ଖେଳ

କିଟ୍‌ ମହିଳା ରଗ୍‌ବୀ ଦଳକୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୨୯।୨(କ୍ରୀଡ଼ା ପ୍ରତିନିଧି)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ମହିଳା ରଗ୍‌ବୀରେ ଆୟୋଜକ କିଟ୍‌ ବାଜି ମାରିଛି। କିଟ୍‌ ମହିଳା ଦଳ ପ୍ରତିଯୋଗିତାର ପ୍ରଥମ ସଂସ୍କରଣରେ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ କିଟ୍‌ ୩୧-୭ ଗୋଲରେ ପାଟଳିପୁତ୍ର ବିଶ୍ୱବିଦ୍ୟାଳୟକୁ...

ଦୁବାଇରେ ଏସିଆ କପ୍‌: ଭାରତ,ପାକିସ୍ତାନ ଖେଳିବେ

କୋଲକାତା, ୨୯ା୨ (ପି.ଟି.)-ପରବର୍ତ୍ତୀ ଏସିଆ କପ୍‌ କ୍ରିକେଟ ଦୁବାଇରେ ହେବ। ଏହି ମହାଦେଶୀୟ ଟୁର୍ନାମେଣ୍ଟରେ ଉଭୟ ଭାରତ ଓ ପାକିସ୍ତାନ ଅଂଶଗ୍ରହଣ କରିବାରେ କୌଣସି ଅସୁବିଧା ନାହିଁ। ଦୁବାଇରେ ଏସିଆନ କ୍ରିକେଟ କାଉନ୍‌ସିଲ ବୈଠକ ମାର୍ଚ୍ଚ ୩ରେ ହେବ। ଏଥିରେ...

ଏସିଆ ଏକାଦଶ ଟି୨୦: କାର୍ଯ୍ୟଭାର ମୂଲ୍ୟାଙ୍କନ ପରେ ଖେଳାଳିଙ୍କ ନାମ ସ୍ପଷ୍ଟ ହେବ

ଖ୍ରୀଷ୍ଟଚର୍ଚ୍ଚ,୨୯।୨(ପି.ଟି.)- ମାର୍ଚ୍ଚ ୨୧ ଓ ୨୨ ତାରିଖରେ ଢାକାରେ ଖେଳାଯିବାକୁ ଥିବା ବିଶ୍ୱ ଏକାଦଶ ବିପକ୍ଷ ଦୁଇ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ ପାଇଁ ଏସିଆ ଏକାଦଶ ଦଳ ଘୋଷଣା ହେବ। ତେବେ ଏସିଆ ଏକାଦଶ ପାଇଁ ନାମ ଦେବା ପୂର୍ବରୁ...

ଡୋପ୍‌ ଅପରାଧ: ଅଲିମ୍ପିକ ସ୍ବର୍ଣ୍ଣ ବିଜୟୀ ୮ବର୍ଷ ବାସନ୍ଦ

ଲାଉସାନେ, ୨୮ା୨ (ଏଏଫ୍‌ପି)-ଚାଇନାର ୩ଥର ଅଲିମ୍ପିକ ସୁଇମିଂ ସ୍ବର୍ଣ୍ଣ ପଦକ ବିଜୟୀ ସନ୍‌ ୟାଙ୍ଗ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେ ଡୋପିଂ ସାମ୍ପଲ ଦେବାକୁ ମନା କରି ଦେଇଥିବାରୁ ତାଙ୍କୁ ୮ବର୍ଷ ବାସନ୍ଦ ଦଣ୍ଡ ଭୋଗିବାକୁ ପଡ଼ିବ। କୋର୍ଟ ଅଫ୍‌...

କରୋନା ଭାଇରସ ପ୍ରଭାବ: ଶୁଟିଂ ବିଶ୍ୱକପ୍‌ରେ ଭାଗ ନେବ ନାହିଁ ଭାରତ

ନୂଆଦିଲ୍ଲୀ, ୨୮ା୨ (ପି.ଟି.)-କରୋନା ଭାଇରସ ସଂକ୍ରମଣର ଆଶଙ୍କା ଦର୍ଶାଇ ଆସନ୍ତା ମାସରେ ସାଇପ୍ରସରେ ହେବାକୁଥିବା ଶୁଟିଂ ବିଶ୍ୱକପ୍‌ରୁ ଭାରତ ଓହରିଯାଇଛି। ଇଣ୍ଟରନ୍ୟାଶନାଲ ଶୁଟିଂ ସ୍ପୋଟର୍‌ସ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌) ଦ୍ୱାରା ସ୍ବୀକୃତି ପ୍ରାପ୍ତ ଏହି ଶଟ୍‌ଗନ୍‌ ବିଶ୍ୱକପ୍‌ ନିକୋସିଆରେ ମାର୍ଚ୍ଚ ୪ରୁ...

ହେଜେଲ୍‌ଙ୍କୁ କଫି ଡେଟ୍‌ରେ ନେବାକୁ ତିନି ବର୍ଷ ଅପେକ୍ଷା କରିଥିଲେ ଯୁବରାଜ

ବମ୍ବେ: ଭାରତୀୟ କ୍ରିକେଟର ଯୁବରାଜ ସିଂହଙ୍କ ପତ୍ନୀ ହେଜେଲ୍‌ କିଚଙ୍କ ଆଜି ‘ହାପି ଓ୍ବାଲା ବର୍ଥ ଡେ’ ଅର୍ଥାତ ଜନ୍ମଦିନ। ପେସାରେ ଜଣେ ମଡେଲ ତଥା ଅଭିନେତ୍ରୀ ଥିବା ହେଜଲ ଏବେ ଯୁବରାଜଙ୍କ ଜୀବନସାଥୀ। ବର୍ତ୍ତମାନ ସେ ବ୍ୟକ୍ତିଗତ ଜୀବନକୁ...

ପିଏସ୍‌ଏଲ ଅର୍ଥ ଫେରାଇବେ ଉମର ଆକମଲ

କରାଚୀ,୨୮।୨(ପି.ଟି.)- ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲଙ୍କୁ ସ୍ପଟ ଫିକ୍ସିଂ ପାଇଁ ପ୍ରସ୍ତାବ ମିଳିଥିଲା। କିନ୍ତୁ ରିପୋର୍ଟ କରିବାରେ ବିଫଳ ହେବାରୁ ବାସନ୍ଦ ହୋଇଛନ୍ତି। ଏଥିଯୋଗୁ ସେ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ)ରେ ଖେଳୁ ନାହନ୍ତି। ତାଙ୍କୁ ଲିଗ୍‌ ପାଇଁ ଦିଆଯାଇଥିବା...

ବାଇକ୍‌ ଦୁର୍ଘଟଣାରେ ଅଲିମ୍ପିକ୍‌ ଜାଭେଲିନ ଥ୍ରୋୟରଙ୍କ ମୃତ୍ୟୁ

ବୁଏନ୍ସ ଏରିଜ,୨୮।୨- ଟୋକିଓ ଅଲିମ୍ପିକ୍ସକୁ ମାତ୍ର ୫ ମାସ ବାକିଥିବାବେଳେ ଆର୍ଜେଣ୍ଟିନାର ୨୬ ବର୍ଷୀୟ ଜାଭେଲିନ ଥ୍ରୋୟର ବ୍ରାଏନ ଟୋଲେଡୋ ବାଇକ୍‌ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ରାଜଧାନୀ ବୁଏନ୍ସ ଏରିଜ ନିକଟସ୍ଥ ମାର୍କୋସ ପାଜଠାରେ ଦୁର୍ଘଟଣା ହୋଇଥିଲା। ଆମେ ଜଣେ...

ଶ ଫିଟ୍‌, ସ୍ପଷ୍ଟ କଲେ ଶାସ୍ତ୍ରୀ

ଖୀଷ୍ଟଚର୍ଚ୍ଚ,୨୮।୨(ପି.ଟି.)- ଯୁବ ଓପନର ପୃଥ୍ବୀ ଶ ପାଦ ଜନିତ ଆହତ ସମସ୍ୟାରୁ ମୁକୁଳି ସାରିଛନ୍ତି। ସେ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟରେ ଖେଳିବେ ବୋଲି ଭାରତୀୟ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ କହିଛନ୍ତି। ପାଦ ଫୁଲି...

ସିନ୍ଧୁ, ସାଇନା, ଶ୍ରୀକାନ୍ତଙ୍କୁ ସାହାଯ୍ୟ କରିବେ କୋଚ୍‌ ସାଣ୍ଟୋସୋ

ନୂଆଦିଲ୍ଲୀ,୨୮।୨- ଇଣ୍ଡୋନେସିଆର କିମ୍ବଦନ୍ତୀ କୋଚ ଅଗୁସ ଡ୍ବି ସାଣ୍ଟୋସୋ ବହୁ ବିଶ୍ୱ ଚାମ୍ପିୟନ ଓ ଅଲିମ୍ପିକ୍ସ ପଦକଧାରୀ ଶଟଲର ସୃଷ୍ଟି କରିଛନ୍ତି। ଆଗାମୀ କିଛି ସପ୍ତାହରେ ସେ ଭାରତ ଆସିବେ। ଭାରତୀୟ ସିଙ୍ଗଲ୍ସ ଷ୍ଟାର ପି. ଭି. ସିନ୍ଧୁ, ସାଇନା...

ଆଇପିଏଲ ପାଇଁ ଅଯୋଗ୍ୟ କେକେଆର ଖେଳାଳି ପ୍ରବୀଣ

କୋଲକାତା,୨୮।୨- ଗତବର୍ଷ ଡିସେମ୍ବରରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଖେଳାଳିଙ୍କ ନିଲାମ ପ୍ରକ୍ରିୟାରେ ୪୮ ବର୍ଷୀୟ ପବୀଣ ତାମ୍ବେଙ୍କୁ କିଣିଥିଲା। ତାଙ୍କୁ ଆଇପିଏଲର ୧୩ତମ ସଂସ୍କରଣ ପୂର୍ବରୁ ଅଯୋଗ୍ୟ ଘୋଷିତ ହୋଇଛନ୍ତି। ଏ ନେଇ ଆଇପିଏଲ ପରିଚାଳନା କମିଟି ମୁଖ୍ୟ...

ଭାରତୀୟ ଦଳକୁ ଶକ୍ତ ଧକ୍କା

ଖ୍ରୀଷ୍ଟଚର୍ଚ୍ଚ,୨୮।୨- ପ୍ରଥମ ଟେଷ୍ଟରେ ଶୋଚନୀୟ ପରାଜୟ ବରଣ କରିଥିବା ଭାରତୀୟ ଦଳ ଏବେ ସମସ୍ୟାରେ ଘେରି ହୋଇଯାଇଛି। ଆହତ ସମସ୍ୟା କାରଣରୁ ମୁଖ୍ୟ ବୋଲର ଈଶାନ୍ତ ଶର୍ମା ଦ୍ୱିତୀୟ ଟେଷ୍ଟରୁ ବାଦ୍‌ ପଡ଼ିଛନ୍ତି। ଗତ ଜାନୁୟାରୀରେ ବିଦର୍ଭ ବିପକ୍ଷ ରଣଜୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri