ଖେଳ

କୋଲକାତା ନାଇଟ ରାଇଡର୍ସ: ଅଲି ଖାନଙ୍କ ସ୍ଥାନରେ ଟିମ୍‌ ସିଫର୍ଟ

ଓ୍ବେଲିଂଟନ,୧୯।୧୦(ପି.ଟି.): କୋଲକାତା ନାଇଟ ରାଇଡର୍ସ(କେକେଆର) ଦଳରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ଟିମ୍‌ ସିଫର୍ଟ ସ୍ଥାନ ପାଇଛନ୍ତି। ଆମେରିକୀୟ ଦ୍ରୁତ ବୋଲ ଅଲି ଖାନ୍‌ ଆହତ ହୋଇ ଦଳକୁ ବାଦ୍‌ ପଡିବା ପରେ ତାଙ୍କ ସ୍ଥାନରେ ସିଫର୍ଟ ସ୍ଥାନ ପାଇଛନ୍ତି। କ୍ୟାରିବିୟାନ ପ୍ରିମିୟର…

ଆଇପିଏଲ୍‌: ପ୍ଲେ- ଅଫ୍‌ ଆଶା ଉଜ୍ଜୀବିତ ଲକ୍ଷ୍ୟରେ ଚେନ୍ନାଇ, ରାଜସ୍ଥାନ

ଆବୁଧାବି, ୧୯।୧୦(ପି.ଟି.): ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ନିଜର ସ୍ଥିତି ବଜାୟ ରଖିବାକୁ ସଂଘର୍ଷ କରୁଥିବା ଦୁଇ ଦଳ ଚେନ୍ନାଇ ସୁପର କିଙ୍ଗ୍ସ ଓ ରାଜସ୍ଥାନ ରୟାଲ୍ସ ସୋମବାର ମୁହଁାମୁହିଁ ହେବେ। ପ୍ଲେ- ଅଫ୍‌ ଆଶା ବଜାୟ ରଖିବାକୁ ଉଭୟ…

ଇଲାଭେନିଲଙ୍କୁ ସ୍ବର୍ଣ୍ଣ, ଶାହୁ ମାନେଙ୍କୁ ରୌପ୍ୟ

ନୂଆଦିଲ୍ଲୀ, ୧୯ା୧୦ (ପି.ଟି.)-ଶେଖ୍‌ ରସେଲ ଇଣ୍ଟରନ୍ୟାଶନାଲ ଏୟାର ରାଇଫଲ ଚାମ୍ପିୟନଶିପ୍‌ ରବିବାର ଭର୍ଚୁଆଲି ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଶ୍ୱର ନମ୍ବର ଓ୍ବାନ୍‌ ଭାରତୀୟ ଇଲାଭେନିଲ ଭାଲାରିଭାନ୍‌ ଏକ ସ୍ବର୍ଣ୍ଣ ଜିତିଥିବାବେଳେ ଶାହୁ ତୁଷାର ମାନେ ଏକ ରୌପ୍ୟ ଜିତିଛନ୍ତି। ବାଂଲାଦେଶ ଶୁଟିଂ…

ବ୍ରାଭୋଙ୍କ ଆହତ ସମସ୍ୟା ଯୋଗୁ ଚେନ୍ନାଇ ଚିନ୍ତିତ

ଶାରଜା, ୧୯।୧୦(ପି.ଟି.)- ଚେନ୍ନାଇ ସୁପରକିଙ୍ଗ୍ସର ଡେଥ୍‌ ଓଭର ସ୍ପେଶାଲିଷ୍ଟ ଡ୍ବେନ ବ୍ରାଭୋ ଆହତ ହୋଇଛନ୍ତି। ଉରୁସନ୍ଧିରେ ଆଘାତ ଯୋଗୁ ସେ କିଛି ଦିନ କିମ୍ବା କିଛି ସପ୍ତାହ ପର୍ଯ୍ୟନ୍ତ ଖେଳିବା ସମ୍ଭାବନା ନାହିଁ ବୋଲି କୋଚ୍‌ ଷ୍ଟିଫେନ୍‌ ଫ୍ଲେମିଂ ସୂଚନା ଦେଇଛନ୍ତି।…

ନାରିନ୍‌ଙ୍କ ବୋଲିଂ ଆକ୍ସନରେ ତ୍ରୁଟି ନାହିଁ

ଆବୁଧାବି, ୧୯ା୧୦ (ପି.ଟି.): କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)ର ଓ୍ବେଷ୍ଟଇଣ୍ଡିଆନ ସ୍ପିନର ସୁନୀଲ ନାରିନଙ୍କ ବୋଲିଂ ଆକ୍ସନରେ ତ୍ରୁଟି ନାହିଁ ବୋଲି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ସସ୍‌ପେକ୍ଟ ବୋଲିଂ ଆକ୍ସନ କମିଟି କହିଛି। ଗତ ଶନିବାର କିଙ୍ଗ୍ସ ଇଲେଭେନ ପଞ୍ଜାବ…

ଡବଲ ସୁପର ଓଭରରେ ପଞ୍ଜାବ ବିଜୟୀ

ଦୁବାଇ,୧୯।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ରବିବାର ଅନୁଷ୍ଠିତ ଏକ ରୋମାଞ୍ଚକ ଡବଲ ସୁପର ଓଭର ମ୍ୟାଚରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ରୋମାଞ୍ଚକଭାବେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମ ସୁପର ଓଭରରେ ଯଶପ୍ରୀତ ବୁମ୍‌ରାଙ୍କ ଓଭରରୁ ପଞ୍ଜାବ ୨ ଉଇକେଟ…

ସୁପର ସନ୍‌ଡେରେ ୩ ସୁପର ଓଭର

ଦୁବାଇ,୧୯।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ସୁପର ସନ୍‌ଡେରେ ୩ ସୁପର ଓଭର ଦେଖିବାକୁ ମିଳିଛି। ୨ଟି ଯାକ ମ୍ୟାଚ ସୁପର ଓଭରରେ ସମାପ୍ତ ହୋଇଥିବାବେଳେ ପ୍ରଥମଟିରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ କୋଲକାତା ନାଇଟ ରାଇଡର୍ସ ଏବଂ ଦ୍ୱିତୀୟ ଡବଲ ସୁପର ଓଭର…

ଡି କକ୍‌ଙ୍କ ଅର୍ଦ୍ଧଶତକ; ପଞ୍ଜାବ ସାମ୍ନାରେ ୧୭୭ ରନ ଟାର୍ଗେଟ୍‌ ଧାର୍ଯ୍ୟ କଲା ମୁମ୍ବାଇ

ଦୁବାଇ, ୧୮।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ ରବିବାର ଖେଳାଯାଇଥିବା ୨ୟ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା କିଙ୍ଗ୍ସ ଇଲେଭେନ ପଞ୍ଜାବ ସହ ହୋଇଛି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ନିର୍ଦ୍ଧାରିତ…

ସୁପର୍‌ ଓଭରରେ ଜିତିଲା କୋଲକାତା

ଆବୁଧାବି, ୧୮।୧୦: ଆଇପିଏଲ୍‌ ଚଳିତ ସିଜନର ରବିବାର ଖେଳାଯାଇଥିବା ୩୫ତମ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ସୁପର୍‌ ଓଭରରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ କୋଲକାତା ପକ୍ଷରୁ ଧାର୍ଯ୍ୟ ୧୬୪ ରନର ଲକ୍ଷ୍ୟକୁ ପିଛା କରି ହାଇଦ୍ରାବାଦ୍‌…

ମ୍ୟାଚ୍‌ ସମୟରେ ସିଗାରେଟ୍‌ ଟାଣିଲେ ଏହି ଅଷ୍ଟ୍ରେଲୀୟ ଖେଳାଳି

ଦୁବାଇ, ୧୮।୧୦: ଚଳିତ ଆଇପିଏଲ୍‌ର ଶନିବାର ଖେଳାଯାଇଥିବା ୩୩ତମ ମ୍ୟାଚ୍‌ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ୭ ଉଇକେଟ୍‌ରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ବାଙ୍ଗାଲୋର ଦଳର ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ…

ସୁନିଲ ନାରିନ୍‌ଙ୍କୁ ଗ୍ରୀନ୍‌ ସିଗ୍‌ନାଲ

ଦୁବାଇ, ୧୮।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଦଳକୁ ଆଶ୍ୱସ୍ତିକର ଖବର ମିଳିଛି। କୋଲକାତାର ଷ୍ଟାର୍‌ ସ୍ପିନର ସୁନୀଲ ନାରିନଙ୍କ ସନ୍ଦିଗ୍ଧ ବୋଲିଂ ଆକ୍ସନଙ୍କୁ ଆଇପିଏଲ୍‌ ପକ୍ଷରୁ କ୍ଲିନ୍‌ ଚିଟ୍‌ ମିଳିଛି। ୧୦ ଅକ୍ଟୋବରରେ କିଙ୍ଗ୍ସ ଇଲେଭେନ…

ଶାହରୁଖ ଖାନଙ୍କ ଦଳରେ ସ୍ଥାନ ପାଇଲେ ଏହି ନ୍ୟୁଜିଲାଣ୍ଡ ଖେଳାଳି

ଦୁବାଇ, ୧୮।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଦଳରେ ସ୍ଥାନ ପାଇଥିବା ଆମେରିକୀୟ ଖେଳାଳି ଅଲି ଖାନ୍‌ କୌଣସି ମ୍ୟାଚ୍‌ ଖେଳିବା ପୂର୍ବରୁ ଆଘାତପ୍ରାପ୍ତ ହୋଇ ବାଦ୍‌ ପଡ଼ିଥିଲେ। ଫଳରେ ବଲିଉଡ୍‌ ସୁପର୍‌ଷ୍ଟାର୍‌ ଶାହରୁଖ ଖାନ୍‌ଙ୍କ ମାଲିକାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?