ଖେଳ

କରୋନା ପ୍ରଭାବରେ ଗୃହାବଦ୍ଧ ଶ୍ରଦ୍ଧାଞ୍ଜଳିଙ୍କ ମନକଥା

ଭୁବନେଶ୍ୱର, ୧୨।୪(କ୍ରୀଡ଼ା ପ୍ରତିନିଧି)– କୋଭିଡ୍‌-୧୯ର କରାଳ କାୟା ସମଗ୍ର ବିଶ୍ୱ ସମୁଦାୟର ନିଦ ହଜାଇ ଦେଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଜନାବଦ୍ଧଭାବେ ବିଶ୍ୱର ବିଭିନ୍ନ ରାଷ୍ଟ୍ର ଭିନ୍ନଭିନ୍ନ ରଣନୀତିରେ କାର୍ଯ୍ୟ କରୁଛନ୍ତି। ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ଭାରତ ଏବେ...

ସମସ୍ତ ଖେଳାଳିଙ୍କ କରୋନା ଟେଷ୍ଟ ହେବ

ଲଣ୍ଡନ,୧୧ା୪(ଏଏଫ୍‌ପି): କରୋନା ଭାଇରସ ପାଇଁ ସମସ୍ତ ଫୁଟ୍‌ବଲରମାନଙ୍କ ଟେଷ୍ଟ ହେବା ପରେ ଯାଇ ଇଂଲିଶ ସିଜନର ପୁନଃ ଆରମ୍ଭ ହେବ। ଲିଗ୍‌ ମ୍ୟାନେଜର୍ସ ଆସୋସିଏଶନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ରିଚାର୍ଡ ବେଭାନ ପ୍ରକାଶ କରିଛନ୍ତି। କୋଭିଡ୍‌-୧୯ ମହାମାରୀ ଯୋଗୁ ବ୍ରିଟେନରେ ପାଖାପାଖି...

ଏଆଇଏଫ୍‌ଏଫ୍‌ ଅଧ୍ୟକ୍ଷ ହେବାକୁ ଭୂତିଆ ଆଗ୍ରହୀ

ନୂଆଦିଲ୍ଲୀ,୧୧।୪(ପି.ଟି.): ଭବିଷ୍ୟତରେ ଦିନେ ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଲଢିବି ବୋଲି ପୂର୍ବତନ ଭାରତୀୟ ଫୁଟବଲ ଅଧିନାୟକ ବାଇଚୁଙ୍ଗ୍‌ ଭୂତିଆ କହିଛନ୍ତି। ଭାରତ ପାଇଁ ଦୀର୍ଘ ଏକ ଦଶନ୍ଧି ଧରି ଫୁଟବଲ ଖେଳିଆସିଥିବା...

ଧୋନୀଙ୍କୁ ଅବସର ନେବାକୁ ବାଧ୍ୟ କରିବା ଉଚିତ ନୁହଁ: ହୁସେନ

ମୁମ୍ବାଇ,୧୧।୪(ପି.ଟି.): ଭାରତୀୟ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଅବସର ନେବାକୁ ବାଧ୍ୟ କରାଯିବା ଉଚିତ୍‌ ନୁହଁ। ଏକଥା କହିଛନ୍ତି ପୂର୍ବତନ ଇଂଲଣ୍ଡ ଅଧିନାୟକ ନାସିର ହୁସେନ। ଧୋନୀଙ୍କ ଭଳି ଖେଳାଳି ଗୋଟିଏ ପିଢିରେ ଥରେ ଆସିଥାନ୍ତି। ଆଉଥରେ ଧୋନୀଙ୍କ...

ବ୍ଲାଟରଙ୍କ ବିରୋଧରୁ ଗୋଟିଏ ମାମଲା ପ୍ରତ୍ୟାହାର କରାଯିବ

ପ୍ୟାରିସ୍‌,୧୧।୪(ଏଏଫ୍‌ପି)- ପୂର୍ବତନ ଫିଫା ଅଧ୍ୟକ୍ଷ ସେପ୍ପ ବ୍ଲାଟରଙ୍କ ବିରୋଧରୁ ଦୁଇଟି ଗୋଟିଏ ମାମଲା ପ୍ରତ୍ୟାହାର କରିବାକୁ ସୁଇସ୍‌ ପବ୍ଲିକ୍‌ ପ୍ରସିକ୍ୟୁଟର ଅଫିସ୍‌ (ଏମ୍‌ପିସି) ନିଷ୍ପତ୍ତି ନେଇଛି। କାରିବିୟାନ ଫୁଟବଲ ୟୁନିୟନ (ସିଏଫ୍‌ୟୁ)କୁ ଟେଲିଭିଜନ ରାଇଟ୍‌ ବିକ୍ରି ନେଇ ତାଙ୍କ ବିରୋଧାରେ...

କୋଭିଡ-୧୯: ଲିଭରପୁଲ ଲିଜେଣ୍ଡ ଡାଲଗ୍ଲିଶ ପଜିଟିଭ୍‌

ଲଣ୍ଡନ,୧୧।୪(ଏଏଫ୍‌ପି)- ସ୍କଟଲାଣ୍ଡ ଷ୍ଟ୍ରାଇକର ତଥା ଲିଭରପୁଲ କିମ୍ବଦନ୍ତୀ ଫୁଟବଲର କେନ୍ନି ଡାଲଗ୍ଲିଶ୍‌ କରୋନ ଭାଇରସ ସଂକ୍ରମଣ କାରଣରୁ ପଜିଟିଭ ବୋଲି ଜଣାପଡିଛି। ତାଙ୍କ ପରିବାର ସୂତ୍ରର ଏ ନେଇ ସୂଚନା ଦିଆଯାଇଛି। ୬୯ ବର୍ଷୀୟ ଏହି ପୂର୍ବତନ ଫୁଟବଲର ତଥା...

ଅଶ୍ୱିନଙ୍କଠାରୁ ଲିୟନ ଭଲ ଅଫ୍‌ ସ୍ପିନର: ବ୍ରାଡ ହଗ୍‌

ନୂଆଦିଲ୍ଲୀ,୧୧।୪ (ପି.ଟି.): ରବିଚନ୍ଦ୍ରନ ଅଶ୍ୱିନ ଜଣେ ଉଚ୍ଚକୋଟୀର ଅଫ୍‌ ସ୍ପିନର ଓ ତାଙ୍କର ପ୍ରଦର୍ଶନ ଦୃଷ୍ଟାନ୍ତମୂଳକ। ତେବେ ଅଶ୍ୱିନଙ୍କଠାରୁ ନିଜର ଦେଶର ନାଥନ ଲିୟନ ଅପେକ୍ଷାକୃତ ଭଲ ଅଫ୍‌ସ୍ପିନର ବୋଲି ଅଷ୍ଟ୍ରେଲିଆର ପୂର୍ବତନ ଚାଇନାମ୍ୟାନ ବୋଲର ବ୍ରାଡ ହଗ୍‌ କହିଛନ୍ତି।...

ଭାରତ ବିପକ୍ଷ ଘରୋଇ ସିରିଜ ପରାଜୟ ନର୍ଣ୍ଣାୟକ ଥିଲା: ଲାଙ୍ଗର

ସିଡନୀ,୧୧।୪(ପି.ଟି.): ୧୦୧୮-୧୯ରେ ଭାରତଠାରୁ ଅଷ୍ଟ୍ରେଲିଆ ନିଜ ମାଟିରେ ଟେଷ୍ଟ ସିରିଜ ପରାଜୟ ବରଣ କରିଥିଲା। ଏହା ମୋ କୋଚିଂ କ୍ୟାରିୟରର ନିର୍ଣ୍ଣାୟକ ମୁହୂର୍ତ୍ତ ତଥା ସବୁଠାରୁ ଖରାପ ସମୟ ଥିଲା ଓ ଏହା ମଧ୍ୟ ଏକ ଚେତାବନୀ ସଦୃଶ ଥିଲା...

କୋଭିଡ-୧୯: ପୂର୍ବତନ ଇଂଲଣ୍ଡ ଫୁଟ୍‌ବଲର ହଣ୍ଟର ହସ୍ପିଟାଲରେ ଭର୍ତ୍ତି

ଲଣ୍ଡନ,୧୦।୪ (ଏଏଫ୍‌ପି)- ପୂର୍ବତନ ଇଂଲଣ୍ଡ ଫୁଟବଲର ତଥା ଲିଡ୍ସ ଡିଫେଣ୍ଡର ନର୍ମାନ ହଣ୍ଟର କରୋନା ଭାଇରସ ସଂକ୍ରମଣ କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଓ ତାଙ୍କର ଚିକିତ୍ସା କରାଯାଉଛି। ୭୬ ବର୍ଷୀୟ ହଣ୍ଟର ୧୫ ବର୍ଷର କ୍ୟାରିୟରରେ ୭୨୬ଟି ମ୍ୟାଚ୍‌...

ଖେଳାଳିଙ୍କୁ ପାଉଣା ଦେଲା ବିସିସିଆଇ: କଷ୍ଟକର ସମୟରେ କାହାକୁ ଅଣଦେଖା କରାଯିବନି

ନୂଆଦିଲ୍ଲୀ, ୧୦।୪ (ପି.ଟି.)- କୋଭିଡ୍‌-୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କିନ୍ତୁ ଦାୟିତ୍ୱରେ ହେଳା କରିନାହିଁ। କେନ୍ଦ୍ରୀୟ ଚୁକ୍ତିଭୁକ୍ତ ସବୁ ଖେଳାଳିଙ୍କୁ ବିସିସିଆଇ କ୍ୱାର୍ଟର୍ଲି ବା ତ୍ରୟମାସିକ ପାଉଣା ପ୍ରଦାନ କରିଛି।...

ଅଲିମ୍ପିକ୍ସ ଘୁଞ୍ଚିବା ପରେ ପ୍ରସ୍ତୁତି ପାଇଁ ସମୟ ମଳିଛି: ଇର୍ଫାନ

ମୁମ୍ବାଇ, ୧୦।୪(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ୨୦୨୦ ଅଲିମ୍ପିକ୍‌କୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ତେବେ ଏ ନେଇ ରେସ୍‌ ଓ୍ବାକର କେ.ଟି. ଇର୍ଫାନଙ୍କ କୌଣସି ଅଭିଯୋଗ ନାହିଁ। ବରଂ ଏହା ପ୍ରସ୍ତୁତି ପାଇଁ ପର୍ଯ୍ୟାପ୍ତ ସମୟ ସୃଷ୍ଟି କରିଛି...

ସଚିନ, କୋହଲିଙ୍କୁ କ୍ଲାର୍କଙ୍କ ପ୍ରଶଂସା

ମେଲବୋର୍ନ,୧୦।୪ (ପି.ଟି.): ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପ୍ରଶଂସାରେ ଶତମୂଖ ହୋଇଛନ୍ତି ମାଇକେଲ କ୍ଲାର୍କ। ସେହିପରି ଭାରତୀୟ ଅଧିନାୟକ ବିରାଟ କୋହଲି ମଧ୍ୟ ସଚିନ୍‌ଙ୍କ ଭଳି ଜଣେ ମହାନ ବ୍ୟାଟ୍ସମ୍ୟାନ ବୋଲି କ୍ଲାର୍କ କହିଛନ୍ତି। ଏହି ଦୁଇ ଖେଳାଳିଙ୍କ ଟେକ୍‌ନିକ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri