ଅନିଶ୍ଚିତତାରେ ଗ୍ରାଣ୍ଡସ୍ଲାମ ଟେନିସ
ପ୍ୟାରିସ, ୧୯ା୩- ବିଶ୍ୱରେ କରୋନା ଭାଇରସ ମହାମାରୀ ରୂପ ନେଇଥିବାବେଳେ ଅନ୍ତର୍ଜାତୀୟ ସ୍ତରରେ କ୍ରୀଡ଼ା ପ୍ରଭାବିତ ହୋଇଛି। ଅନେକ ପ୍ରତିଯୋଗିତା ବାତିଲ ହୋଇଥିବାବେଳେ କେତେକ ସ୍ଥଗିତ ରହିଛି ଏବଂ ଆଉ କେତେକ ଟୁର୍ନାମେଣ୍ଟ ପାଇଁ ନୂଆ ତାରିଖ ଧାର୍ଯ୍ୟ କରାଯାଉଛି।...
ଅଲିମ୍ପିକ୍ସ ସ୍ବପ୍ନରେ ମିଡ୍ଫିଲ୍ଡର ରାଜ୍ କୁମାର
ବେଙ୍ଗାଲୁରୁ, ୧୯।୩- ଭାରତୀୟ ହକି ଦଳର ନୂଆ ଚେହେରା ହେଉଛନ୍ତି ରାଜ କୁମାର ପାଲ। ଉତ୍ତର ପ୍ରଦେଶର ଏହି ପ୍ରତିଭା ସମ୍ପନ୍ନ ଖେଳାଳି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ବେଲଜିୟମ ବିପକ୍ଷ ହକି ପ୍ରୋ ଲିଗ୍ ମ୍ୟାଚରେ ଅନ୍ତର୍ଜାତୀୟ ପଦାର୍ପଣ...
ଓଡ଼ିଶା ଏଫସି ଛାଡ଼ିଲେ ଗମ୍ବାଉ
ଭୁବନେଶ୍ୱର, ୧୯।୩(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପର ଲିଗ୍(ଆଇଏସଏଲ)ରେ ପ୍ରଥମ ପଦାର୍ପଣରେ ପ୍ରଦର୍ଶନର ଛାପ ଛାଡ଼ିଥିବା ଓଡ଼ିଶା ଏଫସି କୋଚ୍ ଜୋସେପ ଗମ୍ବାଉ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ପାରିବାରିକ ସମସ୍ୟା ଯୋଗୁ ସେ କୋଚ୍ ପଦ ଛାଡ଼ିଥିବା ଓଡ଼ିଶା ଏଫସି...
କରୋନା ଭାଇରସ୍: ଆଥଲେଟଙ୍କ ସ୍ବାସ୍ଥ୍ୟ, ନିରାପତ୍ତାକୁ ଗୁରୁତ୍ୱ ଦିଆଯିବ- ଆଇଓସି
ଲଉସେନ,୧୯।୩(ଏଏଫ୍ପି)- କରୋନା ଭାଇରସ୍ କାରଣରୁ ଅଲିମ୍ପିକ୍ସ ଆୟୋଜନ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା ବେଳେ ଏ ନେଇ ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି) ମୁହଁ ଖୋଲିଛି। ଅଲିମ୍ପିକ୍ସ ଆୟୋଜନ ନେଇ କୌଣସି ଆଦର୍ଶ ସମାଧାନ ନାହିଁ ବୋଲି ଆଇଓସି ସ୍ପଷ୍ଟ...
ଜୁଲାଇ- ସେପ୍ଟେମ୍ବରରେ ଆଇପିଏଲ୍ ଆୟୋଜନ ନେଇ ଯୋଜନା
ମୁମ୍ବାଇ,୧୯।୩- କରୋନା ଭାଇରସ ସଂକ୍ରମଣ କାରଣରୁ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୩ତମ ସଂସ୍କରଣକୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ତେବେ ଏହି ହାଇପ୍ରୋଫାଇଲ କ୍ରିକେଟ ଲିଗ୍କୁ ଆସନ୍ତା ଜୁଲାଇ- ସେପ୍ଟେମ୍ବରରେ ଆୟୋଜନ କରିବାକୁ ଭାରତୀୟ କ୍ରିକେଟ...
ଦକ୍ଷିଣ ଆଫ୍ରିକା ଖେଳାଳିଙ୍କୁ ସେଲ୍ଫ ଆସୋଲେଶନରେ ରହିବାକୁ କୁହାଯାଇଥିଲା
ଜୋହାନ୍ସବର୍ଗ,୧୯।୩(ପି.ଟି.)- ଭାରତ ଗସ୍ତରୁ ସ୍ବଦେଶ ଫେରିବା ପରେ ଦକ୍ଷିଣ ଆଫ୍ରିକା ଖେଳାଳିଙ୍କୁ ସେଲ୍ଫ ଆସୋଲେଶନରେ ରହିବାକୁ କୁହାଯାଇଥିଲା। କରୋନା ଭାଇରସ ଆତଙ୍କ କାରଣରୁ ଗସ୍ତ ଅଧାରୁ ଦକ୍ଷିଣ ଆଫ୍ରିକା ଖେଳାଳିଙ୍କୁ ଘରକୁ ଫେରିବାକୁ ପଡିଥିଲା। ସେମାନଙ୍କୁ ୧୪ଦିନ ପର୍ଯ୍ୟନ୍ତ ଆସୋଲେଶନରେ...
ଖେଳାଳିଙ୍କ ନିରାପତ୍ତା ସହ ବୁଝାମଣା କରାଯାଇଥିଲା: ସାଇନା
ନୂଆଦିଲ୍ଲୀ,୧୮।୩(ପି.ଟି.): ଭାରତୀୟ ମହିଳା ବ୍ୟାଡମିଣ୍ଟନ ତାରକା ସାଇନା ନେହ୍ବାଲ ଗତ ସପ୍ତାହରେ ଖେଳାଯାଇଥିବା ଅଲ ଇଂଲଣ୍ଡ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍ର ଆୟୋଜନ ନେଇ ପ୍ରଶ୍ନ ଉଠାଇଛନ୍ତି। ଖେଳାଳିଙ୍କ ନିରାପତ୍ତାକୁ ହେୟ କରି ଅର୍ଥକୁ ଅଧିକ ଗୁରୁତ୍ୱ ଦିଆଯାଇଥିଲା ବୋଲି ସେ ଅଭିଯୋଗ...
କାଉଣ୍ଟି ଖେଳିବେ ହନୁମା
ନୂଆଦିଲ୍ଲୀ, ୧୮।୩ (ପି.ଟି.): ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମାରାତ୍ମକ କରୋନା ଭାଇରସ୍ ଲାଗି ପ୍ରାୟ ସମସ୍ତ ଖେଳ ବାତିଲ ହୋଇସାରିଛି। ଏହି ଅବସରରେ ଖେଳାଳିମାନେ ଘରେ ରହି ସମୟ ଅତିବାହିତ କରୁଛନ୍ତି। ଭାରତୀୟ କ୍ରିକେଟର୍ ହନୁମା ବିହାରୀ ଆଗାମୀ...
ପୂର୍ବତନ ଚାମ୍ପିୟନ ବକ୍ସରଙ୍କ ମୃତ୍ୟୁ
ଲସ ଏଞ୍ଜେଲ୍ସ,୧୮।୩- ଦୁଇ ଥର ବିଶ୍ୱ ଚାମ୍ପିୟନ ବକ୍ସର ରୋଜର ମେହ୍ବେଦରଙ୍କ ବୁଧବାର ପରଲୋକ ଘଟିଛି। ୫୮ ବର୍ଷୀୟ ବକ୍ସର ରିଙ୍ଗରୁ ଅବସର ନେବା ପରେ ଟ୍ରେନର ଭାବେ କାର୍ଯ୍ୟ କରିଥିଲେ। ସେ କିମ୍ବଦନ୍ତୀ ବକ୍ସର ଫ୍ଲଏଡ ମେହ୍ବେଦରଙ୍କ ଅଙ୍କଲ...
କରୋନା ଆକ୍ରାନ୍ତ ୪ ବ୍ରୁକ୍ଲିନ ନେଟ୍ସ ଖେଳାଳିଙ୍କ ମଧ୍ୟରେ କେଭିନ ଡୁରାଣ୍ଟ
ଲସ୍ ଏଞ୍ଜେଲ୍ସ,୧୮।୩- କେଭିନ ଡୁରାଣ୍ଟଙ୍କ ସମେତ ବ୍ରୁକ୍ଲିନ ନେଟ୍ସ ଦଳର ୪ ଖେଳାଳି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଫଳରେ କରୋନାରେ ପୀଡ଼ିତ ଏନ୍ବିଏ (ବାସ୍କେଟବଲ) ଖେଳାଳିଙ୍କ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ନେଟ୍ସ କ୍ଲବ ପକ୍ଷରୁ ଖେଳାଳିଙ୍କ ନାମ ପ୍ରକାଶ...
ଧୋନୀଙ୍କୁ ଆଇପିଏଲର ଆବଶ୍ୟକତା ନାହିଁ
ନୂଆଦିଲ୍ଲୀ,୧୮।୩- ଭାରତୀୟ କ୍ରିକେଟ ବିଶେଷଜ୍ଞଙ୍କ ମତରେ ଆଇପିଏଲ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ ନିର୍ଦ୍ଧାରଣ କରିପାରେ। ମାତ୍ର କରୋନା ଭାଇରସ ଯୋଗୁ ଆଇପିଏଲର ୧୩ତମ ସଂସ୍କରଣ ଅନିଶ୍ଚତତା ଘେରକୁ ଚାଲି ଯାଇଛି। ଯଦି ଚଳିତ ବର୍ଷ...
ଆଜି ଦିନରେ ଶେଷ ଦିନିକିଆ ଖେଳିଥିଲେ ସଚିନ
ନୂଆଦିଲ୍ଲୀ,୧୮।୩- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଆଜିକୁ ଠିକ୍ ୮ ବର୍ଷ ତଳେ ଅର୍ଥାତ ୨୦୧୨ ମାର୍ଚ୍ଚ ୧୮ ତାରିଖରେ କ୍ୟାରିୟର ଶେଷ ଥର ପାଇଁ ଟିମ୍ ଇଣ୍ଡିଆର ବ୍ଲୁ ଜର୍ସି ପିନ୍ଧିଥିଲେ। ୨୦୧୨ ଏସିଆ କପ୍ରେ ପାକିସ୍ତାନ ବିପକ୍ଷରେ...
Archives


