ଖେଳ

ପାକିସ୍ତାନ ୫ ରନରେ ବିଜୟୀ: ଟି୨୦ ସିରିଜ ଅମୀମାଂସିତ

ମାଞ୍ଚେଷ୍ଟର,୩।୯(ଏପି): ଚଳିତ ଇଂଲଣ୍ଡ ଗସ୍ତରେ ପାକିସ୍ତାନ ତା’ର ପ୍ରଥମ ବିଜୟ ହାସଲ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ମଙ୍ଗଳବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ପାକିସ୍ତାନ ୫ ରନରେ ଘରୋଇ ଇଂଲଣ୍ଡକୁ ପରାସ୍ତ କରିଛି। ଫଳରେ ୩…

ମାଲିଙ୍ଗାଙ୍କ ସ୍ଥାନରେ ପ୍ୟାଟିନସନ

ଆବୁ ଧାବି, ୩।୯(ପି.ଟି.)- ଶ୍ରୀଲଙ୍କାର ଲସିଥ ମାଲିଙ୍ଗାଙ୍କ ବଦଳ ଖେଳାଳିଭାବେ ଗତଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ସାମିଲ ହୋଇଛନ୍ତି ଅଷ୍ଟ୍ରେଲିଆନ ସ୍ପିଡ୍‌ଷ୍ଟର ଜେମ୍ସ ପ୍ୟାଟିନସନ। ମୁମ୍ବାଇ ଫ୍ରାଞ୍ଚାଇଜ୍‌ ପକ୍ଷରୁ ବୁଧବାର ଏହା ଘୋଷଣା କରାଯାଇଛି। ବ୍ୟକ୍ତିଗତ କାରଣ ଦର୍ଶାଇ ମାଲିଙ୍ଗା…

ଉବର କପ୍‌ରୁ ଓହରିଲେ ସିନ୍ଧୁ

ନୂଆଦିଲ୍ଲୀ,୩।୯(ପି.ଟି.): ବିଶ୍ୱ ଚାମ୍ପିୟନ ତଥା ଅଲିମ୍ପିକ୍ସ ରୌପ୍ୟପଦକ ବିଜୟିନୀ ପି.ଭି. ସିନ୍ଧୁ ଆସନ୍ତାମାସରେ ଆୟୋଜନ ହେବାକୁ ଥିବା ଉବର କପ୍‌ ଫାଇନାଲ୍ସରୁ ଓହରିଯାଇଛନ୍ତି। ବ୍ୟକ୍ତିଗତ କାରଣରୁ ଏହି ଗୁରୁତ୍ୱପୂର୍ଣ୍ଣ ଟୁର୍ନାମେଣ୍ଟରୁ ସେ ଓହରିଯାଇଛନ୍ତି। ସେ ମଧ୍ୟ ଡେନ୍‌ମାର୍କରେ ଖେଳାଯିବାକୁ ଥିବା ଆଗମୀ…

ଆଇପିଏଲ୍‌ ୨୦୨୦: ପ୍ରତ୍ୟାବର୍ତ୍ତନ ଆଶାରେ ରାଇନା

ନୂଆଦିଲ୍ଲୀ,୩।୯(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ଓହରିବା ପରେ ଭାରତୀୟ ପୂର୍ବତନ କ୍ରିକେଟର ସୁରେଶ ରାଇନା ମୁହଁ ଖୋଲିଛନ୍ତି। ନିଜ ପରିବାର ପାଇଁ ଭାରତ ପ୍ରତ୍ୟାବର୍ତ୍ତନ କରିଥିଲି। ତେବେ ପୁଣି ଥରେ ଦୁବାଇ ଯାଇ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳରେ…

ୟୁଏସ୍‌ ଓପନ: ଗ୍ରାଣ୍ଡସ୍ଲାମ ଟେନିସରେ ନାଗାଲଙ୍କ ଚମକ

ନ୍ୟୁୟର୍କ, ୩।୯(ପି.ଟି.)- ଦୀର୍ଘ ୭ ବର୍ଷ ବ୍ୟବଧାନରେ ପ୍ରଥମ ଭାରତୀୟ ଭାବେ ସୁମିତ ନାଗାଲ କୌଣସି ଏକ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡ ମ୍ୟାଚ ଜିତିଛନ୍ତି। ଏଠାରେ ଚାଲିଥିବା ୟୁଏସ ଓପନ ଗ୍ରାଣ୍ଡସ୍ଲାମ ଟେନିସର ପୁରୁଷ ସିଙ୍ଗଲ୍ସ ପ୍ରଥମ ରାଉଣ୍ଡରେ…

ସେରେନା ଜିତିଲେ, ଭେନସ ହାରିଲେ

ନୁୟର୍କ, ୩।୯(ଏପି)- ଚଳିତ ୟୁଏସ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସର ପ୍ରଥମ ରାଉଣ୍ଡରେ ସେରେନା ଓ୍ବିଲିୟମ୍ସ ବିଜୟୀ ହୋଇଥିବାବେଳେ ତାଙ୍କ ବଡ଼ ଭଉଣୀ ଭେନସ ପରାଜିତ ହୋଇଛନ୍ତି। ଚଳିତ ମାସରେ ୩୯ ବର୍ଷରେ ପଦାର୍ପଣ କରିବାକୁ ଯାଉଥିବା ସେରେନା ପ୍ରଥମ…

ଓଡ଼ିଶା ଏଫସି ଦଳରେ ମାର୍ସେଲିନୋ

ଭୁବନେଶ୍ୱର, ୩।୯(କ୍ରୀଡ଼ା ପ୍ରତିନିଧି)- ଅଭିଜ୍ଞ ବ୍ରାଜିଲିଆନ ଫରଓ୍ବାର୍ଡ ମାର୍ସେଲିନୋ(ମାର୍ସେଲୋ ଲେଇଟେ ପେରେରା)ଙ୍କ ସହିତ ଚୁକ୍ତି କରିଛି ଓଡ଼ିଶା ଏଫସି। ତେଣୁ ଏହି ତାରକା ଖେଳାଳି ଆଗାମୀ ଇଣ୍ଡିଆନ ସୁପରଲିଗ୍‌ (ଆଇଏସଏଲ) ସିଜନରେ ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ପକ୍ଷରୁ ପ୍ରତିନିଧିତ୍ୱ କରିବା ସ୍ପଷ୍ଟ…

ମୁମ୍ବାଇ ଇଣ୍ଡିଆନ୍ସକୁ ଝଟ୍‌କା: ଆଇପିଏଲ୍‌ ଖେଳିବେନି ମାଲିଙ୍ଗା

ଦୁବାଇ, ୨।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆରମ୍ଭ ହେବା ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଦଳକୁ ଝଟ୍‌କା ଲାଗିଛି। ଆଇପିଏଲ୍‌ ଇତିହାସର ସବୁଠାରୁ ଶ୍ରେଷ୍ଠ ବୋଲର ଲସିଥ୍‌ ମାଲିଙ୍ଗା ଚଳିତ…

ପୁଣିଥରେ ହାଇ ମାରି ଚର୍ଚ୍ଚାକୁ ଆସିଲେ ପାକିସ୍ତାନ କ୍ରିକେଟର୍‌ ସର୍ଫରାଜ

ମାଞ୍ଚେଷ୍ଟର, ୨।୯: ପାକିସ୍ତାନ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ସର୍ଫରାଜ ଅହମ୍ମଦ ପୁଣିଥରେ ଖବରର ଶିରୋନାମାରେ ରହିଛନ୍ତି। ନିଜର ବ୍ୟାଟିଂ କିମ୍ବା ଉଇକେଟ୍‌ କିପିଂ ପାଇଁ ନୁହେଁ ବରଂ ପୁଣିଥରେ ହାଇ ମାରି ଚର୍ଚ୍ଚାକୁ ଆସିଛନ୍ତି ସର୍ଫରାଜ। ଇଂଲଣ୍ଡ ଗସ୍ତରେ ଯାଇଥିବା…

ଟ୍ରେକିଂବେଳେ ୨୫୦ ଫୁଟ୍‌ ତଳକୁ ଖସି ପୂର୍ବତନ କ୍ରିକେଟର୍‌ଙ୍କ ମୃତ୍ୟୁ

ମୁମ୍ବାଇ, ୨।୯: ମହାରାଷ୍ଟ୍ର ରଣ୍‌ଜୀ ଟ୍ରଫି ଦଳର ପୂର୍ବତନ ଖେଳାଳି ଶେଖର ଗାଓ୍ବଲି ୨୫୦ ଫୁଟ୍‌ ତଳକୁ ଗଭୀର ଖାତକୁ ଖସି ମୃତ୍ୟୁବରଣ କରିଛନ୍ତି। ବୁଧବାର ସକାଳେ ପୋଲିସ ତାଙ୍କ ମୃତଦେହ ଉଦ୍ଧାର କରିଛି। ଶେଖର ତାଙ୍କ ସାଙ୍ଗମାନଙ୍କ ସହ ମିଶି…

୭ ବର୍ଷ ପରେ ପ୍ରଥମ ଭାରତୀୟ ଭାବେ ୟୁଏସ୍‌ ଓପନ୍‌ରେ ମ୍ୟାଚ୍‌ ଜିତିଲେ ସୁମିତ୍‌

ନୂଆଦିଲ୍ଲୀ, ୨।୯: ଭାରତୀୟ ପୁରୁଷ ଟେନିସ ଖେଳାଳି ସୁନିତ୍‌ ନାଗଲ ସମ୍ମାନଜନକ ୟୁଏସ୍‌ ଓପନ୍‌ ପ୍ରତିଯୋଗିତାରେ ଦମ୍‌ଦାର ଅଭିଯାନ ଆରମ୍ଭ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ପ୍ରଥମ ରାଉଣ୍ଡ ମ୍ୟାଚ୍‌ରେ ୨୩ ବର୍ଷୀୟ ସୁମିତ୍‌ ୬-୧, ୬-୩, ୩-୬, ୬-୧ ସେଟ୍‌ରେ ଘରୋଇ…

ଲଗାତର ୭ମ ମ୍ୟାଚ୍‌ ଜିତିଲା ଶାହରୁଖଙ୍କ ନାଇଟ୍‌ ରାଇଡର୍ସ ଦଳ

ତ୍ରିନିଦାଦ୍‌, ୨।୯: କାରିବୀୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌)ର ୨୧ତମ ମ୍ୟାଚ୍‌ରେ ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ବିଜୟ ଲାଭ କରିଛି। ଏହି ମ୍ୟାଚ୍‌ରେ ନାଇଟ୍‌ ରାଇଡର୍ସ ୧୯ ରନରେ ଜାମାଇକା ତଲଓ୍ବାସକୁ ପରାସ୍ତ କରିଛି। ଫଳରେ ବଲିଉଡ୍‌ ସୁପର୍‌ଷ୍ଟାର୍‌ ଶାହରୁଖ ଖାନଙ୍କ ମାଲିକାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?