ଖେଳ

ଜୁନ୍‌ ୧୦ ପର୍ଯ୍ୟନ୍ତ ବଢିଲା ସ୍କଟିଶ ଫୁଟବଲ୍‌ ସସ୍‌ପେନ୍‌ଶନ

ଗ୍ଲାସ୍‌ଗୋ, ୧୦।୪(ଏଏଫ୍‌ପି): ଭୋଭିଡ-୧୯ ମହାମାରୀ ପାଇଁ ସ୍କଟଲାଣ୍ଡ ଫୁଟବଲ୍‌ ପ୍ରଭାବିତ ହୋଇଛି। ଏହି କାରଣରୁ ସ୍କଟିଶ ଫୁଟବଲ ସେସେନର ସସ୍‌ପେନ୍‌ଶନକୁ ଜୁନ୍‌ ୧୦ ତାରିଖକୁ ବୃଦ୍ଧି କରାଯାଇଛି। ମାର୍ଚ୍ଚ ୧୩ ତାରିଖରେ ଲିଗ୍‌ ଫୁଟବଲକୁ ବନ୍ଧ କରିଯାଇଥିଲା। ପରେ ଏହାକୁ...

ଏନ୍‌ବିଏ ଖେଳାଳି ପୂରା ଦରମା ପାଇବେ

ଓ୍ବାଶିଂଟନ,୧୦।୪ (ଏଏଫପି): କୋଭିଡ-୧୯ ମହାମାରୀ ସତ୍ତ୍ୱେ ଏନ୍‌ବିଏ ଖେଳାଳିମାନେ ଏପ୍ରିଲ ୧୫ ତାରିଖରେ ପୂରା ପାଉଣା ପାଇବେ ବୋଲି ଆମେରିକୀୟ ଗଣମାଧ୍ୟମଗୁଡିକ ସୂଚନା ଦେଇଛନ୍ତି। ତେବେ କରୋନା ଭାଇରସ୍‌ ସଂକ୍ରମଣ ପାଇଁ ଲିଗ୍‌ ଶଟ୍‌ ଡାଉନ ରହୁଥିବାରୁ ଭବିଷ୍ୟତରେ ପାଉଣା...

୨୦୨୨ ଜୁଲାଇ ୧୫ରୁ ବିଶ୍ୱ ଆଥଲେଟିକ୍ସ

୨୦୨୧ରେ ହେବାକୁଥିବା ବିଶ୍ୱ ଆଥଲେଟିକ୍‌ ଚାମ୍ପିୟନଶିପ୍‌ ୨୦୨୨ ଜୁଲାଇ ୧୫ରୁ ୨୨ ପର୍ଯ୍ୟନ୍ତ ଆମେରିକାର ଅର୍ଗାନସ୍ଥିତ ଇଉଜେନିଠାରେ ଅନୁଷ୍ଠିତ ହେବ। ବର୍ମିଂହାମଠାରେ ହେବାକୁଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ା ସହିତ ସମ୍ଭାବ୍ୟ ସମୟକୁ ଏଡ଼ାଇବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ବିଶ୍ୱରେ କରୋନା...

ଅଷ୍ଟ୍ରେଲିଆର ବାଂଲାଦେଶ ଗସ୍ତ ସ୍ଥଗିତ

ସିଡନୀ,୧୦।୪(ଏପି)- ଏକ ଦୁଇଟିକିଆ ଟେଷ୍ଟ ସିରିଜ ଖେଳିବା ପାଇଁ ଅଷ୍ଟ୍ରେଲିଆ ଆଗାମୀ ଜୁନ୍‌ରେ ବାଂଲାଦେଶ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ତେବେ କରୋନା ଭାଇରସ ସଂକ୍ରମଣ ତଥା ମହାମାରୀକୁ ଦୃଷ୍ଟିରେ ରଖି ଏହାକୁ ସ୍ଥଗିତ ରଖାଯାଇଛି। ଚଟ୍ଟୋଗ୍ରାମ୍‌ରେ ଜୁନ୍‌ ୧୧...

ଅଖ୍‌ତରଙ୍କ ପ୍ରସ୍ତାବକୁ କପିଳଦେବଙ୍କ ସମାଲୋଚନା

ନୂଆଦିଲ୍ଲୀ,୧୦।୪ (ପି.ଟି.)-କୋଭିଡ୍‌-୧୯ ମହାମାରୀକୁ ରୋକିବା ପାଇଁ ଅର୍ଥ ଆବଶ୍ୟକ ହେଉଥିବା ବେଳେ ପାକିସ୍ତାନ ପୂର୍ବତନ ଦ୍ରୁତ ବୋଲର ସୋଏବ ଅଖ୍‌ତର ଯେଉଁ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଆୟୋଜନ ପ୍ରସ୍ତାବ ଦେଇଛନ୍ତି କିମ୍ବଦନ୍ତୀ କପିଳଦେବ ତାହାର ସମାଲୋଚନା କରିଛନ୍ତି।...

ରାଇଟ୍‌ ଡର୍ବିଶାୟାର କ୍ରିକେଟ କ୍ଲବ ଅଧ୍ୟକ୍ଷ ନିଯୁକ୍ତ

ଲଣ୍ଡନ,୧୦।୪(ପି.ଟି.)- ପୂର୍ବତନ ଭାରତୀୟ କୋଚ୍‌ ଜନ୍‌ ରାଇଟ୍‌ଙ୍କୁ ଆଉ ଏକ ଗୁରୁଦାୟିତ୍ୱ ମିଳିଛି। ଇଂଲିଶ କାଉଣ୍ଟି କ୍ଲବ ଡର୍ବିଶାୟାର କ୍ରିକେଟ କ୍ଲବର ନୂଆ ଅଧ୍ୟକ୍ଷ ଭାବେ ସେ ନିଯୁକ୍ତ ହୋଇଛନ୍ତି। ନ୍ୟୁଜିଲାଣ୍ଡର ଏହି ପୂର୍ବତନ ଅଧିନାୟକ ସବୁ ଫର୍ମାଟରେ ୯,୦୦୦ରୁ...

ଆମେରିକାରେ ଫସି ରହିଛନ୍ତି ହକି କିମ୍ବଦନ୍ତୀ ଦିଓ୍ବାନ

ନୂଆଦିଲ୍ଲୀ,୧୦।୪ (ପି.ଟି.)-୧୯୭୫ ହକି ବିଶ୍ୱକପ୍‌ ବିଜେତା ତଥା କିମ୍ବଦନ୍ତୀ ଭାରତୀୟ ହକି ଖେଳାଳି ଆଶୋକ ଦିଓ୍ବାନ ଆମେରିକାରେ ଫସି ରହିଛନ୍ତି। ଟ୍ରାଭେଲ ରେଷ୍ଟ୍ରିକ୍ସନ ବା ଭ୍ରମଣ ଜନିତ କଟକଣା ଯୋଗୁ ସେ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିପାରୁ ନାହାନ୍ତି। ଭାରତ ଆସିବା...

ଭାରତରେ ଅଟକିଛନ୍ତି ଚେନ୍ନାଇ ସିଟି କୋଚ୍‌

ଚେନ୍ନାଇ, ୯ା୪ (ପି.ଟି.): କୋଭିଡ୍‌-୧୯ ମହାମାରୀ ପାଇଁ ବର୍ତ୍ତମାନ ପାଇଁ ବିମାନ ସେବାକୁ ବନ୍ଦ ରଖାଯାଇଥିବାରୁ ଚେନ୍ନାଇନ ସିଟି ଫୁଟ୍‌ବଲ ଟିମ୍‌ର ସିଙ୍ଗାପୋରିଆନ କୋଚ୍‌ ଆକବର ନାଓ୍ବାସ୍‌ ନିଜ ଦେଶକୁ ଯାଇପାରୁ ନାହାନ୍ତି। କରୋନା ଭାଇରସ୍‌ ବ୍ୟାପିବାକୁ ରୋକିବା ଲାଗି...

ଦୁବାଇ ହୋମ୍‌ ମାରାଥନରେ ଭାଗ ନେଲେ ୭୪୯ ଧାବକ

ଦୁବାଇ, ୯ା୪ (ପି.ଟି.):ବିଶ୍ୱର ପ୍ରଥମ ‘ମାରାଥନ ଆଟ୍‌ ହୋମ୍‌’ ଏଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୨ଟି ଦେଶର ୭୪୯ଜଣ ଧାବକ ଭାଗ ନେଇଥିଲେ। ପ୍ରତିଯୋଗୀମାନଙ୍କୁ ନିଜ ଘରେ ଥାଇ ୪୨,୧୯୫ କିଲୋମିଟର ଦୌଡ଼ିବାକୁ ପଡ଼ିଥିଲା। ଅଂଶଗ୍ରହଣକାରୀଙ୍କ ମଧ୍ୟରୁ ୫୬୨ ପୁରୁଷ...

ବଟଲରଙ୍କ ଶାର୍ଟ ନିଲାମରୁ ମିଳିଲା ୮୦ ହଜାର ଡଲାର

ଲଣ୍ଡନ,୯।୪(ପି.ଟି.)-କରୋନା ଭାଇରସ୍‌ ଲଢେଇ ପାଇଁ ଇଂଲଣ୍ଡ ଉଇକେଟକିପର ଜୋସ୍‌ ବଟଲରଙ୍କ ବିଶ୍ୱକପ୍‌ ଫାଇନାଲ ଶାର୍ଟ ନିଲାମ ହୋଇଛି। ଏହି ନିଲାମରୁ ୬୫,୦୦୦ ପାଉଣ୍ଡ ବା ୮୦,୦୦୦ ଡଲାର ଆମେରିକୀୟ ଡଲାର ସଂଗ୍ରହ କରାଯାଇଛି। ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ର ଅନ୍ତିମ ବଲ୍‌ରେ...

କ୍ୱାଲିଫାଏଡ୍‌ ଆଥଲେଟ ସ୍ଥାନ ବଜାୟ ରଖିବେ

ଲାଉସାନେ, ୯।୪(ଏପି)- ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଥିବା ଆଥଲେଟ ସେମାନଙ୍କ ସ୍ଥାନ ବଜାୟ ରଖିବେ। କୋଭିଡ୍‌-୧୯ ସଂକ୍ରମଣ କାରଣରୁ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ତେବେ ୨୦୨୧ରେ ଯେତେବେଳେ ଅଲିମ୍ପିକ୍ସ ନୂଆ ତାରିଖରେ ଆୟୋଜନ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ହକି ଇଣ୍ଡିଆ ଦେଲା ୨୧ ଲକ୍ଷ

ନୂଆଦିଲ୍ଲୀ,୯।୪ (ପି.ଟି.)- କୋଭିଡ୍‌-୧୯ ମହାମାରୀ ମୁକାବିଲା ପାଇଁ ହକି ଇଣ୍ଡିଆ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୧ ଲକ୍ଷ ଟଙ୍କା ପ୍ରଦାନ କରିଛି। ଏ ନେଇ ବୁଧବାର ହକି ଇଣ୍ଡିଆ ସୂଚନା ଦେଇଛି। ଓଡ଼ିଶାରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri