ଖେଳ

ଧୋନୀଙ୍କ ସାମ୍ନାରେ ୧୭୦ ରନ୍‌ ଟାର୍ଗେଟ୍‌ ରଖିଲେ ବିରାଟ

ଦୁବାଇ, ୧୦।୧୦: ଚଳିତ ଆଇପିଏଲ୍‌ ୨୫ତମ ମୁକାବିଲାରେ ଶନିବାର ସନ୍ଧ୍ୟାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଓ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଯାଇଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ବିରାଟ କୋହଲିଙ୍କ…

ଆତ୍ମହତ୍ୟା କଲେ ପୂର୍ବତନ ଭାରତୀୟ କ୍ରିକେଟର୍‌

କୋଚି, ୧୦।୧୦: ୧୯ ବର୍ଷରୁ କମ୍‌ ଭାରତୀୟ ଦଳର ପୂର୍ବତନ ସଦସ୍ୟ ତଥା କେରଳ ରଣ୍‌ଜୀ ଟ୍ରଫି ଖେଳାଳି ଏମ୍‌. ସୁରେଶ କୁମାରଙ୍କ ବିୟୋଗ ଘଟିଛି। ୪୭ ବର୍ଷ ବୟସରେ ସୁରେଶ ଆତ୍ମହତ୍ୟା କରିଥିବା ପୋଲିସ ପକ୍ଷରୁ କୁହାଯାଇଛି। ସୁରେଶଙ୍କ ଘରୁ…

କିଙ୍ଗ୍ସ ଇଲେଭେନକୁ ହରାଇଲା ଶାହରୁଖ ଖାନଙ୍କ କେକେଆର୍‌

ଆବୁଧାବି, ୧୦।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ ଶନିବାର ଅନୁଷ୍ଠିତ ୨୪ତମ ମୁକାବିଲାରେ ବଲିଉଡ୍‌ ସୁପର୍‌ଷ୍ଟାର ଶାହରୁଖ ଖାନଙ୍କ ମାଲିକାନାରେ ଥିବା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିଜୟ ଲାଭ କରିଛି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ କୋଲକାତା…

ଟସ୍‌ ଜିତି କୋହଲିଙ୍କ ବ୍ୟାଟିଂ ନିଷ୍ପତ୍ତି; ପ୍ରଥମେ ବୋଲିଂ କରିବ ସିଏସ୍‌କେ

ଦୁବାଇ, ୧୦।୧୦: ଚଳିତ ଆଇପିଏଲ୍‌ର ୨୫ତମ ମୁକାବିଲାରେ ଶନିବାର ସନ୍ଧ୍ୟାରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଛି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି…

୩୫ ବଲରେ ଶତକ ହାସଲ କଲେ ଏହି ବ୍ୟାଟ୍ସମ୍ୟାନ

ଲାହୋର, ୧୦।୧୦: ପାକିସ୍ତାନର ଯୁବ ବ୍ୟାଟ୍ସମ୍ୟାନ ଖୁସ୍‌ଦିଲ୍‌ ଶାହ ଟି୨୦ କ୍ରିକେଟ୍‌ରେ ନିଜ ଦେଶ ପକ୍ଷରୁ ଦ୍ରୁତତ୍ତମ ଶତକ ହାସଲ କରିବାର ରେକର୍ଡ କରିଛନ୍ତି। ୨୫ ବର୍ଷୀୟ ଖୁସ୍‌ଦିଲ ମାତ୍ର ୩୫ ବଲରୁ ଶତକ ହାସଲ କରି ରେକର୍ଡ ବୁକ୍‌ରେ ନିଜ…

ପଞ୍ଚମ ବିଜୟ ସହ ଶୀର୍ଷରେ ଦିଲ୍ଲୀ

ଶାରଜା, ୧୦।୧୦- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ୪୬ ରନରେ ହରାଇ ଦିଲ୍ଲୀ କ୍ୟାପିଟାଲ୍ସ ପଏଣ୍ଟ ଟେବୁଲର ଶୀର୍ଷକୁ ଫେରିଛି। ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଦିଲ୍ଲୀ ୮ ଉଇକେଟ ହରାଇ ୧୮୪ ରନ କରିଥିବାବେଳେ ରାଜସ୍ଥାନ…

ମହିଳା ଟି୨୦ ଚ୍ୟାଲେଞ୍ଜ୍‌: କମ୍‌ ସମୟରେ ପ୍ରସ୍ତୁତିକୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ, ୧୦।୧୦(ପି.ଟି.(୦ ମହିଳା ଟି୨୦ ଚ୍ୟାଲେଞ୍ଜ କ୍ରିକେଟ ଟୁର୍ନାମେଣ୍ଟ ଆସନ୍ତା ମାସରେ ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ)ରେ ଅନୁଷ୍ଠିତ ହେବ। ଏଥିରେ ୩୦ରୁ ଊର୍ଦ୍ଧ୍ୱ ଖେଳାଳି ଅଂଶଗ୍ରହଣ କରିବେ। ଖେଳାଳିମାନଙ୍କୁ ଚଳିତମାସ ୧୩ ତାରିଖରେ ମୁମ୍ବାଇରେ ଏକତ୍ରିତ ହେବାକୁ କୁହାଯାଇଛି। ଖେଳାଳିମାନଙ୍କୁ କ୍ୱାରାଣ୍ଟାଇନ୍‌…

ଫ୍ରେଞ୍ଚ୍‌ ଓପନ ଟେନିସ: କ୍ରିଷ୍ଟିନା -ବାବୋସ ଫାଇନାଲରେ

ପ୍ୟାରିସ, ୧୦।୧୦- ଫ୍ରେଞ୍ଚ୍‌ ଓପନ ଟେନିସ ପୁରୁଷ ଡବଲ୍ସର ଫାଇନାଲ ଲାଇନ୍‌ଅପ୍‌ ହୋଇଯାଇଛି। ଆନ୍ଦ୍ରେସ ମାଇଲ୍ସ ଓ କେଭିନ କ୍ରାଓ୍ବିଜ୍‌ ଯୋଡ଼ି ଫାଇନାଲରେ ବ୍ରୁନୋ ସୋଆରେସ ଓ ମ୍ୟାଟ ପାଭିକ୍‌ ଯୋଡ଼ିଙ୍କୁ ଭେଟିବେ। ପ୍ରଥମ ସେମିଫାଇନାଲରେ ମାଇଲ୍ସ-କ୍ରାଓ୍ବିଜ ଯୋଡ଼ି ୬-୩, ୭-୫…

ଫାଓଲର ଇଷ୍ଟବେଙ୍ଗଲ ମୁଖ୍ୟ କୋଚ୍‌

କୋଲକାତା, ୧୦ା୧୦ (ପି.ଟି.)- ପରବର୍ତ୍ତୀ ୨ ବର୍ଷ ପାଇଁ ଇଂଲଣ୍ଡର ପୂର୍ବତନ ଅନ୍ତର୍ଜାତୀୟ ଖେଳାଳି ତଥା ଲିଭରପୁଲ୍‌ କିମ୍ବଦନ୍ତୀ ରୋବି ଫାଓଲରଙ୍କୁ ଇଷ୍ଟବେଙ୍ଗଲ ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ଦିଆଯାଇଛି। ଫୁଟ୍‌ବଲ ଟିମ୍‌ର ପ୍ରମୁଖ ମାଲିକ ହରିମୋହନ ବାଙ୍ଗର ଶୁକ୍ରବାର ଶୁକ୍ରବାର…

ବିସିସିଆଇ ଆପେକ୍ସ କାଉନ୍‌ସିଲ ବୈଠକ ୧୭ରେ

ନୂଆଦିଲ୍ଲୀ, ୧୦ା୧୦ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆପେକ୍ସ କାଉନ୍‌ସିଲ ବୈଠକ ଅକ୍ଟୋବର ୧୭ରେ ହେବ। ଏହା ଅନ୍‌ଲାଇନ୍‌ରେ ହେବ। କୋଭିଡ୍‌ର ବର୍ତ୍ତମାନ ପରିସ୍ଥିତି ଇଂଲଣ୍ଡ ବିପକ୍ଷ ଭାରତର ଘରୋଇ ସିରିଜ ବ୍ୟତୀତ ଅଷ୍ଟ୍ରେଲିଆ ଟୁର୍‌ ଏବଂ ଘରୋଇ…

ଫ୍ରେଞ୍ଚ୍‌ ଓପନ୍‌: ଫାଇନାଲରେ ନାଡାଲ

ପ୍ୟାରିସ୍‌,୧୦।୧୦(ଏପି): କ୍ଲେ କୋର୍ଟର ରାଜା ବିବେଚିତ ହେଉଥିବା ସ୍ପେନର ରାଫାଲ ନାଡାଲ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସର ପ୍ରଥମ ସେମିଫାଇନାଲ୍‌ରେ ଦ୍ୱିତୀୟ ସିଡ୍‌ ନାଡାଲ ଦ୍ୱାଦଶ ସିଡ୍‌ ଆର୍ଜେଣ୍ଟିନାର ଡିଏଗୋ ସ୍କ୍ବାର୍ଜମ୍ୟାନଙ୍କୁ…

ଫିଫା ବିଶ୍ୱକପ୍‌ କ୍ୱାଲିଫାୟର୍ସ: ଆର୍ଜେଣ୍ଟିନା, ଉରୁଗୁଏ ବିଜୟୀ

ସାଓ ପାଉଲୋ,୧୦।୧୦(ଏପି): ପାଖାପାଖି ଗୋଟିଏ ବର୍ଷ ପରେ ଆର୍ଜେଣ୍ଟିନା ଓ ଉରୁଗୁଏ ପ୍ରଥମ ଫୁଟବଲ ମ୍ୟାଚ୍‌ ଖେଳି ବିଜୟ ହାସଲ କରିଛନ୍ତି। ଦକ୍ଷିଣ ଆଫ୍ରିକା ବିଶ୍ୱକପ୍‌ କ୍ୱାଲିଫାଇୟର୍ସର ପ୍ରାରମ୍ଭିକ ମୁକାବିଲାରେ ସେଭଳି କିଛି ଖାସ୍‌ ପ୍ରଦର୍ଶନ ନ କରି ଏହି ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?