ଖେଳ

କୋଭିଡ୍‌- ୧୯ ଭ୍ୟାକ୍ସିନ୍‌: ଆଥଲେଟ୍‌ଙ୍କୁ ଅଗ୍ରାଧିକାର ଦେବାକୁ ସରକାରଙ୍କୁ ଅନୁରୋଧ

ନୂଆଦିଲ୍ଲୀ, ୧୭।୯(ପି.ଟି.): ଆଗମୀ ଦିନରେ କୋଭିଡ୍‌-୧୯ ଭ୍ୟାକ୍ସିନ୍‌ ଉପଲବ୍ଧ ହେବାର ସମ୍ଭାବନା ଦୃଢ ହେବାରେ ଲାଗିଛି। ଏପରିସ୍ଥଳେ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁ ଯାଉଥିବାର ଆଥଲେଟ୍‌ଙ୍କୁ ଏ ନେଇ ଅଗ୍ରାଧିକାର ଦେବାକୁ ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ବୁଧବାର ସରକାରଙ୍କୁ ଅନୁରୋଧ…

ଟୁର୍‌ ଡି ଫ୍ରାନ୍ସରୁ ଓହରିଲେ ଗତଥରର ଚାମ୍ପିୟନ ଇଗାନ ବେର୍ନାଲ

ଗ୍ରେନୋବଲ(ଫ୍ରାନ୍ସ), ୧୭।୯(ଏପି): ଫ୍ରାନ୍ସରେ ପ୍ରତିବର୍ଷ ଆୟୋଜିତ ହେଉଥିବା ବହୁ ପର୍ଯ୍ୟାୟ ବିଶିଷ୍ଟ ପୁରୁଷ ସାଇକେଲ ରେସ୍‌ ଟୁର୍‌ ଡି ଫ୍ରାନ୍ସରୁ ଓହରିଯାଇଛନ୍ତି ଗତଥରର ଚାମ୍ପିୟନ ଇଗାନ ବେର୍ନାଲ। ଆଲ୍ପସ୍‌ରେ ଆୟୋଜିତ ହେବାକୁ ଥିବା ରେସ୍‌ର ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ ପୂର୍ବରୁ ସେ ଓହରିଯାଇଛନ୍ତି…

ଆଇପିଏଲ୍‌: ଦୁର୍ନୀତି ରୋକିବାକୁ ଫ୍ରଡ୍‌ ଡିଟେକ୍ସନ ସର୍ଭିସ୍‌ ବ୍ୟବହାର କରାଯିବ

ନୂଆଦିଲ୍ଲୀ,୧୭।୯(ପି.ଟି.): ଏଥର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଦୁର୍ନୀତ ରୋକିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଦୁର୍ନୀତି ନିବାରଣ ବିଭାଗ (ଏସିୟୁ) ଏକ ନୂଆ ପଦକ୍ଷେପ ଗ୍ରହଣ କରିବ। ଏସିୟୁ ଫ୍ରଡ୍‌ ଡିଟେକ୍ସନ ସର୍ଭିସ (ଏଫ୍‌ଡିଏସ୍‌)ର ସାହାଯ୍ୟ ନେବ। ଏହା…

ଅପ୍‌ଗ୍ରେଡ୍‌ ହେବ ୮ ଖେଲୋ ଇଣ୍ଡିଆ ସ୍ପୋଟର୍‌ସ ସେଣ୍ଟର ଅଫ୍‌ ଏକ୍ସିଲେନ୍ସି

ନୂଆଦିଲ୍ଲୀ,୧୭।୯(ପି.ଟି.): ଦେଶରେ ୮ଟି ଖେଲୋ ଇଣ୍ଡିଆ ଷ୍ଟେଟ୍‌ ସେଣ୍ଟର ଅଫ୍‌ ଏକ୍ସିଲେନ୍ସି (କେଆଇଏସ୍‌ସିଇ)କୁ ଅପ୍‌ଗ୍ରେଡ୍‌ କରାଯିବ। ଏ ନେଇ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଏ ବାବଦରେ ୯୫.୧୯ କୋଟି ଟଙ୍କା ବୟ ଅଟକଳ କରାଯାଇଛି। ଦେଶରେ କ୍ରୀଡ଼ା…

ସୁରେଶ ରାଇନାଙ୍କ ସମ୍ପର୍କୀୟଙ୍କ ହତ୍ୟା ମାମଲାରେ ୩ ଗିରଫ

ଚଣ୍ଡିଗଡ଼, ୧୬।୯: ପୂର୍ବତନ ଭାରତୀୟ କ୍ରିକେଟର୍‌ ସୁରେଶ ରାଇନାଙ୍କ ମାମୁଁ ଓ ମାମୁଁ ପୁଅ ଭାଇଙ୍କୁ ହତ୍ୟା ମାମଲାରେ ପଞ୍ଜାବ ପୋଲିସ ଏକ ଗ୍ୟାଙ୍ଗର ୩ଜଣ ସଦସ୍ୟଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ଏକ ଆନ୍ତରାଜ୍ୟ ଗ୍ୟାଙ୍ଗର ଡକାୟତ। ଗ୍ୟାଙ୍ଗର…

ଆଇପିଏଲ୍‌ ଇତିହାସର ପ୍ରମୁଖ ବୋଲିଂ ରେକର୍ଡ ଜାଣନ୍ତୁ

ନୂଆଦିଲ୍ଲୀ, ୧୬।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ତ୍ରୟୋଦଶ ସଂସ୍କରଣର ବିଗୁଲ୍‌ ବାଜି ସାରିଛି। ଆଉ ୨ ଦିନ ପରେ ଆରମ୍ଭ ହେବ ବିଶ୍ୱର ଏହି ଧନାଢ଼୍ୟ ଟି୨୦ କ୍ରିକେଟ୍‌ ଲିଗ୍‌। ସେପ୍ଟେମ୍ବର ୧୯ରେ ଉଦ୍‌ଘାଟନୀ ମୁକାବିଲାରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ…

ସୁଇମିଂ ପୁଲ୍‌ରେ ବିରାଟ କୋହଲିଙ୍କ ମସ୍ତି

ଦୁବାଇ, ୧୬।୯: କରୋନା ଭାଇରସ୍‌ ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆସନ୍ତା ୧୯ରୁ ୟୁଏଇରେ ଆରମ୍ଭ ହେବାକୁ ଯାଉଛି। କରୋନା ମହାମାରୀ ଲାଗି ଚଳିତ ବର୍ଷ ଆଇପିଏଲ୍‌କୁ ଭାରତରୁ ୟୁଏଇକୁ…

ଦ୍ୱିତୀୟଥର କରୋନା ଆକ୍ରାନ୍ତ ହେଲେ ଏହି କ୍ରିକେଟର୍‌

ଢାକା, ୧୬।୯: ବାଂଲାଦେଶ କ୍ରିକେଟ୍‌ ଦଳର ଯୁବ ବ୍ୟାଟ୍ସମ୍ୟାନ ସୈଫ୍‌ ହାସନ ଦ୍ୱିତୀୟଥର ଲାଗି କରୋନା ଆକ୍ରାନ୍ତ ହୋଇଛନ୍ତି। ନିକଟରେ ହାସନ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାର ୭ ଦିନ ପରେ ଦ୍ୱିତୀୟଥର ଲାଗି ତାଙ୍କର ସ୍ବାବ ଟେଷ୍ଟ କରାଯାଇଥିଲା।…

ପରିବାରର ବିରୋଧ ସତ୍ତ୍ୱେ ବିକିନି ପିନ୍ଧିଥିଲେ ଏହି ମହିଳା ଆଥଲେଟ୍‌: ହରଭଜନଙ୍କୁ କାନ୍ଧରେ ଉଠାଇ ଦେଖାଇଥିଲେ ଦମ୍‌

ନୂଆଦିଲ୍ଲୀ,୧୬।୯: ଏମ୍‌ଟିବି ରୋଡିଜ୍‌ ରାଇଜିଂ-୧୪ ଜିତି ଚର୍ଚ୍ଚାକୁ ଆସିଥିଲେ ହରିୟାଣାର ଶ୍ୱେତା ମେହତା। ଉକ୍ତ ଶୋ’ରେ ଖ୍ୟାତନାମା କ୍ରିକେଟର ହରଭଜନ ସିଂହଙ୍କୁ କାନ୍ଧରେ ଉଠାଇ ନେଇଥିଲେ ସେ। ଏହାପରେ ସେ ଗଣମାଧ୍ୟମର ଶିରୋନାମା ପାଲଟିଥିଲେ। ରୋଡିଜ୍‌ରେ ହରଭଜନଙ୍କ କାନ୍ଧରେ ଉଠାଇବା ପରେ…

ପାରିବାରିକ ସମସ୍ୟା ଚାପରେ କାନାଡ଼ା ଚାଲିଯିବା ନିଷ୍ପତ୍ତି ନେଇଥିଲେ ଏହି କ୍ରିକେଟର: ଭାଗ୍ୟ ବଦଳାଇଥିଲା କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବ

ନୂଆଦିଲ୍ଲୀ,୧୬।୯: ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)। ସବୁଥର ଭଳି ଚଳିତ ଥର ମଧ୍ୟ କିଛି ପ୍ରତିଭାବାନ ଖେଳାଳିଙ୍କୁ ଦେଖିବାକୁ ମିଳିବ, ଯେଉଁମାନଙ୍କ ଖେଳ ଦର୍ଶକେ ଏଯାବତ ଦେଖିନାହାନ୍ତି। ସେଭଳି ଜଣେ ହେଲେ କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବର…

ବଳାତ୍କାର ଧମକ ଚିନ୍ତାରେ ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ସ୍ତ୍ରୀ, ଗଲେ ହାଇକୋର୍ଟ

ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମି ଏବଂ ତାଙ୍କ ସ୍ତ୍ରୀ ହସିନ ଜାହାଁ ପରସ୍ପରଠାରୁ ଅଲଗା ହୋଇଯାଇଛନ୍ତି। ତଥାପି ହସିନ ତଥାପି ସର୍ବଦା ଚର୍ଚ୍ଚାରେ ରହୁଛନ୍ତି। ତାଙ୍କର ବୋଲ୍ଡ ଭିଡିଓ ଏବଂ ଫଟୋ ଯୋଗୁ ସେ ସମାଲୋଚନାର ଶିକାର ମଧ୍ୟ ହୋଇଛନ୍ତି।…

କ୍ୱାରାଣ୍ଟାଇନ୍‌ ପିରିୟଡ ହ୍ରାସ ପାଇଁ ନିବେଦନ

ନୂଆଦିଲ୍ଲୀ, ୧୬ା୯ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳିବାକୁ ଥିବା ଅଷ୍ଟ୍ରେଲିଆ ଓ ଇଂଲିଶ ଷ୍ଟାର ଖେଳାଳିମାନେ କ୍ୱାରାଣ୍ଟାଇନ୍‌ ପିରିୟଡ ହ୍ରାସ କରିବା ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ନିବେଦନ କରିଛନ୍ତି। ୬ ଦିନ ପରିବର୍ତ୍ତେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?