ଖେଳ

ଓ୍ବାଡା ଗାଇଡ୍‌ଲାଇନ୍‌ ଜାରି

ମଣ୍ଟ୍ରିଲ, ୨୨ା୩ (ଏଏଫ୍‌ପି)-କରୋନା ଭାଇରସ୍‌ ଜନିତ ସମସ୍ୟା କାରଣରୁ ଓ୍ବାଲର୍‌ଡ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ପକ୍ଷରୁ ନୂଆ ଗାଇଡ୍‌ ଲାଇନ୍‌ ଜାରି କରାଯାଇଛି। ବିଶେଷ କରି ୨୦୨୦ ଟୋକିଓ ଅଲିମ୍ପିକ ଓ ପାରା ଅଲିମ୍ପିକ ଗେମ୍ସରେ ଭାଗ ନେବାକୁ...

ମେ ୨୮ ପର୍ଯ୍ୟନ୍ତ ପେସାଦାର କ୍ରିକେଟ ସ୍ଥଗିତ ରଖିଲା ଇସିବି

ଲଣ୍ଡନ,୨୧।୩(ପି.ଟି.): ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ସମସ୍ତ ପେସାଦାର କ୍ରିକେଟ ଟୁର୍ନାମେଣ୍ଟକୁ ମେ ୨୮ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି। କୋଭିଡ୍‌-୧୯ ଭୟାବହତା ଯୋଗୁ ନୂଆ ସିଜନ ଆରମ୍ଭ ହେବାରେ ବିଳମ୍ବ ହେବ। ପ୍ରଥମ...

କ୍ୱାରାଣ୍ଟାଇନ ନିୟମ ଭାଙ୍ଗିଲେ ମେରୀକମ୍‌

ନୂଆଦିଲ୍ଲୀ,୨୧।୩:  କରୋନା ଭାଇରସ ଯୋଗୁ ପୂରା ବିଶ୍ୱ ଚିନ୍ତିତ। ବିଦେଶ ଫେରନ୍ତା ଯାତ୍ରୀଙ୍କୁ ୧୪ ଦିନ ପାଇଁ କ୍ୱାରାଣ୍ଟାଇନରେ ରଖିବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟଏଚ୍‌ଓ) ଓ ବିଭିନ୍ନ ଦେଶର ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହି ନିୟମକୁ ଭଙ୍ଗ କରିଛନ୍ତି...

ଚାଇନା ତାରକା ଫୁଟବଲର କରୋନା ଭାଇରସ ଆକ୍ରାନ୍ତ

ସାଙ୍ଘାଇ,୨୧।୩(ପି.ଟି.):  ଚାଇନାର ଜଣାଶୁଣା ଫୁଟବଲ ତାରକା ବୁ ଲେଇ ସ୍ପେନ୍‌ରେ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସ୍ପେନ୍‌ର ଇସ୍ପାନ୍ୟୋଲ କ୍ଲବ ତରଫରୁ ଖେଳୁଥିବା ଲେଇଙ୍କ ଦେହରେ ଏହି ଭାଇରସ ଥିବା କଥା ଚାଇନିଜ ଫୁଟବଲ ଆସୋସିଏଶନ (ସିଏଫ୍‌ଏ) ତରଫରୁ...

ଆଇସିସି ଟି୨୦ ପୁରୁଷ ବିଶ୍ୱକପ୍‌: ସେମିଫାଇନାଲ ରିଜର୍ଭ ଡେ ଲାଗି ପ୍ରସ୍ତାବ

ସିଡନୀ, ୨୧।୩(ପି.ଟି.): ଅକ୍ଟୋବରରେ ଆୟୋଜନ ହେବାକୁ ଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ପୁରୁଷ ଟି୨୦ ବିଶ୍ୱକପ୍‌ରେ ସେମିଫାଇନାଲ ମ୍ୟାଚ୍‌ ଲାଗି ରିଜର୍ଭ ଡେ ରଖିବାକୁ କ୍ରିକେଟ ଅଷ୍ଟ୍ରେଲିଆ ପ୍ରସ୍ତାବ ଦେଇପାରେ। ଚଳିତ ବର୍ଷ ଶେଷ ଆଡକୁ ଆୟୋଜନ ହେବାକୁ...

କୋଭିଡ-୧୯ ସଂକ୍ରମଣ: ଥୋମାସ, ଉବର କପ୍‌ ଘୁଞ୍ଚିଲା

ନୂଆଦିଲ୍ଲୀ,୨୧।୩(ପି.ଟି.): କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ୟାଡମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟଏଫ୍‌) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛି। ବିଶ୍ୱର ଶ୍ରେଷ୍ଠ ପୁରୁଷ ଓ ମହିଳା ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ରୂପେ ମାନ୍ୟତା ପାଇଥିବା ଥୋମାସ କପ୍‌ ଓ ଉମର...

ଟୋକିଓ ଅଲିମ୍ପିକ୍ସ ସ୍ଥଗିତ ରଖିବାକୁ ୟୁଏସ୍‌ଏ ସୁଇମିଂର ପରାମର୍ଶ

ଲସଏଞ୍ଜେଲ୍ସ,୨୧।୩ (ଏଏଫ୍‌ପି): ଆମେରିକୀୟ ସନ୍ତରଣ ପ୍ରତିଯୋଗିତାର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ୟୁଏସ୍‌ଏ ସୁଇମିଂ ଆଗାମୀ ଟୋକିଓ ଅଲିମ୍ପିକ୍ସକୁ ସ୍ଥଗିତ ରଖିବାକୁ ପରାମର୍ଶ ଦେଇଛି। ସାରା ବିଶ୍ୱରେ କରୋନା ଭାଇରସ୍‌ ଏକ ମହାମାରୀ ରୁପେ କାୟା ବିସ୍ତାର କରିସାରିଥିବାରୁ ଅଲିମ୍ପିକକୁ ସ୍ଥଗିତ...

ମହିଳା ରେସ୍‌ଲିଂ କୋଚ୍‌ ସ୍ବଦେଶ ଫେରିଲେ

ନୂଆଦିଲ୍ଲୀ, ୨୧ା୩ (ପି.ଟି.)-କୋଭିଡ୍‌-୧୯ ଆଶଙ୍କା ଯୋଗୁ ଲକ୍ଷ୍ନୌ ଓ ସୋନେପତ୍‌ଠାରେ ଚାଲିଥିବା ଜାତୀୟ କ୍ୟାମ୍ପ୍‌କୁ ବର୍ତ୍ତମାନ ପାଇଁ ବନ୍ଦ କରିଦେବା ଲାଗି ଜାତୀୟ ମହାସଂଘ ନିଷ୍ପତ୍ତି ନେଇଛି। ଫଳସ୍ବରୂପ ଭାରତୀୟ ମହିଳା ରେସ୍‌ଲିଂ ଟିମ୍‌ର ବିଦେଶୀ କୋଚ୍‌ ଆଣ୍ଡ୍ର୍ୟୁ କୁକ୍‌...

ସ୍ନୁକର ବିଶ୍ୱକପ୍‌ ଘୁଞ୍ଚିଲା

ଲଣ୍ଡନ, ୨୧ା୩ (ଏଏଫ୍‌ପି)- କରୋନାଭାଇରସ ଜନିତ ସଂକଟ ଯୋଗୁ ବିଶ୍ୱ ସ୍ନୁକର ଚାମ୍ପିୟନଶିପ୍‌କୁ ସ୍ଥଗିତ ରଖାଯାଇଛି। ଓ୍ବାଲର୍‌ଡ ସ୍ନୁକର ଟୁର୍‌ (ଡବ୍ଲ୍ୟୁଏସ୍‌ଟି) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଟୁର୍ନାମେଣ୍ଟ ଏପ୍ରିଲ ୧୮ରୁ ମେ ୪ ତାରିଖ ପର୍ଯ୍ୟନ୍ତ ଶିଫିଲ୍ଡସ୍ଥିତ କ୍ରୁସିବଲ...

ଅନିର୍ଦ୍ଦିଷ୍ଟ କାଳପାଇଁ ଅଷ୍ଟ୍ରେଲିଆରେ ରହିବ ନ୍ୟୁଜିଲାଣ୍ଡ ରଗ୍‌ବୀ ଟିମ୍‌

ଓ୍ବେଲିଂଟନ, ୨୧ା୩ (ଏପି)- କରୋନାଭାଇରସ ସଙ୍କଟ ଜାରି ରହିଥିବାରୁ ନ୍ୟୁଜିଲାଣ୍ଡ ଓ୍ବାରିୟର୍ସ ରଗ୍‌ବୀ ଲିଗ୍‌ ଟିମ୍‌ ଅଷ୍ଟ୍ରେଲିଆରେ ଅନିର୍ଦ୍ଦିଷ୍ଟ କାଳପାଇଁ ଅଟକି ରହିବେ। ସେମାନେ ଅଷ୍ଟ୍ରେଲିଆର ନ୍ୟାଶନାଲ ରଗ୍‌ବୀ ଲିଗ୍‌ (ଏନଆର୍‌ଏଲ୍‌) ରେ ଖେଳ ଜାରି ରଖିବେ। କୋଭିଡ୍‌-୧୯ ଯୋଗୁ...

କୋଭିଡ- ୧୯: ଆଉ ୫ ଟୁର୍ନାମେଣ୍ଟକୁ ବାତିଲ କାଲା ବିଡବ୍ଲ୍ୟୁଏଫ୍‌

ନୂଆଦିଲ୍ଲୀ,୨୧।୩ (ପି.ଟି.)-କୋଭିଡ- ୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ୟାଡମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟଏଫ୍‌) ଆଉ ୫ଟି ଗୁରୁତ୍ୱପୂର୍ଣ୍ଣ ଟୁର୍ନାମେଣ୍ଟକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛି। ଏଥିରେ ୩ଟି ଅନ୍ତଃ ମହାଦେଶୀୟ ଟୁର୍ନାମେଣ୍ଟ ସାମିଲ ରହିଛି। ଏହି ଟୁର୍ନାମେଣ୍ଟଗୁଡିକ ମଧ୍ୟ ଟୋକିଓ...

କୋଭିଡ-୧୯ ପ୍ରତିବନ୍ଧକ: ବାଲା ଦେବୀଙ୍କ ସ୍କଟ୍‌ଲାଣ୍ଡ ରହଣି ବଢିଲା

ନୂଆଦିଲ୍ଲୀ, ୨୧।୩ (ପି.ଟି.)- କରୋନା ଭାଇରସ ବା କୋଭିଡ-୧୯ ପ୍ରତିବନ୍ଧ ପାଇଁ ଭାରତୀୟ ମହିଳା ଫୁଟବଲ ତାରକା ଏନ୍‌ ବାଲା ଦେବୀଙ୍କ ସ୍କଟଲାଣ୍ଡ ରହିଣିରେ ବୃଦ୍ଧି ଘଟିଛି। ପ୍ରଥମ ଭାରତୀୟ ଭାବେ ସେ ସ୍କଟିଶ ମହିଳା ପ୍ରିମିୟର ଲିଗ୍‌ କ୍ଲବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri