ଖେଳ

ମଞ୍ଚେଷ୍ଟରରେ ଢୋଲ ବଜାଉଥିବା ନଜର ଆସିଲେ ମେସି, ଜର୍ସି ପିନ୍ଧି ପାକିସ୍ତାନକୁ କଲେ ସମର୍ଥନ !

ମଞ୍ଚେଷ୍ଟର, ୨।୯: ଲୋକପ୍ରିୟ ଫୁଟବଲର୍‌ ଲିଓନେଲ ମେସି ବାର୍ସିଲୋନା କ୍ଲବ ଛାଡିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ତାଙ୍କୁ କିଣିବା ପାଇଁ ମଞ୍ଚେଷ୍ଟର ସିଟି ପ୍ରମୁଖ ଦାବିଦାର ଭାବେ ନଜର ଆସୁଛି। ହେଲେ ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ତୃତୀୟ ଟି…

ରକ୍ତଦାନ କରିବାକୁ ଶରୀରରେ ଗୋଟିଏ ବି ଟାଟୁ କରି ନାହାନ୍ତି ଏହି ଶ୍ରେଷ୍ଠ ଫୁଟବଲ ଖେଳାଳି, ନିଜେ ଜଣେ ବୋନ୍‌ ମ୍ୟାରୋ ଡୋନର୍‌

ପ୍ରାୟତଃ ଖେଳାଳିମାନେ ନିଜ ହେୟାରଷ୍ଟାଇଲ୍‌, ବିଳାସପୂର୍ଣ୍ଣ କାର୍‌, ପୋଷାକ ସାଙ୍ଗକୁ ଶରୀରରେ ବିଭିନ୍ନ ପ୍ରକାର ଟାଟୁକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ହେଲେ ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳି ମଧ୍ୟରେ ଗଣନା କରାଯାଉଥିବା କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଦେହରେ ଗୋଟିଏ ମଧ୍ୟ ଟାଟୁ ଦେଖିବାକୁ ମିଳେନାହିଁ।…

ଏହି କ୍ରିକେଟରଙ୍କ ବାଜିଛି ୩ ଥର ଶାହାନାଇ

ଦେଶ ବିଦେଶର କ୍ରିକେଟରଙ୍କ ପ୍ରେମ ଏବଂ ବିବାହକୁ ନେଇ ସର୍ବଦା ଚର୍ଚ୍ଚା ଲାଗି ରହିଥାଏ। କେବଳ ବିବାହ ନୁହେଁ ବ୍ରେକ୍‌ଅପ୍‌କୁ ନେଇ ମଧ୍ୟ ଆଲୋଚନା ହୋଇଥାଏ। ଏମିତି କିଛି କ୍ରିକେଟର ଅଛନ୍ତି ସେମାନେ ୨-୨ଥର ବିବାହ କରିଛନ୍ତି। କିନ୍ତୁ ସେମାନଙ୍କଠାରୁ ଆଗରେ…

ଏହି ତାରିଖଟି ସଚିନ ତେନ୍ଦୁଲକରଙ୍କ ପାଇଁ ଥିଲା ଅଶୁଭ

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ନିଜ କ୍ରିକେଟ କ୍ୟାରିୟରରେ ଅନେକ ବିରଳ ରେକର୍ଡ ହାସଲ କରିଛନ୍ତି। ତାଙ୍କ ରେକର୍ଡ ଭାଙ୍ଗିବା ଯେକୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ କଷ୍ଟକର। ସଚିନ ନିଜ କ୍ୟାରିୟର ଗୋଟିଏ ମାସର ପ୍ରତି ତାରିଖରେ ଶତକ କିମ୍ବା ଦ୍ୱିଶତକ ଲଗାଇଛନ୍ତି, କିନ୍ତୁ…

ରାଇନାଙ୍କ ସମ୍ପର୍କୀୟଙ୍କୁ ହତ୍ୟା ଘଟଣାରେ ଏସ୍‌ଆଇଟିର ଯାଞ୍ଚ୍‌

ନୂଆଦିଲ୍ଲୀ,୨।୯(ପି.ଟି.): ଭାରତୀୟ ପୂର୍ବତନ କ୍ରିକେଟର ସୁରେଶ ରାଇନାଙ୍କ ସମ୍ପର୍କୀୟଙ୍କୁ ହତ୍ୟା କରାଯିବା ପରେ ଏବେ ସାରା ଦେଶରେ ଚର୍ଚ୍ଚା ହୋଇଛି। ଏହି ହତ୍ୟା ମମଲାର ତଦନ୍ତ ପାଇଁ ପଞ୍ଜାବ ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ପଞ୍ଜାବରେ କିଛିଦିନ ତଳେ ରାଇାନଙ୍କ ଦାଦା…

ଏସି ମିଲାନ ସହିତ ଚୁକ୍ତି କଲେ ଇବ୍ରାହିମୋଭିଚ୍‌

ମିଲାନ, ୨ା୯ (ଏପି)- ଷ୍ଟାର ଫୁଟ୍‌ବଲ ଖେଳାଳି ଜ୍ଲାଟାନ ଇବ୍ରାହିମୋଭିଚ୍‌ଙ୍କ ସହ ଗୋଟିଏ ସିଜନ ପାଇଁ ଚୁକ୍ତି କରିଛି ଏସି ମିଲାନ। ଦଳ ଏହି ଖେଳାଳିଙ୍କୁ ନେଇ ୭ ବର୍ଷ ବ୍ୟବଧାନରେ ଚାମ୍ପିୟନ୍ସ ଲିଗ୍‌କୁ ପ୍ରତ୍ୟାବର୍ତ୍ତନ କରିବା ଲାଗି ଯୋଜନା ରଖିଛି।…

ସିଏସ୍‌କେର ଅନ୍ୟ ସଦସ୍ୟମାନେ ନେଗେଟିଭ୍‌

ନୂଆଦିଲ୍ଲୀ, ୨ା୯ (ପି.ଟି.)- ଗତ ସପ୍ତାହରେ କୋଭିଡ୍‌-୧୯ ଟେଷ୍ଟରେ ଚେନ୍ନାଇ ସୁପର କିଙ୍ଗ୍ସ ଦଳର ୧୩ ଜଣ ସଦସ୍ୟଙ୍କର ରିପୋର୍ଟ ପଜିଟିଭ ଆସିଥିଲା। ତେବେ ଏମାନଙ୍କୁ ଛାଡ଼ି ଦଳର ଅନ୍ୟ ସମସ୍ତ ସଦସ୍ୟଙ୍କର ଫଳାଫଳ ନେଗେଟିଭ୍‌ ଆସିଛି। ଏହି ଇଣ୍ଡିଆନ ପ୍ରିମିୟର…

ସରକାରୀ ନିଯୁକ୍ତିରେ କ୍ରୀଡ଼ାବିତ୍‌ଙ୍କୁ ଅଧିକ ସୁଯୋଗ

ନୂଆଦିଲ୍ଲୀ,୧।୯ (ପି.ଟି.): କେନ୍ଦ୍ର ସରକାର ମେଧାବୀ କ୍ରୀଡ଼ାବିତ୍‌ମାନଙ୍କ ପାଇଁ ଚାକିରି କ୍ଷେତ୍ରରେ ସିଧା ନିଯୁକ୍ତି ନିମନ୍ତେ ତାଲିକାରେ ଅଧିକ ସଂଖ୍ୟକ କ୍ରୀଡ଼ାବର୍ଗକୁ ସାମିଲ କରିଛନ୍ତି। ଏହି କ୍ରମରେ କେନ୍ଦ୍ର ସରକାର ଅଧିକ ୨୦ଟି କ୍ରୀଡ଼ାବର୍ଗକୁ ତାଲିକାରେ ସାମିଲ କରିଥିବା ଜଣାଯାଇଛି। ସିଧାସଳଖ…

ଆଇପିଏଲ୍‌ରେ କରୋନା ଟେଷ୍ଟ ପାଇଁ ବିସିସିଆଇ ଖର୍ଚ୍ଚ କରିବ ୧୦ କୋଟି ଟଙ୍କା

ନୂଆଦିଲ୍ଲୀ, ୧।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଚଳିତ ମାସ ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଆଇପିଏଲ୍‌-୧୩କୁ ଭାରତ ପରିବର୍ତ୍ତେ ୟୁଏଇରେ ଆୟୋଜିତ କରିବାକୁ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)…

ସାବତ ଭଉଣୀଙ୍କ ସହ ନିର୍ବନ୍ଧ କଲେ ବିଶ୍ୱ ଚାମ୍ପିୟନ୍‌ ଚାଳକ ମିଗୁଏଲ ଓଲିଭେରା: ୧୧ ବର୍ଷ ଧରି ଲୁଚିଛପି କରୁଥିଲେ ପ୍ରେମ

ନୂଆଦିଲ୍ଲୀ,୧।୯: ମୋଟୋ ଗ୍ରାଣ୍ଡପ୍ରିକ୍ସ(MOTOGP) ଚାଳକ ମିଗୁଏଲ୍‌ ଓଲିଭେରା ନିଜ ସାବତ ଭଉଣୀ ଆନ୍ଦ୍ରିୟା ପେମେଣ୍ଟାଙ୍କ ସହ ନିର୍ବନ୍ଧ କରିଛନ୍ତି। ଏହି ଖୁସି ଖବରକୁ ତାଙ୍କ ବାପା ସମସ୍ତଙ୍କୁ ଜଣାଇଛନ୍ତି। ଦୀର୍ଘ ୧୩ ବର୍ଷ ବୟସରୁ ଉଭୟ ଉଭୟଙ୍କୁ ଭଲ ପାଇ ଆସୁଥିଲେ।…

ଏହି କାରଣ ଲାଗି ଅଷ୍ଟ୍ରେଲିଆ ବିପକ୍ଷ ସିରିଜ ଖେଳିବେନି ଷ୍ଟୋକ୍ସ

ମାଞ୍ଚେଷ୍ଟର, ୧।୯: ଭ୍ରମଣକାରୀ ଅଷ୍ଟ୍ରେଲିଆ ବିପକ୍ଷ ଆଗାମୀ ୩ ମ୍ୟାଚବିଶିଷ୍ଟ ଟି୨୦ ଓ ଦିନିକିଆ ସିରିଜ ଲାଗି ଇଂଲଣ୍ଡ ଦଳ ଘୋଷଣା କରାଯାଇଛି। ଅଷ୍ଟ୍ରେଲିଆକୁ କଡ଼ା ଟକ୍କର ଦେବା ଲାଗି ଘରୋଇ ଇଂଲଣ୍ଡ ମଜଭୁତ ଦଳ ଘୋଷଣା କରିଛି। ଯେଉଁଥିରେ ଜୋଫ୍ରା…

ଧୋନୀଙ୍କ ସହ ପୁରା ଚେନ୍ନାଇ ଦଳର ଆଉଥରେ ହେଲା କରୋନା ଟେଷ୍ଟ

ଦୁବାଇ, ୧।୯: ଚଳିତ ମାସରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌-୧୩ ଲାଗି ଏପର୍ଯ୍ୟନ୍ତ ଅଭ୍ୟାସ ଆରମ୍ଭ କରିପାରି ନ ଥିବା ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) କ୍ୟାମ୍ପ୍‌ରୁ ବଡ଼ ଖବର ଆସିଛି। ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସମେତ ଦଳର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?