ଖେଳ

ଭେନେଜୁଏଲା ଫୁଟବଲ ଫେଡେରେଶନ ଅଧ୍ୟକ୍ଷଙ୍କ ପରଲୋକ

କାରାକାସ,୬।୮(ଏପି): ଦକ୍ଷିଣ ଆମେରିକୀୟ ଫୁଟବଲ ପାଓ୍ବାର ହାଉସ୍‌ ଭେନେଜଏଲାର ଫୁଟବଲ ଫେଡେରେଶନ ଅଧ୍ୟକ୍ଷ ଜେସସ୍‌ ବେରାର୍ଡିନେଲିଙ୍କ ବୁଧବାର ପରଲୋକ ହୋଇଛି। ସେ ହଠାତ୍‌ ଅଚେତ୍‌ ହୋଇପଡିଥିଲେ ଓ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହାର ଠିକ୍‌ ଦୁଇ ସପ୍ତାହପରେ ସେ ମୃତ୍ୟୁବରଣ…

ରୋହିତ ଶର୍ମାଙ୍କ ପ୍ରଥମ ଦରମା କେତେ ଥିଲା ଜାଣନ୍ତି କି, ଏମିତି କରିଥିଲେ ଖର୍ଚ୍ଚ

ଭାରତର ବିସ୍ଫୋରକ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଆଜି କୋଟି କୋଟି ଟଙ୍କାର ମାଲିକ। କିନ୍ତୁ ତାଙ୍କର ପ୍ରଥମ ଦରମା ପାଇ ସେ କ’ଣ କରିଛନ୍ତି ତାହା ଖୁବ କମ ଲୋକ ଜାଣିଥିବେ। ଟିମ ଇଣ୍ଡିଆର ଉପଅଧିନାୟକ ରୋହିତ ଶର୍ମା ସେ ତାଙ୍କର…

ରୋଜେରିଓ ରାମୋସ୍‌ ଓଡ଼ିଶା ଏଫ୍‌ସି ଗୋଲକିପିଂ କୋଚ୍‌

ଭୁବନେଶ୍ୱର,୬।୮(ସ୍ପୋଟର୍‌ସ ବ୍ୟୁରୋ): ବ୍ରାଜିଲର ରୋଜେରିଓ ରାମୋସ୍‌ଙ୍କୁ ଓଡ଼ିଶା ଏଫ୍‌ସି ତା’ର ନୂଆ ଗୋଲକିପିଂ କୋଚ୍‌ ହିସାବରେ ନିଯୁକ୍ତ କରିଛି। ହିରୋ ଇଣ୍ଡିଆ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ସପ୍ତମ ସଂସ୍କରର ପୂର୍ବରୁ ଓଡ଼ିଶା ଏଫ୍‌ସି ଏହି ନିଷ୍ପତ୍ତି ନେଇଛି। ରାମୋସ ପୂର୍ବରୁ ଭାରତୀୟ…

ଘରୋଇ କୋଚ୍‌ ପ୍ରସ୍ତାବକୁ ଭେଙ୍କଟେଶ୍‌ଙ୍କ ସମର୍ଥନ

ନୂଆଦିଲ୍ଲୀ, ୬।୮(ପି.ଟି.)- ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫଏଫ) ଆଗାମୀ କିଛି ବର୍ଷ ପାଇଁ ଜାତୀୟ ଫୁଟବଲ ଦଳଲାଗି ଜଣେ ଘରୋଇ କୋଚ୍‌ଙ୍କୁ ନିଯୁକ୍ତି ଦେବା ପ୍ରସଙ୍ଗରେ ଚିନ୍ତା କରୁଛି। ଏହାକୁ ସମର୍ଥନ କରିଛନ୍ତି ପୂର୍ବତନ ଅଧିନାୟକ ଭେଙ୍କଟେଶ୍‌ ଶନ୍ମୁଗମ୍‌। ସମ୍ପ୍ରତି ଶୀର୍ଷସ୍ତରର…

ଇଂଲଣ୍ଡ- ପାକିସ୍ତାନ ଟେଷ୍ଟ ସିରିଜ: ଫ୍ରଣ୍ଟଫୁଟ୍‌ ନୋ ବେଲ୍‌ ନେଇ ଟିଭି ଅମ୍ପାୟର ନିଷ୍ପତ୍ତି ନେବେ

ଦୁବାଇ,୬।୮(ପି.ଟି.): ପ୍ରଥମଥର ପାଇଁ ଟେଷ୍ଟ କ୍ରିକେଟରେ ଫ୍ରଣ୍ଟ ଫୁଟ୍‌ ନୋ ବଲ ସଂକ୍ରାନ୍ତରେ ଫିଲ୍ଡ ଅମ୍ପାୟର ନୁହେଁ ଟିଭି ଅମ୍ପାୟର ନିଷ୍ପତ୍ତି ନେବେ। ବୁଧବାରଠାରୁ ଆରମ୍ଭ ହୋଇଥିବା ଇଂଲଣ୍ଡ- ପାକିସ୍ତାନ ଟେଷ୍ଟ ସିରିଜରେ ଟିଭି ଅମ୍ପାୟରଙ୍କୁ ଏହି ବିଶେଷ ଅଧିକାର ଦିଆଯାଇଛି…

ନୂଆ ଟାଇଟଲ ସ୍ପୋନ୍ସର ସନ୍ଧାନ ପ୍ରସଙ୍ଗ: ବିସିସିଆଇ ଆଗରେ ଚ୍ୟାଲେଞ୍ଜ

ମୁମ୍ବାଇ,୬।୮: ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ୧୩ତମ ସଂସ୍କରଣରେ ଟାଇଟଲ ପ୍ରାୟୋଜକ ତଥା ଚାଇନା ମୋବାଇଲ୍‌ କମ୍ପାନୀ ଭିଭୋ ଓ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପରସ୍ପରଠାରୁ ଅଲଗା ଓ ଚୁକ୍ତିରୁ ଓହଯିବା ପାଇଁ ମିଳିତଭାବେ ନିଷ୍ପତ୍ତି…

ଷ୍ଟିର୍ଲିଂ-ବାଲବିର୍ନିଙ୍କ ଦ୍ୱିଶତକୀୟ ଭାଗୀଦାରି: ଇଂଲଣ୍ଡ ବିପକ୍ଷରେ ଆୟର୍ଲାଣ୍ଡର ଦ୍ୱିତୀୟ ବିଜୟ

ସାଉଥାମ୍ପଟନ, ୬।୮- ଆୟର୍ଲାଣ୍ଡ ଏହାର ଏକଦିବସୀୟ କ୍ରିକେଟ ଇତିହାସରେ ଦ୍ୱିତୀୟଥର ପାଇଁ ଇଂଲଣ୍ଡକୁ ପରାସ୍ତ କରିଛି। ସ୍ଥାନୀୟ ରୋଜ ବାଓଲ ଷ୍ଟାଡିୟମରେ ଅନୁଷ୍ଠିତ ଏକ ହାଇସ୍କୋରିଂ ମ୍ୟାଚରେ ଆୟର୍ଲାଣ୍ଡ ୭ ଉଇକେଟରେ ଇଂଲଣ୍ଡକୁ ପରାସ୍ତ କରିଛି। ଇଂଲଣ୍ଡ ପକ୍ଷରୁ ଧାର୍ଯ୍ୟ ୩୨୯…

୩ ଦିନିଆ କ୍ୱାରାଣ୍ଟାଇନ୍‌ ଚାହାନ୍ତି ଆଇପିଏଲ୍‌ ଦଳ

ନୂଆଦିଲ୍ଲୀ,୬।୮(ପି.ଟି.): ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ପହଞ୍ଚିବା ପରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଦଳଗୁଡିକ ୬ ବଦଳରେ ୩ ଦିନିଆ କ୍ୱାରାଣ୍ଟାଇନ୍‌ ଚାହାନ୍ତି ବୋଲି କହିଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଡ୍ରାଫ୍ଟ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁୟର (ଏସ୍‌ଓପି)ରେ…

ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌: କୋହଲି, ରୋହିତ ଟପ୍‌-୨ରେ ଅପରିବର୍ତ୍ତିତ

ଦୁବାଇ, ୫।୮(ପି.ଟି.)- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଓ ଉପ-ଅଧିନାୟକ ରୋହିତ ଶର୍ମା ବୁଧବାର ପ୍ରକାଶିତ ଆଇସିସି ଦିନିକିଆ କ୍ରିକେଟ ର଼୍ୟାଙ୍କିଙ୍ଗ୍‌ ବ୍ୟାଟ୍ସମ୍ୟାନ ତାଲିକାର ଶୀର୍ଷ ୨ ସ୍ଥାନରେ ଅପରିବର୍ତ୍ତିତ ରହିଛନ୍ତି। ବୋଲିଂ ବିଭାଗରେ ଯଶପ୍ରୀତ ବୁମ୍‌ରା ଦ୍ୱିତୀୟ…

ୟୁଏସ୍‌ ଓପନ କାହିଁକି ଖେଳିବେନି ନାଡାଲ

ମାଡ୍ରିଡ, ୫।୮(ଏପି)- ଡିଫେଣ୍ଡିଂ ଚାମ୍ପିୟନ ରାଫାଲ ନାଡାଲ ଆଗାମୀ ୟୁଏସ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି। କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ସେ ଏହି ନିଷ୍ପତ୍ତି ନେଇଥିବା ପ୍ରକାଶ କରିଛନ୍ତି। ବିଶ୍ୱବ୍ୟାପୀ ଏବେ ଜଟିଳ ପରିସ୍ଥିତି ରହିଛି।…

ମୁମ୍ବାଇ ଇଣ୍ଡିଆନ୍ସର ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ ଜଣେ ଡ୍ୟାନ୍ସ ଶିକ୍ଷୟତ୍ରୀ

ମୁମ୍ବାଇ: ଭାରତୀୟ ଘରୋଇ କ୍ରିକେଟ୍‌ ତଥା ମୁମ୍ବାଇ ଦଳର ଜଣେ ପ୍ରମୁଖ ବ୍ୟାଟ୍ସମ୍ୟାନ ହେଉଛନ୍ତି ସୂର୍ଯ୍ୟକୁମାର ଯାଦବ। ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇଫିଏଲ୍‌)ରେ ସେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଛନ୍ତି। ମୁମ୍ବାଇ ଜନ୍ମିତ ସୂର୍ଯ୍ୟକୁମାର ୭ ଜୁଲାଇ ୨୦୧୬ରେ ଦେବିଶା…

ସ୍ତ୍ରୀ, ପୁଅକୁ ନେଇ ଘରେ ପହଞ୍ଚିଲେ ପାଣ୍ଡ୍ୟା; ଭାଉଜ କଲେ ଏପରି ସ୍ବାଗତ

ନୂଆଦିଲ୍ଲୀ, ୫।୮: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିକଟରେ ପିତୃତ୍ୱ ଲାଭ କରିଥିଲେ। ତାଙ୍କ ସ୍ତ୍ରୀ ତଥା ସର୍ବିୟା ଅଭିନେତ୍ରୀ ନତାଶା ଷ୍ଟାନକୋଭିକ ଗତ ଜୁଲାଇ ୩୦ରେ ଏକ ପୁତ୍ର ସନ୍ତାନ ପ୍ରସବ କରିଥିଲେ। ହସ୍ପିଟାଲରେ ପାଖାପାଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?