ଖେଳ

ହସ୍ପିଟାଲରୁ ଛାଡ଼ ପାଇଛନ୍ତି ଦୀପକ ପୁନିଆ

ନୂଆଦିଲ୍ଲୀ, ୭ା୯ (ପି.ଟି.)- ବିଶ୍ୱଚମ୍ପିୟନଶିପ୍‌ ରୌପ୍ୟ ବିଜୟୀ ରେସଲର ଦୀପକ ପୁନିଆ ହସ୍ପିଟାଲରୁ ଛାଡ଼ ପାଇଛନ୍ତି। ତାଙ୍କୁ ହୋମ୍‌ ଆଇସୋଲେଶନରେ ରହିବା ଲାଗି ପରାମର୍ଶ ଦିଆଯାଇଛି। ପୁନିଆ ନ୍ୟାଶନାଲ କ୍ୟାମ୍ପରେ ଯୋଗ ଦେବାଲାଗି ପହଞ୍ଚତ୍ବା ପରେ ତାଙ୍କର କୋଭିଡ୍‌-୧୯ ଟେଷ୍ଟ ହୋଇଥିଲା…

ଆଇଟା ନିର୍ବାଚନ: ଜୈନ ସଭାପତି, ଧୂପର ସାଧାରଣ ସମ୍ପାଦକ

ନୂଆଦିଲ୍ଲୀ, ୭ା୯ (ପି.ଟି.)-ସର୍ବଭାରତୀୟ ଟେନିସ ଆସୋସିଏଶନ (ଆଇଟା)ର ବାର୍ଷିକ ସାଧାରଣ ଅଧିବେଶନ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାଜପା ରାଜ୍ୟ ସଭା ସଦସ୍ୟ ଅନିଲ ଜୈନ ଏହାର ନୂଆ ସଭାପତି ଏବଂ ଅନିଲ ଧୂପର ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି।…

ୟୁଏସ୍‌ ଓପନ୍‌: କ୍ୱାର୍ଟରରେ ବୋପାନ୍ନା-ଶାପୋଭାଲୋଭ

ନ୍ୟୁୟର୍କ, ୭।୯(ପି.ଟି.): ୟୁଏସ୍‌ ଓପନ୍‌ ଟେନିସ ଟୁର୍ନାମେଣ୍ଟରେ ଅଭିଜ୍ଞ ଭାରତୀୟ ଖେଳାଳି ରୋହନ ବୋପାନ୍ନା ଓ ତାଙ୍କ କାନାଡ଼ା ପାର୍ଟନର ଡେନିସ ଶାପୋଭାଲୋଭ ପୁରୁଷ ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏହି ଅଣସିଡ ଇଣ୍ଡୋ- କାନାଡିଆନ ଯୋଡି ଶନିବାର ଦ୍ୱିତୀୟ…

ଗ୍ୟାସ୍‌ଲିଙ୍କୁ ପ୍ରଥମ ଫର୍ମୁଲା ଓ୍ବାନ୍‌ ଟାଇଟଲ

ମୋଞ୍ଜା (ଇଟାଲୀ), ୭ା୯: ରେଡ୍‌ବୁଲ୍‌ ଆଲ୍‌ଫା ତୌରି ଟିମ୍‌ର ପିଏରେ ଗ୍ୟାସ୍‌ଲି ଅପ୍ରତ୍ୟାଶିତ ଭାବେ ଇଟାଲିଆନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ମୋଟର ରେସ୍‌ ଜିତିଛନ୍ତି। ପିଟ୍‌ ଷ୍ଟପ୍‌ ତ୍ରୁଟି ପାଇଁ ୧୦ ସେକେଣ୍ଡ ଦଣ୍ଡିତ ହେବା ପୂର୍ବରୁ କିନ୍ତୁ ଲୁଇସ୍‌…

ଟି୨୦ ସିରିଜ ଜିତିଲା ଇଂଲଣ୍ଡ

ସାଉଥାମ୍ପଟନ,୭।୯(ପି.ଟି.): ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ରବିବାର ୬ ଉଇକେଟରେ ବିଜୟୀ ହୋଇଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଘରୋଇ ଦଳ ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ଟସ୍‌ ଜିତି…

ବଲ୍‌ରେ ସାନିଟାଇଜର ଲଗାଇ ବୋଲିଂ କରିବାରୁ ବାସନ୍ଦ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ, ୬।୯: କରୋନା ଭାଇରସ୍‌ ସଂକ୍ରମଣରୁ ରକ୍ଷା ପାଇବା ଲାଗି ମୁହଁରେ ମାସ୍କ ପରିଧାନ କରିବା ସହିତ ହାତକୁ ସାନିଟାଇଜର ମାଧ୍ୟମରେ ସଫା ରଖିବାକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ପକ୍ଷରୁ ପରାମର୍ଶ ଦିଆଯାଇଛି। କିନ୍ତୁ କ୍ରିକେଟ୍‌ ମ୍ୟାଚ୍‌ ଅବସରରେ ଜଣେ ବୋଲର୍‌…

ଶାହରୁଖ ଖାନ୍‌ଙ୍କ ନାଇଟ୍‌ ରାଇଡର୍ସ ଦଳ ଅପରାଜେୟ

ତ୍ରିନିଦାଦ୍‌, ୬।୯: କାରିବୀୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ର ୨୭ତମ ମ୍ୟାଚ୍‌ରେ ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ୨୩ ରନରେ ସେଣ୍ଟ ଲୁସିଆ ଜୌକସ୍‌ ଦଳକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ନାଇଟ୍‌ ରାଇଡର୍ସ ଡାରେନ ବ୍ରାଭୋ (୫୦ ରନ) ଓ ଅଧିନାୟକ…

ଦୁବାଇରେ ୨୪, ଆବୁଧାବିରେ ୨୦, ଶାରଜାରେ ଖେଳାଯିବ ୧୨ ଆଇପିଏଲ୍‌ ମ୍ୟାଚ୍‌

ନୂଆଦିଲ୍ଲୀ, ୬।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ସିଜନ-୧୩ ଲାଗି ବିସିସିଆଇ ପକ୍ଷରୁ ରବିବାର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି କାର୍ଯ୍ୟସୂଚୀ ଅନୁଯାୟୀ ଗତଥରର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ମଧ୍ୟରେ…

ଆଇପିଏଲ୍‌-୧୩ : ଉଦ୍‌ଘାଟନୀ ମ୍ୟାଚ୍‌ରେ ଧୋନୀଙ୍କ ସୁପର୍‌ କିଙ୍ଗ୍ସକୁ ଭେଟିବ ଏହି ଟିମ୍‌

ନୂଆଦିଲ୍ଲୀ, ୬।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆସନ୍ତା ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଆଇପିଏଲ୍‌କୁ ଭାରତ ପରିବର୍ତ୍ତେ ବିଦେଶରେ ଆୟୋଜିତ କରିବାକୁ ଭାରତୀୟ…

ୟୁଏସ୍‌ ଓପନ ଟେନିସ: ବୋପାନ୍ନା-ଶାପୋଭାଲୋଭ ଦ୍ୱିତୀୟ ରାଉଣ୍ଡରେ

ନ୍ୟୁୟର୍କ, ୬।୯(ପି.ଟି.): କାନାଡ଼ିଆନ ପାର୍ଟନର ଡେନିସ ଶାପୋଭାଲୋଭଙ୍କୁ ସାଥୀକରି ଭାରତର ରୋହନ ବୋପାନ୍ନା ୟୁଏସ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ଡବଲ୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ବୋପାନ୍ନା-ଶାପୋଭାଲୋଭ ପ୍ରଥମ ରାଉଣ୍ଡରେ ଆମେରିକୀୟ ପ୍ରତିଦ୍ୱନ୍ଦ୍ୱୀ ଏର୍ନେଷ୍ଟୋ ଏସ୍କୋବେଡୋ ଓ ନୋଆ ରୁବିନ…

ଆର୍ଜେଣ୍ଟିନାର ୬ ରଗ୍‌ବୀ ଖେଳାଳିଙ୍କୁ କରୋନା

ଓ୍ବେଲିଂଟନ, ୬ା୯ (ଏପି): କୋଭିଡ୍‌-୧୯ ଟେଷ୍ଟରେ ଆର୍ଜେଣ୍ଟିନା ଜାତୀୟ ରଗ୍‌ବୀ ଦଳର ୬ଜଣ ସଦସ୍ୟଙ୍କର ପଜିଟିଭ ଆସିଛି। ଏହି ଖେଳାଳିମାନଙ୍କ ନିକଟରେ କୌଣସି ଲକ୍ଷଣ ଦେଖାଯାଇ ନ ଥିଲା। ସେମାନଙ୍କୁ ଆଇସୋଲେଶନରେ ରଖାଯାଇଛି। କରୋନା ଆକ୍ରାନ୍ତ ଖେଳାଳିମାନେ ହେଲେ ଏମିଲିଆନୋ ପୋଫେଲି,…

ମହିଳା ହାଫ୍‌ ମାରାଥନ: ପେରେସଙ୍କ ବିଶ୍ୱ ରେକର୍ଡ

ପ୍ରେଗ୍‌, ୬।୯(ଏପି): କେନିଆର ପେରେସ ଜେପ୍‌ଚିର୍‌ଚିର ଏଠାରେ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ଏକମାତ୍ର ହାଫ୍‌ ମାରାଥନରେ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ସେ ୧ ଘଣ୍ଟା ୫ ମିନିଟ ୩୪ ସେକେଣ୍ଡ ନେଇ ଏହି ସଫଳତା ପାଇଛନ୍ତି। ପ୍ରତିଯୋଗିତାରେ ଅଳ୍ପ ସଂଖ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?