ଖେଳ

ମହିଳା ସିଙ୍ଗଲ୍ସ: ସେରେନା ଓହରିଲେ, ପିରୋଙ୍କୋଭା, ବୌଚାର୍ଡ ତୃତୀୟ ରାଉଣ୍ଡରେ

ପ୍ୟାରିସ୍‌,୧।୧୦(ଏପି): ଫ୍ରେଞ୍ଚ୍‌ ଓପନ୍‌ ମହିଳା ସିଙ୍ଗଲ୍ସରେ ମଧ୍ୟ ତାରକା ଖେଳାଳିମାନେ ଅଗ୍ରଗତି କରି ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଆହତ ସମସ୍ୟା ଯୋଗୁ ସେରେନା ଓ୍ବଲିୟମ୍ସ ଦ୍ୱିତୀୟ ରାଉଣ୍ଡରୁ ଓହରିଯିବା କାରଣରୁ ବୁଲ୍‌ଗେରିଆର ଶ୍ୱେତାନା ପିରଙ୍କୋଭା ଓ୍ବାକ୍‌ଓଭର ପାଇ ତୃତୀୟ ରାଉଣ୍ଡରେ…

ଆୟାରଙ୍କୁ ୧୨ ଲକ୍ଷ ଜରିମାନା

ଆବୁଧାବି, ୧।୧୦(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ମଙ୍ଗଳବାର ସନ୍‌ରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ସ୍ଲୋ ଓଭରରେଟ୍‌ ବୋଲିଂ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଶ୍ରେୟାସ ଆୟାରଙ୍କୁ ୧୨ ଲକ୍ଷ ଟଙ୍କାର ଜରିମାନା କରାଯାଇଛି। ଚଳିତ ସିଜନରେ ଆୟାର ପ୍ରଥମଥରପାଇଁ ଆଚରଣ ବିଧି…

ଜଣେ ଗର୍ଭବତୀ ମହିଳା ପାଇଁ ଏହା ସବୁଠାରୁ ରୋମାଞ୍ଚକ ଖେଳ: କାହିଁକି ଏପରି କହିଲେ ଅନୁଷ୍କା

ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବିଆର)ର ବିଜୟକୁ ନେଇ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ବହୁତ ଖୁସି ଅଛନ୍ତି। ଏହି ସଫଳତା ଯୋଗୁ ଖୁସିରେ ଅନୁଷ୍ମାଙ୍କ ପାଦ ଆଉ ତଳେ ଲାଗୁ ନାହିଁ। ସେ…

୬ ଆଇପିଏଲ ଦଳ ସହ କୋଟାକର ସହଭାଗିତା

ଭୁବନେଶ୍ୱର, ୧।୧୦(ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ ‌(ଆଇପିଏଲ)ରେ ଦିଲ୍ଲୀ କ୍ୟାପିଟାଲ୍ସ, କିଙ୍ଗ୍ସ ଇଲେଭେନ ପଞ୍ଜାବ, କୋଲକାତା ନାଇଟ ରାଇଡର୍ସ, ମୁମ୍ବାଇ ଇଣ୍ଡିଆନ୍ସ, ରାଜସ୍ଥାନ ରୟାଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ ଆଦି ୬ଟି ଦଳ ସହିତ କୋଟାକ ମହିନ୍ଦ୍ରା ବ୍ୟାଙ୍କ…

ମନୋରଞ୍ଜନ ଜଗତରେ ପାଦ ଦେବାକୁ ଯାଉଛନ୍ତି ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଏବେ ମନୋରଞ୍ଜନ ଜଗତରେ ପାଦ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ନେଇ ଏବେ ସେ ଖୁବ୍‌ ଚର୍ଚ୍ଚାରେ ରହିଛନ୍ତି। ତେବେ ମାହି ଅଭିନେତା…

ରୟାଲ୍ସର ପ୍ରଥମ ପରାଜୟ

ଦୁବାଇ, ୧।୧୦- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ରେକର୍ଡ ରନ ଚେଜ୍‌ କରିଥିବା ରାଜସ୍ଥାନ ରୟାଲ୍ସ ବୁଧବାର ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ କୋଲକାତା ନାଇଟ ରାଇଡର୍ସଠାରୁ ଆଶ୍ଚର୍ଯ୍ୟଜନକ ଭାବେ ୩୭ ରନରେ ହାରି ଯାଇଛି। ୧୭୫ ରନ ବିଜୟ ଲକ୍ଷ୍ୟ…

ରାଜସ୍ଥାନ ସାମ୍ନାରେ ୧୭୫ ରନ୍‌ ବିଜୟ ଲକ୍ଷ୍ୟ ରଖିଲା କେକେଆର୍‌

ଦୁବାଇ, ୩୦।୯: ଆଇପିଏଲ୍‌-୧୩ତମ ସିଜନର ଏକ ମୁକାବିଲାରେ ବୁଧବାର ରାଜସ୍ଥାନ ରୟାଲ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା କେକେଆର୍‌ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌…

ଆଇପିଏଲ୍‌: ଟସ୍‌ ଜିତି ପ୍ରଥମେ କେକେଆର୍‌କୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କଲା ରାଜସ୍ଥାନ

ଦୁବାଇ, ୩୦।୯: ଆଇପିଏଲ୍‌-୧୩ତମ ସିଜନର ଦ୍ୱାଦଶ ମୁକାବିଲାରେ ବୁଧବାର ରାଜସ୍ଥାନ ରୟାଲ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମୁକାବିଲାରେ ଟସ୍‌ ଜିତି ରାଜସ୍ଥାନ ପ୍ରଥମେ କେକେଆର୍‌କୁ…

ଆଇପିଏଲ୍‌ରେ ଏହି ବିରଳ ସଫଳତା ପାଇବାରେ ରାବାଡା ପ୍ରଥମ ବୋଲର

ଦୁବାଇ, ୩୦।୯: ଆଇପିଏଲ୍‌-୧୩ତମ ସିଜନର ଏକାଦଶ ମ୍ୟାଚ୍‌ରେ ମଙ୍ଗଳବାର ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ୧୫ ରନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଦିଲ୍ଲୀ ପରାସ୍ତ ହୋଇଥିଲେ ମଧ୍ୟ ଦ୍ରୁତ ବୋଲର କାଗିସୋ ରାବାଡା ଏଭଳି ଏକ ରେକର୍ଡ ପ୍ରତିଷ୍ଠା କରିଛନ୍ତି,…

ଆଇପିଏଲ୍‌ ଲାଗି ଘୁଞ୍ଚିଲା ଏହି ଦେଶର ଟି୨୦ ଲିଗ୍‌

କଲମ୍ବୋ, ୩୦।୯: ଶ୍ରୀଲଙ୍କା କ୍ରିକେଟ୍‌ (ଏସ୍‌ଏଲ୍‌ସି) ପକ୍ଷରୁ ଲଙ୍କା ପ୍ରିମିୟର ଲିଗ୍‌ (ଏଲ୍‌ପିଏଲ୍‌) ଟି୨୦ ଟୁର୍ନାମେଣ୍ଟର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ଏହି ଟୁର୍ନାମେଣ୍ଟ ଏବେ ୨୧ ନଭେମ୍ବରରୁ ଆରମ୍ଭ ହେବ। ଏଥିରେ ଅଂଶଗ୍ରହଣ କରିବାକୁ ଥିବା ଖେଳାଳିଙ୍କ ନିକଟରେ କ୍ୱାରାଣ୍ଟାଇନରେ ରହିବାକୁ…

ଲଗାତର ୧୩ ମ୍ୟାଚ୍‌ ହାରିବା ପରେ ଅଷ୍ଟ୍ରେଲିଆ ବିପକ୍ଷରେ ଜିତିଲା ଏହି ଦଳ

ବ୍ରିସବେନ୍‌, ୩୦।୯: ଅଷ୍ଟ୍ରେଲିଆ ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ଲଗାତର ୧୩ ମ୍ୟାଚ୍‌ ହାରିବା ପରେ ଶେଷରେ ନ୍ୟୁଜିଲାଣ୍ଡ ବିଜୟ ହାସଲ କରିଛି। ଏଠାରେ ଅନୁଷ୍ଠିତ ଅନ୍ତିମ ତଥା ୩ୟ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ମହିଳା ଦଳ ୫ ଉଇକେଟ୍‌ରେ ଅଷ୍ଟ୍ରେଲିଆକୁ…

ଗର୍ଲଫ୍ରେଣ୍ଡ୍‌ଙ୍କ ପାଇଁ ସଲମାନ ଖାନ୍‌ଙ୍କ ଗୀତରେ ଡ୍ୟାନ୍ସ କରିଥିଲେ ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟର୍‌ ୟୁଜବେନ୍ଦ୍ର ଚହଲ ଡାକ୍ତର ତଥା ୟୁଟ୍ୟୁବର୍‌ ଧନଶ୍ରୀ ବର୍ମାଙ୍କୁ ନିଜ ମନ ଦେଇ ବସିଛନ୍ତି। ଗତ ଅଗଷ୍ଟ ୮ରେ ଧନଶ୍ରୀଙ୍କ ସହ ତାଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଥିଲା। ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କ ସହ ଫଟୋ ଶେୟାର କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?