ଖେଳ

ପଞ୍ଜାବର ପ୍ରତ୍ୟେକ ବିଜୟରେ ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ରହିଛନ୍ତି ରାହୁଲ

ଦୁବାଇ, ୨୦।୧୦: ଚଳିତ ଆଇପିଏଲ୍‌ର ୩୮ତମ ମୁକାବିଲାରେ ମଙ୍ଗଳବାର କିଙ୍ଗ୍ସ ଇଲେଭେନ ପଞ୍ଜାବର ମୁକାବିଲା ଦିଲ୍ଲୀ କ୍ୟାପିଟାଲ୍ସ ସହ ହେବ। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ଦିଲ୍ଲୀ ପଲା ଭାରୀ ରହିବ। ଦିଲ୍ଲୀ ବର୍ତ୍ତମାନ…

ସେହ୍ବାଗଙ୍କୁ ନିଆରା ଢଙ୍ଗରେ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ସଚିନ

ଭାରତୀୟ କ୍ରିକେଟ ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବୀରେନ୍ଦ୍ର ସେହ୍ବାଗ ଆଜି ୪୨ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଦିନରେରେ ଅନେକ ଖେଳାଳି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେହ୍ବାଗଙ୍କ ସହ ଓପନିଂ କରି ଭାରତକୁ ଅନେକ ମ୍ୟାଚ ଜିତାଇଥିବା ମହାନ ଖେଳାଳି ସଚିନ…

୮ ମାସ ପରେ କୁମାର ବିଶ୍ୱାସଙ୍କ ଚୋରି ଫର୍ଚୁନର୍‌ କାର୍‌ ମିଳିଲା

ନୂଆଦିଲ୍ଲୀ,୨୦।୧୦: ଦୀର୍ଘ ୮ ମାସ ପରେ ଉତ୍ତର ପ୍ରଦେଶ ପୋଲିସ ପୂର୍ବତନ ଆପ୍‌ ନେତା ତଥା ଜଣାଶୁଣା କବି କୁମାର ବିଶ୍ୱାସଙ୍କ ଘରୁ ଚୋରି ଫର୍ଚୁନର କାର ଜବତ କରିଛି। ଏହି ବର୍ଷ ଆରମ୍ଭରେ ଅର୍ଥାତ୍‌ ଫେବୃଆରୀ ମାସରେ ଦିଲ୍ଲୀ ନିକଟସ୍ଥ…

ଶୂନରେ ଆଉଟ୍‌ ହେବାପରେ ଡ୍ରେସିଂ ରୁମ୍‌ରେ ଖାଉଥିଲେ ପୃଥ୍ବୀ ଶ’, ଆଉ ତା’ପରେ

ଆଇପିଏଲ୍‌ ୨୦୨୦ରେ ଦିଲ୍ଲୀ କ୍ୟାପିଟାଲ୍ସର ଯୁବ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ଙ୍କ ମିଶ୍ରିତ ପ୍ରଦର୍ଶନ ଜାରି ରହିଛି। ଏହି ଟୁର୍ନାମେଣ୍ଟରେ ସେ ୯ଟି ମ୍ୟାଚ ଖେଳି ହାରାହାରି ୨୩.୫୨ରେ ୨୦୨ ରନ ସଂଗ୍ରହ କରିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଶ’ ଶୂନରେ…

ଆଇପିଏଲ୍‌ ଫାଇନାଲ୍‌ ଉପରେ ଭବିଷ୍ୟବାଣୀ କଲେ ଯୁବରାଜ, ରାଗିଗଲେ ଚହଲ

ଆଇପିଏଲ ୨୦୨୦ରେ ପ୍ରଶଂସକମାନେ ଗତ ରବିବାର ଜବରଦସ୍ତ ମୁକାବିଲା ଦେଖିବାକୁ ପାଇଥିଲେ। ଦିନର ଉଭୟ ମ୍ୟାଚ ସୁପର ଓଭରରେ ପହଞ୍ଚିଥିଲା। କିଙ୍ଗସ ଏକାଦଶ ପଞ୍ଜାବ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଳଯାଇଥିବା ଦ୍ୱିତୀୟ ମ୍ୟାଚ ଦୁଇଟି ସୁପର ଓଭରରେ ଶେଷ ହୋଇଥିଲା।…

ସମ୍ପର୍କୀୟ ଭଉଣୀଙ୍କୁ ପ୍ରେମ କରି ବସିଥିଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ବ୍ୟଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ଆଜି ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୮ ଅକ୍ଟୋବର ୨୦ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। କ୍ରିକେଟ୍‌ରେ ସେ ଯେମିତି ଚର୍ଚ୍ଚିତ ପ୍ରେମରେ ବି ସେ ବେଶ୍‌ ମାହିର୍‌। ତାଙ୍କ ପ୍ରେମ କାହାଣୀ…

ରୟାଲ୍ସକୁ ଜିତାଇଲେ ବଟଲର

ଆବୁଧାବି, ୨୦।୧୦-ବୋଲରଙ୍କ ଚମତ୍କାରିତା ପରେ ଜୋଶ୍‌ ବଟଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ରାଜସ୍ଥାନ ରୟାଲ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ସୋମବାର ଅନୁଷ୍ଠିତ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗ୍ସକୁ ୭ ଉଇକେଟରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଚେନ୍ନାଇ ମାତ୍ର ୧୨୫ ରନ…

ପାକିସ୍ତାନ ଦଳରେ ଯୁବ ବ୍ୟାଟ୍ସମ୍ୟାନ ଶାଫିକ୍‌

କରାଚୀ, ୨୦ା୧୦ (ପି.ଟି.)- ଆସନ୍ତା ମାସରେ ଜିମ୍ବାଓ୍ବେ ବିପକ୍ଷରେ ଖେଳାଯିବାକୁ ଥିବା ଅନ୍ତର୍ଜାତୀୟ ଦିନିକିଆ ଏବଂ ଟି୨୦ ସିରିଜ ପାଇଁ ପାକିସ୍ତାନ ୨୨ ଜଣିଆ ସମ୍ଭାବ୍ୟ ଖେଳାଳି ତାଲିକା ପ୍ରକାଶ କରିଛି। ଏଥିରେ ସର୍ଫରାଜ ଅହମ୍ମଦ, ଶୋଏବ ମଲିକ ଏବଂ ମହମ୍ମଦ…

ରେଞ୍ଜର୍ସ ଏଫ୍‌ସି ତରଫରୁ ଖେଳିଲେ ବାଲା ଦେବୀ

ନୂଆଦିଲ୍ଲୀ, ୨୦ା୧୦ (ପି.ଟି.)-ଭାରତୀୟ ମହିଳା ଫୁଟ୍‌ବଲ ଟିମ୍‌ ଫରଓ୍ବାର୍ଡ ବାଲା ଦେବୀ ସୁଦୂର ସ୍କଟଲାଣ୍ଡରରେ ଖେଳ ପଡ଼ିଆକୁ ଫେରିଛନ୍ତି। ଏହି ଦେଶର ଅନ୍ୟତମ ଅଗ୍ରଣୀ ମହିଳା ଫୁଟ୍‌ବଲ କ୍ଲବର ହାଟର୍‌ସ ଓମେନ୍‌ ଏଫ୍‌ସି ବିପକ୍ଷ ମ୍ୟାଚର ଦ୍ୱିତୀୟାର୍ଦ୍ଧରେ ସେ ରେଞ୍ଜର୍ସ ଏଫ୍‌ସିି…

ଆଇସିସି ଚେୟାରମ୍ୟାନଶିପ୍‌: ବାର୍‌କ୍ଲେ ଓ ଖ୍ବାଜା ପ୍ରାର୍ଥୀ

ନୂଆଦିଲ୍ଲୀ, ୨୦ା୧୦ (ପି.ଟି.): ଶଶାଙ୍କ ମନୋହରଙ୍କ ସ୍ଥାନରେ ଆଇସିସି (ଅନ୍ତର୍ଜାତୀୟ କ୍ରିକେଟ ପରିଷଦ) ଚେୟାରମ୍ୟାନ ପଦବୀ ପାଇଁ କେବଳ ଦୁଇ ଜଣ ଯଥା ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡ୍‌ସି)ର ଗ୍ରେଗୋର୍‌ ବାର୍‌କ୍ଲେ ଓ ସିଙ୍ଗାପୁରର ଇମ୍ରାନ ଖ୍ବାଜା ପ୍ରାର୍ଥୀ ହୋଇଛନ୍ତି। ଅକ୍ଟୋବର ୧୮…

ରାଜସ୍ଥାନ ଆଗରେ ୧୨୬ ରନ ଟାର୍ଗେଟ୍‌ ରଖିଲା ସୁପର୍‌ କିଙ୍ଗ୍ସ

ଆବୁଧାବି, ୧୯।୧୦: ଚଳିତ ଆଇପିଏଲ୍‌ରେ ସୋମବାର ଅନୁଷ୍ଠିତ ୩୭ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର୍‌ କିଙ୍ଗ୍ସର ମୁକାବିଲା ରାଜସ୍ଥାନ ରୟାଲ୍ସ ସହ ହୋଇଛି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ସୁପର୍‌ କିଙ୍ଗ୍ସ…

ଆଇପିଏଲ୍‌ରେ ୨୦୦ ମ୍ୟାଚ୍‌ ଖେଳିବାରେ ପ୍ରଥମ ଖେଳାଳି ହେଲେ ଧୋନୀ

ଆବୁଧାବି, ୧୯।୧୦: ଆଇପିଏଲ୍‌ର ଚଳିତ ସଂସ୍କରଣର ୩୭ତମ ମ୍ୟାଚ୍‌ରେ ସୋମବାର ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ଓ ରାଜସ୍ଥାନ ରୟାଲ୍ସ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?