ପୂର୍ବତନ ଭାରତୀୟ କ୍ରିକେଟରଙ୍କ ପରଲୋକ
ମୁମ୍ବାଇ, ୧୬ା୯ (ପି.ଟି.)-ପୂର୍ବତନ ଭାରତୀୟ କ୍ରିକେଟର ସଦାଶିବ ରାଓଜୀ ପାଟିଲଙ୍କ ତାଙ୍କ କୋହ୍ଲାପୁରସ୍ଥିତ ବାସ ଭବନରେ ପରଲୋକ ହୋଇଯାଇଛି। ତାଙ୍କୁ ୮୬ବର୍ଷ ବୟସ ହୋଇଥିଲା। ନିଦ୍ରାଗତ ଅବସ୍ଥାରେ ମଙ୍ଗଳବାର ପ୍ରତ୍ୟୁଷରେ ତାଙ୍କ ପ୍ରାଣବାୟୁ ଉଡ଼ିଯାଇଥିଲା। ପାଟିଲଙ୍କ ବିୟୋଗରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ…
ସାଇ’ର ଅପ୍ଗ୍ରେଡ୍ ଏସ୍ଓପି
ନୂଆଦିଲ୍ଲୀ, ୧୬ା୯ (ପି.ଟି.): ଜାତୀୟ କ୍ୟାମ୍ପଗୁଡ଼ିକ ଆରମ୍ଭ ହେବାପୂର୍ବରୁ କୋଭିଡ୍-୧୯କୁ ହାତେଇବା ଲାଗି ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ (ସାଇ) ଏହାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍ଓପି)କୁ ଅପ୍ଗ୍ରେଡ୍ କରିଛନ୍ତି। ତଦନୁସାରେ କ୍ୟାମ୍ପରେ ଯୋଗଦାନ ପୂର୍ବରୁ ଆଥଲେଟ୍ମାନଙ୍କୁ ୧୫ ଦିନ ସେଲ୍ଫ…
ଆଉ ୬ ରାଜ୍ୟରେ ଖେଲୋ ଇଣ୍ଡିଆ ଷ୍ଟେଟ୍ ସେଣ୍ଟର ଅଫ୍ ଏକ୍ସିଲେନ୍ସ ପ୍ରତିଷ୍ଠା ହେବ
ନୂଆଦିଲ୍ଲୀ,୧୬।୯(ପି.ଟି.): ଯୁବ କ୍ରୀଡ଼ା ପ୍ରତିଭାର ବିକାଶ ପାଇଁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଆଉ ୬ଟି ରାଜ୍ୟରେ ଖେଲୋ ଇଣ୍ଡିଆ ସେଣ୍ଟର ଅଫ୍ ଏକ୍ସିଲେନ୍ସ (କେଆଇଏସ୍ସିଇ) ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛି। ପୂର୍ବରୁ ଓଡ଼ିଶାର କଳିଙ୍ଗ ଷ୍ଟାଡିୟମକୁ ଏଥିରେ ସାମିଲ କରାଯାଇଥିଲା। ଏବେ…
କୋଭିଡ୍-୧୯: ଆରବର୍ଷକୁ ଘୁଞ୍ଚିଲା ଥୋମାସ, ଉବର କପ୍
ନୂଆଦିଲ୍ଲୀ, ୧୬।୯ (ପି.ଟି.): ଡେନମାର୍କରେ ଆୟୋଜନ ହେବାକୁ ଥିବା ଥୋମାସ ଓ ଉବର କପ୍କୁ ଆସନ୍ତାବର୍ଷକୁ ଘୁଞ୍ଚାଇ ଦିଆଯାଇଛି। ବ୍ୟାଡମିଣ୍ଟନ ଓ୍ବାଲର୍ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍) ମଙ୍ଗଳବାର ଏ ନେଇ ଘୋଷଣା କରିଛି। କୋଭିଡ୍-୧୯ ମହାମାରୀ କାରଣରୁ କେତୋଟି ଆଗଧାଡିର ଦଳ ଟୁର୍ନାମେଣ୍ଟରୁ…
ବର୍ଣ୍ଣବୈଷମ୍ୟ ଆକ୍ଷେପ ଘଟଣା: ନେମାରଙ୍କୁ ପିଏସ୍ଜିର ସମର୍ଥନ
ପ୍ୟାରିସ୍,୧୬।୯ (ଏପି): ବ୍ରାଜିଲ ଫୁଟବଲ ସୁପରଷ୍ଟାର ତଥା ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍ଜି) ଷ୍ଟ୍ରାଇକର ନେମାର ମାର୍ସେଇଲ୍ ବିପକ୍ଷ ହାଇଭୋଲ୍ଡେଜ ମ୍ୟାଚ୍ ଅବସରରେ ବର୍ଣ୍ଣବୈଷମ୍ୟ ଆକ୍ଷେପ କରାଯାଇଥିବା ଅଭିଯୋଗ ଆଣିଛନ୍ତି। ଏହି ଘଟଣା ନେମାରଙ୍କୁ ତାଙ୍କ କ୍ଲବ ପିଏସ୍ଜି ଦୃଢ ସମର୍ଥନ…
ମୁରେ, ପିରୋଙ୍କୋଭା, ବୁଚାର୍ଡଙ୍କୁ ଫ୍ରେଞ୍ଚ୍ ଓପନ୍ ଓ୍ବାଇଲ୍ଡ କାର୍ଡ
ପ୍ୟାରିସ୍,୧୬।୯(ଏପି): ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟରେ ବ୍ରିଟେନର ଆଣ୍ଡି ମୁରେଙ୍କୁ ଓ୍ବାଇଲ୍ଡ କାର୍ଡ ପ୍ରଦାନ କରାଯାଇଛି। ୮ଜଣ ଓ୍ବାଇଲ୍ଡ କାର୍ଡ ପାଇଥିବା ଖେଳାଳିମାନଙ୍କ ମଧ୍ୟରେ ମୁରେ ହେଉଛନ୍ତି ଏକମାତ୍ର ଅଣଫ୍ରେଞ୍ଚ୍ ଖେଳାଳି। ସେହିପରି ବୁଲ୍ଗେରିଆର ଶ୍ୱେତାନା ପିରୋଙ୍କୋଭା ଓ କାନାଡ଼ାର…
ଅଧିନାୟକ ଭାବେ ଆଇପିଏଲ୍ରେ ସର୍ବାଧିକ ମ୍ୟାଚ୍ ଜିତିଛନ୍ତି ଧୋନୀ
ନୂଆଦିଲ୍ଲୀ, ୧୫।୯: ଆଇପିଏଲ୍ର ୧୩ତମ ସଂସ୍କରଣ ସେପ୍ଟେମ୍ବର ୧୯ରୁ ନଭେମ୍ବର ୧୦ ପର୍ଯ୍ୟନ୍ତ ୟୁଏଇରେ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ଚେନ୍ନାଇ ସୁପର୍କିଙ୍ଗ୍ସ ମଧ୍ୟରେ ଉଦ୍ଘାଟନୀ ମ୍ୟାଚ୍ ଖେଳାଯିବ। ଆଇପିଏଲ୍ରେ ବର୍ତ୍ତମାନ ସୁଦ୍ଧା ଅନେକ ଅଧିନାୟକ ବିଭିନ୍ନ ଦଳର…
ରାଜସ୍ଥାନ ରୟାଲ୍ସକୁ ଫେରିଲେ ଓ୍ବର୍ନ
ଦୁବାଇ, ୧୫।୯: ଅଷ୍ଟ୍ରେଲିଆର ପୂର୍ବତନ ମହାନ ଲେଗ୍-ସ୍ପିନର ଶେନ୍ ଓ୍ବର୍ନ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଟିମ୍ ରାଜସ୍ଥାନ ରୟାଲ୍ସକୁ ପୁଣିଥରେ ଫେରିଛନ୍ତି। ଓ୍ବର୍ନଙ୍କୁ ରାଜସ୍ଥାନ ଦଳର ପରାମର୍ଶଦାତା ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ସେ ମଧ୍ୟ ଦଳର ବ୍ରାଣ୍ଡ୍ ଆମ୍ବାସାଡ଼ର…
ଆଇପିଏଲ୍ରେ ସର୍ବାଧିକ ରନ୍ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ତାଲିକାରେ କୋହଲି ଶୀର୍ଷରେ
ନୂଆଦିଲ୍ଲୀ, ୧୫।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍ ଟୁର୍ନାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୩ତମ ସଂସ୍କରଣ ଆସନ୍ତା ୧୯ରୁ ୟୁଏଇରେ ଆରମ୍ଭ ହେବ। ଭାରତରେ କରୋନା ମହାମାରୀ ଜଟିଳ ପରିସ୍ଥିତିକୁ ଦେଖି ଚଳିତ ସଂସ୍କରଣ ୟୁଏଇରେ ଆୟୋଜନ କରିବାକୁ…
ନ୍ୟୁଜିଲାଣ୍ଡ ବିପକ୍ଷରେ ପଦାର୍ପଣ କରିଥିବା ପୂର୍ବତନ ଭାରତୀୟ କ୍ରିକେଟର୍ଙ୍କ ପରଲୋକ
ମୁମ୍ବାଇ, ୧୫।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲ୍ରାଉଣ୍ଡର ସଦାଶିବ ରାଓଜୀ ପାଟିଲଙ୍କ ମଙ୍ଗଳବାର ପରଲୋକ ଘଟିଛି। କୋହ୍ଲାପୁରସ୍ଥିତ ନିଜ ବାସଭବନରେ ୮୬ ବର୍ଷ ବୟସରେ ସଦାଶିଷ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ତ୍ରୀ ଓ ୨ ଝିଅଙ୍କ ସହ ସେ…
ସଚିନ ଆଉଟ୍ ହେବା ପରେ ‘ଦେବଦାସ’ ଫିଲ୍ମ ଦେଖିବାକୁ ଚାଲି ଯାଇଥିଲେ ଏହି କ୍ରିକେଟରଙ୍କ ମା’ବାପା; ପୁଅଙ୍କ ଖେଳ ଦେଖି ନ ଥିଲେ
ନୂଆଦିଲ୍ଲୀ,୧୫।୯: ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲୀଙ୍କ ଅଧିନାୟକତ୍ୱରେ ଖେଳାଯାଇଥିବା ନେଟଓ୍ବେଷ୍ଟ ଟ୍ରଫିକୁ ଆଜି ବି ଲୋକେ ମନେ ପକାନ୍ତି। ଭାରତୀୟ ଟିମ୍ ଅନେକ ଫାଇନାଲ ହାରିବା ପରେ ଉକ୍ତ ଟୁର୍ନାମେଣ୍ଟରେ ଜିତିଥିଲା। ୨୦୦୨ରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଭାରତୀୟ ଦଳ ଇଲଂଣ୍ଡକୁ…
କ୍ରିକେଟର ସ୍ବାମୀଙ୍କଠାରୁ ଅଧିକ ଲୋକପ୍ରିୟ ଏହି ଆଙ୍କର୍: ଫୁଟବଲ୍ ବିଶ୍ୱକପ୍ ଏବଂ କମନଓ୍ବେଲ୍ଥ୍ ଗେମ୍ସ୍ରେ ଆସିଛନ୍ତି ନଜର
ନୂଆଦିଲ୍ଲୀ,୧୫।୯: ଭାରତରେ ବହୁତ କମ୍ କ୍ରିକେଟ ଖେଳାଳି ଅଛନ୍ତି ଯେଉଁମାନଙ୍କ ଜୀବନସାଥୀ ମଧ୍ୟ କ୍ରିକେଟଜଗତ ସହ ଡଡ଼ିତ। ସେଭଳି ଗୋଟିଏ ଦମ୍ପତ୍ତି ହେଲେ ଷ୍ଟୁଅର୍ଟ ବିନ୍ନି ଏବଂ ମୟନ୍ତି ଲାଙ୍ଗର। ୨୦୧୨ରେ ମୟନ୍ତୀଙ୍କୁ ବିବାହ କରିଥିଲେ ଷ୍ଟୁଅର୍ଟ। ଉଭୟଙ୍କ ଲଭ୍ଷ୍ଟୋରୀ କୌଣସି…

