ଖେଳ

କିଟାଟା ଜିତିଲେ ଲଣ୍ଡନ ମାରାଥନ

ଲଣ୍ଡନ, ୫ା୧୦ (ଏପି)- ଇଥିଓପିଆର ଶୁରା କିଟାଟା ଲଣ୍ଡନ ମାରାଥନ ଜିତିଛନ୍ତି। ରବିବାର ଅନୁଷ୍ଠିତ ଏହି ଇଭେଣ୍ଟରେ ୪ଥର ଟାଇଟଲ ବିଜେତା ଏଲିଉଡ୍‌ କିପ୍‌ଚୋଗେଙ୍କୁ ପଛରେ ପକାଇ ବିଜୟ ଲାଭ କରିଛନ୍ତି। ରୋମାଞ୍ଚକ ସ୍ପ୍ରିଣ୍ଟ୍‌ ଫିନିଶରେ କେନିୟାର ଭିନ୍‌ସେଣ୍ଟ କିପ୍‌ଚୁମ୍ବାଙ୍କୁ ପଛରେ…

ଦୁବାଇରେ ଚେନ୍ନାଇ ଚମକ

ଦୁବାଇ, ୫।୧୦- କ୍ରମାଗତ ୩ଟି ମ୍ୟାଚରେ ପରାଜୟ ପରେ ପୂର୍ବତନ ଚାମ୍ପିୟନ ଚେନ୍ନାଇ ସୁପରକିଙ୍ଗ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ରବିବାର ବିଜୟ ସ୍ବାଦ ଚାଖିଛି। ଦୁଇ ଓପନର ଶେନ ଓ୍ବାଟସନ ଓ ଫାଫ୍‌ ଡୁପ୍ଲେସିଙ୍କ ଆକର୍ଷଣୀୟ ପ୍ରଦର୍ଶନ ବଳରେ ଦଳ…

ରାହୁଲଙ୍କ ଅର୍ଦ୍ଧଶତକ; ସିଏସ୍‌କେକୁ ବିଜୟ ଲକ୍ଷ୍ୟ ୧୭୯ ରନ

ଦୁବାଇ, ୪।୧୦: ଆଇପିଏଲ୍‌ ୧୩ତମ ସଂସ୍କରଣରେ ରବିବାର ଅନୁଷ୍ଠିତ ଅଷ୍ଟାଦଶ ମୁକାବିଲାରେ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ଭେଟିଛି କିଙ୍ଗ୍ସ ଇଲେଭେନ ପଞ୍ଜାବ। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ପ୍ରଥମେ ବ୍ୟାଟିଂ କରିଥିବା ପଞ୍ଜାବ ୨୦ ଓଭରରେ…

ଭାଜପାରେ ସାମିଲ ହେଲେ ଏହି ସ୍ବର୍ଣ୍ଣ ବିଜୟିନୀ ମହିଳା ଶୁଟର୍‌

ନୂଆଦିଲ୍ଲୀ, ୪।୧୦: ବିହାର ନିର୍ବାଚନ ପୂର୍ବରୁ ଦିଗଂବତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଗ୍‌ବିଜୟ ସିଂଙ୍କ ଝିଅ ତଥା ଜାତୀୟସ୍ତରର ମହିଳା ଶୁଟର୍‌ ଶ୍ରେୟାସୀ ସିଂ ଭାଜପାରେ ସାମିଲ ହୋଇଛନ୍ତି। ରବିବାର ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଦଳର ନେତା ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ଶ୍ରେୟାସୀ…

ଓ୍ବାର୍ନରଙ୍କ ଅର୍ଦ୍ଧଶତକ ବେକାର; ହାଇଦ୍ରାବାଦ୍‌କୁ ହରାଇ ଶୀର୍ଷରେ ମୁମ୍ବାଇ ଇଣ୍ଡିଆନ୍ସ

ଶାରଜା, ୪।୧୦: ଚଳିତ ଆଇପିଏଲ୍‌ର ୧୭ତମ ମୁକାବିଲାରେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ୩୪ ରନରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ସ୍ଥାନୀୟ ଶାରଜା କ୍ରିକେଟ୍‌ ଷ୍ଟାଡିୟମରେ ଅପରାହ୍ନରେ ଖେଳାଯାଇଥିବା ଏହି ହାଇସ୍କୋରିଂ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ ୫…

ସିଏସ୍‌କେ ବିପକ୍ଷରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ପଞ୍ଜାବ

ଦୁବାଇ, ୪।୧୦: ଚଳିତ ଆଇପିଏଲ୍‌ର ଅଷ୍ଟାଦଶ ତଥା ରବିବାର ଅନୁଷ୍ଠିତ ୨ୟ ମୁକାବିଲାରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌…

କୋହଲିଙ୍କଠାରୁ ସ୍ବତନ୍ତ୍ର ଉପହାର ପାଇଲେ ରାହୁଲ

ଆବୁଧାବି, ୪।୧୦: ଚଳିତ ଆଇପିଏଲ୍‌ର ୧୫ତମ ମ୍ୟାଚ୍‌ରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ୮ ଉଇକେଟ୍‌ରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ବାଙ୍ଗାଲୋରର ଏହା ଚଳିତ ସିଜନରେ ୩ୟ ବିଜୟ ଥିଲା। ଏହି ବିଜୟ ସହ…

୩ ଅର୍ଦ୍ଧଶତକ ସହ ଦେବଦତ୍ତ ପଡିକ୍କଲ ଆଇପିଏଲ୍‌ରେ ରଚିଲେ ଏହି କୀର୍ତ୍ତିମାନ

ଆବୁଧାବି, ୪।୧୦: କୁହାଯାଏ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଯୁବ ଖେଳାଳିଙ୍କୁ ସର୍ବଦା ସୁଯୋଗ ଦେଇଆସିଛି। ଏହି ପ୍ଲାଟଫର୍ମରେ ଯୁବ କ୍ରିକେଟର୍‌ମାନେ ସେମାନଙ୍କ ପ୍ରତିଭା ଦେଖାଇବାର ସୁଯୋଗ ପାଇଥାନ୍ତି। ୟୁଏଇରେ ଚାଲିଥିବା ଚଳିତ…

ହାଇଦ୍ରାବାଦ ସାମ୍ନାରେ ୨୦୯ ରନର ବିଶାଳ ଟାର୍ଗେଟ୍‌ ରଖିଲା ମୁମ୍ବାଇ ଇଣ୍ଡିଆନ୍ସ

ଶାରଜା, ୪।୧୦: ଚଳିତ ଆଇପିଏଲ୍‌ ରବିବାର ଖେଳାଯାଇଥିବା ପ୍ରଥମ ମୁକାବିଲାରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଶାରଜା କ୍ରିକେଟ୍‌ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ…

ଆଇପିଏଲ୍‌ରେ ଦୁର୍ନୀତି: ଏସିୟୁର ତଦନ୍ତ

ନୂଆଦିଲ୍ଲୀ, ୪ା୧୦ (ପି.ଟି.)-ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଚାଲିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳୁଥିବା ଜଣେ କ୍ରିକେଟରଙ୍କୁ ଦୁର୍ନୀତି କାର୍ଯ୍ୟରେ ଲିପ୍ତ ହେବା ଲାଗି ପ୍ରଲୋଭିତ କରାଯାଇଥିବା ଅଭିଯୋଗ ହୋଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଦୁର୍ନୀତି ନିବାରଣ…

ପୋଲାର୍ଡ ଓ ହାର୍ଦ୍ଦିକଙ୍କଠାରୁ କୌଶଳ ଶିଖିଛନ୍ତି କିଶନ

ଶାରଜା, ୪ା୧୦ (ପି.ଟି.)-କିରନ ପୋଲାର୍ଡ ଓ ହାର୍ଦ୍ଦିକ ପାଣ୍ଡ୍ୟାଙ୍କଠାରୁ ଅନେକ କୌଶଳ ସେ ହାସଲ କରିପାରିଥିବା କହିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସର ଯୁବ ବ୍ୟାଟ୍ସମ୍ୟାନ ଇଶାନ କିଶନ। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ବିସ୍ଫୋରକ ୯୯ ରନ ସଂଗ୍ରହ କରି ଦୃଷ୍ଟିଆକର୍ଷଣ କରିଥିବା…

ଉରୁଗୁଏ ଦଳରୁ କାଭାନି ଆଉଟ୍‌

ମଣ୍ଟେଭିଡିଓ (ଉରୁଗୁଏ), ୪ା୧୦ (ଏପି)-ଚିଲି ଓ ଇକ୍ୱେଡର ବିପକ୍ଷ ଦୁଇ ଓପନିଂ ରାଉଣ୍ଡ ମ୍ୟାଚ ପାଇଁ ଉରୁଗୁଏ ଦଳ ଘୋଷଣା କରାଯାଇଛି। ଦଳରେ ଅନୁପସ୍ଥିତ ରହିଥିବା ପ୍ରମୁଖ ଖେଳାଳିଙ୍କ ମଧ୍ୟରେ ରହିଛନ୍ତି ଷ୍ଟ୍ରାଇକର ଏଡିନ୍‌ସନ କାଭାନି। ପ୍ୟାରିସ ସେଣ୍ଟ ଜର୍ମେନଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?