ଖେଳ

ଆଇପିଏଲ୍‌ ଦର୍ଶକ ବିନା ହୋଇପାରେ କିନ୍ତୁ ଟି୨୦ ବିଶ୍ୱକପ୍‌ ନୁହେଁ

ମେଲବୋର୍ନ, ୧୩ା୪ (ପି.ଟି.)- ପୁନଃ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ହୁଏତ ବିନା ଦର୍ଶକରେ ହୋଇପାରେ, କିନ୍ତୁ ଟି୨୦ ବିଶ୍ୱକପ୍‌ ଯଥାର୍ଥ ହେବ ନାହିଁ। ଏକ ସାକ୍ଷାତ୍‌କାରରେ ଏକଥା କହିଛନ୍ତି ଅଷ୍ଟ୍ରେଲିଆ ଅଲ୍‌ ରାଉଣ୍ଡର ଗ୍ଲେନ...

ଘରେ ପହଞ୍ଚି ଖାଦ୍ୟ ଯୋଗାଉଛନ୍ତି କିର୍ଗିଓସ

ସିଡ୍‌ନୀ, ୧୩ା୪ (ଏଏଫ୍‌ପି)-ଅଷ୍ଟ୍ରେଲିଆ ଟେନିସ ଷ୍ଟାର ନିକ୍‌ କିର୍ଗିଓସ ଜଣେ ସ୍ପଷ୍ଟବାଦୀ ଭାବେ ଜଣାଶୁଣା। ଟେନିସ୍‌ କୋର୍ଟରେ ମଧ୍ୟ ଅନେକ ଥର ଝାମେଲା କରି ବିବାଦୀୟ ହୋଇଛନ୍ତି। କିନ୍ତୁ କରୋନା ଭାଇରସ୍‌ ପାଇଁ ଦେଶରେ ଶଟ୍‌ ଡାଉନ୍‌ ଚାଲିଥିବାରୁ ଅନାହାରରେ...

ଅନ୍‌ଲାଇନ୍‌ ଚେସ୍‌ରୁ ସାଢ଼େ ୪ ଲକ୍ଷ ଟଙ୍କା ସଂଗ୍ରହ

ଚେନ୍ନାଇ,୧୨।୪(ପି.ଟି.)-ପୂର୍ବତନ ବିଶ୍ୱଚାମ୍ପିୟନ ବିଶ୍ୱନାଥନ ଆନନ୍ଦଙ୍କୁ ନେଇ ଆୟୋଜିତ ହୋଇଥିବା ଅନ୍‌ଲାଇନ୍‌ ଚେସ୍‌ ପ୍ରଦର୍ଶନୀରୁ ୪.୫ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରାଯାଇଛି। କୋଭିଡ୍‌-୧୯ ମୁକାବିଲା ପାଇଁ ଏହି ଅର୍ଥ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ପଣ୍ଡକୁ ପ୍ରଦାନ କରାଯିବ। ଆନନ୍ଦଙ୍କ ସମେତ ଏହି ଟୁର୍ନାମେଣ୍ଟରେ...

ମୋଟରସ୍ପୋଟର୍‌ସ କିମ୍ବଦନ୍ତୀ ମୋସ୍‌ଙ୍କ ପରଲୋକ

ଲଣ୍ଡନ,୧୨।୪ (ଏଏଫ୍‌ପି)-ମୋଟରସ୍ପୋଟର୍‌ସର କିମ୍ବଦନ୍ତୀ ଷ୍ଟର୍ଲିଂ ମୋସ୍‌ ୯୦ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ଦୀର୍ଘ ଦିନର ଅସୁସ୍ଥତା ପରେ ଏହି ବ୍ରିଟିଶ ଡ୍ରାଇଭରଙ୍କ ଦେହାନ୍ତ ହୋଇଛି ବୋଲି ତାଙ୍କ ସ୍ତ୍ରୀ ରବିବାର ଘୋଷଣା କରିଛନ୍ତି। ମୋସ କେବେବି ଫର୍ମୁଲା-୧ ଟାଇଟଲ...

ଅନ୍ତର୍ଜାତୀୟ କ୍ରିକେଟ କ୍ୟାଲେଣ୍ଡରରେ ପରିବର୍ତ୍ତନ ଆବଶ୍ୟକ: ଆଝାରୁଦ୍ଦିନ

ନୂଆଦିଲ୍ଲୀ,୧୨।୪ (ପି.ଟି.): କୋଭିଡ-୧୯ କାରଣରୁ ସାରା ବିଶ୍ୱରେ ବିଭିନ୍ନ କ୍ରୀଡ଼ ଓ ଇଭେଣ୍ଟଗୁଡିକ ଠପ୍‌ ହୋଇଛି। ଏପରିସ୍ଥଳେ ଅନ୍ତର୍ଜାତୀୟ କ୍ରିକେଟ କ୍ୟାଲେଣ୍ଡରରେ ପରିବର୍ତ୍ତନ କରିବାର ଜରୁରୀ ହୋଇପଡିଛି ବୋଲି ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଝାରିଦ୍ଦିନ କହିଛନ୍ତି। ବିଶ୍ୱର ସବୁ...

ସ୍ପୋଟର୍‌ସ ଇଞ୍ଜୁରି : ୧୨,୦୦୦ ଡାକ୍ତରଙ୍କ ସହ ସଚିନଙ୍କ ଆଲୋଚନା

ମୁମ୍ବାଇ,୧୨।୪(ପି.ଟି.): କ୍ରୀଡ଼ାରେ ଆଘାତ ସମସ୍ୟା ବା ସ୍ପୋଟର୍‌ସ ଇଞ୍ଜୁରି ନେଇ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ୧୨,୦୦୦ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି। ନିଜର ଅଗାଧ ଅଭିଜ୍ଞତା ଓ ଜ୍ଞାନ ବାଣ୍ଟିବାକୁ ସବୁବେଳେ ଇଚ୍ଛା ଜାହିର କରିଆସୁଥିବା ତେନ୍ଦୁଲକର ଏହି ଡାକ୍ତରମାନଙ୍କୁ...

୨୦୨୧ ପର୍ଯ୍ୟନ୍ତ ମଣ୍ଟ୍ରିଲ ଡବ୍ଲ୍ୟୁଟିଏ ଇଭେଣ୍ଟ ଘୁଞ୍ଚିଲା

ମଣ୍ଟ୍ରିଲ,୧୨।୪ (ଏଏଫ୍‌ପି): ବର୍ଷର ଅନ୍ତିମ ତଥା ଚତୁର୍ଥ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନ ଠିକ୍‌ ପୂର୍ବରୁ ଖେଳାଯାଉଥିବା ମଣ୍ଟ୍ରିଲ ଡବ୍ଲ୍ୟୁଟିଏ ଟୁର୍ନାମେଣ୍ଟ ବାର ରୋଜର୍ସ କପ୍‌କୁ ଘୁଞ୍ଚାଇ ଦିଆଯାଇଛି। ଏଥର ଏହି ଟେନିସ ଇଭେଣ୍ଟକୁ ବାତିଲ କରାଯାଇଛି ଓ ୨୦୨୧...

ବିଶ୍ୱକପ୍‌ ପରେ ଧୋନୀ ଅବସର ନେବା ଉଚିତ ଥିଲା: ଅଖତର

ନୂଆଦିଲ୍ଳୀ,୧୨।୪(ପି.ଟି.): ଭାରତୀୟ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଗତବର୍ଷ ଅନୁଷ୍ଠିତ ୨୦୧୯ ବିଶ୍ୱକପ୍‌ ପରେ ଅବସର ନେବା ଉଚିତ ଥିଲା ବୋଲି ପୂର୍ବତନ ପାକିସ୍ତାନ ଦ୍ରୁତବୋଲର ସୋଏବ ଅଖତର କହିଛନ୍ତି। ଅଯଥାରେ ଏହାକୁ ଆଗକୁ ବଢାଇବାର କୌଣସି ଆବଶ୍ୟକତା...

କୋଭିଡ୍‌ ହେଲ୍ପ ଲାଇନ୍‌ରେ କାର୍ଯ୍ୟ କରୁଛନ୍ତି ଭିନିଥ୍‌

ନୂଆଦିଲ୍ଲୀ, ୧୨ା୪ (ପି.ଟି.)-କେରଳ ରାଜ୍ୟର ଲୋକପ୍ରିୟ ଫୁଟ୍‌ବଲର ସି.ଏସ୍‌, ଭିନିଥ୍‌ ସରକାରଙ୍କ ଏକ ହେଲ୍‌ପଲାଇନ୍‌ ସେଣ୍ଟରରେ ଯୋଗ ଦେଇଛନ୍ତି। କୋଭିଡ୍‌-୧୯ ମହାମାରୀ କିଭଳି ସାମ୍ନା କରିବାକୁ ହେବ ସେ ନେଇ ସେ ଲୋକମାନଙ୍କୁ ପରାମର୍ଶ ହେଉଛନ୍ତି। ଓ୍ବିଙ୍ଗର ଭିନିଥ୍‌ ଜାତୀୟ...

କୃନାଲ, ହାର୍ଦ୍ଦିକଙ୍କ ପ୍ରତିଭାକୁ ଚିହ୍ନିଥିଲେ ରାଇଟ୍‌

ନୂଆଦିଲ୍ଲୀ, ୧୨।୪-ପାଣ୍ଡ୍ୟା ବ୍ରଦର୍ସଭାବେ ପରିଚିତ କୃନାଲ ଏବଂ ହାର୍ଦ୍ଦିକ ଭାରତୀୟ କ୍ରିକେଟରେ ଦୁଇ ପରଚିତ ନାମ। ଦୁହେଁ ଅଲରାଉଣ୍ଡର। କୃନାଲ ସ୍ପିନର ହୋଇଥିବାବେଳେ ହାର୍ଦ୍ଦିକ ମିଡିୟମ ପେସର। ତେବେ ଫର୍ମରେ ଥିବାବେଳେ କଷ୍ଟସାଧ୍ୟ ପରିସ୍ଥିତିରେ ବିସ୍ଫୋରକ ବ୍ୟାଟିଂ କରି ଦଳକୁ...

କରୋନା ପ୍ରଭାବରେ ଗୃହାବଦ୍ଧ ଶ୍ରଦ୍ଧାଞ୍ଜଳିଙ୍କ ମନକଥା

ଭୁବନେଶ୍ୱର, ୧୨।୪(କ୍ରୀଡ଼ା ପ୍ରତିନିଧି)– କୋଭିଡ୍‌-୧୯ର କରାଳ କାୟା ସମଗ୍ର ବିଶ୍ୱ ସମୁଦାୟର ନିଦ ହଜାଇ ଦେଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଜନାବଦ୍ଧଭାବେ ବିଶ୍ୱର ବିଭିନ୍ନ ରାଷ୍ଟ୍ର ଭିନ୍ନଭିନ୍ନ ରଣନୀତିରେ କାର୍ଯ୍ୟ କରୁଛନ୍ତି। ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ଭାରତ ଏବେ...

ସମସ୍ତ ଖେଳାଳିଙ୍କ କରୋନା ଟେଷ୍ଟ ହେବ

ଲଣ୍ଡନ,୧୧ା୪(ଏଏଫ୍‌ପି): କରୋନା ଭାଇରସ ପାଇଁ ସମସ୍ତ ଫୁଟ୍‌ବଲରମାନଙ୍କ ଟେଷ୍ଟ ହେବା ପରେ ଯାଇ ଇଂଲିଶ ସିଜନର ପୁନଃ ଆରମ୍ଭ ହେବ। ଲିଗ୍‌ ମ୍ୟାନେଜର୍ସ ଆସୋସିଏଶନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ରିଚାର୍ଡ ବେଭାନ ପ୍ରକାଶ କରିଛନ୍ତି। କୋଭିଡ୍‌-୧୯ ମହାମାରୀ ଯୋଗୁ ବ୍ରିଟେନରେ ପାଖାପାଖି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri