ବକ୍ସିଂ ରିଙ୍ଗ୍‌କୁ ଫେରିବେ ମାଇକ୍‌ ଟାଇସନ ଓ ରୟ ଜୋନ୍ସ ଜୁନିୟର। ଦୁଇ ବକ୍ସରଙ୍କ ମଧ୍ୟରେ ଏହା ଏକ ପ୍ରଦର୍ଶନୀ ମୁକାବିଲା ହେବ। ଏଥିରେ ବକ୍ସିଂର ଉଚ୍ଚକୋଟୀର କୌଶଳ ଦେଖିବାକୁ ମିଳିବ। ଏହା ପ୍ରଦର୍ଶନୀ ବାଉଟ୍‌ ନୁହେଁ,…

କାଭିନ୍ଦର, ସଞ୍ଜିତ୍‌ ଫାଇନାଲରେ

ନୂଆଦିଲ୍ଲୀ, ୩୧ା୧୦ (ପି.ଟି.)- ଭାରତୀୟ ବକ୍ସର କାଭିନ୍ଦର ସିଂ ବିସ୍ତ୍‌ (୫୭କେଜି) ଓ ସଞ୍ଜିତ (୯୧କେଜି) ଫ୍ରାନ୍ସର ନାଣ୍ଟିସ୍‌ଠାରେ ଚାଲିଥିବା ଆଲେକ୍ସିସ୍‌ ଭାଷ୍ଟିନେ ଇଣ୍ଟରନ୍ୟାଶନାଲ ଟୁର୍ନାମେଣ୍ଟ ଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ୪ଥର ଏସିଆନ୍‌ ପଦକ ବିଜେତା ଶିବ ଥାପ୍ପା (୬୩କେଜି)…

ଟୋକିଓ ଅଲିମ୍ପିକ୍ସ: ଜାପାନରେ ଟିକେଟ କ୍ରେତା ମୂଲ୍ୟ ଫେରିପାଇବେ

ଟୋକିଓ, ୩୧ା୧୦ (ଏପି): ଜାପାନରେ ଟୋକିଓ ଅଲିମ୍ପିକ୍ସର ଟିକେଟ କ୍ରେତାମାନେ ଚାହିଁଲେ ସେମାନଙ୍କ ମୂଲ୍ୟ ଫେରିପାଇବେ। ଏଥିପାଇଁ ସ୍ଥାନୀୟ ଆୟୋଜକ ଶୁକ୍ରବାର ଗ୍ୟାରେଣ୍ଟି ପ୍ରଦାନ କରିଛି। କିନ୍ତୁ ଜାପାନ ବାହାରେ ନ୍ୟାଶନାଲ ଅଲିମ୍ପିକ କମିଟି ଦ୍ୱାରା ନିଯୁକ୍ତ ସ୍ବୀକୃତିପ୍ରାପ୍ତ ଟିକେଟ ରିସେଲରଙ୍କଠାରୁ…

ଋତୁରାଜ ଜଣେ ପ୍ରତିଭାସମ୍ପନ୍ନ କ୍ରିକେଟର: ଧୋନୀ

ଦୁବାଇ,୩୧।୧୦(ପି.ଟି.): ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଯୁବ ବ୍ୟାଟ୍ସମ୍ୟାନ ଋତୁରାଜ ଗାଏକ୍ୱାଡ ନିଜ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ପ୍ରଭାବିତ କରିଛନ୍ତି। ଶ୍ରେଷ୍ଠ ପ୍ରତିଭାସମ୍ପନ୍ନ କ୍ରିକେଟରମାନଙ୍କ ମଧ୍ୟରୁ ସେ ଅନ୍ୟତମ ବୋଲି ଧୋନୀ କହିଛନ୍ତି। ଗୁରୁବାର କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷରେ…

ପ୍ରଥମ ଦିନିକିଆ: ଟେଲରଙ୍କ ଶତକ ନିଷ୍ଫଳ: ପାକିସ୍ତାନ ୨୬ ରନରେ ବିଜୟୀ

ରାଓ୍ବଲପିଣ୍ଡି,୩୧।୧୦(ପି.ଟି.): ଜିମ୍ବାଓ୍ବେ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ୍‌ରେ ଘରୋଇ ପାକିସ୍ତାନ ୨୬ ରନରେ ବିଜୟୀ ହୋଇଛି। ରାଓ୍ବଲପିଣ୍ଡି କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଏହି ମ୍ୟାଚ୍‌ରେ ପାକିସ୍ତାନ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ଓଭରରେ ୮…

ଦିଲ୍ଲୀ ପାଇଁ କର ବା ମର ପରିସ୍ଥିତି

ଦୁବାଇ,୩୧।୧୦: ଶନିବାର ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପରକୁ ଭେଟିବେ। ଗତଥରର ଚାମ୍ପିୟନ ମୁମ୍ବାଇ ପ୍ଲେ- ଅଫ୍‌ରେ ସ୍ଥାନ ପାଇସାରିଥିତ୍ବାରୁ ଏହି ମ୍ୟାଚ୍‌ ଦିଲ୍ଲୀ ପାଇଁ ଅଧିକ ଗୁରୁତ୍ୱବହନ କରୁଛି। ଏଥିରେ ବିଜୟୀ ହୋଇ ମୁମ୍ବାଇ ଦିଲ୍ଲୀର…

ପ୍ଲେ- ଅଫ୍‌ରେ ସ୍ଥାନ ହାସଲ ଲକ୍ଷ୍ୟରେ ବାଙ୍ଗାଲୋର

ଶାରଜା,୩୧।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୫୨ତମ ମ୍ୟାଚ୍‌ରେ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଓ ଡେଭିଡ୍‌ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ସନ ରାଇଜର୍ସ ହାଇଦ୍ରାବାଦ୍‌ ମୁହଁାମୁହିଁ ହେବେ। ଶନିବାର ସ୍ଥାନୀୟ ଶାରଜା କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି…

ବୀରେନ୍ଦ୍ର ସେହଓ୍ବାଗ୍‌ ଅଧିକାଂଶ ମ୍ୟାଚ୍‌ରେ ପିନ୍ଧୁଥିଲେ ବିନା ନମ୍ବର ବିଶିଷ୍ଟ ଜର୍ସି : କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଶାଶୁ-ବୋହୂଙ୍କ ମଧ୍ୟରେ ଝଗଡ଼ା ନ ହେଉ ସେଥିପାଇଁ ପୂର୍ବତନ ଭାରତୀୟ କ୍ରିକେଟର ବୀରେନ୍ଦ୍ର ସେହଓ୍ବାଗ୍‌ ବିନା ନମ୍ବର ବିଶିଷ୍ଟ ଜର୍ସି ପିନ୍ଧି ମଇଦାନକୁ ଓହ୍ଲାଉଥିଲେ। ଏ କଥା ନିଜେ ସେହଓ୍ବାଗ୍‌ କହିଛନ୍ତି। ସୋସିଆଲ ମିଡିଆରେ ନିଜ ଶୋ’ଭୀରୁ କି ବୈଠକ ଏପିସୋଡ୍‌…

ଏହି ଖେଳାଳିଙ୍କ ସ୍ତ୍ରୀ ଭାରି ଅଳସୁଆ

ବିରାଟ କୋହଲିଙ୍କ ନେତୃତ୍ୱଧୀନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳର ଷ୍ଟାର୍‌ ଖେଳାଳି ଆରୋନ ଫିଞ୍ଚ୍‌ ଦଳକୁ ପ୍ରଥମଥର ଚାମ୍ପିୟନ୍‌ କରାଇବା ପାଇଁ ଲାଗି ପଡିଛନ୍ତି। ଆରସିବି ପକ୍ଷରୁ ଏହା ତାଙ୍କର ପ୍ରଥମ ସିଜିନ୍‌। ବ୍ୟକ୍ତିଗତ ଜୀବନରେ ଫିଞ୍ଚ୍‌ଙ୍କ ପାଇଁ ଆଇପିଏଲ୍‌ ସବୁଠୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?