ଖେଳ

୨୦ ବଲରେ ଅର୍ଦ୍ଧଶତକ ହାସଲ କଲେ ଷ୍ଟୋଇନିସ

ଦୁବାଇ, ୨୦।୯: ଆଇପିଏଲ୍‌ ୧୩ତମ ସଂସ୍କରଣର ୨ୟ ମ୍ୟାଚ୍‌ ରବିବାର କିଙ୍ଗ୍ସ ଇଲେଭେନ ପଞ୍ଜାବ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ କ୍ୟାପିଟାଲ୍ସ ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ୍‌ ହରାଇ…

ପ୍ରଥମ ଅଧିନାୟକ ଭାବେ ଆଇପିଏଲ୍‌ରେ ଏହି ସଫଳତା ପାଇଲେ ଧୋନୀ

ଆବୁଧାବି, ୨୦।୯: ଦୀର୍ଘ ଦିନର ଅପେକ୍ଷାର ଅନ୍ତ ଘଟିଛି। ଶନିବାରଠାରୁ ଆରମ୍ଭ ହୋଇଛି ଆଇପିଏଲ୍‌ର ୧୩ତମ ସଂସ୍କରଣ। ଉଦ୍‌ଘାଟନୀ ମ୍ୟାଚ୍‌ରେ ଗତଥରର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସକୁ ୫ ଉଇକେଟ୍‌ରେ ପରାସ୍ତ କରି ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ଅଭିଯାନ ଆରମ୍ଭ କରିଛି।…

ଘରେ ରହି ସ୍ବାମୀଙ୍କୁ ଏମିତି ଚିୟର କରୁଛନ୍ତି ନତାଶା

ଅଭିନେତ୍ରୀ ନତାଶା ଷ୍ଟାନକୋଭିକ ନିକଟରେ ମା’ ହେବା ସୌଭାଗ୍ୟ ଲାଭ କରିଛନ୍ତି। ସେ ଏବେ ପୁଅ ସହ ଘରେ ଥିବାବେଳେ ତାଙ୍କ ସ୍ବାମୀ ତଥା କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଆଇପିଏଲ ଖେଳିବା ପାଇଁ ଦୁବାଇ ଯାଇଛନ୍ତି। ଦୁହେଁ ପରସ୍ପରଠାରୁ ବହୁତ ଦୂରରେ…

ଓ୍ବାର୍ନରଙ୍କ ପରେ ଦ୍ୱିତୀୟ ବିଦେଶୀ ଖେଳାଳି ଭାବେ ଏହି କ୍ଲବରେ ସାମିଲ ହେବେ ଗେଲ୍‌

ଦୁବାଇ, ୨୦।୯: ଆଇପିଏଲ୍‌ର ୧୩ତମ ସଂସ୍କରଣର ୨ୟ ମୁକାବିଲାରେ ରବିବାର କିଙ୍ଗ୍ସ ଇଲେଭେନ ପଞ୍ଜାବ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ୍‌ରେ ପଞ୍ଜାବର ବିସ୍ଫୋରକ ଓପନର୍‌ କ୍ରିସ୍‌ ଗେଲ୍‌ ଯଦି ଆଉ ୧୬ ରନ୍‌ ସଂଗ୍ରହ କରନ୍ତି ତେବେ…

୨୫୦ ଡିସ୍‌ମିସ୍‌ କରିବାରେ ଧୋନୀ ବିଶ୍ୱର ପ୍ରଥମ ଉଇକେଟ୍‌କିପର

ଆବୁଧାବି, ୨୦।୯: ଆଇପିଏଲ୍‌ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ ୫ ଉଇକେଟ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ ଅବସରରେ ଚେନ୍ନାଇ ସୁପର୍‌ କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏକ ବିରଳ ରେକର୍ଡର ଅଧିକାରୀ…

ମ୍ୟାଚ୍‌ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ଝଟ୍‌କା; ଆହତ ହେଲେ ଏହି ଖେଳାଳି

ଦୁବାଇ, ୨୦।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆରମ୍ଭ ହୋଇଯାଇଛି। ଉଦ୍‌ଘାଟନୀ ମୁକାବିଲାରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ୫ ଉଇକେଟ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଲିଗ୍‌ର ୨ୟ ମ୍ୟାଚ୍‌ରେ…

ଧୋନୀଙ୍କୁ ଟିଭିରେ ଦେଖି ସ୍ତ୍ରୀ କହିଲେ ଏମିତି

ଆଇପିଏଲ ୨୦୨୦ର ପ୍ରଥମ ମ୍ୟାଚରେ ଏମଏସ ଧୋନୀ ୪୩୭ ଦିନ ପରେ କ୍ରିକେଟ ପଡିଆକୁ ଓହ୍ଲାଇଥିଲେ। ପ୍ରଥମ ମ୍ୟାଚ୍‌ରେ ଧୋନୀଙ୍କ ନେତୃତ୍ୱଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ମୁମ୍ବାଇ ଇଣ୍ଡିଆନ୍ସକୁ ୫ ଉଇକେଟ୍‌ରେ ପରାସ୍ତ କରିଥିଲା। ଏହି ମ୍ୟାଚ୍‌ରେ ଧୋନୀ ନୂଆ ଅବତାରରେ…

ଟସ୍‌ ପୂର୍ବରୁ ମ୍ୟାଚ୍‌ ରେଫରୀଙ୍କୁ ଏମିତି ପ୍ରଶ୍ନ ପଚାରିଥିଲେ ଧୋନୀ,ସମସ୍ତେ ହସି ହସି ଗଡିଲେ

ଇଣ୍ଡିଆନ ପ୍ରିମିୟର ଲିଗର ପ୍ରଥମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଏମଏସ ଧୋନୀ ଟସ୍‌ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ତେବେ ଟସ ପୂର୍ବରୁ ଧୋୀ ମ୍ୟାଚ୍‌ ରେଫରୀଙ୍କୁ ଏପରି ପ୍ରଶ୍ନ ପଚାରିଥିଲେ ଯେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।…

ଆଇପିଏଲ ୨୦୨୦ ଉଦ୍‌ଘାଟନୀ:  ମୁମ୍ବାଇକୁ ମାତ୍‌ ଦେଲା ଚେନ୍ନାଇ

ଆବୁଧାବି, ୨୦।୯- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣ ଶନିବାର ସ୍ଥାନୀୟ ଶେଖ ଜାୟେଦ ଷ୍ଟାଡିୟମରେ ଆରମ୍ଭ ହୋଇଛି। କରୋନା ଭାଇରସ ସଂକ୍ରମଣ ଯୋଗୁ ୟୁନାଇlଟଡ ଆରବ ଏମିରେଟ୍ସ(ୟୁଏଇ)ରେ ହେଉଥିବା ଏହି ହାଇ ପ୍ରୋଫାଇଲ୍‌ ଲିଗ୍‌ର ଉଦ୍‌ଘାଟନୀ ମ୍ୟାଚରେ ଗତଥରର ଚାମ୍ପିୟନ…

ବିସିସିଆଇ-ଏମିରେଟ୍ସ କ୍ରିକେଟ ଏମ୍‌ଓୟୁ ସ୍ବାକ୍ଷରିତ

ଦୁବାଇ, ୨୦ା୯ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ ଏମିରେଟ୍ସ କ୍ରିକେଟ ବୋର୍ଡ ମଧ୍ୟରେ ଶନିବାର ଏକ ବୁଝାମଣା ପତ୍ର (ଏମଓୟୁ) ଏବଂ ହୋଷ୍ଟିଂ ଏଗ୍ରିମେଣ୍ଟ ସ୍ବାକ୍ଷରିତ ହୋଇଛି। ଦୁଇ ଦେଶ ମଧ୍ୟରେ କ୍ରିକେଟ ସମ୍ପର୍କ ବୃଦ୍ଧି ଲକ୍ଷ୍ୟ…

ହାଲେପ୍‌ ଇଟାଲିଆନ ଓପନ୍‌ ସେମିଫାଇନାଲରେ

ରୋମ୍‌, ୨୦ା୯ (ଏପି)-ପିଠିର ନିମ୍ନ ଭାଗରେ ଯନ୍ତ୍ରଣା ଯୋଗୁ କାଜାଖସ୍ତାନର ୟୁଲିଆ ପୁଟିଣ୍ଟସେଭା ମ୍ୟାଚ୍‌ ଅଧାରୁ ଓହରିଯିବା ଫଳରେ ଟପ୍‌ ସିଡ୍‌ ସିମୋନା ହାଲେପ୍‌ ପ୍ରଥମ ଖେଳାଳି ଭାବେ ଏଠାରେ ଚାଲିଥିବା ଇଟାଲିଆନ ଓପନ୍‌ ଟେନିସ୍‌ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି।…

ୟୁଏଇରେ ଆଇପିଏଲ୍‌ ୨୦୨୦: ଏକ ନୀରବ ମରୁ ଝଡ଼

ଦୁବାଇ,୨୦।୯(ପି.ଟି.): କୋଭିଡ୍‌-୧୯ ମହାମାରୀର ପ୍ରକୋପ ଜାରି ରହିବା ସତ୍ତ୍ୱେ ଭାରତୀୟ କ୍ରିକେଟ ପ୍ରତ୍ୟାବର୍ତ୍ତନ କରିଛି। ଏହା ଭାରତ ବଦଳରେ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ସମ୍ଭବ ହୋଇଛି। ତେବେ ମହାମାରୀ କାରଣରୁ ବାୟୋ- ବବଲ ଓ ଫାଙ୍କା ଷ୍ଟାଡିୟମ ଯୋଗୁ ଆଇପିଏଲ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?