ଖେଳ

ବିରାଟ କୋହଲିଙ୍କ ଦଳରେ ସାମିଲ ହେଲେ ଏହି ଅଷ୍ଟ୍ରେଲୀୟ କ୍ରିକେଟର୍‌

ଦୁବାଇ, ୧।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆସନ୍ତା ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଆଇପିଏଲ୍‌କୁ ଭାରତ ପରିବର୍ତ୍ତେ ୟୁଏଇରେ ଆୟୋଜିତ କରାଯାଇଛି।…

ପିତା ହେବା କଥା ଶୁଣି ବିରାଟ କୋହଲିଙ୍କ ପ୍ରତିକ୍ରିୟା ଥିଲା ଏମିତି, କଲେ ଖୁଲାସା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ୨୦୨୧ ଜାନୁଆରୀରେ ପିତା ହେବାକୁ ଯାଉଛନ୍ତି। ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ପ୍ରଥମ ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି। ଏହି ସମୟରେ ସେ ତାଙ୍କ ସ୍ବାମୀଙ୍କ ସହ ୟୁଏଇ ଅଛନ୍ତି।…

ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ଏହି ନିବେଦନ କଲେ କ୍ରିକେଟର ସୁରେଶ ରାଇନା

ଜଳନ୍ଧର,୧।୯: ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନା ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଏବଂ ପଞ୍ଜାବ ପୋଲିସ ନିକଟରେ ସହାୟତା ପାଇଁ ନିବେଦନ କରିଛନ୍ତି। ଅଗଷ୍ଟ ୧୯ରେ ପଠାନକୋଟ ଅନ୍ତର୍ଗତ ମାଧୋପୁର ଅଞ୍ଚଳର ଥାରିଆଲ ଗ୍ରାମରେ ଥିବା ସୁରେଶ ରାଇନାଙ୍କ…

ଚପଲ, ଠେଙ୍ଗାରେ ମାଡ ଖାଇଥିଲେ ଏହି ବିସ୍ଫୋରକ କ୍ରିକେଟର, ଜାଣନ୍ତୁ କାହିଁକି

ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍‌ସମ୍ୟାନ୍‌ ବୀରେନ୍ଦ୍ର ସେହ୍ବାଗ ପଡିଆରେ ସବୁ ବୋଲରଙ୍କୁ ଆକ୍ରମଣାତ୍ମକ ପ୍ରହାର କରିଥାନ୍ତି। ଖୁବ୍‌ କମ୍‌ ଲୋକ ଜାଣିଥିବେ ସେହ୍ବାଗ୍‌ ପିଲାଦିନେ ପରିବାର ଲୋକଙ୍କଠାରୁ ଖୁବ୍‌ ମାଡ ଖାଇଛନ୍ତି। କେବଳ ଏତିକି ନୁହେଁ ବିଡି ଟାଣିବା…

ପଡିଆକୁ ଯିବା ପୂର୍ବରୁ ଟଏଲେଟ୍‌ ଯାନ୍ତି, ରୋହିତ୍‌ ଶର୍ମାଙ୍କୁ ମୋଜା ମାଗନ୍ତି ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟ ଦଳର ଦୁଇ ଓପନର୍‌ ରୋହିତ ଶର୍ମା ଏବଂ ଶିଖର ଧାଓ୍ବନଙ୍କ ମଧ୍ୟ ଭଲ ବନ୍ଧୁତା ଅଛି। ଦୁହେଁ କ୍ରିକେଟ୍‌ ପଡିଆରେ ଅନେକ ରେକର୍ଡ ମଧ୍ୟ ହାସଲ କରିଛନ୍ତି। ଦୁହେଁ ପରସ୍ପର ମଜା ମଧ୍ୟ କରନ୍ତି। ନିକଟରେ ଗୌରବ କପୁରଙ୍କ…

ପ୍ରଣବ ମୁଖାର୍ଜୀଙ୍କ ପରଲୋକରେ ଶୋକ ପ୍ରକାଶ କଲେ କ୍ରିକେଟର୍‌

ନୂଆଦିଲ୍ଲୀ,୧।୯: ଦେଶର ପୂର୍ବତନ ରାଷ୍ଟ୍ରପତି ତଥା ଭାରତ ରତ୍ନ ପୁରସ୍କାର ପ୍ରାପ୍ତ ପ୍ରଣବ ମୁଖାର୍ଜୀଙ୍କ ସୋମବାର ଦେହାନ୍ତ ହୋଇଛି। ପ୍ରଣବ ମୁଖାର୍ଜୀଙ୍କ ଦେହାନ୍ତରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି। ଭାରତୀୟ କ୍ରିକେଟରମାନେ ମଧ୍ୟ ଦେଶର ଏହି ମହାନ ରାଜନେତାଙ୍କ ଦେହାନ୍ତରେ…

ବଳାତ୍କାର ପୀଡିତାଙ୍କ ପାଇଁ କାମ କରନ୍ତି ଏହି ପ୍ରସିଦ୍ଧ କ୍ରିକେଟରଙ୍କ ସ୍ତ୍ରୀ

ଚେନ୍ନାଇ ସୁପର କିଙ୍ଗ୍ସର ଭେଟେରାନ ଖେଳାଳି ଫାଫ ଡୁ ପ୍ଲେସିସ ଦ୍ୱିତୀୟ ଥର ପାଇଁ ପିତା ହୋଇଛନ୍ତି। ଡୁ ପ୍ଲେସିଙ୍କ ସ୍ତ୍ରୀ ଇମାରି ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି। ଫାଫ ଡୁ ପ୍ଲେସିସ ଏବଂ ଇମାରି ୭ ବର୍ଷ ପୂର୍ବେ…

ବ୍ରାଜିଲିଆନ ଡିଏଗୋଙ୍କ ସହ ଓଏଫ୍‌ସିର ଚୁକ୍ତି

ଭୁବନେଶ୍ୱର, ୧ା୯(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପରଲିଗ୍‌ର ୭ମ ସଂସ୍କରଣ ପାଇଁ ବ୍ରାଜିଲିଆନ ଷ୍ଟ୍ରାଇକର ଡିଏଗୋ ମୌରିସିଓଙ୍କ ସହ ଚୁକ୍ତି କରିଛି ଓଡ଼ିଶା ଏଫସି (ଓଏଫସି)। ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ସହିତ ଡିଏଗୋ ଏକ ବର୍ଷିଆ ଚୁକ୍ତି କରିଛନ୍ତି ବୋଲି ସୋମବାର ପ୍ରକାଶ…

ଟୋକିଓରେ ଅଲିମ୍ପିକ ଜ୍ୟୋତି ପ୍ରଦର୍ଶନ ହେବ

ଟୋକିଓ, ୧ା୯(ଏପି): ମଙ୍ଗଳବାରଠାରୁ ଜାପାନ ଅଲିମ୍ପିକ ମ୍ୟୁଜିୟମରେ ଅତି କମ୍‌ରେ ଦୁଇ ମାସ ପର୍ଯ୍ୟନ୍ତ ଅଲିମ୍ପିକ ଜ୍ୟୋତି ପ୍ରଦର୍ଶନ କରାଯିବ। କୋଭିଡ୍‌-୧୯ ମହାମାରୀ ଆସି ନ ଥିଲେ ହୁଏତ ଏକ ମାସକ ପୂର୍ବେ ନବ ନିର୍ମିତ ନ୍ୟାଶନାଲ ଷ୍ଟାଡିୟମରେ ଶୋଭା ପାଇଥାନ୍ତା।…

କ୍ରିକେଟ୍‌ ଗ୍ରାଉଣ୍ଡରୁ ମ୍ୟୁଜିକ ଷ୍ଟୁଡିଓ : ଦୁଇ ଓପନର: ଏବେ କମ୍ପୋଜର, ସିଙ୍ଗର୍‌

ଲିଟିଲ ମାଷ୍ଟର ସଚିନ ତେନ୍ଦୁଲକରଙ୍କ ‘କ୍ରିକେଟ ୱାଲି ବିଟ୍‌’ ହେଉ କି ଅଲରାଉଣ୍ଡର ସୁରେଶ ରାଇନାଙ୍କ ‘ବିଟିୟା ରାନୀ କିମ୍ବା ଅଷ୍ଟ୍ରେଲୀୟ ପେସ୍‌ ତାରକା ବ୍ରେଟ୍‌ ଲୀଙ୍କ ‘ଉମି’ ଗୀତ, ଏହି କ୍ରିକେଟ ତାରକାମାନେ ଗୀତ ଗାଇ କଳାଜଗତରେ ଏକ ସ୍ବତନ୍ତ୍ର…

‘ଚେସ୍‌ ଅଲିମ୍ପିଆଡରେ ସ୍ବର୍ଣ୍ଣ ଏକ ମ୍ୟାଜିକ ମୁହୂର୍ତ୍ତ’

ଚେନ୍ନାଇ, ୧ା୯ (ପି.ଟି.): ଭାରତ ଓ ରୁଷିଆ ୨୦୨୦ ଅନ୍‌ଲାଇନ୍‌ ଚେସ୍‌ ଅଲିମ୍ପିଆଡରେ ଯୁଗ୍ମ ବିଜେତା ଘୋଷିତ ହୋଇଛନ୍ତି। ଭାରତୀୟ ଚେସ୍‌ ପାଇଁ ଏହା ଏକ ମ୍ୟାଜିକ ମୁହୂର୍ତ୍ତ ବୋଲି କିମ୍ବଦନ୍ତୀ ଖେଳାଳି ବିଶ୍ୱନାଥନ ଆନନ୍ଦ ଓ ମହିଳା ବିଭାଗରେ ଦେଶର…

ସଙ୍କଟରେ ରାଇନାଙ୍କ ସିଏସ୍‌କେ କ୍ୟାରିୟର

ଦୁବାଇ, ୧ା୯: ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ହେବାକୁ ଯାଉଛି। ବିଭିନ୍ନ ଦଳର ଖେଳାଳିମାନେ ସେଠାରେ ପହଞ୍ଚତ୍ବା ପରେ କରୋନା କଟକଣା ଜନିତ କ୍ୱାରାଣ୍ଟାଇନ୍‌ ଅବଧି ଶେଷ କରି ଅଭ୍ୟାସ ଆରମ୍ଭ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?