‘ଭାରତ ବିନା ଟେଷ୍ଟ କ୍ରିକେଟ ତିଷ୍ଠିବ ନାହିଁ’
ଚଣ୍ଡିଗଡ଼, ୧୪।୫:କରୋନା ଭାଇରସ୍ ସଂକ୍ରମଣ ପ୍ରଭାବରୁ ଟେଷ୍ଟ କ୍ରିକେଟ ଗୁରୁତର ପ୍ରଭାବିତ ହୋଇଛି। ଏଥିରେ ଚିନ୍ତା ପ୍ରକଟ କରିବା ସହିତ ଆର୍ଥିକ ଦୃଷ୍ଟିକୋଣରୁ ଭାରତ ଏହାର ପୁନରୁଦ୍ଧାରରେ ମୁଖ୍ୟ ଭୂମିକା ଗ୍ରହଣ କରିବ ବୋଲି ଅନୁଭବ କରୁଛନ୍ତି ଅଷ୍ଟ୍ରେଲିଆର କିମ୍ବଦନ୍ତୀ...
ମନ୍ଦିରରେ ଅସହାୟ ଲୋକଙ୍କୁ ସହାୟତାର ହାତ ବଢ଼ାଇଲେ ପାକିସ୍ତାନ ଖେଳାଳି
ଇସ୍ଲାମାବାଦ୍,୧୩।୫: ସାରା ବିଶ୍ୱରେ କରୋନା ଭାଇରସ୍ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସହ ମୁକାବିଲା ପାଇଁ ସବୁ ଦେଶରେ ସରକାର ଏକତ୍ରିତ ହୋଇଥିବା ବେଳେ ସରକାରଙ୍କ ସହ ସବୁ...
ନେତୃତ୍ୱ ବିଭାଜନ ଭାରତରେ କାମ ଦେବନି: ନାସିର
ନୂଆଦିଲ୍ଲୀ,୧୩।୫(ପି.ଟି.): ପ୍ରଭାବ ବିସ୍ତାର କରିବା ଓ ନିଜ ଚିନ୍ତାଧାରା ଅନ୍ୟଉପରେ ଲଦିବା ହେଉଛି ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ସ୍ବଭାବ। ତେଣୁ ଭାରତରେ ନେତୃତ୍ୱ ବିଭାଜନ କାମ ଦେବନାହିଁ ବୋଲି ଇଂଲଣ୍ଡ ପୂର୍ବତନ ଅଧିନାୟକ ନାସିର ହୁସେନ୍ କହିଛନ୍ତି। ଅର୍ଥାତ...
ପର୍ତ୍ତୁଗୀଜ୍ ଫୁଟବଲ ସେସନ ଜୁନ୍ ୪ରୁ
ଲିସବନ,୧୩।୫(ଏଏଫ୍ପି): କୋଭିଡ-୧୯ ମହାମାରୀ କାରଣରୁ ସ୍ଥଗିତ ରହିଥିବା ପର୍ତ୍ତୁଗାଲର ଫୁଟବଲ୍ ସେସନ ପୁଣି ଆରମ୍ଭ ହେବାକୁ ଯାଉଛି। ଜୁନା ୪ରୁ ପ୍ରିମିରା ଲିଗ୍ ଆରମ୍ଭ ହେବ ବୋଲି ଦେଶର ଫୁଟବଲ ଲିଗ୍ ଘୋଷଣା କରିଛି। ଷ୍ଟାଡିୟମର ପରୀକ୍ଷା ପୁଙ୍ଖାନୁପୁଙ୍ଖ ଭାବେ...
ବାଂଲାଦେଶ ଡେଭଲପମେଣ୍ଟ କୋଚ୍ କରୋନା ପଜିଟିଭ୍
ଢାକା,୧୩।୫ (ପି.ଟି.): ବାଂଲାଦେଶ ଡେଭଲପ୍ମେଣ୍ଟ କୋଚ୍ ତଥା ପୂର୍ବତନ ପ୍ରଥମଶ୍ରେଣୀ କ୍ରିକେଟର ଅଶିକୁର ରହମାନ କୋଭିଡ୍-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣା ପଡିଛି। ଗତକାଲି ରିପୋର୍ଟ ମିଳିଥିଲା। କୋଭିଡ-୧୯ର ଶିକାର ହୋଇଛି ଓ ସ୍ଥାନୀୟ ସିଟି ହସ୍ପିଟାଲରେ ଚିକିତ୍ସିତ ହେଉଛି...
‘ନ୍ୟୁଜିଲାଣ୍ଡ-ଇଂଲଣ୍ଡ ଯୁଗ୍ମ ବିଜେତା ଘୋଷଣା ଉଚିତ ହୋଇଥାନ୍ତା’
ନୂଆଦିଲ୍ଲୀ,୧୩।୫(ପି.ଟି.): ଇଂଲଣ୍ଡରେ ଗତବର୍ଷ ଅନୁଷ୍ଠିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ବିଶ୍ୱକପ୍ରେ ଆୟୋଜକ ଇଂଲଣ୍ଡ ଚାମ୍ପିୟନ ହୋଇଥିଲା। ତେବେ ଇଂଲଣ୍ଡ ସମେତ ରନର୍ସଅପ୍ ନ୍ୟୁଜିଲାଣ୍ଡକୁ ଯୁଗ୍ମ ବିଜେତା ଭାବେ ଘୋଷିତ କରାଯିବା ଉଚିତ ବୋଲି ଭାରତୀୟ ପୂର୍ବତନ କ୍ରିକେଟର...
କରୋନାରେ ଯୁବ ସୁମୋ ରେସଲର ମୃତ
ଟୋକିଓ,୧୩।୫(ଏଏଫ୍ପି): କୋଭିଡ୍-୧୯ ସଂକ୍ରମଣରେ ଜାପାନର ଜଣେ ୨୮ ବର୍ଷୀୟ ସୁମୋ ରେସଲର କିୟୋଟାକା ସୁଏଟେକ ମୃତ୍ୟୁବରଣ କରିଛନ୍ତି। ଅବଶ୍ୟରେ ସେ ଏକାଧିକ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିଲେ। ସୁମୋ ରେସଲିଂ ଭଳି ପୁରାତନ କ୍ରୀଡ଼ାର ପ୍ରଥମ ଖେଳାଳିଭାବେ ସେ...
ଅଲିମ୍ପିକ୍ ମେଡାଲିଷ୍ଟ ହେବାକୁ ଚାହେଁ: ନିକ୍କି
ବେଙ୍ଗାଲୁରୁ, ୧୩।୫- ଝାଡ଼ଖଣ୍ଡର ଏକ ଛୋଟ ଗାଁ ହେସାଲରେ ଜନ୍ମଗ୍ରହଣ କରିଥିଲେ ହେଁ ନିଷ୍ଠା ଓ ପରିଶ୍ରମ ବଳରେ ୨୦୧୬ ରିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳର ଅନ୍ୟତମ ସଦସ୍ୟାଥିଲେ ନିକ୍କିି ପ୍ରଧାନ। କେବଳ ଜଣେ ଅଲିମ୍ପିଆନଭାବେ ନୁହେଁ...
ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡର କ୍ରିକେଟ ମ୍ୟାଚ ଯୋଜନା
ମେଲବୋର୍ନ, ୧୩ା୫ (ପି.ଟି.)- କରୋନା ଭାଇରସ୍ ମହାମାରୀ ଯୋଗୁ ବର୍ତ୍ତମାନ ସ୍ଥିତିରେ ଇଣ୍ଟରନ୍ୟାଶନାଲ ଟୁର୍ ସମ୍ଭବନା ଦେଖା ଯାଉ ନ ଥିବାରୁ ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ମ୍ୟାଚ ଆୟୋଜନ ପାଇଁ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ପକ୍ଷରୁ...
ଅର୍ଜୁନ ପୁରସ୍କାର ପାଇଁ ଝିଙ୍ଗାନ୍, ବାଲା ଦେବୀଙ୍କ ନାମ ସୁପାରିସ
ନୂଆଦିଲ୍ଲୀ, ୧୩ା୫ (ପି.ଟି.): ସର୍ବଭାରତୀୟ ଫୁଟ୍ବଲ ମହାସଂଘ (ଏଆଇଏଫ୍ଏଫ୍) ଚଳିତ ବର୍ଷର ଅର୍ଜୁନ ପୁରସ୍କାର ପାଇଁ ଜାତୀୟ ଦଳର ସେଣ୍ଟ୍ରାଲ ଡିଫେଣ୍ଡର ସନ୍ଦେଶ ଝିଙ୍ଗାନ୍ ଏବଂ ମହିଳା ଦଳର ଷ୍ଟ୍ରାଇକର ଏନ୍. ବାଲା ଦେବୀଙ୍କ ନାମ ସୁପାରିସ କରିଛି। ଚଳିତ...
୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ୍: ନୂଆ ତାରିଖ ଘୋଷଣା
ଭୁବନେଶ୍ୱର,୧୩।୫(କ୍ରୀଡ଼ା ପ୍ରତିନିଧି)-କରୋନାଭାଇରସ୍ ସଂକ୍ରମଣଜନିତ ସ୍ଥିତିର ପୁଙ୍ଖାନୁପୁଙ୍ଖ ବିଶ୍ଳେଷଣ ପରେ ବ୍ୟୁରୋ ଅଫ୍ ଫିଫା କାଉନ୍ସିଲ ପକ୍ଷରୁ ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପର ନୂଆ ତାରିଖ ଘୋଷଣା ହୋଇଛି। ଭାରତର ୫ଟି ସ୍ଥାନରେ ହେବାକୁଥିବା ଏହି ପ୍ରତିଯୋଗିତା ୨୦୨୧...
କୋଭିଡ-୧୯: ଲଣ୍ଡନ ଡାଇମଣ୍ଡ ଲିଗ୍ ମିଟିଂ ବାତିଲ
ଲଣ୍ଡନ,୧୨।୫ (ଏଏଫ୍ପି): କୋଭିଡ-୧୯ ମହାମାରୀ କାରଣରୁ ଆଉ ଏକ ବଡ଼ ଆଥଲେଟିକ୍ ଇଭେଣ୍ଟ ବାତିଲ ହୋଇଛି। ଜୁଲାଇ ପ୍ରାରମ୍ଭରେ ଲଣ୍ଡନରେ ଆୟୋଜନ ହେବାକୁ ଥିବା ଡାଇମଣ୍ଡ ଲିଗ୍ ମିଟିଂକୁ ବାତିଲ କରାଯାଇଛି ବୋଲି ବ୍ରିଟିଶ ଆଥଲେଟିକ୍ସ କହିଛି। ଏହି ମେଗା...
Archives


