ଖେଳ

ଫ୍ରେଞ୍ଚ୍‌ ଓପନ୍‌: ଡବଲ୍ସ ଟାଇଟଲ ବଜାୟ ରଖିଲେ ବାବୋସ- ମ୍ଲାଡେନୋଭିକ୍‌

ପ୍ୟାରିସ୍‌,୧୨।୧୦(ଏପି): ଫ୍ରେଞ୍ଚ୍‌ ଓପନ୍‌ ମହିଳା ଡବଲ୍ସ ଇଭେଣ୍ଟରେ ଟିମିଆ ବାବୋସ୍‌ ଓ କ୍ରିଷ୍ଟିନା ମ୍ଲାଡେନୋଭିକ୍‌ ଟାଇଟଲ ବଜାୟ ରଖିଛନ୍ତି। ଦ୍ୱିତୀୟ ସିଡ୍‌ ମାନ୍ୟତା ପାଇଥିବା ଏହି ହଙ୍ଗେରୀ- ଫ୍ରେଞ୍ଚ୍‌ ଯୋଡି ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଚିଲିର ଆଲେକ୍ସା ଗୁଆରାଚି ଓ…

ନାରିନ୍‌ଙ୍କ ବୋଲିଂ ଆକ୍ସନକୁ ନେଇ ସନ୍ଦେହ

ଆବୁଧାବି, ୧୨ା୧୦ (ପି.ଟି.)- କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)ର ଓ୍ବେଷ୍ଟଇଣ୍ଡିଆନ ସ୍ପିନର ସୁନୀଲ ନାରିନ୍‌ଙ୍କ ବୋଲିଂ ଆକ୍ସନକୁ ନେଇ ସନ୍ଦେହ କରାଯାଇଛି। ଏଠାରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ବିପକ୍ଷରେ ତାଙ୍କ ଦଳର ଆଇପିଏଲ୍‌ ମୁକାବିଲା ବେଳେ ସେ ନଜରକୁ ଆସିଛନ୍ତି। ଏହାର…

କୋଭିଡ୍‌ ଦ୍ୱାରା ଫ୍ରେଞ୍ଚ୍‌ ଓପନ୍‌ ରାଜସ୍ବ ହାନି

ପ୍ୟାରିସ୍‌,୧୨।୧୦(ଏପି): କୋଭିଡ୍‌-୧୯ ମହାମାରୀ ଦ୍ୱାରା ଫ୍ରେଞ୍ଚ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ କ୍ଷତିଗ୍ରସ୍ତ ହୋଇଛି। ଟୁର୍ନାମେଣ୍ଟର ରାଜସ୍ବରେ ଯଥେଷ୍ଟ ହ୍ରାସ ହୋଇଛି ଓ ଏଥର ଆଦୌ ଲାଭ ହୋଇନାହିଁ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି। ଏଥର ୯୭ ପ୍ରତିଶତ ଟିକେଟ ବିକ୍ରି ହୋଇପାରିନାହିଁ।…

ନାଡାଲଙ୍କୁ ୧୩ତମ ଫ୍ରେଞ୍ଚ୍‌ ଓପନ୍‌ ଟାଇଟଲ: ୨୦ଟି ଗ୍ରାଣ୍ଡସ୍ଲାମ ସହ ଫେଡରରଙ୍କ ସମକକ୍ଷ

ପ୍ୟାରିସ୍‌,୧୨।୧୦(ଏପି): କ୍ଲେ କୋର୍ଟର ରାଜା ବିବେଚିତ ହେଉଥିବା ସ୍ପେନ୍‌ ଅଭିଜ୍ଞ ଟେନିସ ତାରକା ରାଫାଲ ନାଡାଲ ଏଥର ମଧ୍ୟ ଫ୍ରେଞ୍ଚ୍‌ ଓପନ୍‌ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲାରେ ଦ୍ୱିତୀୟ ସିଡ୍‌ ନାଡାଲ ଅତି ସହଜରେ…

କେଭିନ୍‌- ଅଣ୍ଡ୍ରିଆସ୍‌ କ୍ରମାଗତ ଦ୍ୱିତୀୟ ଥର ଚାମ୍ପିୟନ

ପ୍ୟାରିସ୍‌,୧୨।୧୦(ଏପି): ଜର୍ମାନୀ ଯୋଡି କେଭିନ୍‌ କ୍ରଓ୍ବିଜ୍‌ ଓ ଆଣ୍ଡ୍ରିଆସ୍‌ ମାଇସ୍‌ ଏଥର ମଧ୍ୟ ଫ୍ରେଞ୍ଚ୍‌ ଓପନ ପୁରୁଷ ଡବଲ୍ସ ଟାଇଟଲ ଜିତିଛନ୍ତି। ଶନିବାର ଅନୁଷ୍ଠିତ ପୁରୁଷ ଡବଲ୍ସ ଫାଇନାଲ ମ୍ୟାଚ୍‌ରେ ଅଷ୍ଟମ ସିଡ୍‌ ଏହି ଯୋଡି ପ୍ରତିପକ୍ଷ ସପ୍ତମ ସିଡ୍‌ ଯୋଡି…

ସୁମାକରଙ୍କ ରେକର୍ଡ ସମକକ୍ଷ ହେଲେ ହାମିଲଟନ

ନର୍‌ବର୍ଗ (ଜର୍ମାନୀ),୧୨ା୧୦:ମର୍ସିଡିଜ୍‌ର ଲୁଇସ ହାମିଲଟନ ଏଠାରେ ରବିବାର ଅନୁଷ୍ଠିତ ଇଫେଲ୍‌ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିଛନ୍ତି। ଏହାଦ୍ୱାରା ଫର୍ମୁଲା ଓ୍ବାନ୍‌ରେ ସବୁଠାରୁ ଅଧିକ ରେସ୍‌ ଜିତି ମାଇକେଲ ସୁମାକର କରିଥିବା ରେକର୍ଡର ସେ ସମକକ୍ଷ ହୋଇ ପାରିଛନ୍ତି।…

ମହିଳା ଟି୨୦ ଚ୍ୟାଲେଞ୍ଜ ପାଇଁ ଦଳ ଘୋଷଣା: ଭେଲୋସିଟି ଦଳରେ ଓଡ଼ିଶାର ସୁଶ୍ରୀ

ଭୁବନେଶ୍ୱର, ୧୨।୧୦(କ୍ରୀଡ଼ା ପ୍ରତିନିଧି)- କରୋନା ମହାମାରୀ ଯୋଗୁ ଓଡ଼ିଶାରେ କ୍ରିକେଟ ଆରମ୍ଭର ପରିକଳ୍ପନା ହୋଇପାରି ନ ଥିବାବେଳେ ମହିଳା କ୍ରିକେଟ ପାଇଁ ଆସିଛି ଏକ ଭଲ ଖବର। ମହିଳା ଆଇପିଏଲ ଭାବେ ବିବେଚିତ ହେଉଥିବା ଟି୨୦ ଚ୍ୟାଲେଞ୍ଜ ପାଇଁ ରବିବାର ୩…

ଆଇପିଏଲ୍‌: ଟଓ୍ବୋଟିଆ, ପରାଗ ରାଜସ୍ଥାନକୁ ଜିତାଇଲେ

ଦୁବାଇ,୧୨।୧୦(ପି.ଟି.): ରାହୁଲ ଟଓ୍ବୋଟିଆ ଓ ଯୁବ ବ୍ୟାଟ୍ସମ୍ୟାନ ରିଆନ ପରାଗ ଉପଯୋଗୀ ବ୍ୟାଟିଂ କରି ସନରାଇଜର୍ସ ହାଇଦ୍ରାବାଦ୍‌ ବିପକ୍ଷରେ ରାଜସ୍ଥାନ ରୟାଲ୍ସକୁ ୫ ଉଇକେଟରେ ବିଜୟୀ କରାଇଛନ୍ତି। ରବିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୬ତମ ମ୍ୟାଚ୍‌ରେ ଟସ୍‌ ଜିତି…

ମହମ୍ମଡାନ ସ୍ପୋର୍ଟିଂର ଦ୍ୱିତୀୟ ବିଜୟ

କୋଲକାତା, ୧୨ା୧୦ (ପି.ଟି.)-ସ୍ଥାନୀୟ ସଲ୍ଟଲେକ୍‌ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଏକ ଆଇ-ଲିଗ୍‌ କ୍ୱାଲିଫାୟର୍ସ ମ୍ୟାଚ୍‌ରେ ମହମ୍ମଡାନ ସ୍ପୋର୍ଟିଂ ୪-୧ ଗୋଲ୍‌ରେ ଆରା ଏଫ୍‌ସିକୁ ପରାସ୍ତ କରିଛି। ମହମ୍ମଡାନ ସ୍ପୋର୍ଟିଂ ତରଫରୁ ପ୍ରଥମ ଥର ଖେଳିଥିବା ନେପାଳୀ ଷ୍ଟ୍ରାଇକର ଅଭିଷେକ ରିଜାଲ (୨୧ତମ…

ମୁମ୍ବାଇର ପଞ୍ଚମ ବିଜୟ

ଆବୁଧାବି, ୧୨।୧୦- କ୍ୱିଣ୍ଟନ ଡିକକ୍‌ ଓ ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ରବିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଉଇକେଟରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ୪ ଉଇକେଟ ହରାଇ…

ରାହୁଲ, ରିୟାନଙ୍କ କମାଲ; ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଜିତିଲା ରାଜସ୍ଥାନ

ଦୁବାଇ, ୧୧।୧୦: ଚଳିତ ଆଇପିଏଲ୍‌ରେ ରବିବାର ଖେଳାଯାଇଥିବା ୨୬ତମ ମୁକାବିଲାରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ୫ ଉଇକେଟ୍‌ରେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ୍‌ ୨୦ ଓଭରରେ…

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ କ୍ୟାପିଟାଲ୍ସ

ଆବୁଧାବି, ୧୧।୧୦: ଆଇପିଏଲ୍‌ ଚଳିତ ସଂସ୍କରଣର ୨୭ତମ ମୁକାବିଲାରେ ରବିବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା ଦିଲ୍ଲୀ କ୍ୟାପିଟାଲ୍ସ ସହ ହୋଇଛି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ଦିଲ୍ଲୀ ଅଧିନାୟକ ଶ୍ରେୟାସ ଆୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?