ଖେଳ

ଦୁବାଇ ହୋମ୍‌ ମାରାଥନରେ ଭାଗ ନେଲେ ୭୪୯ ଧାବକ

ଦୁବାଇ, ୯ା୪ (ପି.ଟି.):ବିଶ୍ୱର ପ୍ରଥମ ‘ମାରାଥନ ଆଟ୍‌ ହୋମ୍‌’ ଏଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୨ଟି ଦେଶର ୭୪୯ଜଣ ଧାବକ ଭାଗ ନେଇଥିଲେ। ପ୍ରତିଯୋଗୀମାନଙ୍କୁ ନିଜ ଘରେ ଥାଇ ୪୨,୧୯୫ କିଲୋମିଟର ଦୌଡ଼ିବାକୁ ପଡ଼ିଥିଲା। ଅଂଶଗ୍ରହଣକାରୀଙ୍କ ମଧ୍ୟରୁ ୫୬୨ ପୁରୁଷ...

ବଟଲରଙ୍କ ଶାର୍ଟ ନିଲାମରୁ ମିଳିଲା ୮୦ ହଜାର ଡଲାର

ଲଣ୍ଡନ,୯।୪(ପି.ଟି.)-କରୋନା ଭାଇରସ୍‌ ଲଢେଇ ପାଇଁ ଇଂଲଣ୍ଡ ଉଇକେଟକିପର ଜୋସ୍‌ ବଟଲରଙ୍କ ବିଶ୍ୱକପ୍‌ ଫାଇନାଲ ଶାର୍ଟ ନିଲାମ ହୋଇଛି। ଏହି ନିଲାମରୁ ୬୫,୦୦୦ ପାଉଣ୍ଡ ବା ୮୦,୦୦୦ ଡଲାର ଆମେରିକୀୟ ଡଲାର ସଂଗ୍ରହ କରାଯାଇଛି। ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ର ଅନ୍ତିମ ବଲ୍‌ରେ...

କ୍ୱାଲିଫାଏଡ୍‌ ଆଥଲେଟ ସ୍ଥାନ ବଜାୟ ରଖିବେ

ଲାଉସାନେ, ୯।୪(ଏପି)- ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଥିବା ଆଥଲେଟ ସେମାନଙ୍କ ସ୍ଥାନ ବଜାୟ ରଖିବେ। କୋଭିଡ୍‌-୧୯ ସଂକ୍ରମଣ କାରଣରୁ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ତେବେ ୨୦୨୧ରେ ଯେତେବେଳେ ଅଲିମ୍ପିକ୍ସ ନୂଆ ତାରିଖରେ ଆୟୋଜନ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ହକି ଇଣ୍ଡିଆ ଦେଲା ୨୧ ଲକ୍ଷ

ନୂଆଦିଲ୍ଲୀ,୯।୪ (ପି.ଟି.)- କୋଭିଡ୍‌-୧୯ ମହାମାରୀ ମୁକାବିଲା ପାଇଁ ହକି ଇଣ୍ଡିଆ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୧ ଲକ୍ଷ ଟଙ୍କା ପ୍ରଦାନ କରିଛି। ଏ ନେଇ ବୁଧବାର ହକି ଇଣ୍ଡିଆ ସୂଚନା ଦେଇଛି। ଓଡ଼ିଶାରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା...

କରୋନା ମୁକାବିଲା: ଓସିଏ ଦେଲା ଦେଢ଼ କୋଟି

କଟକ ଅଫିସ୍‌, ୯ା୪-କରୋନା ମୁକାବିଲା ନିମନ୍ତେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛି ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)। ଓସିଏ ପକ୍ଷରୁ ମୋଟ ଦେଢ଼ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ସମ୍ପାଦକ ସଞ୍ଜୟ...

ଷ୍ଟୋକ୍ସ ୱିଜ୍‌ଡେନର ଶ୍ରେଷ୍ଠ ଖେଳାଳି

କ୍ରିକେଟର ବାଇବେଲ ଭାବେ ପରିଚିତ ୱିଜ୍‌ଡେନର ବୁଧବାର ପ୍ରକାଶିତ କ୍ରିକେଟର୍ସ ଅଲ୍‌ମାନାକ ୨୦୨୦ ସଂସ୍କରଣରେ ଇଂଲଣ୍ଡ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସଙ୍କୁ ଲିଡିଂ କ୍ରିକେଟର ଇନ୍‌ ଦି ୱାଲର୍‌ଡ ବିବେଚିତ କରାଯାଇଛି। ୨୦୧୯ରେ ଇଂଲଣ୍ଡକୁ ପ୍ରଥମଥରପାଇଁ ଆଇସିସି ବିଶ୍ୱକପ ଚାମ୍ପିୟନ କରାଇବାରେ...

ଇଣ୍ଡୋ-ପାକ୍‌ ସିରିଜ ପାଇଁ ପ୍ରସ୍ତାବ ଦେଲେ ଅଖତର

ନୂଆଦିଲ୍ଲୀ, ୮ା୪ (ପି.ଟି.): ପାକିସ୍ତାନର ପୂର୍ବତନ ପେସ୍‌ ବୋଲର ଶୋଏବ ଅଖତର ଭାରତ ଓ ପାକିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପାଇଁ ପ୍ରସ୍ତାବ ଦେଇଛନ୍ତି। ଏଥିରୁ ଉପାର୍ଜିତ ଅର୍ଥ ଦୁଇ ପଡୋଶୀ ଦେଶରେ...

ସାଇ ପ୍ରଣିଥ ଦେଲେ ୪ଲକ୍ଷ

ନୂଆଦିଲ୍ଲୀ,୮ା୪ (ପି.ଟି.): କୋଭିଢ୍‌-୧୯ ମହାମାରୀ ବିରୋଧରେ ଲଢ଼େଇ ପାଇଁ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକ ବିଜେତା ବି. ସାଇ ପ୍ରଣିଥ୍‌ ବୁଧବାର ୪ ଲକ୍ଷ ଟଙ୍କା ଦାନ କରିଛନ୍ତି। କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ସମଗ୍ର ବିଶ୍ୱରେ ୮୦,୦୦୦ରୁ...

କରୋନାରେ ପୂର୍ବତନ ୟୁରୋପିଆନ ଚାମ୍ପିୟନଙ୍କ ମୃତ୍ୟୁ

ମିଲାନ, ୮ା୪ (ଏଏଫ୍‌ପି): କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ଇଟାଲୀର ପୂର୍ବତନ ୟୁରୋପିଆନ ଇନ୍‌ଡୋର ଚାମ୍ପିୟନ ଡୋନାଟୋ ସାବିଏଙ୍କ ମୃତ୍ୟୁ ଘଟିଛି। ଇଟାଲିଆନ ଆଥଲେଟକ୍ସ ଫେଡେରେଶନ (ଫିଡାଲ୍‌) ତରଫରୁ ବୁଧବାର ସୂଚନା ଦିଆଯାଇଛି। ଡୋନାଟୋଙ୍କୁ ୫୬ ବର୍ଷ ହୋଇଥିଲା। ୧୯୮୪ରେ...

ଅଲିମ୍ପିକ୍ସ ଯୋଗ୍ୟତା ହାସଲ ବର୍ତ୍ତମାନ ପାଇଁ ସସ୍‌ପେଣ୍ଡ

ଲଣ୍ଡନ, ୮ା୪ (ପି.ଟି.)-କୋଭିଡ୍‌-୧୯ ସଂକ୍ରମଣ ଆଶଙ୍କାରେ ଓ୍ବାଲର୍‌ଡ ଆଥଲେଟିକ୍ସ ମଙ୍ଗଳବାର ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ ସମୟସୀମାକୁ ଡିସେମ୍ବର ୨୦୨୦ ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛି। ଆଥଲେଟିକ୍ସ କମିଶନ, ଏରିଆ ପ୍ରେସିଡେଣ୍ଟ୍ସ ଆଣ୍ଡ୍‌ କାଉନ୍‌ସିଲ ସହିତ ପରାମର୍ଶକ୍ରମେ ଏହି ନିଷ୍ପତ୍ତି...

ଶ୍ୱାସ ଉପକରଣ ପ୍ରସ୍ତୁତ କରିବ ମର୍ସିଡିଜ୍‌ ଟିମ୍‌

ଲଣ୍ଡନ, ୮ା୪ (ଏଏଫ୍‌ପି)- କରୋନା ଭାଇରସ୍‌ ମହାମାରୀ ବିରୋଧରେ ଚାଲିଥିବା ଲଢେଇରେ ସାମିଲ ହୋଇଛି ଫର୍ମୁଲାଓ୍ବାନ ଟିମ୍‌ ମର୍ସିଡିଜ୍‌। ଆସନ୍ତା ସପ୍ତାହରୁ ବ୍ରିଟେନର ଜାତୀୟ ସ୍ବାସ୍ଥ୍ୟ ସେବା ପାଇଁ ଶ୍ୱାସ ଉପକରଣ ଯୋଗାଇ ଦେବ। ଏହି ଉପକରଣଟିକୁ ଦି କଣ୍ଟିନ୍ୟୁଅସ୍‌...

ଫାଙ୍କା ଷ୍ଟାଡିୟମରେ ଆଇପିଏଲ୍‌ ଖେଳାଯାଇପାରିବ : ହରଭଜନ

ମୁମ୍ବାଇ, ୮।୪ (ପି.ଟି.): କୋଭିଡ୍‌-୧୯ ସଂକ୍ରମଣ କାରଣରୁ ଦେଶ ତଥା ବିଶ୍ୱରେ ପ୍ରାୟ ସବୁ କ୍ରୀଡ଼ା ଇଭେଣ୍ଟକୁ ବାତିଲ୍‌ କିମ୍ବା ସ୍ଥଗିତ ରଖାଯାଇଥିବା ବେଳେ ପୂର୍ବତନ ଭାରତୀୟ ଅଫ୍‌ ସ୍ପିନର ହରଭଜନ ସିଂ କିନ୍ତୁ ଭିନ୍ନ ମତ ପୋଷଣ କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri