୨୦୦ ମି. ଦୌଡ଼ରେ ଦୂତୀଙ୍କୁ ସ୍ବର୍ଣ୍ଣ
ଭୁବନେଶ୍ୱର,୧ା୩- ଦେଶର ଦ୍ରୁତତମ ଧାବିକା ଦୂତୀ ଚାନ୍ଦ ୧୦୦ ମିଟର ଦୌଡ଼ ଭଳି ୨୦୦ ମି. ରେସରେ ମଧ୍ୟ ଶୀର୍ଷ ସଫଳତା ପାଇଛନ୍ତି। ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ୨୪ ବର୍ଷୀୟା ଦୂତୀ ଦ୍ୱିତୀୟ ସ୍ବର୍ଣ୍ଣ ପଦକ ହାତେଇଛନ୍ତି।...
ନାଡାଲଙ୍କୁ ମେକ୍ସିକୋ ଓପନ ଟାଇଟଲ
ଲସ ଏଞ୍ଜେଲ୍ସ,୧ା୩- ବିଶ୍ୱର ଦ୍ୱିତୀୟ ର଼୍ୟାଙ୍କଧାରୀ ରାଫାଲ ନାଡାଲ ଚଳିତ ଏଟିପି ମେକ୍ସିକୋ ଓପନ ଟାଇଟଲ ହାସଲ କରିଛନ୍ତି। ଫାଇନାଲରେ ଅଣ ସିଡ୍ ଟେଲର ଫ୍ରିଜଙ୍କୁ ସିଧାସଳଖ ୬-୩, ୬-୨ ସେଟ୍ରେ ହରାଇ ଦେଇଛନ୍ତି ନାଡାଲ। ଏହା ସ୍ପାନିଶ ଖେଳାଳିଙ୍କ...
ଡିଆରଏସ୍ ନେବାରେ କୋହଲି ଦକ୍ଷ ନୁହନ୍ତି
ଖ୍ରୀଷ୍ଟଚର୍ଚ୍ଚ,୧।୩- ଭାରତୀୟ ଅଧିନାୟକ ବିରାଟ କୋହଲି ଏବେ ଖରାପ ଫର୍ମ ଦେଇ ଗତି କରୁଛନ୍ତି। ସେ ଗତ ୨୦ ଇନିଂସରେ ତିନି ସଂଖ୍ୟା ବିଶିଷ୍ଟ ସ୍କୋର ଛୁଇଁ ପାରି ନାହାନ୍ତି, ଯାହାକି ଟିମ ଇଣ୍ଡିଆ ପାଇଁ ଚିନ୍ତାର କାରଣ। ନ୍ୟୁଜିଲାଣ୍ଡ...
ଆଇପିଏଲ ପ୍ରଥମ ପର୍ଯ୍ୟାୟରେ ଖେଳି ନ ପାରନ୍ତି ଈଶାନ୍ତ
ଖ୍ରୀଷ୍ଟଚର୍ଚ୍ଚ,୧ା୩- ଈଶାନ୍ତ ଶର୍ମା ଏବେ ଗୋଇଠି ଜନିତ ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ଶେଷ ହେବା ପରେ ତାଙ୍କ ଗୋଇଠିରେ ଯନ୍ତ୍ରଣା ହୋଇଥିଲା। ତାଙ୍କର ସ୍କାନ କରାଯାଇଛି। ରିପୋର୍ଟ ଆସିବା ପରେ ତାଙ୍କୁ...
କ୍ରିକେଟରଙ୍କ ବିବାହ ଉତ୍ସବରେ ମୋବାଇଲ ଚୋରି
ବାଂଲାଦେଶ ଅଲରାଉଣ୍ଡର ସୌମ୍ୟ ସରକାର ଜୀବନରେ ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଦେବନାଥ ପୂଜାଙ୍କ ସହ ବିବାହ କରିଛନ୍ତି। ଏହି ବିବାହ ଉତ୍ସବ ଖୁଲନାଠାରେ ପାରମ୍ପରିକ ରିତିନୀତିରେ ଆୟୋଜିତ ହୋଇଥିଲା। ଏହି ଅବସରରେ ସ୍ଥାନୀୟ ଭିଆଇପି ଓ କ୍ରିକେଟ...
୪୪ ମ୍ୟାଚ୍ ପରେ ଭାଙ୍ଗିଲା ଲିଭରପୁଲର ଅପରାଜେୟ ଧାରା
ଲଣ୍ଡନ,୦୧ା୩- ଚଳିତ ସିଜନରେ କ୍ରମାଗତ ପ୍ରିମିୟର ଲିଗ୍ରେ ୪୪ ମ୍ୟାଚ୍ ପରେ ଲିଭରପୁଲର ଅପରାଜେୟ ଧାରା ଭଙ୍ଗ ହୋଇଛି। ଶନିବାର ଅନୁଷ୍ଠିତ ମ୍ୟାଚ୍ରେ ଓ୍ବାଟଫର୍ଡ ୩-୦ ଗୋଲରେ ୟୁରୋପିଆନ ଚାମ୍ପିୟନ ଲିଭରପୁଲକୁ ହରାଇ ଦେଇଛି। ଇସମାଇଲ ସାର ବିଜୟୀ ଦଳ...
ସୁଯୋଗ ହାତଛଡ଼ା କଲା ଭାରତ
ଖ୍ରୀଷ୍ଟଚର୍ଚ୍ଚ,୧ା୩- ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଖ୍ରୀଷ୍ଟଚର୍ଚ୍ଚ ଟେଷ୍ଟରେ ଭାରତୀୟ ଦଳ ବଡ଼ ସୁଯୋଗ ହାତଛଡ଼ା କରିଛି। ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ମ୍ୟାଚ୍କୁ ଫେରିବାକୁ ସୁଯୋଗ ପାଇଥିଲା। କିନ୍ତୁ ଦ୍ୱିତୀୟ...
ଅଷ୍ଟ୍ରେଲିଆକୁ ହରାଇଲା ଦକ୍ଷିଣ ଆଫ୍ରିକା
ପାର୍ଲ (ଦକ୍ଷିଣ ଆଫ୍ରିକା), ୧ା୩ (ଏଏଫ୍ପି)-ସ୍ଥାନୀୟ ବୋଲାଣ୍ଡ ପାର୍କଠାରେ ଅନୁଷ୍ଠିତ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୭୪ରନରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଘରୋଇ ଦଳ ଦ୍ୱାରା ଧାର୍ଯ୍ୟ ୨୯୨ରନର ବିଜୟ ଲକ୍ଷ୍ୟକୁ ପିଛା କରି ଅଷ୍ଟ୍ରେଲିଆ...
ହରମିଲାନଙ୍କୁ ଡବଲ୍ ଗୋଲ୍ଡ
ଭୁବନେଶ୍ୱର,୧ା୩ (ସ୍ପୋର୍ଟ୍ସ ବ୍ୟୁରୋ)- ପଞ୍ଜାବୀ ବିଶ୍ୱବିଦ୍ୟାଳୟର ଲଙ୍ଗ ଡିଷ୍ଟାନ୍ସ ମହିଳା ରନର ହରମିଲାନ ବେନ୍ସ ଶନିବାର ଆଉ ଏକ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ୮୦୦ ମିଟର ଦୌଡ଼ରେ ୨:୦୬.୪୦ ସେକେଣ୍ଡ ସମୟ ନେଇ ପ୍ରଥମ ସ୍ଥାନ ଅଧିକାର...
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ବନିତାଙ୍କୁ ବ୍ରୋଞ୍ଜ
ଭୁବନେଶ୍ୱର, ୧ା୩ (ସ୍ପୋଟର୍ସ ବ୍ୟୁରୋ)- ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ୯ମ ଦିବସରେ ଶନିବାର ବନିତା ଘଡ଼େଇ ଓଡ଼ିଶା ପାଇଁ ବ୍ରୋଞ୍ଜ ପଦକ ସଫଳତା ଆଣିଛନ୍ତି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ବନିତା ମହିଳା ୮୭ କିଗ୍ରା...
୨୦ କିମି ରେସ୍ରେ ବାଜି ମାରିଲେ ଜୁନେଦ୍
ଭୁବନେଶ୍ୱର, ୧ା୩ (ସ୍ପୋର୍ଟ୍ସ ବ୍ୟୁରୋ)- ପୁରୁଷ ୨୦ କିମି ରେସ୍ରେ ମାଙ୍ଗାଲୋର ବିଶ୍ୱବିଦ୍ୟାଳୟର ଜୁନେଦ୍ ବାଜିମାତ୍ କରିନେଇଛନ୍ତି। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ରେସ୍ରେ ଜୁନେଦ୍ ୧ ଘଣ୍ଟା ୨୯ ମିନିଟ୍ ୫୧.୦୦ ସେକେଣ୍ଡ ସମୟ ନେଇ ପ୍ରଥମ ସ୍ଥାନ ହାସଲ...
ଇଣ୍ଡିଆନ୍ ଓପନ୍ ବ୍ୟାଡ୍ମିଣ୍ଟନ: ଚାଇନା ଖେଳାଳିଙ୍କ ସ୍ବାସ୍ଥ୍ୟ ରିପୋର୍ଟ ମାଗିଲେ ସରକାର
ନୂଆଦିଲ୍ଲୀ,୨୯ା୨(ପି.ଟି.): ଆସନ୍ତା ମାସରେ ଇଣ୍ଡିଆନ୍ ଓପନ୍ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତା ରାଜଧାନୀ ନୂଆଦିଲ୍ଲୀରେ ଖେଳାଯିବ। ଏଥିରେ ଭାଗ ନେବାକୁ ଥିବା ଚାଇନା ଖେଳାଳିଙ୍କ ସ୍ବାସ୍ଥ୍ୟାବସ୍ଥାର ସ୍ପଷ୍ଟ ଚିତ୍ର ଜଣାଇବା ଲାଗି ଆୟୋଜକ ବ୍ୟାଡ୍ମିଣ୍ଟନ ଆସୋସିଏଶନ ଅଫ୍ ଇଣ୍ଡିଆ (ବାଇ)କୁ କହିଛନ୍ତି। ଟୋକିଓ...
Archives


