ଖେଳ

ଜାତୀୟ କ୍ରୀଡ଼ା ପୁରସ୍କାର ବିଜେତା କରୋନା ପଜିଟିଭ୍‌: ଭର୍ଚୁଆଲ ସେରିମନିରେ ଯୋଗ ଦେବେନି

ନୂଆଦିଲ୍ଲୀ,୨୮।୮(ପି.ଟି.): ବ୍ୟାଡମିଣ୍ଟନ ତାରକା ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀଙ୍କ ସମେତ ଜାତୀୟ କ୍ରୀଡ଼ା ପୁରସ୍କାର ପାଇବାକୁ ଥିବା ୩ଜଣ କ୍ରୀଡ଼ାବିତ୍‌ କୋଭିଡ୍‌-୧୯ ପଜିଟିଭ୍‌ ବୋଲି ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ତରଫରୁ କୁହାଯାଇଛି। ଶନିବାର ଅଗଷ୍ଟ ୨୯ରେ ଆୟୋଜନ ହେବାକୁଥିବା ଭର୍ଚୁଆଲ ସେରିମନିରେ…

କୋଭିଡ୍‌-୧୯: ଇଣ୍ଡିଆ ଓପନ୍‌, ସୟଦ ମୋଦି ଟୁର୍ନାମେଣ୍ଟ ବାତିଲ

ନୂଆଦିଲ୍ଲୀ,୨୮।୮ (ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଆଉ ଦୁଇଟି ବିଶ୍ୱସ୍ତରୀୟ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟକୁ ବାତିଲ କରାଯାଇଛି। ଇଣ୍ଡିଆ ଓପନ ସୁପର ୫୦୦ ଓ ସୟଦ ମୋଦି ଅନ୍ତର୍ଜାତୀୟ ସୁପର ୩୦୦ ଟୁର୍ନାମେଣ୍ଟକୁ ବାତିଲ କରିବାକୁ ବ୍ୟାଡମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଗୁରୁବାର…

ଗ୍ୟାରେଥ୍‌ ବ୍ୟାରିଙ୍କ ଅବସର

ଓ୍ବେଷ୍ଟ ବ୍ରୋମ୍‌ଓ୍ବିଚ୍‌, ୨୮ା୮ (ଏପି)- ପ୍ରିମିୟର ଲିଗ୍‌ରେ ସର୍ବାଧିକ ମ୍ୟାଚ ଖେଳି ରେକର୍ଡ କରିଥିବା ଗାରେଥ୍‌ ବ୍ୟାରି ୩୯ବର୍ଷ ବୟସରେ ଫୁଟ୍‌ବଲରୁ ଅବସର ନେଇଛନ୍ତି। ପ୍ରିମିୟର ଲିଗ୍‌ରେ ସେ ୬୫୩ ମ୍ୟାଚ୍‌ ଖେଳିଛନ୍ତି। ଗତ ୩ ବର୍ଷ ଧରି ସେ ଓ୍ବେଷ୍ଟ…

କରୋନା ଆକ୍ରାନ୍ତ ହୋଇ ବାଦ୍‌ ପଡ଼ିଲେ ଏହି ଷ୍ଟାର୍‌ ଫୁଟ୍‌ବଲ ଖେଳାଳି

ପ୍ୟାରିସ, ୨୭ା୮ (ଏପି)-ଫ୍ରାନ୍ସ ମିଡ୍‌ଫିଲ୍ଡର ପଲ୍‌ ପୋଗ୍‌ବା କୋଭିଡ୍‌-୧୯ ପଜିଟିଭ ହୋଇଛନ୍ତି। ଫଳରେ ତାଙ୍କୁ ଜାତୀୟ ଫୁଟ୍‌ବଲ ଦଳରୁ ବାଦ୍‌ ଦିଆଯାଇଥିବା କୋଚ୍‌ ଡିଡିଏର୍‌ ଡେସ୍‌ଚାମ୍ପ ପ୍ରକାଶ କରିଛନ୍ତି। ପୋଗ୍‌ବା ଦଳରେ ସ୍ଥାନ ପାଇବା ପକ୍କା ଥିଲା। ମାତ୍ର ସକାଳେ ପଜିଟିଭ୍‌…

ଆଇପିଏଲ୍‌ ପୂର୍ବରୁ ଦିଲ୍ଲୀକୁ ଝଟ୍‌କା; ଖେଳିବେନି ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ

ଦୁବାଇ, ୨୭।୮: ବିଶ୍ୱର ଶ୍ରେଷ୍ଠ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ସେପ୍ଟେମ୍ବର ୧୯ରୁ ନଭେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ୟୁଏଇରେ ଖେଳାଯିବ। ତେବେ ଏଥିପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଝଟ୍‌କା ଲାଗିଛି। ଦଳର ପ୍ରମୁଖ…

କାହିଁକି ଅଧିକ ୭ ଦିନ କ୍ୱାରାଣ୍ଟାଇନରେ ରହିବେ ରୋହିତ୍‌ ଶର୍ମା

ଦୁବାଇ, ୨୭।୮: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରୁ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଆଇପିଏଲ୍‌କୁ ୟୁଏଇରେ ଆୟୋଜନ କରିବାକୁ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ…

ବିଶ୍ୱର ପ୍ରଥମ ବୋଲର ଭାବେ ଟି୨୦ରେ ୫୦୦ ଉଇକେଟ୍‌ ନେଲେ ଏହି କ୍ରିକେଟର୍‌

ତ୍ରିନିଦାଦ୍‌, ୨୭।୮: ଓ୍ବେଷ୍ଟଇଣ୍ଡିଜ ଅଲ୍‌ରାଉଣ୍ଡର ତଥା ଟି୨୦ କ୍ରିକେଟ୍‌ରେ ଜଣେ ସ୍ପେଶାଲିଷ୍ଟ ଖେଳାଳି ଭାବେ ସ୍ବତନ୍ତ୍ର ପରିଚୟ ଲାଭ କରିଥିବା ଡ୍ବେନ ବ୍ରାଭୋ ଏକ ବିରଳ ରେକର୍ଡ ସ୍ଥାପନ କରିଛନ୍ତି। ବିଶ୍ୱରରେ ପ୍ରଥମ ବୋଲର ଭାବେ ବ୍ରାଭୋ ଟି୨୦ କ୍ରିକେଟ୍‌ରେ ୫୦୦…

ସିପିଏଲ୍‌ ଖେଳିବାରେ ୪୮ ବର୍ଷୀୟ ତାମ୍ବେ ପ୍ରଥମ ଭାରତୀୟ କ୍ରିକେଟର୍‌

ତ୍ରିନିଦାଦ, ୨୭।୮: କୁହାଯାଏ ଟି୨୦ କ୍ରିକେଟ୍‌ ଯୁବ ଖେଳାଳିଙ୍କ ଖେଳ ଅଟେ। କିନ୍ତୁ ଏହାକୁ ଭୁଲ ପ୍ରମାଣିତ କରିଛନ୍ତି ଭେଟେରାନ ଭାରତୀୟ ସ୍ପିନର ପ୍ରବୀଣ ତାମ୍ବେ। ମୁମ୍ବାଇର ୪୮ ବର୍ଷୀୟ ଲେଗ୍‌ ସ୍ପିନର ପ୍ରବୀଣ ତାମ୍ବେ ଇତିହାସ ରଚିଛନ୍ତି। ପ୍ରଥମ ଭାରତୀୟ…

ବିରାଟ କୋହଲି-ଅନୁଷ୍କାଙ୍କ ପିଲା ବିଷୟରେ ଏମିତି କହିଥିଲେ ଶର୍ମିଲା ଟାଗୋର

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଖୁବ୍‌ଶୀଘ୍ର ମା’ବାପା ହେବାକୁ ଯାଉଛନ୍ତି। ବିରାଟ ଅନୁଷ୍କାଙ୍କ ସହ ଏକ ଫଟୋ ଶେୟାର କରି ଏହା ଜଣାଇଛନ୍ତି। ସେ କହିଛନ୍ତି, ୨୦୨୧ରେ ଆମେ ୨ରୁ ୩…

ପିତା ହେବା ପରେ ଏହିସବୁ ଜିନିଷ ତ୍ୟାଗ କରିବେ ବିରାଟ କୋହଲି

କ୍ରିକେଟର୍‌ ବିରାଟ କୋହଲି ପିତା ହେବା ନେଇ ସୂଚନା ଦେବା ପରେ ତାଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ପିତା ହେବା ପରେ କୋହଲି କ’ଣ କରିବେ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହେଲାଣି। ୨୦୧୮ରେ କୋହଲି ଏକ ସାକ୍ଷାତକାରରେ କହିଥିଲେ…

ଦିନେ ପଥର ଫଟାଇ ପେଟ ପୋଷୁଥିଲେ ଡବ୍ଲ୍ୟୁଡବ୍ଲ୍ୟୁଇର ଏହି ଚାମ୍ପିଅନ, ଏବେ କୋଟି କୋଟି ଟଙ୍କାର ମାଲିକ

ଚର୍ଚ୍ଚିତ ଡବ୍ଲ୍ୟୁଡବ୍ଲ୍ୟୁଇର ଚାମ୍ପିଅନ ‘ ଦ ଗ୍ରେଟ୍‌ ଖଲି’ଙ୍କ ଆଜି ହେଉଛି ୪୭ତମ ଜନ୍ମଦିନ। ଖଲିକୁ କିଏ ବା ନ ଜାଣେ। ଛୋଟଠୁ ବଡ଼ଯାଏ ସମସ୍ତେ ଖଲିଙ୍କୁ ବେଶ୍‌ ଭଲ ଭାବେ ଜାଣିଛନ୍ତି। ବିଶେଷକରି ଯେଉଁମାନେ ଡବ୍ଲ୍ୟୁଡବ୍ଲ୍ୟୁ ଦେଖୁଥିବେ ସେମାନେ ଖଲିଙ୍କୁ…

ବିରାଟ କୋହଲିଙ୍କ ପରିବାରରେ ନୂଆ ସଦସ୍ୟଙ୍କ ହେବ ଏଣ୍ଟ୍ରି, ପୂର୍ବରୁ କିଏ କିଏ ଅଛନ୍ତି ଜାଣନ୍ତୁ

କ୍ରିକେଟର୍‌ ବିରାଟ କୋହଲି ୨୦୨୧ରେ ପିତା ହେବାକୁ ଯାଉଛନ୍ତି। ସ୍ତ୍ରୀ ଅନୁଷ୍କା ସହ ଫଟୋ ଶେୟାର କରି ସେ ଏହି ସୂଚନା ଦେଇଛନ୍ତି। ନୂଆ ଅତିଥି ଆସିବା ପୂର୍ବରୁ କୋହଲିଙ୍କ ଘରର କିଏ କିଏ ସଦସ୍ୟ ଅଛନ୍ତି ଜାଣିବା। କୋହଲି ପିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?