ଖେଳ

ଟି୨୦ ଚ୍ୟାଲେଞ୍ଜ: ଭାରତୀୟ ମହିଳା ଖେଳାଳି ୟୁଏଇରେ

ଦୁବାଇ, ୨୩ା୧୦ (ପି.ଟି)- ମହିଳା ଟି୨୦ ଚ୍ୟାଲେଞ୍ଜରେ ଅଂଶଗ୍ରହଣ କରିବା ଲାଗି ଭାରତର ୩୦ ଶ୍ରେଷ୍ଠ ମହିଳା କ୍ରିକେଟ ଖେଳାଳି ଗୁରୁବାର ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ପହଞ୍ଚତ୍ଛନ୍ତି। ‘ମିନି ଓମେନ ଆଇପିଏଲ୍‌’ ଭାବେ ପରିଚିତ ଏହି ଟୁର୍ନାମେଣ୍ଟ ଶାରଚାରେ ନଭେମ୍ବର…

ପେଲେଙ୍କୁ ୮୦ବର୍ଷ

ସାଓପଲୋ, ୨୩ା୧୦ (ଏପି)-ବ୍ରାଜିଲର ମହାନ ଫୁଟ୍‌ବଲର ପେଲେ ଶୁକ୍ରବାର ୮୦ ବର୍ଷରେ ପଦାର୍ପଣ କରିବେ। ୩ଥର ବିଶ୍ୱବିଜେତା କିନ୍ତୁ ତାଙ୍କ ଜନ୍ମଦିନକୁ ଜାକଜମକରେ ନ ପାଳି ପରିବାରର କେତେଜଣ ହାତଗଣତି ସଦସ୍ୟଙ୍କ ସହ ସାଓପଲୋ ବାହାରେ ଅତିବାହିତ କରିବେ। ଏହାସତ୍ତ୍ୱେ ଖେଳାଳି,…

ଅନ୍ୟ ଉପରେ ନିଜ ମତ ଲଦେ ନାହିଁ: ରାବାଡ଼ା

ଦୁବାଇ,୨୩।୧୦(ପି.ଟି.): ଖୋଲାଖୋଲି ମନ୍ତବ୍ୟ ଦେବା ନେଇ ପରିଚିତ ଥିବା ଦକ୍ଷିଣ ଆଫ୍ରିକା ଦ୍ରୁତ ବୋଲର କାଗିସୋ ରାବାଡ଼ା ଅନ୍ୟ ଉପରେ ନିଜ ମତ ଲଦି ଦିଅନ୍ତି ନାହିଁ ବୋଲି କହିଛନ୍ତି। ଏଥି ସହିତ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପିତା ବିବେଚିତ ହେଉଥିବା ନେଲସନ…

ନଭେମ୍ବରରେ ଦକ୍ଷିଣ ଆଫ୍ରିକା ଯିବ ଇଂଲଣ୍ଡ

କେପ୍‌ଟାଉନ୍‌,୨୩।୧୦(ଏପି): ୬ଟି ସୀମିତ ଓଭର ମ୍ୟାଚ୍‌ ଖେଳିବାକୁ ଇଂଲଣ୍ଡ ଆସନ୍ତାମାସରେ ଦକ୍ଷିଣ ଆଫ୍ରିକା ଗସ୍ତ କରିବ। ଦକ୍ଷିଣ ଆଫ୍ରିକା ସରକାର ଭ୍ରମଣକାରୀ ଦଳଗୁଡିକ ପାଇଁ କରୋନା ଭାଇରସ୍‌ ଯାତ୍ରା କଟକଣା କୋହଳ କରିବା ପରେ ଇଂଲଣ୍ଡ ଗସ୍ତ କରିବା ସ୍ପଷ୍ଟ ହୋଇଛି।…

ପ୍ଲେ- ଅଫ୍‌ ଆଶା ଉଜ୍ଜୀବିତ ଲକ୍ଷ୍ୟରେ ଚେନ୍ନାଇ

ଶାରଜା,୨୩।୧୦ (ପି.ଟି.): ପ୍ଲେ- ଅଫ୍‌ ପାଇଁ ସଂଘର୍ଷ କରୁଥିବା ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ଶକ୍ତିଶାଳୀ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୪୧ତମ ମ୍ୟାଚ୍‌ରେ ଶୁକ୍ରବାର ଚେନ୍ନାଇ ଓ ମୁମ୍ବାଇ…

ହାଇଦ୍ରାବାଦ୍‌ ସାମ୍ନାରେ ୧୫୫ ରନ୍‌ ଟାର୍ଗେଟ୍‌ ରଖିଲା ରାଜସ୍ଥାନ

ଦୁବାଇ, ୨୨।୧୦: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୪୦ତମ ମୁକାବିଲାରେ ଗୁରୁବାର ରାଜସ୍ଥାନ ରୟାଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚରେ ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌…

ଟସ୍‌ ଜିତି ରାଜସ୍ଥାନକୁ ବ୍ୟାଟିଂ ପାଇଁ ନିମନ୍ତ୍ରଣ କଲେ ଓ୍ବାର୍ନର

ଦୁବାଇ, ୨୨।୧୦: ଚଳିତ ଆଇପିଏଲ୍‌ର ୪୦ତମ ମୁକାବିଲାରେ ରାଜସ୍ଥାନ ରୟାଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ହାଇଦ୍ରାବାଦ୍‌ ଅଧିନାୟକ ଡେଭିଡ୍‌ ଓ୍ବାର୍ନର ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ରାଜସ୍ଥାନ ପ୍ରଥମେ…

କରୋନା ଆକ୍ରାନ୍ତ ହେଲେ ମହିଳା କ୍ରିକେଟ୍‌ ଟିମ୍‌ ଟ୍ରେନର

ନୂଆଦିଲ୍ଲୀ, ୨୨।୧୦: ମହିଳା ଟି୨୦ ଚ୍ୟାଲେଞ୍ଜ ଟୁର୍ନାମେଣ୍ଟ ପୂର୍ବରୁ ଗୋଟିଏ ଦଳର ଟ୍ରେନର କରୋନା ଆକ୍ରାନ୍ତ ହୋଇଛି। ତାଙ୍କ ନାମ ସାଲିନୀ। ଏହା ଜଣାପଡ଼ିବା ପରେ ଆୟୋଜକଙ୍କ ଚିନ୍ତା ବଢ଼ିଯାଇଛି। ମହିଳା ଟି୨୦ ଚ୍ୟାଲେଞ୍ଜ ସହ ଜଡ଼ିତ ସମସ୍ତ ସଦସ୍ୟଙ୍କୁ ବର୍ତ୍ତମାନ…

ଆଇପିଏଲ୍‌ରେ ୫୦୦ ଚୌକା ମାରିଲେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ

ଆବୁଧାବି, ୨୨।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ ବୁଧବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୮ ଉଇକେଟ୍‌ରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ମ୍ୟାଚ୍‌ରେ ବାଙ୍ଗାଲୋର ଅଧିନାୟକ କୋହଲି ୧୮ ରନ କରି ଅପରାଜିତ ରହିବା ସହ ଦଳକୁ…

ଲାରାଙ୍କ ୪୦୦ ରନ ରେକର୍ଡକୁ ଭାଙ୍ଗିପାରିବେ ଏହି ୨ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ, ୨୨।୧୦: ଅନ୍ତର୍ଜାତୀୟ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଗୋଟିଏ ଇନିଂସରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିବା ରେକର୍ଡ ଓ୍ବେଷ୍ଟଇଣ୍ଡିଜର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରାଙ୍କ ନାମରେ ରହିଛି। ୨୦୦୪ ମସିହାରେ ଆଣ୍ଟିଗୁଆରେ ଭ୍ରମଣକାରୀ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ୪ର୍ଥ ଟେଷ୍ଟ ମ୍ୟାଚ୍‌ରେ…

ରାଜସ୍ଥାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସନ୍‌ରାଇଜର୍ସକୁ ଝଟ୍‌କା; ଖେଳିବେନି ଏହି ଷ୍ଟାର ଖେଳାଳି

ଦୁବାଇ, ୨୨।୧୦: ଚଳିତ ଆଇପିଏଲ୍‌ର ୪୦ତମ ମୁକାବିଲାରେ ଗୁରୁବାର ରାଜସ୍ଥାନ ରୟାଲ୍ସର ମୁକାବିଲା ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ସହ ହେବ। ତେବେ ଏହି ମ୍ୟାଚ୍‌ ପୂର୍ବରୁ ଡେଭିଡ୍‌ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ହାଇଦ୍ରାବାଦ୍‌ ଦଳକୁ ବଡ଼ ଝଟ୍‌କା ଲାଗିଛି। ଦଳର ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ କେନ୍‌…

ବିରାଟ-ଅନୁଷ୍କା ବିଜ୍ଞାପନରେ ଏକାଠି କାମ କରିବା ପାଇଁ ନେଇଥାନ୍ତି ଏତିକି ଟଙ୍କା

ବଲିଉଡ୍‌ ଏବଂ କ୍ରିକେଟ ଦୁନିଆରେ ଅନୁଷ୍କା-ବିରାଟ ଏକ ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡି। ୨୦୧୭ ମସିହାରେ ଏହି ଯୋଡି ଇଟାଲିରେ ବିବାହ କରିଥିଲେ। ବିବାହ ସମୟର ଫଟୋ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ମଧ୍ୟ ହୋଇଥିଲା। ପ୍ରଶଂସକ ଏହି ଯୋଡିକୁ ‘ଭିରୁଷ୍କା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?