ଆଇପିଏଲ୍ର ସବୁଠୁ ମହଙ୍ଗା ଖେଳାଳି କିଏ ଜାଣନ୍ତି କି
କ୍ରିକେଟ ଦୁନିଆର ସବୁଠୁ ବଡ ଟି -୨୦ କ୍ରିକେଟ ଲିଗ ଇଣ୍ଡିଆନ ପ୍ରିମିୟର ଲିଗ୍ର ତାରିଖ ଯେତିକି ପାଖେଇ ଆସୁଛି, ଏହାର ଉତ୍ସାହ କ୍ରମାଗତ ଭାବେ ବଢୁଛି। ଆଇପିଏଲ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ଖେଳାଳିମାନେ ପ୍ରସ୍ତୁତ…
ଭାରତ ପାଇଁ ଖେଳିବା ପୂର୍ବରୁ ପାକିସ୍ତାନ ପାଇଁ ଫିଲ୍ଡିଂ କରିଥିଲେ ତେନ୍ଦୁଲକର: କ’ଣ ଆପଣ ଜାଣନ୍ତି..
ନୂଆଦିଲ୍ଲୀ,୩୦।୮: କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ଜୀବନ ସହ ଜଡ଼ିତ ଏପରି ଅନେକେ ପୃଷ୍ଠା ରହିଛି ଯାହା ଅନେକଙ୍କୁ ଜଣା ନ ଥିବ। ଦୀର୍ଘ ୨୪ ବର୍ଷ ଧରି ଭାରତୀୟ କ୍ରିକେଟ ସହ ଜଡ଼ିତ ହୋଇ ଇତିହାସ ରଚିଥିଲେ ସେ।…
ଧୋନୀଙ୍କୁ ଇମରାନଙ୍କ ସହ ତୁଳନା କଲେ ପାକିସ୍ତାନର ପୂର୍ବ ଅଧିନାୟକ: କହିଲେ ଏଭଳି କିଛି..
ନୂଆଦିଲ୍ଲୀ,୩୦।୮: ଅଗଷ୍ଟ ୧୫ରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି ଭାରତୀୟ କ୍ରିକେଟ ଟିମ୍ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ସେ ଏନେଇ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଜଣାଇବା ପରେ କ୍ରିକେଟ ପ୍ରତି ଯୋଗଦାନ ନିମନ୍ତେ କୋଟି କୋଟି ଲୋକ…
ଜାତୀୟ କ୍ରୀଡ଼ା ପୁରସ୍କାର ଅର୍ଥରାଶିରେ ଆଶାତୀତ ବୃଦ୍ଧି
ନୂଆଦିଲ୍ଲୀ,୩୦।୮(ପି.ଟି.): ଜାତୀୟ କ୍ରୀଡ଼ା ପୁରସ୍କାର ଅର୍ଥ ରାଶିରେ ଆଶାତୀତ ବୃଦ୍ଧି କରାଯାଇଛି। ଏ ନେଇ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ୍ ରିଜିଜୁ ଶନିବାର ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି। ତେବେ ୭ଟିରୁ ୪ଟି ବର୍ଗରେ ପୁରସ୍କାର ଅର୍ଥରାଶି ବୃଦ୍ଧି କରାଯାଇଛି। ଦେଶର ସର୍ବୋଚ୍ଚ…
ପ୍ରଥମଥର ଭର୍ଚୁଆଲ ଉତ୍ସବରେ ପୁରସ୍କାର ଗ୍ରହଣ କଲେ କ୍ରୀଡ଼ାବିତ୍: ରୋହିତ, ଈଶାନ୍ତ, ଭିନେଶ, ସାତ୍ତ୍ୱିକ ଅନୁପସ୍ଥିତ
ନୂଆଦିଲ୍ଲୀ ୩୦। ୮ (ପି.ଟି.): କୋଭିଡ୍-୧୯ ମହାମାରୀ କାରଣରୁ ପ୍ରଥମଥର ଭର୍ଚୁଆଲ ଉତ୍ସବରେ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଛି। ଶନିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିଭିନ୍ନ ସହରରେ ଥିବା ଆଥଲେଟ୍ମାନଙ୍କୁ ପୁରସ୍କୃତ କରିଛନ୍ତି। ୭୪ଜଣ ବିଜେତାଙ୍କ ମଧ୍ୟରୁ ୬୦ଜଣ କ୍ରୀଡ଼ାବିତ୍…
‘ଚେସ୍ର ମର୍ଯ୍ୟାଦା ବଢ଼ାଇବାରେ ସହାୟକ ହେବ’
ଭୁବନେଶ୍ୱର, ୩୦।୮(କ୍ରୀଡ଼ା ପ୍ରତିନିଧି)- ଜାତୀୟ କ୍ରୀଡ଼ା ଦିବସ ଅବସରରେ ଶନିବାର ଚେସ୍ ଗୁରୁ ତଥା ଏସଆର ଚେସ୍ ସେଣ୍ଟର ନିର୍ଦ୍ଦେଶକ ସତ୍ୟରଞ୍ଜନ ପଟ୍ଟନାୟକ ଶ୍ରେଷ୍ଠ କୋଚ୍ ଭାବେ ବିଜୁପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପାଇଛନ୍ତି। ଏହି ସମ୍ମାନଜନକ ପୁରସ୍କାର ପାଇବାରେ ସେ ପ୍ରଥମ…
ପ୍ରଥମ ଟି୨୦: ବର୍ଷା ଯୋଗୁ ବିନା ଫଳାଫଳରେ ମ୍ୟାଚ୍ ଶେଷ
ମାଞ୍ଚେଷ୍ଟର,୩୦।୮(ଏପି): ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଶୁକ୍ରବାର ଇଂଲଣ୍ଡ ଓ ଭ୍ରମଣକାରୀ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍ ବର୍ଷା କାରଣରୁ ପୂରା ଖେଳାଯାଇପାରି ନାହିଁ। ଫଳରେ ବିନା ଫଳାଫଳରେ ମ୍ୟାଚ୍ ଶେଷ ହୋଇଛି। ଟସ୍ ଜିତି ପାକିସ୍ତାନ ଇଂଲଣ୍ଡକୁ…
ଭର୍ଚୁଆଲ କାର୍ଯ୍ୟକ୍ରମ ମାଧ୍ୟମରେ ଅର୍ଜୁନ ପୁରସ୍କାର ଗ୍ରହଣ କଲେ ଦୂତୀ
ଭୁବନେଶ୍ୱର, ୩୦।୮(କ୍ରୀଡ଼ା ପ୍ରତିନିଧି)- ଜାତୀୟ କ୍ରୀଡ଼ା ଦିବସ ଅବସରରେ ରାଜ୍ୟର ନବମ କ୍ରୀଡ଼ାବିତ୍ଭାବେ ଶନିବାର ସମ୍ମାନଜନକ ଅର୍ଜୁନ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି ସ୍ପ୍ରିଣ୍ଟ କୁଇନ୍ ଦୂତୀ ଚାନ୍ଦ। କରୋନା ଭାଇରସ ସଂକ୍ରମଣ କାରଣରୁ ଏଥର ରାଷ୍ଟ୍ରପତି ଭବନରେ ଜାତୀୟ କ୍ରୀଡ଼ା ପୁରସ୍କାର…
ଓଡ଼ିଶା ହକିର ଏକ ଗ୍ଲୋବାଲ ହବ୍: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୩୦ା୮ (ସ୍ପୋଟର୍ସ ବ୍ୟୁରୋ)-ଜାତୀୟ କ୍ରୀଡ଼ା ଦିବସ ଅବସରରେ ଶନିବାର ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ ଉତ୍ସବ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଉଲ୍ଲେଖନୀୟ ସଫଳତା ହାସଲ କରିଥିବା କ୍ରୀଡ଼ା…
ଆଇପିଏଲ୍ରେ କରୋନା: ସିଏସ୍କେର ୧୩ ପଜିଟିଭ୍, ରାଇନାଙ୍କ ଘରବାହୁଡ଼ା
ନୂଆଦିଲ୍ଲୀ/ଦୁବାଇ, ୩୦ା୮ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଫ୍ରାଞ୍ଚାଇଜ୍ରେ ବିଭ୍ରାଟ ଦେଖା ଦେଇଛି। ଦୁଇଜଣ କ୍ରିକେଟରଙ୍କ ସମେତ ଦଳର ୧୩ଜଣ କୋଭିଡ୍-୧୯ ସଂକ୍ରମିତ ହୋଇଥିବା ବେଳେ ଅଲରାଉଣ୍ଡର ସୁରେଶ ରାଇନା ବ୍ୟକ୍ତିଗତ କାରଣ…
ଅଧିନାୟକ କୋହଲି ପିଅନ୍ତି ଫ୍ରାନ୍ସରୁ ଆସୁଥିବା ଏହି ବୋତଲ ପାଣି: ଲିଟର ପିଛା ଦାମ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୯।୮: ଭାରତୀୟ ଅଧିନାୟକ ବିରାଟ କୋହଲି ନିଜର ଫିଟ୍ନେସକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏହାକୁ ନେଇ ସେ ଅନ୍ୟ କ୍ରିକେଟରଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। କୋହଲିଙ୍କ ଫିଟ୍ନେସ୍ ପଛରେ ଏକ ଗୁପ୍ତ କଥା ରହିଛି। ସେଇଟି ହେଲା ସେ ସର୍ବଦା…
ପଠାନକୋଟରେ ସୁରେଶ ରାଇନାଙ୍କ ପରିବାର ଉପରେ ଆକ୍ରମଣ: ପିଉସା ମୃତ, ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ପିଉସୀ
ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନାଙ୍କ ପିଉସୀଙ୍କ ପରିବାରକୁ ଅଜଣା ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଘଟଣାରେ ତାଙ୍କର ପିଉସାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ସଦସ୍ୟ ଗୁରୁତର ଅଛନ୍ତି। ଅଗଷ୍ଟ ୧୯ ତାରିଖରେ ପଠାନକୋଟର ଧରିୟାଲ ଗ୍ରାମରେ ଏହି ଅଘଟଣ…

