ଖେଳ

ଓମାନ ଓପନ୍‌ ଟିଟି: ଚନ୍ଦ୍ରା ଚାମ୍ପିୟନ

ମସ୍କଟ, ୧୫ା୩ (ପି.ଟି.)-ଭାରତର ଉଦୀୟମାନ ଟେବୁଲ ଟେନିସ (ଟିଟି) ଖେଳାଳି ଜିତ୍‌ ଚନ୍ଦ୍ରା ୨୧ବର୍ଷରୁ କମ୍‌ ଓମାନ ଓପନ ପୁରୁଷ ସିଙ୍ଗଲ୍ସ ଟାଇଟଲ ଜିତିଛନ୍ତି। ଫାଇନାଲରେ ସେ ବିଶ୍ୱର ୨ନମ୍ବର ମାନ୍ୟତାପ୍ରାପ୍ତ ଭାରତୀୟ ଟିଟି ଖେଳାଳି ମାନବ ଠକ୍କରଙ୍କୁ ୧୧-୬,...

କରୋନା ଭାଇରସ: ଇରାନୀ କପ୍‌ ସହ ସମସ୍ତ ଘରୋଇ ମ୍ୟାଚ୍‌ ସ୍ଥଗିତ

ମୁମ୍ବାଇ, ୧୫।୩(ପି.ଟି.)- କରୋନା ଭାଇରସ ସଂକ୍ରମଣ ତଥା ଆତଙ୍କ କାରଣରୁ ଭାରତୀୟ କ୍ରିକେଟେ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଇରାନୀ ଟ୍ରଫି ସମେତ ସବୁ ପ୍ରକାର ଘରୋଇ ମ୍ୟାଚକୁ ସ୍ଥଗିତ ରଖିଛି। ଇରାନୀ ଟ୍ରଫିରେ ରଣଜୀ ଚାମ୍ପିୟନ ସୌରାଷ୍ଟ୍ର ଓ ଅବଶିଷ୍ଟ...

ଡିଫେନ୍ସ ଉପରେ କୋଚ୍‌ ଗ୍ରାହମ ଜୋର ଦେଉଛନ୍ତି: ବୀରେନ୍ଦ୍ର

ବେଙ୍ଗାଲୁରୁ,୧୫।୩(ପି.ଟି.)- ଏକ ଭଲ ତଥା ଦୃଢ ଡିଫେନ୍ସ ମ୍ୟାଚ୍‌ ଜିତାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ ବୋଲି ଭାରତୀୟ ହକି କୋଚ୍‌ ଗ୍ରାହମ ରିଡ ବିଶ୍ୱାସ କରନ୍ତି ବୋଲି ଅଭିଜ୍ଞ ଓଡ଼ିଆ ଡିଫେଣ୍ଡର ବୀରେନ୍ଦ୍ର ଲାକ୍ରା କହିଛନ୍ତି। ଆକ୍ରମଣାତ୍ମକ ହକି...

ଆଇପିଏଲ୍‌ ମ୍ୟାଚ୍‌ ସଂଖ୍ୟା ହ୍ରାସ ହେବ

ମୁମ୍ବାଇ,୧୫।୩(ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ନେଇ ଶନିବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ ୮ଟି ଦଳ ତଥା ଫ୍ରାଞ୍ଚାଇଜ୍‌ ମାଲିକମାନଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। କରୋନା ଭାଇରସ ଆତଙ୍କ କାରଣରୁ ଆଇପିଏଲ୍‌କୁ ସ୍ଥଗିତ...

ଇଣ୍ଡିଆନ ସୁପର ଲିଗ୍‌: ଏଟିକେକୁ ତୃତୀୟ ଟାଇଟଲ

ମାରଗାଓ, ୧୨।୩(ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଏଥର ଏଟିକେ ଏଫ୍‌ସି ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଦେଶର ଏହି ସର୍ବବୃହତ ଫୁଟବଲ୍‌ ଲିଗ୍‌ର ଷଷ୍ଠ ସଂସ୍କରଣରେ ଏଟିକେ ପ୍ରତିପକ୍ଷ ଚେନ୍ନାଇନ ଏଫ୍‌ସିକୁ ପରାସ୍ତ କରି ବାଜି...

ଟୋକିଓ ଅଲିମ୍ପିକ୍ସ ଯଥା ସମୟରେ ହେବ: ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ,୧୪ା୩ (ଏଏଫ୍‌ପି): ସମଗ୍ର ବିଶ୍ୱରେ କରୋନା ଭାଇରସ ଏହାର କାୟା ବିସ୍ତାର କରିବାରେ ଲାଗିଥିବାରେ ଟୋକିଓ ଅଲିମ୍ପିକ୍ସ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ହେବ। ଶନିବାର ଏହା ଦୃଢତାର ସହିତ କହିଛନ୍ତି ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେ। କରୋନା ଭାଇରସ ଦ୍ୱାରା...

ଲୁକା କିଲିଆନ କରୋନା ଭାଇରସ୍‌ରେ ଆକ୍ରାନ୍ତ

ବର୍ଲିନ,୧୪ା୩ (ଏଏଫ୍‌ପି): ବୁଣ୍ଡେସଲିଗା ଟିମ୍‌ ପ୍ୟାଡରବର୍ନର ଲୁକା କିଲିଆନ ନାମକ ୨୦ ବର୍ଷୀୟ ଖେଳାଳି କରୋନା ଭାଇରସ୍‌ ଦ୍ୱାରା ଫୀଡ଼ିତ ହୋଇଛନ୍ତି। ଫଳରେ ତାଙ୍କ ଫୁଟ୍‌ବଲ ଦଳର ସମସ୍ତଙ୍କ ସମେତ ୪୫ଜଣଙ୍କୁ ଏବେ ପୃଥକ୍‌ ସ୍ଥାନରେ ପର୍ଯ୍ୟବେକ୍ଷଣରେ ରଖାଯାଇଛି। ୨୦ବର୍ଷୀୟ...

ରୋନାଲ୍ଡିନୋଙ୍କୁ ଜେଲରୁ ବାହାର କରିବା ପାଇଁ ମେସି ଖର୍ଚ୍ଚ କଲେ ୨୯ କୋଟି ଟଙ୍କା

ବାର୍ସିଲୋନା,୧୪।୩- କାସିନୋ ମାଲିକଙ୍କ ଆମନ୍ତ୍ରଣରେ ପୂର୍ବତନ ବ୍ରାଜିଲ ଓ ବାର୍ସିଲୋନା ଷ୍ଟାର ରୋନାଲ୍ଡିନୋ ଫେକ ପାସପୋର୍ଟ ସହ ପାରାଗୁଏ ଗସ୍ତ କରିଥିଲେ। ୨୦୦୨ ଫିଫା ବିଶ୍ୱକପ୍‌ ଚାମ୍ପିୟନ ଦଳର ସଦସ୍ୟଙ୍କୁ ସେଠାରେ ପୋଲିସ ଗିରଫ କରି ଜେଲକୁ ପଠାଇଛି। ତାଙ୍କୁ...

ଘରୋଇ ମ୍ୟାଚ୍‌କୁ ସ୍ଥଗିତ କଲା ବିସିସିଆଇ

ମୁମ୍ବାଇ,୧୪।୩(ପି.ଟି.)- ଚଳିତ ଘରୋଇ ସିଜିନର ବଳକା ମ୍ୟାଚ୍‌କୁ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଶନିବାର ସ୍ଥଗିତ ରଖିଛି। ଏଥିରେ ରଣଜୀ ଟ୍ରଫି ଚାମ୍ପିୟନ ସୌରାଷ୍ଟ୍ର ଓ ଅବଶିଷ୍ଟ ଭାରତୀୟ ଦଳ ମଧ୍ୟରେ ହେବାକୁ ଥିବା ଇରାନୀ କପ୍‌ ମଧ୍ୟ...

ଲୋକି ଫର୍ଗୁସନଙ୍କୁ ହୋଇ ନାହିଁ କରୋନା

ମେଲବୋର୍ନ,୧୪।୩- ନ୍ୟୁଜିଲାଣ୍ଡ ପେସର ଲୋକି ଫର୍ଗୁସନ କରୋନା ଭାଇରସରେ ଆକ୍ରାନ୍ତ ନୁହଁନ୍ତ। ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦିନିକଆ ମ୍ୟାଚ୍‌ ପରେ ସେ ତଣ୍ଟି ଦରଜ ହେଉଥିବା ମେଡିକାଲ ଟିମ୍‌କୁ ଜଣାଇଥିଲେ। ଏଥିଯୋଗୁ ତାଙ୍କୁ ୨୪ ଘଣ୍ଟା ପାଇଁ ଦଳୀୟ ହୋଟେଲରେ...

ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ହକି ପ୍ରୋ ଲିଗ୍‌ ସ୍ଥଗିତ

ଲୌସାନେ,୧୪।୩(ପି.ଟି.)- ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ଶନିବାର ଚଳିତ ପ୍ରୋ ଲିଗ୍‌କୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ସ୍ଥଗିତ କରିଛି। ବିଭିନ୍ନ ଦେଶରୁ ମିଳିଥିବା ସୂଚନା ଓ ଓ୍ବାଲର୍‌ଡ ହେଲ୍‌ଥ ଅର୍ଗାନାଇଜେଶନ (ଡବ୍ଲଏଚ୍‌ଓ), ବିଭିନ୍ନ ଦେଶର ସରକାର ଓ ସ୍ଥାନୀୟ ଆୟୋଜକ...

ଜେଲ୍‌ରେ ଫୁଟବଲ ଟୁର୍ନାମେଣ୍ଟ ଖେଳିବେ ରୋନାଲ୍ଡିନୋ

କ୍ଲୋରିଣ୍ଡା,୧୪।୩- ପୂର୍ବତନ ବାର୍ସିଲୋନା ଷ୍ଟାର ରୋନାଲ୍ଡିନୋ ଫେକ୍‌ ପାସ୍‌ପୋର୍ଟ ବ୍ୟବହାର କରି ଏବେ ପାରାଗୁଏର ଏକ ଜେଲ୍‌ରେ ଅଛନ୍ତି। ଏହି ଘଟଣା ସମ୍ପର୍କରେ ପ୍ରାୟତଃ ଫୁଟବଲ ପ୍ରଶଂସକଙ୍କୁ ଜଣା ଥିବ। ତାଙ୍କ ଜାଜ୍ୱଲ୍ୟମାନ କ୍ୟାରିୟରରେ ଆଉ ଏକ ଟ୍ରଫି ସାମିଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri