ଖେଳ

ଡେବ୍ୟୁ ମାଚ୍‌ରେ କ୍ୟାରିୟର ଶେଷ ହେବା ଭଳି ମନେ ହୋଇଥିଲା, ହେଲେ ଧୋନୀଙ୍କ ପାଇଁ ସଫଳ ଖେଳାଳି ପାଲଟିଲେ ଏହି ଅଲ୍‌ରାଉଣ୍ଡର 

ନୂଆଦିଲ୍ଲୀ,୧୫।୯: ଆଉ କେଇ ଦିନ ପରେ ଆରମ୍ଭ ହେବ ବହୁ ପ୍ରତିକ୍ଷିତ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)। ଏଥିରେ ଚେନ୍ନାଇ ସୁପରକିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଉପରେ ସମସ୍ତଙ୍କ ରହିଛି। କାରଣଟି ହେଲା ଅଗଷ୍ଟ ୧୫ ତାରିଖରେ ଧୋନୀ କ୍ରିକେଟରୁ ସନ୍ୟାସ…

ପଡିଆରେ ଧୋନୀଙ୍କ ଭଳି ହେବାକୁ ଚାହୁଁଛନ୍ତି ଏହି ଖେଳାଳି

ଦୁବାଇ,୧୫।୯: ମହେନ୍ଦ୍ର ସିଂ ଧୋନୀଙ୍କ ମ୍ୟାଚ ଜିତିବାର କୌଶଳ ଶିଖିବାକୁ ଚାହୁଁଛନ୍ତି ଦକ୍ଷିଣ ଆଫ୍ରିକାର ଡେଭିଡ ମିଲର। ଚାପର ସମ୍ମୁଖୀନ ହୋଇଥିଲେ ମଧ୍ୟ ଧୋନୀ ଶାନ୍ତ ରହିବାର ଗୁଣକୁ ସେ ପ୍ରତ୍ୟେକ ମ୍ୟାଚ୍‌ରେ ବ୍ୟବହାର କରିବାକୁ ଚାହୁଁଛନ୍ତି। ମିଲର କହିଛନ୍ତି, ଧୋନୀ…

ଟିକେ ଧୋନୀଙ୍କୁ ଦେଖାଅ ପ୍ଲିଜ୍‌, କାହିଁକି ଏମିତି କହିଲେ ସାକ୍ଷୀ

ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଇପିଏଲ୍‌ ଖେଳିବା ପାଇଁ ଏବେ ୟୁଏଇରେ ଅଛନ୍ତି। ଚଳିତବର୍ଷ କରୋନା ଯୋଗୁ ନିଜ ପରିବାରକୁ ସେ ସାଙ୍ଗରେ ନେଇ ଯାଇନାହାନ୍ତି। ଏଭଳି ପରିସ୍ଥିତିରେ ସ୍ତ୍ରୀ ସାକ୍ଷୀ ଧୋନୀ ତାଙ୍କୁ ବହୁତ ମିସ୍‌ କରୁଛନ୍ତି।…

ପରିବାର ପୋଷିବା ପାଇଁ ଜୀବନକୁ ବାଜି ଲଗାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର

ନ୍ୟୁଜିଲ୍ୟାଣ୍ଡର ପୂର୍ବତନ ଓପନର୍‌ ନାଥାନ ଆଷ୍ଟଲେ ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୧, ସେପ୍ଟେମ୍ବର ୧୫ରେ ଖ୍ରୀଷ୍ଟଚର୍ଚ୍ଚରେ ଜନ୍ମଗ୍ରହଣ କରିଥିବା ନାଥାନ ନ୍ୟୁଜିଲାଣ୍ଡକୁ ଅନେକ ମ୍ୟାଚ ଜିତାଇଥିଲେ। କିନ୍ତୁ ଆଜି ସେ କ୍ରିକେଟ ଛାଡି ପରିବାର ପୋଷିବା ପାଇଁ ଏକ ଭିନ୍ନ…

ଇଞ୍ଜିନିୟରିଂ ଡିଗ୍ରୀ ହାସଲ କରିଥିଲେ ଏହିସବୁ ପ୍ରସିଦ୍ଧ କ୍ରିକେଟର

ସେପ୍ଟେମ୍ବର ୧୫କୁ ସମଗ୍ର ଦେଶରେ ଇଞ୍ଜିନିୟର୍ସ ଦିବସ ଭାବେ ପାଳନ କରାଯାଏ। ଏହି ବିଶିଷ୍ଟ ଇଞ୍ଜନିୟର ତଥା ଭାରତରତ୍ନ ଏମ. ବିଶ୍ୱେଶ୍ୱରାୟଙ୍କ ଜୟନ୍ତୀ ହୋଇତତ୍ବାରୁ ତାଙ୍କ ସ୍ମୃତିରେ ଏହି ଦିନକୁ ଇଞ୍ଜିନିୟର୍ସ ଦିବସ ଭାବେ ପାଳନ କରାଯାଏ। ଏହି ଦିବସରେ କିଛି…

ଦର୍ଶକଙ୍କ ଉପସ୍ଥିତିରେ ହୋଇପାରେ ବକ୍ସିଂ ଡେ’ ଟେଷ୍ଟ

ମେଲବୋର୍ନ, ୧୫ା୯ (ପି.ଟି.)- ଅଷ୍ଟ୍ରେଲିଆନ୍‌ ଓପନ୍‌ ଏବଂ ଭାରତକୁ ନେଇ ବକ୍ସିଂ ଡେ’ ଟେଷ୍ଟ ଦର୍ଶକଙ୍କ ଉପସ୍ଥିତିରେ ଆୟୋଜନ କରିବା ଲାଗି ଯୋଜନା ଚାଲିଛି। ଏନେଇ କ୍ରିକେଟ ଅଷ୍ଟ୍ରେଲିଆ ଓ ଟେନିସ ଅଷ୍ଟ୍ରେଲିଆ ସହିତ ଆଲୋଚନା ଜାରି ରହିଥିବା ଭିକ୍ଟୋରିଆ ପ୍ରଦେଶ…

ହାଇଦ୍ରାବାଦ ଏଫ୍‌ସି ଦଳରେ ଲାଲମ୍‌ପୁଇଆ ଓ ଫର୍ନାଣ୍ଡିଜ

ହାଇଦ୍ରାବାଦ, ୧୫ା୯ (ପି.ଟି.)-ନୂଆ ସିଜନ ଆରମ୍ଭ ପୂର୍ବରୁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ) ଦଳ ହାଇଦ୍ରାବାଦ ଏଫ୍‌ସି ସୋମବାର ଦୁଇ ଯୁବ ଆକ୍ରମଣାତ୍ମକ ଖେଳାଳି ଲାଲମପୁଇଆ ଏବଂ ସ୍ପିଡେନ ଫର୍ନାଣ୍ଡିଜଙ୍କ ସହ ଦୀର୍ଘ ମିଆଦୀ ଚୁକ୍ତି କରିଛି। ୨୦ବର୍ଷୀୟ ଏହି ଖେଳାଳି…

ୟୁଏଇ କଣ୍ଡିଶନ ସହ ଅଭ୍ୟସ୍ତ ହେବା ବଡ଼ ଚ୍ୟାଲେଞ୍ଜ: ବୋଲ୍ଟ

ଦୁବାଇ, ୧୫ା୯ (ପି.ଟି.)-ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ର ଆର୍ଦ୍ର ଓ ଉତ୍ତାପ କଣ୍ଡିଶନ ସହ ଅଭ୍ୟସ୍ତ ହେବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ସମସ୍ତ ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହେବ। ଏକଥା କହିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସର ବାମହାତି ପେସ୍‌…

ଲଦାଖରେ କ୍ରୀଡ଼ା ସୁବିଧାର ଶିଳାନ୍ୟାସ କଲେ ରିଜିଜୁ

ଲେହ (ଲଦାଖ),୧୫ା୯ (ପି.ଟି.)-ନବଗଠିତ କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ ବିଭିନ୍ନ କ୍ରୀଡ଼ା ସୁବିଧା ଲାଗି ସୋମବାର ଶିଳାନ୍ୟାସ କରିଛନ୍ତି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ। ତନ୍ମଧ୍ୟରେ ଏକ ସିନ୍ଥେଟିକ୍‌ ଟ୍ରାକ୍‌, ଫୁଟ୍‌ବଲ ପାଇଁ ଆଷ୍ଟ୍ରୋଟର୍ଫ ରହିଛି। ଏହି ଅବସରରେ ରାଜ୍ୟପାଳ ତଥା…

ଆଇପିଏଲ୍‌ରେ ସର୍ବାଧିକ ମ୍ୟାଚ୍‌ ଖେଳିଛି ଏହି ଟିମ୍‌

ନୂଆଦିଲ୍ଲୀ, ୧୪।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆରମ୍ଭ ହେବାକୁ ଆଉ ଗୋଟିଏ ସପ୍ତାହରୁ କମ୍‌ ସମୟ ବାକି ରହିଛି। ଏହି ହାଇଭୋଲଟେଜ୍‌ ଟୁର୍ନାମେଣ୍ଟ ଆସନ୍ତା ୧୯ରୁ ଏହା ୟୁଏଇରେ ଆରମ୍ଭ…

୭୧ ବର୍ଷ ପରେ ପ୍ରଥମ ଟେନିସ ଖେଳାଳି ଭାବେ ଏହି କୃତିତ୍ୱ ଲାଭ କଲେ ଥିମ୍‌

ନ୍ୟୁୟର୍କ, ୧୪।୯: ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ଏଠାରେ ଅନୁଷ୍ଠିତ ୟୁଏସ୍‌ ଓପନ୍‌ ପୁରୁଷ ସିଙ୍ଗଲ୍ସରେ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ଥିମ୍‌ ୨-୬, ୪-୬, ୬-୪, ୬-୩, ୭-୬ (୮/୬) ସେଟ୍‌ରେ ଜର୍ମାନୀର ଆଲେକ୍ସଜାଣ୍ଡର ଜେଭରେଭଙ୍କୁ ପରାସ୍ତ କରିଛନ୍ତି। ଏଥିସହ ଥିମ୍‌ ତାଙ୍କ…

ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହେଲା ଏହି କ୍ରିକେଟର୍‌ଙ୍କ ବାଇକ୍‌

ନୂଆଦିଲ୍ଲୀ, ୧୪।୯: ନେପାଳ କ୍ରିକେଟ୍‌ ଦଳର ବାମହାତୀ ଦ୍ରୁତ ବୋଲର୍‌ ଲଳିତ ଭଣ୍ଡାରୀ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇ ଗୁରୁତର ଆଘାତ ପାଇଛନ୍ତି। ରିପୋର୍ଟ ମୁତାବକ, ଲଳିତ ଭଣ୍ଡାରୀ ବାଇକ ଚଳାଇ ଯାଉଥିବାବେଳେ ଏକ ଟ୍ରକ୍‌ ସହ ମୁହଁାମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?