ଖେଳ

ଭର୍ଚୁଆଲ ପ୍ଲାଟଫର୍ମରେ ଉଚ୍ଚସ୍ତରୀୟ ବୈଠକ : ତୃଣମୂଳ ସ୍ତରରୁ ପ୍ରତିଭା ଅନ୍ବେଷଣ ଓ ବିକାଶ ଉପରେ ଫୋକସ

ଭୁବନେଶ୍ୱର(କ୍ରୀଡ଼ା ପ୍ରତିନିଧି), କଟକ ଅଫିସ,୧୮ା୮- ରାଜ୍ୟରେ କ୍ରୀଡ଼ାର ବିକାଶ ସମ୍ପର୍କରେ ଆଲୋଚନା ପାଇଁ ସୋମବାର ଭର୍ଚୁଆଲ ପ୍ଲାଟଫର୍ମରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ କ୍ରୀଡ଼ା ସଚିବ ବିଶାଲ ଦେବ, ନିର୍ଦ୍ଦେଶକ…

ଧୋନୀଙ୍କ ଅବସର ସମୟକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ, ୧୭।୮- ଭାରତକୁ ସର୍ବାଧିକ ୩ଟି ଆଇସିସି ଟ୍ରଫି ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ଅଗଷ୍ଟ ୧୫ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଅବସର ଘୋଷଣା କରିବାର ସମୟ ଥିଲା ରାତି ୭ଟା ୨୯। ”ସମର୍ଥନ ଏବଂ…

କରୋନାରୁ ସୁସ୍ଥ ହେଲେ ୬ ଭାରତୀୟ ହକି ଖେଳାଳି

ନୂଆଦିଲ୍ଲୀ, ୧୭ା୮ (ପି.ଟି.)-ଅଧିନାୟକ ମନପ୍ରୀତ ସିଂଙ୍କ ସମେତ ଭାରତୀୟ ପୁରୁଷ ହକି ଦଳର ୬ ଜଣ ହକି ଖେଳାଳି କୋଭିଡ୍‌-୧୯ରୁ ଆରୋଗ୍ୟ ଲାଭ କରିଛନ୍ତି। ସୋମବାର ସନ୍ଧ୍ୟାରେ ସେମାନେ ହସ୍ପିଟାଲ ଛାଡ଼ ପାଇଛନ୍ତି। ମନପ୍ରୀତଙ୍କ ବ୍ୟତୀତ ଅନ୍ୟ ଖେଳାଳିମାନେ ହେଲେ ଡିଫେଣ୍ଡର…

‘ଦାରୁ ବଦ୍‌ନାମ’ ଗୀତରେ ନାଚିଲେ ଚହଲଙ୍କ ଭାବି ସ୍ତ୍ରୀ ଧନଶ୍ରୀ

ନୂଆଦିଲ୍ଲୀ, ୧୭।୮: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ଲେଗ୍‌-ସ୍ପିନର ଯୁଜବେନ୍ଦ୍ର ଚହଲ ଆଇପିଏଲ୍‌ର ତ୍ରୟୋଦଶ ସଂସ୍କରଣ ଲାଗି ବର୍ତ୍ତମାନ ସୋସିଆଲ ମିଡିଆରେ ଆଉ ବେଶି ସମୟ ଜଡ଼ିତ ହେଉନାହାନ୍ତି। ଅପରପକ୍ଷରେ ଚହଲଙ୍କ ଭାବି ସ୍ତ୍ରୀ ଧନଶ୍ରୀ ବର୍ମା କିନ୍ତୁ ଏକ ଗୀତ…

ଅବସର ନେବାର ଗୋଟିଏ ଦିନ ପରେ ବିସିସିଆଇ ସହ ଯୋଗାଯୋଗ କଲେ ରାଇନା

ନୂଆଦିଲ୍ଲୀ, ୧୭।୮: ମହେନ୍ଦ୍ର ସିଂ ଧୋନୀଙ୍କ ଅବସର ଘୋଷଣା କରିବାର କିଛି ସମୟ ଅନ୍ତରରେ ଭାରତୀୟ କ୍ରିକେଟ୍‌ ଦଳ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ସୁରେଶ ରାଇନା ମଧ୍ୟ ତାଙ୍କ ପଦାଙ୍କ ଅନୁସରଣ କରିଥିଲେ। ଶନିବାର ଉଭୟ ଧୋନୀ ଓ ରାଇନା ସୋସିଆଲ ମିଡିଆ…

ଧୋନୀଙ୍କ ଅବସର ପରେ କ’ଣ କଲେ ଏହି ପାକିସ୍ତାନୀ ପ୍ରଶଂସକ

ନୂଆଦିଲ୍ଲୀ, ୧୭।୮: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୭୪ତମ ସ୍ବାଧିନତା ଦିବସ ଅବସରରେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ଗ୍ରହଣ କରି ନିଜର ଅଗଣିତ ପ୍ରଶଂସକଙ୍କୁ ଚକିତ କରିଦେଇଛନ୍ତି। ଧୋନୀଙ୍କ ଏହି ନିଷ୍ପତ୍ତି ପରେ ପାକିସ୍ତାନରେ ଜନ୍ମିତ…

୫ ହଜାର ମିଟର ଦୌଡ଼ରେ ନୂଆ ବିଶ୍ୱ ରେକର୍ଡ କଲେ ଜୋଶୁଆ

ପ୍ୟାରିସ, ୧୭।୮: ବିଶ୍ୱ ଚାମ୍ପିୟନ ଧାବକ ଉଗାଣ୍ଡାର ଜୋଶୁଆ ଚେପ୍‌ଟେଗି ୫ ହଜାର ମିଟର ଦୌଡ଼ରେ ନୂଆ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ମୋନାକୋରେ ଅନୁଷ୍ଠିତ ଡାଇମଣ୍ଡ ଲିଗ୍‌ ଅବସରରେ ଜୋଶୁଆ ଏହି ନୂତନ ରେକର୍ଡ ପ୍ରତିଷ୍ଠା କରିବା ସହ ସ୍ବର୍ଣ୍ଣ…

ଭୋ ଭୋ ହୋଇ କାନ୍ଦିଥିଲେ ଧୋନୀ

ଭାରତକୁ ଦୁଇ ଦୁଇଥର ବିଶ୍ୱକପ୍‌ ବିଜୟୀ କରାଇଥିବା ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶେଷରେ ଅବସର ନେଇଛନ୍ତି। ଅଗଷ୍ଟ ୧୫ ଦିନ ସନ୍ଧ୍ୟା ୭.୨୦ରେ ସନ୍ନ୍ୟାସ ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ଏହାର କିଛି…

କେବଳ ଧୋନୀ ନୁହେଁ, ଏହି ପ୍ରସିଦ୍ଧ କ୍ରିକେଟରମାନେ ଖେଳି ନ ଥିଲେ ବିଦାୟକାଳୀନ ମ୍ୟାଚ୍‌

ପ୍ରାୟ ଏକ ବର୍ଷ ଧରି କ୍ରିକେଟ ଠାରୁ ଦୂରେଇ ରହିଥିବା ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ଏମଏସ ଧୋନୀ ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନିଷ୍ପତ୍ତି ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। ଧୋନୀଙ୍କ ଅବସର ଘୋଷଣା ପରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ…

ବିରାଟ କୋହଲିଙ୍କ ମା’ ରାଜି ହୋଇଥିଲେ ଏହି ସୁନ୍ଦରୀ ଅନୁଷ୍କାଙ୍କ ବଦଳରେ ହୋଇଥାନ୍ତେ ତାଙ୍କ ସ୍ତ୍ରୀ

ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଏବଂ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ସୁଖୀ ଦାମ୍ପତ୍ତ୍ୟ ଜୀବନ ବିତାଉଛନ୍ତି। ହେଲେ ଏକ ସମୟ ଥିଲା, ଯଦି ବିରାଟଙ୍କ ମା’ ରାଜି ହୋଇ ଯାଇଥାନ୍ତେ, ତେବେ ଅନୁଷ୍କାଙ୍କଠାରୁ ସୁନ୍ଦରୀ ଝିଅ ତାଙ୍କ…

ଏହି ଫିଲ୍ମରେ ଅଭିନୟ କରିଥିଲେ ମହେନ୍ଦ୍ର ସିଂ ଧୋନୀ

ଅନେକ ଲୋକଙ୍କ ପାଇଁ ପ୍ରେରଣାର ସ୍ରୋତ ସାଜିଥିବା ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶେଷରେ କ୍ରିକେଟରୁ ଅବସର ନେଇଛନ୍ତି। ତାଙ୍କ ଉପରେ ଏମ୍‌ଏସ୍‌ ଧୋନୀ ଦ ଅନଟୋଲ୍ଡ ଷ୍ଟୋରୀ ମଧ୍ୟ ନିର୍ମାଣ କରାଯାଇଛି। କିନ୍ତୁ ସେ…

ନିଜସ୍ବ ଓ୍ବେବ୍‌ସାଇଟ୍‌ ଲଞ୍ଚ୍‌ କଲେ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ, ୧୭ା୮ (ପି.ଟି.)- ଭାରତୀୟ ଟେନିସ୍‌ ଆଇକନ୍‌ ଲିଆଣ୍ଡର ପେସ୍‌ ଶନିବାର ଦେଶର ୭୪ତମ ସ୍ବାଧୀନତା ଦିବସ ଅବସରରେ ନିଜସ୍ବ ଓ୍ବେବ୍‌ ସାଇଟ୍‌ ଲଞ୍ଚ୍‌ କରିଛନ୍ତି। ଟେନିସ୍‌ରେ ଅଲିମ୍ପିକ ପଦକ ହାସଲ କରିବାରେ ପେସ୍‌ ହେଉଛନ୍ତି ଦେଶର ଏକମାତ୍ର ଖେଳାଳି। ୧୯୯୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?