ଟସ୍ ହାରି ପ୍ରଥମେ ବ୍ୟାଟିଂ କରିବାର ସୁଯୋଗ ପାଇଲେ କୋହଲି
ଦୁବାଇ, ୨୧।୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ତ୍ରୟୋଦଶ ସଂସ୍କରଣର ୩ୟ ମ୍ୟାଚ୍ରେ ସୋମବାର ସନ୍ରାଇଜର୍ସ ହାଇଦ୍ରାବାଦ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପରସ୍ପରକୁ ଭେଟିଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟର ନ୍ୟାଶନାଲ କ୍ରିକେଟ୍ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍ରେ ଟସ୍ ହାରିବା…
ମ୍ୟାନ୍ ଅଫ୍ ଦି ମ୍ୟାଚ୍ ପୁରସ୍କାର ବାବଦକୁ ଦିଆଗଲା ୨.୫ କେଜିର ମାଛ
ନୂଆଦିଲ୍ଲୀ, ୨୧।୯: କୌଣସି ମ୍ୟାଚ୍ରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଖେଳାଳିଙ୍କୁ ‘ମ୍ୟାନ୍ ଅଫ୍ ଦି ମ୍ୟାଚ୍’ ପୁରସ୍କାର ପ୍ରଦାନ କରାଯାଇଥାଏ। ଏହି ସମୟରେ ଖେଳାଳିଙ୍କୁ ଟ୍ରଫି କିମ୍ବା ଅର୍ଥ ରାଶି ପ୍ରଦାନ କରାଯାଇଥାଏ। କିନ୍ତୁ ନିକଟରେ କଶ୍ମୀରର ଟେକିପୋରା କୁପ୍ଓ୍ବାରାଠାରେ ଏକ କ୍ରିକେଟ୍…
ଧୋନୀଙ୍କ ପାଇଁ ଖୁସି ଖବର; କରୋନାରୁ ସୁସ୍ଥ ହେଲେ ଏହି ଖେଳାଳି
ଦୁବାଇ, ୨୧।୯: ଚେନ୍ନାଇ ସୁପର୍ କିଙ୍ଗ୍ (ସିଏସ୍କେ) ପାଇଁ ଖୁସି ଖବର। ଦଳର ଯୁବ ବ୍ୟାଟ୍ସମ୍ୟାନ ରୁତୁରାଜ ଗାଏକ୍ୱାଡ କରୋନା ଭାଇରସ୍ରୁ ଆରୋଗ୍ୟ ଲାଭ କରିଛନ୍ତି। ଲଗାତର ୨ ଦିନରେ ଦୁଇଟି ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ରୁତୁରାଜ ଟ୍ରେନିଂ…
ସାଙ୍ଗାକରାଙ୍କୁ ପଛରେ ପକାଇବେ ଓ୍ବାର୍ନର
ଦୁବାଇ, ୨୧।୯: ଆଇପିଏଲ୍-୧୩ର ଏକ ମ୍ୟାଚ୍ରେ ସୋମବାର ସନ୍ରାଇଜର୍ସ ହାଇଦ୍ରାବାଦ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହେବ। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍ ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ରେ ହାଇଦ୍ରାବାଦର ଡେଭିଡ୍ ଓ୍ବାର୍ନର ଅଧିନାୟକ…
ରାଗିଲେ ପଞ୍ଜାବ ମାଲିକାଣୀ
ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ କିଙ୍ଗସ ଏକାଦଶ ପଞ୍ଜାବ ମଧ୍ୟରେ ଖେଳାଯାଇଥିବା ୍ମ୍ୟାଚରେ ଶସ୍ତା ଅମ୍ପାୟାରକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଏହି ପ୍ରସଙ୍ଗରେ କିଙ୍ଗସ ଏକାଦଶ ପଞ୍ଜାବର ମାଲିକାଣୀ ପ୍ରୀତି ଜିଣ୍ଟା ଅମ୍ପାୟାରଙ୍କ ଉପରେ ମଧ୍ୟ କ୍ରୋଧ ଜାହିର…
୧୨ ବର୍ଷରୁ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ ଏହି ଖେଳାଳି, ଏବେ ଆଇପିଏଲରେ କଲେ ଧମାକା
ୟୁଏଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୦ର ଦ୍ୱିତୀୟ ମ୍ୟାଚରେ କିଙ୍ଗସ ଏକାଦଶ ପଞ୍ଜାବ ପାଇଁ ଆଇପିଏଲରେ ଡେବ୍ୟୁ କରିଛନ୍ତି ରବି ବିଷ୍ଣୋଇ। କ୍ରିକେଟର ଭବିଷ୍ୟତ କୁହାଯାଉଥିବା ରବିଙ୍କ ପାଇଁ ପ୍ରଥମ ମ୍ୟାଚ୍ରେ ଅନିଲ କୁମ୍ବଲେଙ୍କ ପରି ଜଣେ ଭେଟେରାନ ଠିଆ ହୋଇ…
ଆଇପିଏଲ୍: ନୂଆ ଆରମ୍ଭ ଲକ୍ଷ୍ୟରେ କୋହଲି
ଦୁବାଇ,୨୧।୯(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ସୋମବାର ସୁପରଷ୍ଟାର ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଡେଭିଡ୍ ଓ୍ବାର୍ନରଙ୍କ ଲୋପ୍ରୋଫାଇଲ ଦଳ ସନରାଇଜର୍ସ ହାଇଦ୍ରାବାଦ ପରସ୍ପରକୁ ଭେଟିବେ। ଦଳରେ ବିଶ୍ୱର ନାମୀଦାମୀ ଖେଳାଳି ଥିଲେ ମଧ୍ୟ ବାଙ୍ଗାଲୋର ଦକ୍ଷତା…
କ୍ୱାର୍ଟରରେ ହାରିଲେ ନାଡାଲ
ରୋମ୍, ୨୧ା୯ (ଏପି)-ରାଫାଲ ନାଡାଲ ଏଠାରେ ଚାଲିଥିବା ଇଟାଲିଆନ ଓପନ୍ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରୁ ବିଦାୟ ନେଇଛନ୍ତି। ଡିଏଗୋ ସ୍କ୍ବାର୍ଜମ୍ୟାନ ତାଙ୍କୁ ୬-୨, ୭-୫ ସେଟରେ ହରାଇ ଦେଇଛନ୍ତି। ୭ ମାସ ମଧ୍ୟରେ ନାଡାଲଙ୍କର ଏହା ଥିଲା ପ୍ରଥମ ଟୁର୍ନାମେଣ୍ଟ। ରୋମ୍ରେ…
ମୁମ୍ବାଇରେ ମୁସ୍ତାକ ଅଲୀ ଟୁର୍ନାମେଣ୍ଟ ଆୟୋଜନ କରିବାକୁ ବିସିସିଆଇକୁ ଅନୁରୋଧ
ମୁମ୍ବାଇ,୨୧।୯ (ପି.ଟି.): ଦେଶର ସର୍ବବୃହତ୍ ଘରୋଇ ଟି୨୦ ଟୁର୍ନାମେଣ୍ଟ ମୁସ୍ତାକ ଅଲୀ ଟ୍ରଫିକୁ ମୁମ୍ବାଇରେ ଆୟୋଜନ କରିବାକୁ ଆଗ୍ରହ ପ୍ରକାଶ କରାଯାଇଛି। ଏ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ମୁମ୍ବାଇ କ୍ରିକେଟ ଆସୋସିଏଶନ ଆପେକ୍ସ କାଉନ୍ସିଲ ସଦସ୍ୟ ତଥା…
ବ୍ରାଭୋ କେତୋଟି ମ୍ୟାଚ୍ ଖେଳିବେନି
ଆବୁଧାବି,୨୧।୯(ପି.ଟି.): ଅଲରାଉଣ୍ଡର ଡ୍ବେନ ବ୍ରାଭୋ ଆଗାମୀ କେତୋଟି ମ୍ୟାଚ୍ ଖେଳିବେ ନାହିଁ ବୋଲି ଚେନ୍ନାଇ ସୁପର କିଙ୍ଗ୍ସ ହେଡ୍ କୋଚ୍ ଷ୍ଟିଫାନ ଫ୍ଲେମିଂ କହିଛନ୍ତି। ବ୍ରାଭୋଙ୍କ ଅନୁପସ୍ଥିତି ସତ୍ତ୍ୱେ ଚେନ୍ନାଇ ତା’ର ପ୍ରଥମ ମ୍ୟାଚ୍ରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ…
ଆଇପିଏଲ୍: ସୁପର ଓଭରରେ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ
ଦୁବାଇ,୨୧ା୯(ପି.ଟି.): ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଦ୍ୱିତୀୟ ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ୍ସ ସୁପର ଓଭରରେ କିଙ୍ଗ୍ସ ଏକାଦଶ ପଞ୍ଜାବକୁ ପରାସ୍ତ କରିଛି। ଏହି ରୋମାଞ୍ଚକ ମ୍ୟାଚରେ ଟସ୍ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ…
ଆଇପିଏଲ୍ରେ ସର୍ବାଧିକ ଅଧିନାୟକ ବଦଳାଇଥିବା ଟିମ୍ ବନିଗଲା ପଞ୍ଜାବ
ଦୁବାଇ, ୨୦।୯: କିଙ୍ଗ୍ସ ଇଲେଭେନ ପଞ୍ଜାବ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଆଇପିଏଲ୍-୧୩ର ଦ୍ୱିତୀୟ ମ୍ୟାଚ୍ ରବିବାର ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏହି ମ୍ୟାଚ୍ରେ ଲୋକେଶ ରାହୁଲ ପଞ୍ଜାବ ପକ୍ଷରୁ ଟସ୍ ପକାଇବା ଲାଗି ପଡ଼ିଆକୁ…

