ଟିକସ ପ୍ରସଙ୍ଗରେ ବିସିସିଆଇ-ଆଇସିସି ମୁହାଁମୁହିଁ
ନୂଆଦିଲ୍ଲୀ, ୨୫ା୫ (ପି.ଟି.)-ଭାରତରେ ଆଗକୁ ହେବାକୁ ଥିବା ଆଇସିସି ଗ୍ଳୋବାଲ କ୍ରିକେଟ ଇଭେଣ୍ଟ ପାଇଁ ଟିକସ ଛାଡ଼ କରିବା ପ୍ରସଙ୍ଗରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପୁଣି ଥରେ ମୁହଁାମୁହିଁ ହୋଇଛନ୍ତି।...
ଆଥଲେଟ୍ଙ୍କ ଟ୍ରେନିଂ ଆଜିଠାରୁ
ନୂଆଦିଲ୍ଲୀ, ୨୫।୫(ପି.ଟି.)- କରୋନା ଭାଇରସ୍ ସଂକ୍ରମଣଜନିତ ଲକ୍ଡାଉନ୍ ସ୍ଥିତି ଯୋଗୁ ୨ମାସ ଘର ଭିତରେ ରହିବାପରେ ଟ୍ରାକ୍ ଆଣ୍ଡ ଫିଲ୍ଡ ଆଥଲେଟ୍ମାନେ ସୋମବାରଠାରୁ ଆଉଟଡୋର ଟ୍ରେନିଂ ଆରମ୍ଭ କରିବାକୁ ଯାଉଛନ୍ତି। ଆହତ ସମସ୍ୟାଠାରୁ ଦୂରେଇ ରହିବାପାଇଁ ମୁଖ୍ୟତଃ ଫିଟ୍ନେସ ଟ୍ରେନିଂ...
ପାକିସ୍ତାନ ପୂର୍ବତନ କ୍ରିକେଟର ତୌଫିକ୍ କରୋନା ପଜିଟିଭ୍
ଲଣ୍ଡନ,୨୪।୫: ପାକିସ୍ତାନ ପୂର୍ବତନ କ୍ରିକେଟର ତଥା ବ୍ୟାଟ୍ସମ୍ୟାନ ତୌଫିକ୍ ଉମର କରୋନା ଭାଇରସ୍ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ତାଙ୍କର ପରୀକ୍ଷା ହୋଇଥିଲା ଓ ଶନିବାର ସେ କୋଭିଡ-୧୯ ପଜିଟିଭ୍ ବୋଲି ଜଣାପଡିଛି। ସେ ଏବେ ଘରୋ ସେଲ୍ଫ ଆସୋସିଏଶନରେ ରହିଛନ୍ତି।...
ବକ୍ସର, କୋଚ୍ଙ୍କ ପାଇଁ କୋଭିଡ୍- ୧୯ ସ୍ବାସ୍ଥ୍ୟ ବୀମା
ନୂଆଦିଲ୍ଳୀ,୨୪।୫: ଭାରତୀୟ କ୍ରୀଡ଼ାରେ ପ୍ରଥମଥର ପାଇଁ ଏକ ନୂଆ କଥା ଦେଖିବାକୁ ମଳିଛି। ଦେଶର ଆଗଧାଡିର ବକ୍ସର ଓ କୋଚ୍ମାନଙ୍କ ପାଇଁ ସ୍ବାସ୍ଥ୍ୟବୀମାର ବ୍ୟବସ୍ଥା କରାଯିବ ବୋଲି ବକ୍ସିଂ ଫେଡେରେଶନ ଅଫ୍ ଇଣ୍ଡିଆ (ବିଏଫ୍ଆଇ) ତରଫରୁ କୁହାଯାଇଛି। ଜାତୀୟ ପ୍ରଶିକ୍ଷଣ...
ଜାପାନ ମହିଳା ରେସଲର ହାନାଙ୍କ ପରଲୋକ
ନୂଆଦିଲ୍ଲୀ,୨୪।୫: ଜାପାନର ପେସାଦାର ମହିଳା ରେସଲର ହାନା କିମୁରା ମାତ୍ର ୨୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ତେବେ ସେ କିଭଳି ମୃତ୍ୟୁବରଣ କରିଛନ୍ତି ସେ ନେଇ କିଛି ସ୍ପଷ୍ଟ କରାଯାଇ ନାହିଁ। ଷ୍ଟାରଡବ ରେସଲିଂ ସହିତ ସେ...
ଆଇପିଏଲ୍ ଆୟୋଜନ ନିଷ୍ପତ୍ତି ସରକାର ନେବେ: ରିଜିଜୁ
ମୁମ୍ବାଇ, ୨୪।୫: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଆୟୋଜନ ସଂକ୍ରାନ୍ତରେ ଭାରତ ସରକାର ହିଁ ନିଷ୍ପତ୍ତି ନେବେ ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରଣ ରିଜିଜୁ କହିଛନ୍ତି। ଏଥିରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର କୌଣସି ଭୂମିକା ରହିବ ନାହିଁ।...
ଟି୨୦ ବିଶ୍ୱକପ୍ : ନିଷ୍ପତ୍ତି ନେବାକୁ ଆଇସିସିକୁ କହିଲେ ଟେଲର
ମେଲବୋର୍ନ,୨୪।୫(ପି.ଟି.): ଅଷ୍ଟ୍ରେଲିଆରେ ଆସନ୍ତା ଅକ୍ଟୋବର- ନଭେମ୍ବରରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍ ଘୁଞ୍ଚିବ ନାହିଁ ବୋଲି ଅଷ୍ଟ୍ରେଲିଆ ପୂର୍ବତନ ଅଧିନାୟକ ମାର୍କ ଟେଲର ଅନୁମାନ କରିଛନ୍ତି। ତେବେ ଟି୨୦ ବିଶ୍ୱକପ୍ ନେଇ ଚଳିତ ସପ୍ତାହରେ ନିଷ୍ପତ୍ତି ନେବାକୁ ସେ...
ଗମ୍ଭୀର-ପ୍ରସାଦ ମୁହାଁମୁହିଁ
ନୂଆଦିଲ୍ଲୀ, ୨୪।୫: ୨୦୧୯ ବିଶ୍ୱକପ ଦଳରୁ ଅମ୍ବାତି ରାୟୁଡ଼ୁ ବାଦ୍ ପଡ଼ିବାକୁ ନେଇ ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ଓ ପୂର୍ବତନ ଚୟନ କମିଟି ମୁଖ୍ୟ ଏମ୍ଏସ୍କେ ପ୍ରସାଦ ଏକ କାର୍ଯ୍ୟକ୍ରମରେ ଭାଗନେବା ଅବସରରେ ମୁହାଁମୁହିଁ ହୋଇଛନ୍ତି। ପ୍ରସାଦଙ୍କ...
ଆଉଟ୍ଡୋର୍ରେ ପ୍ରଥମେ ଟ୍ରେନିଂ ଆରମ୍ଭ କଲେ ଶାର୍ଦ୍ଦୁଳ
ପାଲ୍ଘର୍ (ମହାରାଷ୍ଟ୍ର), ୨୪ା୫: ପେସ୍ ବୋଲର ଶାର୍ଦ୍ଦୁଳ ଠାକୁର ଶନିବାର ଆଉଟ୍ଡୋର୍ ଟ୍ରେନିଂ ଆରମ୍ଭ କରିଛନ୍ତି। କରୋନାଭାଇରସ୍ଯୋଗୁ ଲକ୍ଡାଉନ୍ରେ ଦୁଇମାସ ଘରେ ରହିବା ପରେ ପ୍ରଥମ ଭାରତୀୟ କ୍ରିକେଟର ଭାବେ ସେ ଟ୍ରେନିଂ ଆରମ୍ଭ କରିଛନ୍ତି। ଠାକୁର ଭାରତ ତରଫରୁ...
ଚଳଚଞ୍ଚଳ ମଇଦାନ: ଅଭ୍ୟାସକୁ ଓହ୍ଲାଇଲେ ଖେଳାଳି
କଟକ ଅଫିସ,୨୪ା୫:ମଇଦାନକୁ ଓହ୍ଲାଇବା ଆରମ୍ଭ କରିଛନ୍ତି କ୍ରୀଡ଼ାବିତ। ପୁଣି ଥରେ ପଡ଼ିଆ ଗୁଡ଼ିକରେ ଗହଳଚହଳ ଦେଖିବାକୁ ମିଳିଛି। ସକାଳେ ଓ ଅପରାହ୍ନରେ ନେଟ୍ସ ବନ୍ଧା ଯାଉଛି ୱାର୍ମଅପ କରିବା ସହିତ ଘଣ୍ଟାଘଣ୍ଟା ଧରି ଅଭ୍ୟାସ କରୁଛନ୍ତି ରାଜ୍ୟର ପ୍ରତିଭାବାନ କ୍ରିକେଟ...
ଆମନ୍ତ୍ରଣୀୟ ଟେନିସ ଟୁର୍ନାମେଣ୍ଟ ଖେଳିବେ ଆଣ୍ଡ୍ରେସ୍କୁ, କେନିନ୍
ମାୟାମି, ୨୪ା୫ (ଏଏଫ୍ପି)-ସାଉଥ୍ କାରୋଲିନାର ଚାର୍ଲଷ୍ଟନଠାରେ ଜୁନ୍ରେ ଏକ ଆମନ୍ତ୍ରଣୀୟ ମହିଳା ଟେନିସ୍ ଟୁର୍ନାମେଣ୍ଟ ହେବ। ଏଥିରେ ଗ୍ରାଣ୍ଡସ୍ଲାମ ବିଜୟିନୀ ବାଏଙ୍କା ଆଣ୍ଡ୍ରେସ୍କୁ ଓ ସୋଫିଆ କେନିନ୍ ଆକର୍ଷଣ କେନ୍ଦ୍ର ବିନ୍ଦୁ ହେବେ। ଟେନିସ ଚ୍ୟାନେଲ ଇଭେଣ୍ଟର ସିଧାପ୍ରସାରଣ କରିବ।...
‘ବିସିସିଆଇର ବିଜୟ ହେବ’
ନୂଆଦିଲ୍ଲୀ,୨୪।୫-କରୋନା ଭାଇରସ ସଂକ୍ରମଣ ଜନିତ ପ୍ରଭାବରୁ କ୍ରୀଡ଼ା ପ୍ରତିଯୋଗିତା ଗୁଡ଼ିକ ସ୍ଥଗିତ ରହିଛି କିମ୍ବା ବାତିଲ ହୋଇଛି। ନିର୍ଦ୍ଧାରିତ ସମୟରେ ହୋଇ ନ ପାରିବାରୁ ଆଇସିସି ଟି୨୦ ବିଶ୍ୱକପ୍ ଏବଂ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ)କୁ ନେଇ ଏବେ ଚର୍ଚ୍ଚା ଜୋର...
Archives


