ବୋଟାସ ଦ୍ରୁତତମ
ପୋର୍ଟିମାଓ (ପର୍ତ୍ତୁଗାଲ୍), ୨୪ା୧୦ (ଏପି)-ପର୍ତ୍ତୁଗିଜ୍ ଫର୍ମୁଲା ଓ୍ବାନ୍ ଗ୍ରାଁ ପ୍ରି ପାଇଁ ଶୁକ୍ରବାର ଅନୁଷ୍ଠିତ ପ୍ରଥମ ପ୍ରାକ୍ଟିସ ସେସନରେ ମର୍ସିଡିଜ୍ ଡ୍ରାଇଭର ଭାଲଟେରି ବୋଟାସ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ ତାଙ୍କ ଟିମ୍ମେଟ୍ ଲୁଇସ୍ ହାମିଲଟନଙ୍କଠାରୁ .୩୪ ସେକେଣ୍ଡ ଏବଂ…
ଚାପ ବିନା କ୍ରିକେଟ ରୋମାଞ୍ଚହୀନ: ମୋରିସ
ଦୁବାଇ,୨୪।୧୦(ପି.ଟି.): ଚାପ ନ ଥିଲେ କ୍ରିକେଟର ମାନେ କିଛି ନାହିଁ। ଚାପ ନ ଥିଲେ କ୍ରିକେଟରେ ରୋମାଞ୍ଚ ନାହିଁ ବୋଲି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଲରାଉଣ୍ଡର କ୍ରିସ୍ ମୋରିସ୍ କହିଛନ୍ତି। ଜଣେ ଅଲରାଉଣ୍ଡର ଭାବେ ବାଙ୍ଗାଲୋର ଦଳରେ ତାଙ୍କର ଭୂମିକା…
ଏବେ ଅସ୍ଥିତ୍ୱର ଲଢ଼େଇ: ପଞ୍ଜାବ- ହାଇଦ୍ରାବାଦ ମୁକାବିଲା
ଦୁବାଇ,୨୪।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୪୩ତମ ମୁକାବିଲାରେ କିଙ୍ଗ୍ସ ଏକାଦଶ ପଞ୍ଜାବ ଓ ସନରାଇଜର୍ସ ହାଇଦ୍ରାବାଦ ପରସ୍ପରକୁ ଭେଟିବେ। ସ୍ଥାନୀୟ ଦୁତ୍ବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଶନିବାର ଆୟୋଜିତ ହେବାକୁ ଥିବା ଦ୍ୱିତୀୟ ମ୍ୟାଚ୍ ଏହି ଦୁଇ ଦଳ ପାଇଁ…
ଶୀର୍ଷସ୍ଥାନ ବଜାୟ ଲକ୍ଷ୍ୟରେ ଦିଲ୍ଲୀ
ଆବୁଧାବି,୨୪।୧୦(ପି.ଟି.): ଟେବୁଲ ଟପ୍ପର ଦିଲ୍ଲୀ କ୍ୟାପିଟାଲ୍ସ ଓ କୋଲକାତା ନାଇଟ ରାଇଡର୍ସ ଶନିବାର ପରସ୍ପରକୁ ଭେଟିବେ। ଶନିବାର ପ୍ରଥମ ମ୍ୟାଚ୍ରେ ଦୁଇ ଦଳ ଟୁର୍ନାମେଣ୍ଟର ୪୨ତମ ମୁକାବିଲାରେ ମୁହଁ।ମୁହିଁ ହେବେ। ସ୍ଥାନୀୟ ଶେଖ ଜାଏଦ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍…
ଚେନ୍ନାଇ ଆଶା ମଉଳିଲା, ମୁମ୍ବାଇ ଶୀର୍ଷରେ
ଶାରଜା, ୨୪।୧୦- ଟ୍ରେଣ୍ଟ ବୋଲ୍ଟ ଓ ଯଶପ୍ରୀତ ବୁମ୍ରା ଘାତକ ବୋଲିଂ ଏବଂ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ସହାୟତାରେ ମୁମ୍ବାଇ ଇଣ୍ଡିଆନ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ସହଜ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷକୁ ଫେରିଛି।…
କପିଲ ଦେବ ଅସୁସ୍ଥ : ହୃଦଘାତ ଯୋଗୁ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୨୩ ।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ କ୍ୟାପଟେନ କପିଲ ଦେବ ଅସୁସ୍ଥ ହୋଇପଡିଛନ୍ତି । ହୃଦ୍ଘାତ ସମସ୍ୟା ଦେଖାଯିବାରୁ ଶୁକ୍ରବାର ତାଙ୍କୁ ଦିଲ୍ଲୀର ଫୋର୍ଟିଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ ତାଙ୍କର ଆନଜିଓପ୍ଲାଷ୍ଟି କରାଯାଇଥିବା ବେଳେ ସେ ସୁସ୍ଥ…
ପ୍ରଥମ ଦେଖାରେ ଅନୁଷ୍କାଙ୍କୁ କ୍ଷମା ମାଗିଥିଲେ ବିରାଟ: ଜାଣନ୍ତୁ କାହିଁକି
ବଲିଉଡ୍ ଏବଂ କ୍ରିକେଟ ଦୁନିଆରେ ଅନୁଷ୍କା-ବିରାଟ ଏକ ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡି। ୨୦୧୭ ମସିହାରେ ଏହି ଯୋଡି ଇଟାଲିରେ ବିବାହ କରିଥିଲେ। ବିବାହ ସମୟର ଫଟୋ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ମଧ୍ୟ ହୋଇଥିଲା। ପ୍ରଶଂସକ ଏହି ଯୋଡିକୁ ‘ଭିରୁଷ୍କା’…
ଚହଲଙ୍କ ଦୁଷ୍ଟ କହିଲେ ଏହି କ୍ରିକେଟର୍
ଦୁବାଇ,୨୩।୧୦: ଆଇପିଏଲ୍ରେ ୨୦୨୦ରେ ରୟାଲ୍ ଚ୍ୟାଲେଞ୍ଜର୍ସ (ଆରସିବି)ଦଳ ଭଲ ପ୍ରଦର୍ଶନ କରୁଛି। ଖେଳାଳିମାନେ ଏଥିରେ ଖୁସି ମଧ୍ୟ ଅଛନ୍ତି। ମ୍ୟାଚ୍ ପରେ ମଜା କରୁଥିବା ନଜର ଆସୁଛନ୍ତି। ନିକଟରେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋରର ଅଭ୍ୟାସ ଅଧିବେଶନ ବେଳର ଏକ ଫଟୋ ଅଧିନାୟକ…
ସନ୍ରାଇଜର୍ସ ଆଶା ଉଜ୍ଜୀବିତ
ଦୁବାଇ, ୨୩।୧୦- ଜାସନ ହୋଲ୍ଡରଙ୍କ ପ୍ରଭାବୀ ବୋଲିଂ ପରେ ମନୀଷ ପାଣ୍ଡେ ଓ ବିଜୟ ଶଙ୍କରଙ୍କ ଦ୍ରୁତ ଶତକୀୟ ଭାଗୀଦାରି ବଳରେ ସନ୍ରାଇଜର୍ସ ହାଇଦ୍ରାବାଦ ଇଣ୍ଡିଆନ ପ୍ରିମିୟର ଲିଗ୍ର ଗୁରୁବାର ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ୮ ଉଇକେଟରେ ପରାସ୍ତ କରିଛି। ରାଜସ୍ଥାନ…
ଓ୍ବାଲର୍ଡ ଟେଷ୍ଟ ଚାମ୍ପିୟନଶିପ୍: ପଏଣ୍ଟ ଭାଗ ପାଇଁ ଆଇସିସିର ଯୋଜନା
ଦୁବାଇ, ୨୩।୧୦(ପି.ଟି.)- କୋଭିଡ-୧୯ ମହାମାରୀ ପାଇଁ ଓ୍ବାଲର୍ଡ ଟେଷ୍ଟ ଚାମ୍ପିୟନଶିପ୍ ଅନ୍ତର୍ଗତ ଅନେକ ଦ୍ୱିପାକ୍ଷିକ ସିରିଜ ସ୍ଥଗିତ ରହିଛି। ମାତ୍ର ପୂର୍ବ କାର୍ଯ୍ୟସୂଚୀ ଅନୁସାରେ ଆସନ୍ତା ଜୁନ୍ରେ ଫାଇନାଲ ଆୟୋଜନ ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ୍(ଆଇସିସି) ଲକ୍ଷ୍ୟ ରଖିଛି। ଏପରି ସ୍ଥିତିରେ…
ଟିମ୍ ଇଣ୍ଡିଆର ଅଷ୍ଟ୍ରେଲିଆ ଗସ୍ତ : କ୍ୱାରାଣ୍ଟାଇନ୍ ସମୟରେ ଟ୍ରେନିଂ ପାଇଁ ନ୍ୟୁ ସାଉଥ୍ ଓ୍ବେଲ୍ସ ସରକାରଙ୍କ ଅନୁମତି
ସିଡ୍ନୀ, ୨୩।୧୦- ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ପରେ ଭାରତୀୟ କ୍ରିକେଟ ଦଳ ଅଷ୍ଟ୍ରେଲିଆ ଯିବ। ସେଠାରେ ଦଳ ପ୍ରଥମେ ସିଡ୍ନୀ ଓ କାନ୍ବେରାରେ ୩ଟି ଲେଖାଏ ଏକଦିବସୀୟ ଓ ଟି୨୦ ମ୍ୟାଚ ଖେଳିବ। ଅଷ୍ଟ୍ରେଲିଆରେ ପହଞ୍ଚତ୍ବା ପରେ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍…
ଜୁନିୟର ବ୍ୟାଡ୍ମିଣ୍ଟନ ଓ୍ବାଲର୍ଡ ଚାମ୍ପିୟନଶିପ୍ ବାତିଲ
ନୂଆଦିଲ୍ଲୀ, ୨୩ା୧୦ (ପି.ଟି.): ନୂଆଦିଲ୍ଲୀରେ ଆସନ୍ତା ଜାନୁୟାରରେ ହେବାକୁଥିବା ଜୁନିୟର ଓ୍ବାଲର୍ଡ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ ୨୦୨୦କୁ ଶେଷରେ ବାତିଲ କରିଦିଆଯାଇଛି। କୋଭିଡ୍-୧୯ ମହାମାରୀଜନନିତ କଟକଣା ଓ ଅନିଶ୍ଚିତତା ଯୋଗୁ ଗୁରୁବାର ଏହି ନିଷ୍ପତ୍ତି ନିଆଯାଇଥିବା ବ୍ୟାଡ୍ମିଣ୍ଟନ ଓ୍ବାଲର୍ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍) ସାଧାରଣ…

