ଖେଳ

କୁକୁର ଖେଳିଲା କ୍ରିକେଟ

ନୂଆଦିଲ୍ଲୀ,୨୨।୨- କଥାରେ ଅଛି କୁକୁରମାନେ ମଣିଷର ସବୁଠୁ ଭଲ ବନ୍ଧୁ। ସେମାନେ ମଣିଷଙ୍କ କଥା ବୁଝି ପାରନ୍ତି। ଭେଟେରାନ ଅଭିନେତ୍ରୀ ସିମି ଗାରଓ୍ବୋଲ ଟୁଇଟରରେ ଏକ ଭିଡିଓ ଶେୟାର କରିଛନ୍ତି। ୪୪ ସେକେଣ୍ଡ ଲମ୍ବା ଭିଡିଓରେ ଜଣେ ବାଳିକାଙ୍କ ସହ...

ସ୍ୟାଣ୍ଡ ପେପର ବିକିଲେ ପ୍ରଶଂସକ

ଜୋହାନ୍ସବର୍ଗ,୨୨।୨- ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ବେଳେ ଦକ୍ଷିଣ ଆଫ୍ରିକାର କିଛି ପ୍ରଶଂସକ ଉତ୍ତେଜକ ବ୍ୟାନର ଦେଖାଇ ଡେଭିଡ୍‌ ଓ୍ବାର୍ନର ଓ ଷ୍ଟିଭ ସ୍ମିଥ୍‌ଙ୍କୁ ସମାଲୋଚନା କରିଛନ୍ତି। ଉଲ୍ଲେଖଥାଉ କି, ଓ୍ବାର୍ନର ଓ ସ୍ମିଥ୍‌ ୨୦୧୮ରେ ଦକ୍ଷିଣ...

ଏସିଆ ଏକାଦଶ ପାଇଁ ବିସିସିଆଇ ପଠାଇଲା ୪ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୨୨।୨- ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏସିଆ ଏକାଦଶ ପାଇଁ ୪ ଖେଳାଳିଙ୍କ ନାମ ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି)କୁ ପଠାଇଛନ୍ତି। ଏଥିରେ ଅଧିନାୟକ ବିରାଟ କୋହଲି, ଓପନର ଶିଖର ଧାଓ୍ବନ, ପେସର ମହମ୍ମଦ ଶାମି ଓ ଚାଇନାମ୍ୟାନ କୁଲଦୀପ ଯାଦବ...

ଆଷ୍ଟୋନ ଆଗରଙ୍କ ହ୍ୟାଟ୍ରିକ; ଅଷ୍ଟ୍ରେଲିଆର ବୃହତ୍‌ ବିଜୟ

ଜୋହାନ୍ସବର୍ଗ,୨୨।୨- ସ୍ଥାନୀୟ ଓ୍ବାଣ୍ଡର୍ସ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ଆଷ୍ଟୋନ ଆଗର ହ୍ୟାଟ୍ରିକ ଉଇକେଟ ନେଇଛନ୍ତି। ଏଥିଯୋଗୁ ଅଷ୍ଟ୍ରେଲିଆ ୧୦୭ ରନ୍‌ର ବୃହତ୍‌ ବ୍ୟବଧାନରେ ଦକ୍ଷିଣ ଆଫ୍ରିକାକୁ ହରାଇ ଦେଇଛି। ବିଜୟୀ ଦଳ ପାଇଁ ୫ ଉଇକେଟ ସଫଳତା...

ଓ୍ବେଲିଂଟନ ଟେଷ୍ଟ: ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ଆଗୁଆ

ଓ୍ବେଲିଂଟନ,୨୨।୨- ସ୍ଥାନୀୟ ବସିନ ରିଜର୍ଭ ଗ୍ରାଉଣ୍ଡରେ ଚାଲିଥିବା ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ଅଗ୍ରଣୀ ହାସଲ କରିଛି। ଭାରତୀୟ ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର (୫/୧୨୨)ରୁ ବ୍ୟାଟିଂ ଆରମ୍ଭ କରି ବଳକା ୫ ଉଇକେଟରେ ୪୩...

ଟେଲରଙ୍କୁ ଉପହାର ସ୍ବରୂପ ୧୦୦ ଓ୍ବାଇନ ବୋତଲ

ଓ୍ବେଲିଂଟନ,୨୨।୨- ଏଠାରେ ଚାଲିଥିବା ଭାରତ ବିପକ୍ଷ ପ୍ରଥମ ଟେଷ୍ଟ ଭେଟେରାନ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ରସ ଟେଲରଙ୍କ ପାଇଁ କ୍ୟାରିୟରର ୧୦୦ତମ ଟେଷ୍ଟ। ବିଶ୍ୱର ପ୍ରଥମ ଖେଳାଳି ଭାବେ ସେ କ୍ରିକେଟର ସମସ୍ତ ଫର୍ମାଟରେ ୧୦୦ ମ୍ୟାଚ୍‌ ଖେଳିଛନ୍ତି। ଏହି ଅବସରରେ...

ଖେଲୋ ଇଣ୍ଡିଆ ୟୁନଭର୍ସିଟି ଗେମ: ଭିଡ଼ିଓ କନଫରେନ୍ସିଂରେ ଉଦ୍‌ଘାଟନ କରିବେ ମୋଦି : ସୋନା ମହାପାତ୍ର, ରାମ ସମ୍ପଥ, ଟେରେନ୍ସ ମୁଖ୍ୟ ଆକର୍ଷଣ

କଟକ ଅଫିସ,୨୨ା୨- ଶନିବାର ଉଦ୍‌ଘାଟିତ ହେବ ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ (କେଆଇୟୁଜି)। ଦ୍ୱୈତନଗରୀ କଟକ-ଭୁବନେଶ୍ୱରରେ ବିଭିନ୍ନ ମ୍ୟାଚ୍‌ ଖେଳାଯିବ। ପ୍ରତିଯୋଗିତାର ସଫଳ ଆୟୋଜନ ନେଇ ରାଜ୍ୟ ସରକାର, ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ମେଗା...

ପ୍ରତିଭା ଖୋଜିବେ ଅନୁରାଧା

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ପ୍ରଥମ ସଂସ୍କରଣର ଉଦ୍‌ଘାଟନୀ ସମାରୋହ ଶନିବାର କଟକରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଭୁବନେଶ୍ୱରରେ କେତେକ ପ୍ରତିଯୋଗିତା ଆରମ୍ଭ ହୋଇ ଯାଇଛି। ମାର୍ଚ୍ଚ ୧ ପର୍ଯ୍ୟନ୍ତ ଚାଲିବାକୁଥିବା ଏହି ପ୍ରତିଯୋଗିତା...

ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌: ଲଢ଼େଇ କରି ହାରିଲା ଭାରତ

ଭୁବନେଶ୍ୱର ୨୨।୨(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଭାରତ ୩-୪ ଗୋଲରେ ଅଷ୍ଟ୍ରେଲିଆଠାରୁ ହାରିଯାଇଛି। ପ୍ରଥମାର୍ଦ୍ଧରେ ଅଷ୍ଟ୍ରେଲିଆ ପ୍ରଭାବୀ ରହିଥିଲେ ହେଁ ଦ୍ୱିତୀୟାର୍ଦ୍ଧରେ ଭାରତ ସଫଳ ପ୍ରତ୍ୟାବର୍ତ୍ତନ କରିଥିଲା।...

ମୁଜିବୁର ରହମାନ ଶତବାର୍ଷିକୀ ଟି୨୦: କୋହଲି ଖେଳିବା ନେଇ ବିସିବିର ଅନୁରୋଧ

ନୂଆଦିଲ୍ଲୀ, ୨୨।୨(ପି.ଟି.)- ବାଂଲାଦେଶ ପ୍ରତିଷ୍ଠାତା ଶେଖ ମୁଜିବୁର ରହମାନଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ଏସିଆ ଏକାଦଶ ଓ ବିଶ୍ୱ ଏକାଦଶ ମଧ୍ୟରେ ଏକ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଆୟୋଜନ କରିବାକୁ ଯାଉଛି।...

ଫିଫା ବିଶ୍ୱକପ୍‌ କ୍ୱାଲିଫାୟର : କଳିଙ୍ଗରେ ଭାରତ- କାତାର ମୁକାବିଲା

କୋଲକାତା,୨୨।୨(ପି.ଟି.)- ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆଉ ଏକ ବଡ଼ ଫୁଟବଲ ମ୍ୟାଚ୍‌ ଆୟୋଜନ ହେବାକୁ ଯାଉଛି। ଫିଫା ବିଶ୍ୱକପ୍‌ ଗୁପ୍‌ ଇ କ୍ୱାଲିଫାୟର ମ୍ୟାଚ୍‌ରେ ଭାରତ ଓ କାତାର କଳିଙ୍ଗରେ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ ଆସନ୍ତା ମାସରେ ଆୟୋଜନ...

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆକୁ ହରାଇ ଭାରତର ଅଭିଯାନ ଆରମ୍ଭ

ସିଡନୀ,୨୨।୨(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ବିଶ୍ୱକପ୍‌ ଅଷ୍ଟ୍ରେଲିଆରେ ଆରମ୍ଭ ହୋଇଛି। ଟୁର୍ନାମେଣ୍ଟର ଉଦ୍‌ଘାଟନୀ ମ୍ୟାଚ୍‌ରେ ଶୁକ୍ରବାର ଭାରତ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ୧୭ ରନରେ ପରାସ୍ତ କରି ଅଭିଯାନ ଆରମ୍ଭ କରିଛି। ରିଷ୍ଟ ସ୍ପିନର ପୁନମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri