ଖେଳ

ଫେଡ୍‌କପ୍‌ ନାମ ବଦଳିଲା

ଲଣ୍ଡନ, ୧୮ା୯ (ଏପି)-ଫେଡ୍‌ କପ୍‌ ନାମ ବଦଳିଛି। ମହାନ ମହିଳା ଟେନିସ ଖେଳାଳି ବିଲି ଜିନ୍‌ କିଙ୍ଗ୍‌ଙ୍କ ନାମରେ ଏହା ନାମିତ କରାଯାଇଛି, ଯିଏକି ମହିଳାଙ୍କ ଲାଗି ସାମାଜିକ ନ୍ୟାୟ ଓ ସମାନ ଅଧିକାର ଲାଗି ପିଢି ପିଢି ଧରି ସଂଗ୍ରାମ…

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଜର୍ସି ଉନ୍ମୋଚିତ

ଦୁବାଇ, ୧୮ା୯ (ପି.ଟି.)-କୋଭିଡ୍‌ ହିରୋଙ୍କୁ ସମ୍ମାନ ଜଣାଇ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)ର ଖେଳାଳିମାନେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ସାରା ସ୍ବତନ୍ତ୍ର ଜର୍ସି ବ୍ୟବହାର କରିବେ। ଜର୍ସିର ପଛ ପଟେ ଲେଖା ଥିବ ‘ମାଇଁ କୋଭିଡ୍‌ ହିରୋଜ୍‌’। ଏହା ମାଧ୍ୟମରେ…

ଶତକ ସହ ବଟ୍‌ଲରଙ୍କ ରେକର୍ଡ ଭାଙ୍ଗିଲେ ଗ୍ଲେନ ମ୍ୟାକ୍ସଓ୍ବେଲ

ମାଞ୍ଚେଷ୍ଟର୍‌, ୧୭।୯: ଘରୋଇ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ୩ୟ ଦିନିକିଆ ମ୍ୟାଚ୍‌କୁ ଅଷ୍ଟ୍ରେଲିଆ ୩ ଉଇକେଟ୍‌ରେ ଜିତିନେଇଛି। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ଜନ୍ନୀ ବେୟାରଷ୍ଟୋ (୧୧୨)ଙ୍କ ଶତକ ବଳରେ ୫୦ ଓଭରରେ ୭ ଉଇକେଟ୍‌ ହରାଇ ୩୦୨ ରନ…

୭ ମ୍ୟାଚ୍‌ରେ ୭ ଶତକ ମାରିଥିବା ମୁମ୍ବାଇ କ୍ରିକେଟର୍‌ଙ୍କ କରୋନାରେ ମୃତ୍ୟୁ

ମୁମ୍ବାଇ, ୧୭।୯: ମୁମ୍ବାଇର ପୂର୍ବତନ କ୍ରିକେଟର୍‌ ସଚିନ ଦେଶମୁଖଙ୍କ କରୋନା ଭାଇରସ୍‌ରେ ବିୟୋଗ ଘଟିଛି। ମଙ୍ଗଳବାର ରାତିରେ ଥାନେସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାନରେ ସଚିନ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିଲା। ସଚିନଙ୍କ ବନ୍ଧୁଙ୍କ…

ଆଉ ୭୩ ରନ୍‌ କରିପାରିଲେ ଆଇପିଏଲ୍‌ରେ ଏହି କୀର୍ତ୍ତିମାନ କରିବେ ଜାଡେଜା

ନୂଆଦିଲ୍ଲୀ, ୧୭।୯: ଆଇପିଏଲ୍‌ର ୧୩ତମ ସଂସ୍କରଣ ଶନିବାରଠାରୁ ୟୁଏଇରେ ଆରମ୍ଭ ହେବ। ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ଗତଥରର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଧୋନୀଙ୍କ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା…

କରୋନା ଆକ୍ରାନ୍ତ ହେଲେ ଏହି ଷ୍ଟାର୍‌ ଅଲ୍‌ରାଉଣ୍ଡର

ଲଣ୍ଡନ, ୧୭।୯: ଇଂଲଣ୍ଡ କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର୍‌ ଡେଭିଡ୍‌ ଓ୍ବିଲୀ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଏହି କାରଣରୁ ସେ ଇଂଲଣ୍ଡର ଘରୋଇ ଟି୨୦ କ୍ରିକେଟ୍‌ ପ୍ରତିଯୋଗିତା ଟି୨୦ ବ୍ଲାଷ୍ଟରେ ଖେଳିପାରିବେ ନାହିଁ। ୟର୍କଶାୟର ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା…

କୋହଲିଙ୍କୁ ହରାଇଲେ ଚହଲ

ଦୁବାଇ, ୧୭।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆରମ୍ଭ ହେବାକୁ ଆଉ ଗୋଟିଏ ଦିନ ବାକି ରହିଛି। ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ମଧ୍ୟରେ ସେପ୍ଟେମ୍ବର ୧୯ରେ…

ଚିୟରଲିଡରଙ୍କୁ ହୃଦୟ ଦେଇ ବସିଥିଲେ ମୁମ୍ବାଇ ଇଣ୍ଡିଆନ୍ସର ଏହି ଓ୍ବିକେଟ୍‌କିପର୍‌: ଫେସବୁକ୍‌ରୁ ଆରମ୍ଭ ହୋଇଥିଲା ଲଭ୍‌ଷ୍ଟୋରୀ

ନୂଆଦିଲ୍ଲୀ,୧୭।୯: ୨୦୨୦ ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ଓ୍ବିକେଟ୍‌କିପର ଭାବେ ନଜର ଆସିବେ କ୍ୱିଣ୍ଟନ୍‌ ଡି କକ୍‌। ନିଜ ଖେଳକୁ ନେଇ ପରିଚିତ କ୍ୱିଣ୍ଟନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ସେତେଟା କେହି ଜାଣନ୍ତି ନାହିଁ। କାରଣଟି ହେଲା ସେ ସର୍ବଦା ଲାଇମ୍‌ଲାଇଟ୍‌ରୁ ଦୂରରେ…

‘ପୁଅରେ, ତୁ ଏବେ ଯାଏ ମୋ ରାଗ ଦେଖିନାହୁଁ’: ଖରାପ ବଲ୍‌ ଫିଙ୍ଗିବାକୁ ନେଇ ଏହି ଖେଳାଳିଙ୍କ ଉପରେ ରାଗି ଯାଇଥିଲେ ଧୋନୀ

ନୂଆଦିଲ୍ଲୀ,୧୭।୯: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ତାଙ୍କର ଶାନ୍ତ ସ୍ବଭାବ ପାଇଁ ସମସ୍ତେ ଜାଣନ୍ତି। ଏହାକୁ ନେଇ ତାଙ୍କୁ କ୍ୟାପଟେନ୍‌ କୁଲ୍‌ ମଧ୍ୟ କୁହାଯାଏ। ପଡ଼ିଆରେ ଥିବା ବେଳେ ଧୋନୀଙ୍କ ଏହି ସ୍ବଭାବ ବିରୋଧୀ ଟିମ୍‌ର…

ଆଇପିଏଲ-୨୦୨୦: ସ୍ପିନ ଚ୍ୟାଲେଞ୍ଜ

ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣ ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ)ର ୩ଟି ଷ୍ଟାଡିୟମ ଦୁବାଇ, ଆବୁଧାବି ଓ ଶାରଜାରେ ଅନୁଷ୍ଠିତ ହେବାକୁ ଯାଉଛି। ୟୁଏଇ ପରିବେଶରେ ସ୍ପିନରମାନେ ଦଳର ସଫଳତାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବା ଆକଳନ କରାଯାଉଛି। ତେଣୁ ଚଳିତ ମାସ…

ଓଡ଼ିଶା ଏଫ୍‌ସିରେ ପୂର୍ବତନ ନ୍ୟୁକାଷ୍ଟଲ ୟୁନାଇଟେଡ ଖେଳାଳି

ଭୁବନେଶ୍ୱର, ୧୭।୯(କ୍ରୀଡ଼ା ପ୍ରତିନିଧି)- ହାଇ ପ୍ରୋଫାଇଲ ଇଂଲିଶ୍‌ କ୍ଲବ ନ୍ୟୁକାଷ୍ଟଲ ୟୁନାଇଟେଡର ପୂର୍ବତନ ତାରକା ଖେଳାଳି ଷ୍ଟିଭେନ ଟେଲର ଇଣ୍ଡିଆନ ସୁପର ଲିଗ୍‌(ଆଇଏସଏଲ)ର ଆଗାମୀ ସିଜନରେ ଓଡ଼ିଶା ଏଫସି ପକ୍ଷରୁ ଖେଳିବେ। ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ଟେଲରଙ୍କ ସହିତ ଏକ ବର୍ଷିଆ…

ପୂର୍ବତନ ଆଇଏଏଏଫ୍‌ ମୁଖ୍ୟ ଲାମିନେ ଡିଆକଙ୍କୁ ଜେଲ୍‌

ପ୍ୟାରିସ୍‌,୧୭।୯(ଏପି): ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥଲେଟିକ ଫେଡେରେଶନ (ଆଇଏଏଏଫ୍‌) ପୂର୍ବତନ ଅଧ୍ୟକ୍ଷ ତଥା ସେନେଗାଲର ଜଣାଶୁଣା ବ୍ୟବସାୟୀ ଲାମିନ୍‌ ଡିଆକଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ବ୍ୟାପକ ଡୋପିଂ ସତ୍ତ୍ୱେ ବହୁ ପରିମାଣରେ ଉତ୍କୋଚ ନେଇ ସେ ରୁଷୀୟ ଆଥଲେଟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?