ଖେଳ

ଅଭିନୟରେ ପାଦ ଦେବେ କି ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିିଙ୍କ ଜୀବନୀ ଉପରେ ବଲିଉଡ ଚଳଚ୍ଚିତ୍ର ନିର୍ମାଣ ହେବାର ଯୋଜନା ଚାଲିଛି। ଉକ୍ତ ଚଳଚ୍ଚିତ୍ରରେ କୋହଲି ନିଜ ଭୂମିକାରେ ଅଭିନୟ କରିବାକୁ ରାଜି ଅଛନ୍ତି। ତେବେ ଏଥିପାଇଁ ସେ ଏକ ସର୍ତ୍ତ ରଖିଛନ୍ତି।...

ଟ୍ରେନିଂକୁ ଫେରିଲେ ଅଶ୍ୱିନୀ, ଲକ୍ଷ୍ୟ

ନୂଆଦିଲ୍ଲୀ,୪।୬(ପି.ଟି.): ବ୍ୟାଡ୍‌ମିଣ୍ଟନ ତାରକା ଅଶ୍ୱିନୀ ପୋନାପ୍ପା ଓ ଲକ୍ଷ୍ୟ ସେନ୍‌ଙ୍କ ସମେତ ୨୦ଜଣ ଅନ୍ୟ ଭାରତୀୟ ଖେଳାଳି ଟ୍ରେନିଂକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ବେଙ୍ଗାଲୁରୁ ସ୍ଥିତ ପ୍ରକାଶ ପାଦୁକନ୍‌ ବ୍ୟାଡ୍‌ମିଣ୍ଟନ ଏକାଡେମୀ (ପିପିବିଏ)ରେ ଏହି ଖେଳାଳିମାନେ ଅଭ୍ୟାସ ଆରମ୍ଭ କରିଛନ୍ତି। କୋଭିଡ-୧୯...

ବାଲକୋନୀରୁ ଡେଇଁ ଆତ୍ମହତ୍ୟା କରିବାକୁ ଚାହୁଁଥିଲେ ଉଥାପ୍ପା

ନୂଆଦିଲ୍ଳୀ,୪।୬(ପି.ଟି.): ୨୦୦୭ରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ର ପ୍ରାରମ୍ଭିକ ସଂସ୍କରଣରେ ଭାରତକୁ ଚାମ୍ପିୟନ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ରବିନ୍‌ ଉଥାପ୍ପା ଏକଦା ମାନସିକ ଦୁଃଶ୍ଚିନ୍ତାର ଶିକାର ହୋଇ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ। କ୍ୟାରିୟରରେ ୨ ବର୍ଷ ସେ...

ଶିଖର ଧାଓ୍ବନଙ୍କ ମେକ୍‌ଅପ୍‌ କଲେ ପୁଅ ଜୋରାଭର୍‌

ଲକ୍‌ଡାଉନ୍‌ ଏବେ କ୍ରିକେଟ୍‌ ସିରିଜ୍‌ ନ ଥିବାରୁ କ୍ରିକେଟରମାନେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଭାରତୀୟ କ୍ରିକେଟର୍‌ ଶିଖର ଧାଓ୍ବନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ପୁଅ ଜୋରାଭର ସହ ସେ ଅନେକ ମଜାଳିଆ ଭିଡିଓ ଶେୟାର କରିଥାନ୍ତି।...

ହାତୀ ମୃତ୍ୟୁକୁ ନେଇ କ୍ରିକେଟ ଜଗତ ସ୍ତବ୍ଧ

ତିରୁଭାନନ୍ତପୁରମ,୪।୬: ଏକ ଗର୍ଭିଣୀ ହାତୀକୁ ବାଣ ଭର୍ତ୍ତି ସପୁରୀ ଖୁଆଇ ହତ୍ୟା କରିବା ଭଳି ଏକ ହୃଦୟବିଦାରକ ଘଟଣା ସମଗ୍ର ଦେଶରେ ଆଲୋଡନ ସୃଷ୍ଟି କରିଛି। ଗତ ମେ’ ୨୭ ତାରିଖରେ କେରଳରେ ଘଟିଥିବା ଏହି ହାତୀମୃତ୍ୟୁ ଘଟଣା ଲୋକଲୋଚନକୁ...

୩ ଓ୍ବେଷ୍ଟଇଣ୍ଡିଜ ଖେଳାଳି ଇଂଲଣ୍ଡ ଯିବାକୁ ମନାକଲେ

ସେଣ୍ଟ ଜନ୍ସ(ଆଣ୍ଟିଗୁଆ),୪।୬(ପି.ଟି.)- କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଜୈବ-ସୁରକ୍ଷିତ ପରିବେଶରେ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଆସନ୍ତା ମାସରେ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ହେବାର କାର୍ଯ୍ୟସୂଚୀ ରହିଛି। କେବଳ ୟୁକେ ସରକାରଙ୍କ ଅନୁମୋଦନକୁ ଅପେକ୍ଷା କରାଯାଇଛି। ଏଥିପାଇଁ...

ଡିସୁଜାଙ୍କ ସହ ଚୁକ୍ତିକଲା ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୪।୬(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପରଲିଗ୍‌(ଆଇଏସ୍‌ଏଲ)ର ୭ମ ସିଜନ ପୂର୍ବରୁ ଓଡ଼ିଶା ଏଫସି ଲେଫ୍ଟ ବ୍ୟାକ୍‌ ଜର୍ଜ ଡିସୁଜାଙ୍କ ସହ ଚୁକ୍ତି କରିଛି। ଗୋଆର ଡିସୁଜା ସେସା ଫୁଟବଲ ଏକାଡେମୀରୁ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ସେ ସ୍ପୋର୍ଟିଂ କ୍ଲବ...

ଭାରତୀୟ ହକି ଦଳର ଆଉଟଡୋର ଟ୍ରେନିଂ ଆରମ୍ଭ

ବେଙ୍ଗାଲୁରୁ, ୪।୬(ପି.ଟି.)-  କରୋନା ଭାଇରସ ସଂକ୍ରମଣ ଜନିତ ଲକ୍‌ଡାଉନ୍‌ ସ୍ଥିତି ଯୋଗୁ ୨ ମାସର ବିରାମ ପରେ ଭାରତୀୟ ମହିଳା ଓ ପୁରୁଷ ହକି ଦଳ ସୁସଙ୍ଗଠିତ ଏବଂ ପର୍ଯ୍ୟାୟକ୍ରମେ ବୁଧବାରଠାରୁ ଆଉଟଡୋର ଟ୍ରେନିଂ ଆରମ୍ଭ କରିଛି। ଷ୍ଟାଣ୍ଡାର୍ଡ ଅପରେଟିଂ...

ଅର୍ଜୁନ ପୁରସ୍କାର: ଦୂତୀଙ୍କ ନାମ ସୁପାରିସ କଲା ଏଏଫ୍‌ଆଇ

ଭୁବନେଶ୍ୱର, ୪।୬(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଏବେ ଅନୁଷ୍ଠାନିକଭାବେ ଅର୍ଜୁନ ପୁରସ୍କାର ଦୌଡ଼ରେ ସାମିଲ ହୋଇଛନ୍ତି। କିଛିଦିନ ପୂର୍ବରୁ ଓଡ଼ିଶା ସରକାରଙ୍କ କ୍ରୀଡ଼ା ବିଭାଗ ଦୂତୀଙ୍କ ନାମ ଆଥଲେଟିକ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ(ଏଏଫଆଇ) ନିକଟକୁ...

କ୍ରିକେଟ୍‌ ଛାଡି ପାଇଲଟ୍‌ ହେଲେ ଏହି କ୍ରିକେଟର୍‌

ସାଧାରଣତଃ କ୍ରିକେଟରମାନେ କ୍ରିକେଟ ଛାଡି ଖେଳ ସହ ଯୋଡି ହୋଇରହିଥାନ୍ତି। କିଏ କମେଣ୍ଟଟର୍‌ ହୁଅନ୍ତି ତ ଆଉ କିଏ କ୍ରିକେଟ ଏକ୍ସପର୍ଟ, କୋଚ୍‌ ଭାବେ କାର୍ଯ୍ୟ କରନ୍ତି। ଆଉ କିଛି କ୍ରିକେଟର୍‌ ଖେଳ ସହ କୌଣସି ସମ୍ପର୍କ ରଖନ୍ତି ନାହିଁ।...

ଜାତୀୟ କ୍ରୀଡ଼ା ପୁରସ୍କାର: ୨୨କୁ ଘୁଞ୍ଚିଲା ଆବେଦନର ଶେଷ ତାରିଖ, ନିଜକୁ ନୋମିନେଟ କରିପାରିବେ ଖେଳାଳି

ନୂଆଦିଲ୍ଲୀ,୩।୬(ପି.ଟି.): ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ଆବେଦନର ଶେଷ ତାରିଖକୁ ଘୁଞ୍ଚାଇବାକୁ କେନ୍ଦ୍ର କ୍ରୀଡ଼ାମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି। ଆବେଦନ ପାଇଁ ବୁଧବାର ଶେଷ ତାରିଖ ଥିଲା। ତେବେ ଏହାକୁ ଆସନ୍ତା ୨୨ ତାରିଖକୁ ଘୁଞ୍ଚାଇଦିଆଯାଇଛି। ଏଥିସହିତ ଆଥଲେଟମାନେ ନିଜ ନାମ...

ଅର୍ଜୁନ ପୁରସ୍କାର ନେଇ ପ୍ରଣୟଙ୍କ କ୍ଷୋଭ: କ୍ରମାଗତ ଦ୍ୱିତୀୟ ବର୍ଷ ନୋମିନେଶନରୁ ବାଦ୍‌ ପଡ଼ିଲେ

ନୂଆଦିଲ୍ଲୀ, ୩।୬(ପି.ଟି.): ଅର୍ଜୁନ ପୁରସ୍କାର ଦୌଡ଼ରୁ ବାଦ୍‌ ପଡିଛନ୍ତି ଭାରତୀୟ ବ୍ୟାଡମିଣ୍ଟନ ତାରକା ଏଚ୍‌.ଏସ୍‌. ପ୍ରଣୟ। କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ତାଙ୍କୁ ଏହି ପୁରସ୍କାରର ନୋମିନେଶନରୁ ବାଦ୍‌ ଦିଆଯାଇଛି। ଫଳରେ ପ୍ରଣୟ ଏଥିପାଇଁ ଅସନ୍ତୋଷ ଜାହିର କରିଛନ୍ତି। ବ୍ୟାଡମିଣ୍ଟନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri