ଫାଇନାଲ ପାଇଁ ୭୫ ହଜାର ଟିକେଟ୍ ବିକ୍ରି
ମୁମ୍ବାଇ,୭।୩- ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍ସିଜି)ରେ ରବିବାର ଆୟୋଜକ ତଥା ୪ ଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ମହିଳା ଟି୨୦ ବିଶ୍ୱକପ୍ ଫାଇନାଲ ମ୍ୟାଚ୍ ଖେଳାଯିବ। ମ୍ୟାଚ୍ର ୪୮ ଘଣ୍ଟା ପୂର୍ବରୁ ୭୫ ହଜାର ଟିକେଟ ବିକ୍ରି...
ନେଟ୍ସରେ ଲଗାତର ୫ ଛକା ମାରିଲେ ଧୋନୀ
ଚେନ୍ନାଇ,୭ା୩- ଦୀର୍ଘ ଦିନ ହେଲେ କ୍ରିକେଟରୁ ଦୂରେଇ ରହିବା ସତ୍ତ୍ୱେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଫର୍ମ ପ୍ରଭାବିତ ହୋଇନାହିଁ। ସ୍ଥାନୀୟ ଚେପକ ଗ୍ରାଉଣ୍ଡରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଦଳର ଅଭ୍ୟାସବେଳେ ଧୋନୀ ନେଟ୍ସରେ ଲଗାତର ୫...
ମୋହନବାଗାନର ଆଇ-ଲିଗ୍ ରେକର୍ଡ
ନୂଆଦିଲ୍ଲୀ, ୭ା୩ (ପି.ଟି.)-ଚଳିତ ଆଇ-ଲିଗ୍ ସିଜନରେ ମୋହନବାଗାନ ନିଜ ରେକର୍ଡକୁ ଭଙ୍ଗ କରିଛି। କ୍ରମାଗତ ୧୩ଟି ମ୍ୟାଚରେ ଅପରାଜେୟ ରହି ଏହି ସଫଳତା ହାସଲ କରିଛି। ପୂର୍ବରୁ ଏହି ଦଳ ୨୦୦୮-୦୯ ସିଜନରେ କରିମ୍ ବେଞ୍ଚେରିଫାଙ୍କ ଅଧୀନରେ ଏବଂ ପରେ...
ଓଡ଼ିଶା ଏଫ୍ସି ସହିତ ଡାନିଏଲଙ୍କ ଚୁକ୍ତି ମିଆଦ ବୃଦ୍ଧି
ଭୁବନେଶ୍ୱର, ୭।୩(କ୍ରୀଡ଼ା ପ୍ରତିନିଧି)- ଭୁବନେଶ୍ୱର ଭିତ୍ତିକ ଇଣ୍ଡିଆନ ସୁପର ଲିଗ୍(ଆଇଏସଏଲ) କ୍ଲବ ଓଡ଼ିଶା ଏଫସି ସେଣ୍ଟର ଫରଓ୍ବାର୍ଡ ଡାନିଏଲ ଲାଲହିଲିମପୁଇଆଙ୍କ ଚୁକ୍ତି ମିଆଦ ୨୦୨୨ ପର୍ଯ୍ୟନ୍ତ ବୃଦ୍ଧି କରିଛି। ଶୁକ୍ରବାର ମିଜୋରାମ ଷ୍ଟ୍ରାଇକରଙ୍କ ସହ ଏ ସମ୍ପର୍କିତ ଚୁକ୍ତିପତ୍ର ସ୍ବାକ୍ଷର...
ତୃତୀୟ ଦିନିକିଆ: ବାଂଲାଦେଶର ବୃହତ୍ ବିଜୟ
ସିଲହେଟ,୭।୩- ବର୍ଷା ବାଧାପ୍ରାପ୍ତ ଜିମ୍ବାଓ୍ବେ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍ରେ ଘରୋଇ ବାଂଲାଦେଶ ଡକ୍ଓ୍ବର୍ଥ/ ଲୁଇସ୍ ନିୟମରେ ୧୨୩ ରନରେ ବିଜୟୀ ହୋଇଛି। ଟସ୍ ହାରି ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ୪୩ ଓଭରରେ ୩ ଉଇକେଟ ହରାଇ ୩୨୨...
ଆଇଏସ୍ଏଲ୍: ବିଦେଶୀ ଖେଳାଳିଙ୍କ ସଂଖ୍ୟା ନେଇ ଷ୍ଟିମାକଙ୍କ ଅସନ୍ତୋଷ
ମୁମ୍ବାଇ,୭।୩(ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ବିଦେଶୀ ଖେଳାଳିଙ୍କ ସଂଖ୍ୟ ନେଇ ଭାରତୀୟ ଜାତୀୟ ଦଳର ହେଡ୍ କୋଚ୍ ଆଇଗର ଷ୍ଟିମାକ ଅସନ୍ତୋଷ ଜାହିର କରିଛନ୍ତି। ଲିଗ୍ରେ ଅଧିକ ବିଦେଶୀ ଖେଳାଳିଙ୍କୁ ନେଇ ସେ ଆପତ୍ତି ଉଠାଇଛନ୍ତି। ଏହା...
କରୋନା ଦ୍ୱାରା ଭାରତୀୟ କ୍ରୀଡ଼ା ପ୍ରଭାବିତ
ନୂଆଦିଲ୍ଲୀ,୭।୩(ପି.ଟି.)- ବିଶ୍ୱବ୍ୟାପୀ କରୋନାଭାଇରସ୍ର ଆତଙ୍କ ଦେଖା ଦେଇଛି। ଏହା ମଧ୍ୟ ଭାରତୀୟ କ୍ରୀଡ଼ାକୁ ପ୍ରଭାବିତ କରିଛି। ପ୍ରଥମ ମେଜର ଇଭେଣ୍ଟ ଭାବେ ଶୁଟିଂ ବିଶ୍ୱକପକୁ ଘୁଞ୍ଚାଇବା ପାଇଁ ନିଷ୍ପତ୍ତି ନିଆଯାଇଛି। ଫଳରେ ଦେଶରେ ତାରକା ଆଥଲେଟ୍ଙ୍କ ଅଲିମ୍ପିକ୍ ପ୍ରସ୍ତୁତିରେ ବାଧା...
ଅଲିମ୍ପିକ ମଶାଲ ଆଗମନ ଉତ୍ସବ ଛୋଟ ଆକାରରେ ହେବ
ଟୋକିଓ ୬ା୩ (ଏପି)- କରୋନା ଭାଇରସ୍ର ବ୍ୟାପକତା ଦୃଷ୍ଟିରୁ ଅଲିମ୍ପିକ ମଶାଲ ଆଗମନ ଉତ୍ସବକୁ ଛୋଟ ଆକାରରେ କରାଯିବ ବୋଲି ଟୋକିଓ ଅଲିମ୍ପିକ୍ସ ମୁଖ୍ୟ ୟୋଶିରୋ ମୋରି ଶୁକ୍ରବାର ସୂଚନା ଦେଇଛନ୍ତି। କାର୍ଯ୍ୟସୂଚୀ ଅନୁସାରେ ଅଲିମ୍ପିକ ମଶାଲ ମାର୍ଚ୍ଚ ୨୦ରେ...
ରୋଡ୍ ସେଫ୍ଟି ଓ୍ବାଲର୍ଡ ସିରିଜ: ସଚିନ ବନାମ ଲାରା
ମୁମ୍ବାଇ, ୬।୩- ସଡ଼କ ସୁରକ୍ଷା ସଚେତନତା ବାର୍ତ୍ତା ନେଇ ‘ରୋଡ୍ ସେଫ୍ଟି ଓ୍ବାଲର୍ଠ ସିରିଜ’ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଭାରତ, ଅଷ୍ଟ୍ରେଲିଆ, ଶ୍ରୀଲଙ୍କା, ଦକ୍ଷିଣ ଆଫ୍ରିକା ଓ ଓ୍ବେଷ୍ଟଣ୍ଡିଜର କିମ୍ବଦନ୍ତୀ କ୍ରିକେଟରମାନେ ଏହି ସିରିଜରେ...
ରଣଜୀ ଫାଇନାଲରେ ଖେଳିବେ ନାହିଁ ଜାଡେଜା
କୋଲକାତା,୬।୩- ଆସନ୍ତା ୯ ତାରିଖରେ ସୌରାଷ୍ଟ୍ର ଓ ବେଙ୍ଗଲ ମଧ୍ୟରେ ଚଳିତ ରଣଜୀ ସିଜନର ଫାଇନାଲ ମ୍ୟାଚ୍ ଖେଳାଯିବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏସ୍ସିଏ) ତା’ର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ଫାଇନାଲରେ ଖେଳାଇବା ପାଇଁ...
ମହିଳା ଟି୨୦ ବିଶ୍ୱକପ୍: ପତ୍ନୀଙ୍କ ଲାଗି ଆଗୁଆ ସ୍ବଦେଶ ଫେରିିଲେ ଷ୍ଟାର୍କ
ମେଲବୋର୍ନ,୬।୩- ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ତଥା ପୋଚେପ୍ଷ୍ଟ୍ରୁମ ଦିନିକିଆରେ ଖେଳିବେ ନାହିଁ ଅଷ୍ଟ୍ରେଲିଆ ପେସର ମିଚେଲ ଷ୍ଟାର୍କ। ସେ ରବିବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ହେବାକୁ ଥିବା ମହିଳା ଟି୨୦ ବିଶ୍ୱକପ୍ ଫାଇନାଲ ମ୍ୟାଚ୍ ଦେଖିବା ଲାଗି...
ପୁଣି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ଶତକ
ମୁମ୍ବାଇ,୬।୩- ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସର୍ଜରି ପରେ ଫିଟ୍ ହୋଇ ପଡ଼ିଆକୁ ଫେରିବାପରଠାରୁ ବିସ୍ଫୋରକ ବ୍ୟାଟିଂ କରୁଛନ୍ତି। ଡି.ଓ୍ବାଇ. ପାଟିଲ ଟୁର୍ନାମେଣ୍ଟର ଗତମ୍ୟାଚ୍ରେ ଶତକ ହାସଲ କରିଥିବା ଅଲରାଉଣ୍ଡର ପୁଣି ଶୁକ୍ରବାର ବିସ୍ଫୋରକ ଶତକୀୟ ଇନିଂସ...
Archives


