ଖେଳ

ସଚେତନ କରାଇଲେ ବିରାଟ

ନୂଆଦିଲ୍ଲୀ, ୨୮।୩ – କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର କରିଥିବା ଲକ୍‌ଡାଉନ ନିୟମକୁ ନେଇ ଲୋକମାନେ ଯେପରି ଆଲୋଚନା କରୁଛନ୍ତି ସେଥିରେ ସନ୍ତୁଷ୍ଟ ନୁହନ୍ତି ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି। ସଂକ୍ରମଣକୁ ରୋକାବା ପାଇଁ ସରକାରଙ୍କ...

କରୋନା ଭାଇରସ୍‌ ମୋ କ୍ୟାରିୟରର ଅନ୍ତ ଘଟାଇବ ନାହିଁ: ଆଣ୍ଡରସନ

ଲଣ୍ଡନ, ୨୮ା୩ (ଏଏଫ୍‌ପି)-କରୋନା ଭାଇରସ୍‌ ତାଙ୍କ ଉଜ୍ଜ୍ୱଳ କ୍ୟାରିୟରର ଅନ୍ତ ଘଟାଇବ ନାହିଁ ବୋଲି କହିଛନ୍ତି ଇଂଲଣ୍ଡ ବୋଲର ଜେମ୍ସ ଆଣ୍ଡରସନ। ସେ କହିଛନ୍ତି, ବର୍ତ୍ତମାନ ପରିସ୍ଥିତିରେ ମୁଁ ନିଜକୁ ଫିଟ୍‌ ରଖିବା ଲାଗି ଟିମ୍‌ମେଟ୍‌ ସହିତ ଟ୍ରେନିଂ ସେସନ...

ସ୍ଥିତି ଉପରେ ନଜର

ନୂଆଦିଲ୍ଲୀ, ୨୮ା୩ (ପି.ଟି.)- ସବୁଠାରୁ କ୍ଷମତାଶାଳୀ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ବୋର୍ଡର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ବସିଥିଲା। ଏହା ଟେଲିକନଫରେନ୍ସିଂ ଜରିଆରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ଭାରତର ତରଫରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ପୂର୍ବତନ...

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଆବେଦନ ତାରିଖ ଘୁଞ୍ଚିବ

ଭୁବନେଶ୍ୱର, ୨୮।୩ (କ୍ରୀଡ଼ା ପ୍ରତିନିଧି)- କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରିଛି। ସଂକ୍ରମଣକୁ କିପରି ରୋକାଯାଇ ପାରିବ ଏବଂ ଏଥିରୁ କିପରି ରକ୍ଷା ମିଳିବ ତାହା ଏବେ ଚିନ୍ତାର ପ୍ରମୁଖ କାରଣ ପାଲଟିଛି। ଏହାର...

ରଗ୍‌ବୀ ବିଶ୍ୱକପ୍‌: କରୋନା ଭାଇରସ୍‌ ସେବାକାରୀ ଲାଗି ୨୦୨୧ମାଗଣା ଟିକେଟ

ଲଣ୍ଡନ, ୨୭ା୩ (ଏଏଫ୍‌ପି)-କରୋନା ଭାଇରସ୍‌ ବିପକ୍ଷରେ ଚାଲିଥିବା ଲଢେଇରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା କର୍ମଚାରୀଙ୍କ ପାଇଁ ୨୦୨୧ ରଗ୍‌ବୀ ବିଶ୍ୱକପ୍‌ ଦେଖିବା ଲାଗି ମାଗଣା ଟିକେଟର ବ୍ୟବସ୍ଥା କରାଯାଇଛି। ଟୁର୍ନାମେଣ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଜନ୍‌ ଡଟନ ଗୁରୁବାର ଏକ...

ମାଗଣା ଖାଦ୍ୟ ଯୋଗାଇଲେ ଅମ୍ପାୟର ଆଲିମ ଦାର୍‌

ଲାହୋର,୨୭।୩(ପି.ଟି)- ପାକିସ୍ତାନର ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଏଲିଟ ପ୍ୟାନେଲ ଅମ୍ପାୟର ଆଲିମ ଦାର୍‌ ତାଙ୍କ ବଦାନ୍ୟତା ପାଇଁ ଚର୍ଚ୍ଚାକୁ ଆସିଛନ୍ତି। କରୋନା ଭାଇରସ୍‌ ସଂକ୍ରମଣ କାରଣରୁ ଚାକିରି ହରାଇଥିବା ବେକାର ଲୋକମାନଙ୍କୁ ସେ ତାଙ୍କ ରେଷ୍ଟୁରାଣ୍ଟରେ ମାଗଣାରେ ଖାଦ୍ୟ...

କର୍ମଚାରୀଙ୍କୁ ଘରକୁ ବିଦା କଲା ଫୁଟବଲ ଏଫ୍‌ଏଫ୍‌ଏ

ସିଡନୀ,୨୭।୩(ଏଏଫ୍‌ପି): କୋଭିଡ-୧୯ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଫୁଟବଲ ଫେଡେରେଶନ ଅଫ୍‌ ଅଷ୍ଟ୍ରେଲିଆ (ଏଫ୍‌ଏଫ୍‌ଏ) ତା’ର କର୍ମଚାରୀଙ୍କୁ ଘରକୁ ବିଦା କରିଛି। ଫେଡେରେଶନର ୭୦ ପ୍ରତିଶତ କର୍ମଚାରୀଙ୍କୁ ଘରକୁ ଯିବାକୁ ପଡିଛି। କରୋନା ଭାଇରସ୍‌ କାରଣରୁ ସାରା ଦେଶରେ ଫୁଟବଲ...

କୋଭିଡ-୧୯: ଦରମା କାଟିବ ବାର୍ସିଲୋନା

ବାର୍ସିଲୋନା,୨୭।୩(ଏଏଫ୍‌ପି): କରୋନା ଭାଇରସ୍‌ ବଶ୍ୱରେ ମହାମାରୀ ରୂପ ନେଇଥିବାରୁ ଆର୍ଥିକ ବିପର୍ଯ୍ୟୟରୁ ରକ୍ଷା ପାଇବା ପାଇଁ ହାଇପ୍ରୋଫାଇଲ ଫୁଟବଲ କ୍ଲବ ବାର୍ସିଲୋନା ଦରମା କାଟିବାକୁ ନିଷ୍ପତ୍ତି ନେବ ବୋଲି କହିଛି। ତେବେ ସ୍ପେନର ଏହି ଜଣାଶୁଣା କ୍ଲବ ସବୁ କର୍ମଚାରୀ...

୨୦୨୧ ଅଲିମ୍ପିକ୍ସ: ସ୍ଥାନ ବଜାୟ ରଖିବେ ଯୋଗ୍ୟ ଆଥଲେଟ୍‌

ପ୍ୟାରିସ୍‌, ୨୭।୩(ଏଏଫ୍‌ପି): କୋଭିଡ-୧୯ ସଂକ୍ରମଣ ଲାଗି ୨୦୨୦ ଟୋକିଓ ଅଲିମ୍ପିକ୍ପ ସ୍ଥଗିତ ରହିଛି ଓ ଗୋଟିଏ ବର୍ଷ ଘୁଞ୍ଚିଯାଇଛି। ତେବେ ଏହା ସତ୍ତ୍ୱେ ଯେଉଁ ଆଥଲେଟ୍‌ମାନେ ୨୦୨୦ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି ସେମାନେ ସ୍ଥାନ ବଜାୟ ରଖିବେ।...

କୋଭିଡି-୧୯: ଆରୋଗ୍ୟ ଲାଭ କଲେ କଲମ୍ବିଆ ସାଇକ୍ଳିଷ୍ଟ

ବୋଗୋଟା,୨୭।୩ (ଏଏଫପି):  ସାରା ବିଶ୍ୱରେ କାରୋନା ଭାଇରସର ଆତଙ୍କ ଜାରି ରହିଥିବାବେଳେ କଲମ୍ପିଆର ଜଣେ ସାଇକ୍ଲିଷ୍ଟ ଏଥିରୁ ଆରୋଗ୍ୟ ଲାଭ କରିଛନ୍ତି। ୨୫ ବର୍ଷୀୟ ଫର୍ଣ୍ଣାଣ୍ଡୋ ଗାଭିରିଆ କରୋନା ଭାଇରସରୁ ମୁକ୍ତ ହୋଇଛନ୍ତି ବୋଲି କହିଛନ୍ତି। ୟୁନାଇଟେ ଆରବ ଏମିରେଟ୍ସ...

କୋଭିଡ୍‌-୧୯: ୫୦ ଲକ୍ଷ ଟଙ୍କା ଦାନ କଲେ ସଚିନ

ନୂଆଦିଲ୍ଲୀ,୨୭।୩(ପି.ଟି.): କୋଭିଡ-୧୯ ସଂକ୍ରମଣକୁ ରୋକିବା ତଥା କରୋନା ଭାଇରସ ବିରୋଧରେ ଲଢେଇ ପାଇଁ କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ୫୦ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହି ଅର୍ଥକୁ ସଚିନ ସମାନ ଦୁଇଭାଗରେ ବିଭକ୍ତ କରି ରାଜ୍ୟ ଓ କେନ୍ଦ୍ର...

ତୁର୍କୀ ବକ୍ସର କରୋନାରେ ସଂକ୍ରମିତ

ଓ୍ବାଶିଂଟନ୍‌, ୨୬ା୩ (ଏପି)-ତୁର୍କୀର ଜଣେ ବକ୍ସର ସରହାତ୍‌ ଗୁଲର ଏବଂ ତାଙ୍କ ଟ୍ରେନର ସୈଫୁଲ୍ଲା ଡମ୍‌ଲୁପିନାର କରୋନା ଭାଇରସ ଦ୍ୱାରା ସଂକ୍ରମିତ ଥିବା ଜଣାପଡ଼ିଛି। ଲଣ୍ଡନରେ ଅନୁଷ୍ଠିତ ଅଲିମ୍ପିକ କ୍ୱାଲିଫିକେଶନ ପ୍ରତିଯୋଗିତାରୁ ଏହି ଦୁଇ ଜଣ ଫେରିଥିଲେ। ତୁର୍କିଶ ବକ୍ସିଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri