ଖେଳ

ଧୋନୀଙ୍କ କ୍ରିକେଟ ଜୀବନ:ରନ୍‌ ଆଉଟ୍‌ରୁ ଆରମ୍ଭ-ରନ୍‌ ଆଉଟ୍‌ରେ ଶେଷ

ନୂଆଦିଲ୍ଲୀ, ୧୬।୮: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ୧୬ ବର୍ଷର କ୍ରିକେଟ କ୍ୟାରିଅର ବେଶ୍‌ ରୋମାଞ୍ଚକର ଥିଲା। କ୍ରିକେଟ ଖେଳରେ ପ୍ରଥମ ମ୍ୟାଚ୍‌ରେ ସେ ରନ୍‌ଆଉଟ୍‌ ହୋଇଥିଲେ। ସେହିପରି କ୍ୟାରିଅରର ଶେଷ ମ୍ୟାଚ୍‌ରେ ମଧ୍ୟ ଧୋନୀ…

ଧୋନୀ ୭.୨୯ ମିନିଟ୍‌ରେ ସନ୍ୟାସ ନେବା ପଛରେ କ’ଣ ରହିଛି ଏହି କାରଣ? ଜାଣନ୍ତୁ..

ନୂଆଦିଲ୍ଲୀ,୧୬।୮: ଭାରତୀୟ କ୍ରିକେଟ ଟିମ୍‌ର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସନ୍ୟାସ ଘୋଷଣା କରିଛନ୍ତି। ନିଜର ବଳିଷ୍ଠ ନିର୍ଣ୍ଣୟ ଏବଂ ଶାନ୍ତ ସ୍ବଭାବକୁ ନେଇ ପରିଚିତ ମାହି ଶନିବାର ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଶାନ୍ତିପୂର୍ଣ୍ଣ ଭାବେ…

୭ ନଂର ଯାଦୁଗର ଧୋନୀ: ଏହି ୭ ରେକର୍ଡ ତାଙ୍କୁ କରିଛି ସବୁଠାରୁ ଶ୍ରେଷ୍ଠ

ନୂଆଦିଲ୍ଲୀ,୧୬।୮: ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି ଭାରତୀୟ କ୍ରିକେଟ ଟିମ୍‌ର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ସେ ଏକାଧିକ ରେକର୍ଡ ନିଜ ନାମରେ କରିଛନ୍ତି। କୁହାଯାଏ ଧୋନୀଙ୍କ ଶୁଭ ନମ୍ବର ୭। ଏଣୁ ତାଙ୍କ ଜର୍ସିରେ ମଧ୍ୟ ଏହି…

କ୍ରିକେଟରୁ ସନ୍ୟାସ ନେବା ପରେ ଏବେ ଏହି କାମ କରିବେ ଧୋନୀ: ପିଲାଦିନରୁ ହିଁ କରିନେଇଥିଲେ ଯୋଜନା

ନୂଆଦିଲ୍ଲୀ,୧୬।୮: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡିଆ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରି ସେ ଅବସର ନେଇ ସୂଚନା ଦେଇଛନ୍ତି। ହେଲେ ଆଗାମୀ ଦିନରେ ହେବାକୁ…

ଧୋନୀଙ୍କ ଅବସର ଘୋଷଣା ନେଇ ସାକ୍ଷୀ ଟୁଇଟ୍‌ କରିି କହିଲେ ଏପରି…

ନୂଆଦିଲ୍ଲୀ, ୧୬।୮: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଗ୍ରହଣ କରିବା ନେଇ ଘୋଷଣା କରିବା ପରେ ଏବେ ସ୍ତ୍ରୀ ସାକ୍ଷୀଙ୍କ ଦ୍ୱାରା କରାଯାଇଥିବା ଏକ ଟୁଇଟ୍‌ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ…

ଧୋନୀଙ୍କ ପରେ ଅବସର ନେଲେ ସୁରେଶ ରାଇନା

ଚେନ୍ନାଇ, ୧୫।୮: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରିବାର କିଛି ସମୟ ପରେ ଏହି ତାଲିକାରେ ଯୋଡ଼ି ହୋଇଛନ୍ତି ସାଥୀ ଖେଳାଳି ସୁରେଶ ରାଇନା। ଉତ୍ତର ପ୍ରଦେଶ ଜନ୍ମିତ…

ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଲେ ଧୋନୀ

ଚେନ୍ନାଇ, ୧୫।୮: ଭାରତୀୟ କ୍ରିକେଟର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡିଆ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରି ଧୋନୀ ଅବସର ନେଇ ସୂଚନା ଦେଇଛନ୍ତି। ଏହି ଅବସରରେ…

ସଚିନ୍‌ଙ୍କୁ ସାଥୀ ଖେଳାଳି କାହିଁକି ଡାକନ୍ତି ‘ପାଜି’

ନୂଆଦିଲ୍ଲୀ: ଏହା ସମସ୍ତେ ଜାଣନ୍ତି ଯେ, ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ସାଥୀ ଖେଳାଳିମାନେ ‘ପାଜି’ ଭାବରେ ସମ୍ବୋଧନ କରିଥାନ୍ତି। ଏହା କେବଳ ଯେ ପୂର୍ବତନ ଖେଳାଳିମାନେ ତା ନୁହେଁ ବରଂ ବର୍ତ୍ତମାନର ପିଢ଼ି ମଧ୍ୟ…

ଆଇପିଏଲ୍‌ ପୂର୍ବରୁ ନୂଆ ଲୁକ୍‌ରେ ଦେଖାଗଲେ କୋହଲି

ନୂଆଦିଲ୍ଲୀ, ୧୫।୮: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଲକ୍‌ ଡାଉନ୍‌ କାରଣରୁ ଗତ କିଛିଦିନ ହେବ ଘରେ ସମୟ ଅତିବାହିତ କରୁଛନ୍ତି। କିନ୍ତୁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ କୋହଳ କରାଯିବା ପରେ କିଛି କ୍ରିକେଟର୍‌ ନିକଟରେ ସେମାନଙ୍କ…

ଭେଣ୍ଟିଲେଟରରେ ପୂର୍ବତନ ଭାରତୀୟ କ୍ରିକେଟର୍‌ ଚେତନ ଚୌହାନ

ଲକ୍ଷ୍ନୌ, ୧୫।୮: ପୂର୍ବତନ ଭାରତୀୟ କ୍ରିକେଟର୍‌ ତଥା ବର୍ତ୍ତମାନ ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ଚେତନ ଚୌହାନଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ି ଯାଇଛି। କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ୭୩ ବର୍ଷୀୟ ଚୌହାନ ଶୁକ୍ରବାର ରାତିରୁ ଭେଣ୍ଟିଲେଟରରେ ଭର୍ତ୍ତି…

ଆଇପିଏଲ୍‌ ଟାଇଟଲ୍‌ ପ୍ରୟୋଜକ ଦୌଡ଼ରେ ଟାଟା ସାମିଲ

ନୂଆଦିଲ୍ଲୀ, ୧୫।୮: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆସନ୍ତା ମାସରୁ ୟୁଏଇରେ ଆରମ୍ଭ ହେବ। ଏଥିଲାଗି ଆଇପିଏଲ୍‌ର ଟାଇଟଲ୍‌ ପ୍ରାୟୋଜକ ଦୌଡ଼ରେ ଟାଟା ଗ୍ରୁପ୍‌ ସାମିଲ ହୋଇଛି। ବିଶ୍ୱର ଏହି ବ୍ୟୟବହୁଳ ଟି୨୦ ଲିଗ୍‌ର ଟାଇଟଲ୍‌ ପ୍ରାୟୋଜକ ହେବା…

ଜାଡେଜାଙ୍କ ପରେ ସିଏସ୍‌କେ କ୍ୟାମ୍ପ୍‌ରେ ଯୋଗ ଦେବେନି ଏହି କ୍ରିକେଟର୍‌

ଚେନ୍ନାଇ, ୧୫।୮: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆସନ୍ତା ମାସରୁ ୟୁଏଇରେ ଆରମ୍ଭ ହେବ। ଏଥିଲାଗି ଅଗଷ୍ଟ ୨୦ରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ୍‌ (ସିଏସ୍‌କେ) ଦଳ ୟୁଏଇ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି। ତେବେ ଏଥିପୂର୍ବରୁ ସୁପର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?