ଖେଳ

ଇଂଲଣ୍ଡ ଟୁର୍‌ରେ ଅଷ୍ଟ୍ରେଲିଆ କ୍ରିକେଟ ଦଳ

ସିଡ୍‌ନୀ, ୨୪ା୮ (ଏପି)-ଅଷ୍ଟ୍ରେଲିଆ କ୍ରିକେଟ ଦଳ ରବିବାର ଇଂଲଣ୍ଡ ଅଭିମୁଖେ ଯାତ୍ରା କରିଛି। ଦଳ ଏହି ଦେଶରେ ତିନୋଟି ଦିନିକିଆ ଏବଂ ସମାନ ସଂଖ୍ୟକ ଅନ୍ତର୍ଜାତୀୟ ଟି୨୦ ଖେଳିବ। ମ୍ୟାଚ ବେଳେ ଷ୍ଟାଡିୟମରେ ଦର୍ଶକ ଉପସ୍ଥିତ ରହିବେ ନାହିଁ। ଜୈବ ସୁରକ୍ଷା…

ଦୁବାଇରେ ଦିଲ୍ଲୀ କ୍ୟାପିଟାଲ୍ସ, ସନରାଇଜର୍ସ ହାଇଦ୍ରାବାଦ

ଦୁବାଇ, ୨୪ା୮ (ପି.ଟି.)-ଆଇପିଏଲ୍‌ ଖେଳିବା ପାଇଁ ଶେଷ ଦଳ ଭାବେ ଦିଲ୍ଲୀ କ୍ୟାପିଟାଲ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ଦୁବାଇରେ ପହଞ୍ଚତ୍ଛନ୍ତି। ଦୁଇ ଦଳର ସମସ୍ତ ସଦସ୍ୟ ମାସ୍କ ଓ ଫେସ୍‌ ଶିଲ୍ଡ ପରିଧାନ କରିଥିଲେ। କୋଭିଡ୍‌-୧୯ ମହାମାରୀ ଯୋଗୁ ବିଶ୍ୱର ସବୁଠାରୁ…

ସିପିଏଲ୍‌ରେ ସର୍ବନିମ୍ନ ବିଜୟ ଲକ୍ଷ୍ୟ

ଟାରୋବା (ଓ୍ବେଷ୍ଟଇଣ୍ଡିଜ), ୨୪ା୮ (ପି.ଟି.)-ଗୁୟାନା ଆମାଜନ ଓ୍ବାରିୟର୍ସ କ୍ୟାରିବିୟନ ପ୍ରିମିୟର ଲିଗ୍‌ (ସିପିଏଲ୍‌) ଇତିହାସରେ ସବୁଠାରୁ କମ୍‌ ରନ୍‌ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ ହେଁ ଜାମାଇକା ତଲାଓ୍ବାସ୍‌ ବିପକ୍ଷରେ ୧୪ରନରେ ବିଜୟ ହାସଲ କରିଛି। ବ୍ରେଣ୍ଡନ କିଙ୍ଗ୍‌ (୨୯ରନ) ଓ…

ଚେସ୍‌ ଅଲିମ୍ପିଆଡ କ୍ୱାର୍ଟରରେ ଭାରତ: ପ୍ରଜ୍ଞାନାନନ୍ଦ, ଦିବ୍ୟାଙ୍କ ଆକର୍ଷଣୀୟ ପ୍ରଦର୍ଶନ

ଚେନ୍ନାଇ, ୨୪।୮(ପି.ଟି.): ଆର. ପ୍ରଜ୍ଞାନାନନ୍ଦ ଏବଂ ଦିବ୍ୟା ଦେଶମୁଖଙ୍କ ଆକର୍ଷଣୀୟ ପ୍ରଦର୍ଶନ ବଳରେ ଭାରତ ୯ମ ତଥା ଅନ୍ତିମ ରାଉଣ୍ଡରେ ଶକ୍ତିଶାଳୀ ଚାଇନାକୁ ୪-୨ ବ୍ୟବଧାନରେ ପରାସ୍ତ କରି ଫିଡେ ଅନଲାଇନ୍‌ ଚେସ୍‌ ଅଲମ୍ପିଆଡର ପୁଲ୍‌ ‘ଏ’ ଡିଭିଜନର କ୍ୱାର୍ଟର ଫାଇନାଲରେ…

ଚେନ୍ନାଇନ ଏଫ୍‌ସିରେ ରହିବେ ଜର୍ମନପ୍ରୀତ୍‌

ଚେନ୍ନାଇ, ୨୪ା୮ (ପି.ଟି.)-ଭାରତୀୟ ମିଡ୍‌ଫିଲ୍ଡର ଜର୍ମନପ୍ରୀତ୍‌ ସିଂ ଦୁଇ ଥର ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ଚାମ୍ପିୟନ ଚେନ୍ନାଇନ୍‌ ଏଫ୍‌ସି ଦଳରେ ରହିବେ। ଏଥିପାଇଁ କ୍ଲବର ସହିତ ସେ ଚୁକ୍ତି ସ୍ବାକ୍ଷର କରିଛନ୍ତି। ଫଳରେ କ୍ଲବ ତରଫରୁ ସେ କ୍ରମାଗତ ଚତୁର୍ଥ ସିଜନ…

ପରିବାର ପୋଷିବା ପାଇଁ ଚୋରି କରିଥିଲେ ଏହି ବିସ୍ଫୋରକ କ୍ରିକେଟର୍‌

ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଧଷ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ କ୍ରିକେଟ ପଡିଆରେ ଅନେକ ରେକର୍ଡ ହାସଲ କରିଛନ୍ତି। ସେ ଓ୍ବେଷ୍ଟଇଣ୍ଡିଜର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଏକଦିବସୀୟ କ୍ରିକେଟରେ ୨୩ଟି ଶତକ ଲଗାଇଛନ୍ତି। ସେହିପରି ଏକଦିବସୀୟ ମ୍ୟାଚରେ ୩୨୬ଟି ଛକା ମାରିବାର ରେଡର୍କ ବି ତାଙ୍କ…

୯ ମାସ ପରେ ପ୍ରଥମ ମ୍ୟାଚ୍‌ ଜିତିଲେ ଏହି ମହାନ୍‌ ଖେଳାଳି

ନ୍ୟୁୟର୍କ,୨୩।୮ (ଏପି): ବ୍ରିଟେନ ଟେନିସ ତାରକା ଆଣ୍ଡି ମୁରେ ଦୀର୍ଘ ୯ ମାସ ପରେ ପ୍ରଥମ ମ୍ୟାଚ୍‌ ଖେଳିଛନ୍ତି ଓ ଏଥିରେ ବିଜୟୀ ହୋଇଛନ୍ତି। ୩ଟି ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିବା ମୁରେ ଏଠାରେ ଆରମ୍ଭ ହୋଇଥିବା ଓ୍ବେଷ୍ଟର୍ନ ଓ ସଦର୍ନ ଓପନ୍‌ର…

ଆଇପିଏଲ୍‌ ଖେଳିବା ଲକ୍ଷ୍ୟରେ ବିଶ୍ୱର ସୁବଠାରୁ ଓଜନିଆ କ୍ରିକେଟର୍‌

ନୂଆଦିଲ୍ଲୀ, ୨୩।୮: ଗତବର୍ଷ ଭାରତ ବିପକ୍ଷରେ ଟେଷ୍ଟ ପଦାର୍ପଣ କରି ଅନ୍ତର୍ଜାତୀୟ କ୍ରିକେଟ୍‌ ଖେଳିବାର ସ୍ବପ୍ନ ପୂରଣ କରିଥିବା ଓ୍ବେଷ୍ଟଇଣ୍ଡିଜ ଅଲ୍‌ରାଉଣ୍ଡର ରାକୀମ୍‌ କର୍ନଓ୍ବାଲ୍‌ ଏବେ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଆଇପିଏଲ୍‌ ଖେଳିବା ଲକ୍ଷ୍ୟରେ ରହିଛନ୍ତି। ୬ ଫୁଟ୍‌…

ଆଥିୟା ସେଟ୍ଟୀଙ୍କ ବୋଲ୍ଡ ଫଟୋରେ ଏମିତି କମେଣ୍ଟ ଦେଲେ ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟର କେଲ୍‌ ରାହୁଲ ଏବଂ ଅଭିନେତ୍ରୀ ଆଥିୟା ସେଟ୍ଟୀଙ୍କ ମଧ୍ୟ ପ୍ରେମ ସମ୍ପର୍କ ଥିବା ନେଇ ଚର୍ଚ୍ଚା ଚାଲିଛି। ଦୁହେଁ ଏନେଇ କୌଣସି ମନ୍ତବ୍ୟ ଦେଇ ନ ଥିଲେ ମଧ୍ୟ ସୋସିଆଲ ମିଡିଆରେ ଏମିତି କିଛି ଲେଖୁଛନ୍ତି ଯାହା ଦେଖି…

ଆଇସିସି ହଲ୍‌ ଅଫ୍‌ ଫେମ୍‌ରେ ସ୍ଥାନ ପାଇଲେ ଏହି ୩ କ୍ରିକେଟର୍‌

ନୂଆଦିଲ୍ଲୀ, ୨୩।୮: ଚଳିତ ବର୍ଷ ଲାଗି ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ହଲ୍‌ ଅଫ୍‌ ଫେମ୍‌ ତାଲିକା ଘୋଷିତ ହୋଇଯାଇଛି। ଦକ୍ଷିଣ ଆଫ୍ରିକାର ପୂର୍ବତନ ମହାନ୍‌ ଅଲ୍‌ରାଉଣ୍ଡର ଜ୍ୟାକ୍‌ କାଲିସ, ପାକିସ୍ତାନର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଜାହିର ଆବାସ ଓ ଅଷ୍ଟ୍ରେଲିଆ…

ୟୁଏଇ ଗସ୍ତ ପୂର୍ବରୁ ଧାଓ୍ବନଙ୍କ ସହ ଦିଲ୍ଲୀର ସବୁ ଖେଳାଳିଙ୍କ କରୋନା ଟେଷ୍ଟ

ନୂଆଦିଲ୍ଲୀ, ୨୩।୮: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ବିଶ୍ୱର ଏହି ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ବିଦେଶରେ ଆୟୋଜିତ ହେବ। ପ୍ରତିଯୋଗିତାରେ ମୋଟ୍‌ ଅଂଶଗ୍ରହଣକାରୀ…

ଧୋନୀଙ୍କ ପାଇଁ ଭାବପ୍ରବଣ ହେଲେ ଅନୁଷ୍କା,ଜାଣନ୍ତୁ କାହିଁକି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅଚାନକ ସନ୍ୟାସ ଘୋଷଣା ତାଙ୍କ କ୍ରିକେଟ ପ୍ରଶଂସକଙ୍କ ଚକିତ କରିଦେଇଛି। ରାଜନେତାଙ୍କଠାରୁ ଆରମ୍ଭ କରି ଅଭିନେତାଅଭିନେତ୍ରୀଙ୍କ ପର୍ଯ୍ୟନ୍ତ ତାଙ୍କ ଏଭଳି ନିଷ୍ପତ୍ତିରେ ଦୁଃଖିତ ହୋିଛନ୍ତି। ଏଥିରେ ସାମିଲ ଅଛନ୍ତି ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?