ଖେଳ

ପୁଣି ଭଗତଙ୍କୁ ଡବଲ ସ୍ବର୍ଣ୍ଣ

ଭୁବନେଶ୍ୱର,୨୪ା୨- ପାରା ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ପୁଣି ଥରେ ରାଜ୍ୟ ପାଇଁ ଆଣିଛନ୍ତି ସଫଳତା। ପେରୁ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ସେ ଜିତିଛନ୍ତି ଡବଲ ସ୍ବର୍ଣ୍ଣ ପଦକ। ପୁରୁଷ ସିଙ୍ଗଲ୍ସ ବର୍ଗର ଫାଇନାଲରେ ଅନ୍ୟ ଭାରତୀୟ ଶଟଲର...

ଜିତେନ୍ଦରଙ୍କୁ ରୌପ୍ୟ

ନୂଆଦିଲ୍ଲୀ, ୨୪ା୨ (ପି.ଟି.)- ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଭାରତର ଜିତେନ୍ଦର କୁମାର ରୌପ୍ୟ ପଦକ ଲାଭ କରିଛନ୍ତି। ୭୪କେଜି ଶ୍ରେଣୀ ଫାଇନାଲରେ ସେ ଗତଥରର ଚାମ୍ପିୟନ ତଥା କାଜାଖସ୍ତାନର ଡାନିୟାର କାଇସାନୋଭଙ୍କ ନିକଟରୁ ହାରିଯାଇଛନ୍ତି। ଏଠାରେ ଫାଇନାଲରେ ପ୍ରବେଶ ଦ୍ୱାରା...

ଇଣ୍ଡିଆନ ସୁପର ଲିଗ୍‌: ଡ୍ର’ରେ ଓଡ଼ିଶାର ଅଭିଯାନ ଶେଷ ମାନୁଏଲଙ୍କ ହ୍ୟାଟ୍ରିକ୍‌

ଭୁବନେଶ୍ୱର, ୨୪।୨(ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ରେ ଓଡ଼ିଶା ଏଫ୍‌ସି ତା’ର ଶେଷ ତଥା ୧୮ତମ ମ୍ୟାଚ୍‌ ଅମୀମାଂସିତ ରଖି ଅଭିଯାନ ଶେଷ କରିଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଓଡ଼ିଶା ଓ...

ମହିଳା ଟିମ୍‌ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟ: ଋତୁପର୍ଣ୍ଣା-କୃତ୍ତିକା ପରାସ୍ତ

ଭୁବନେଶ୍ୱର, ୨୪।୨(କ୍ରୀଡ଼ା ପ୍ରତିନିଧି)-ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ମହିଳା ବ୍ୟାଡ୍‌ମିଣ୍ଟନ ଟିମ୍‌ ଇଭେଣ୍ଟରେ କିଟ୍‌ର ଆରମ୍ଭ ଭଲ ହୋଇନାହିଁ। କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ଜଣାଶୁଣା ବ୍ୟାଡ୍‌ମିଣ୍ଟନ ତାରକା ଋତୁପର୍ଣ୍ଣା ପଣ୍ଡା ଓ କୃତ୍ତିକା ଭଟ୍ଟାଚାର୍ଯ୍ୟ...

ସନ୍ତରଣରେ ଜୈନ ବିଶ୍ୱବିଦ୍ୟାଳୟକୁ ୪ ସ୍ବର୍ଣ୍ଣ; ଜିଏନଡିୟୁ ଫେନ୍ସିଂରେ ଜିତିଲା ୩ ସ୍ବର୍ଣ୍ଣ

ଭୁବନେଶ୍ୱର,୨୪।୨(ସ୍ପୋଟର୍‌ସ ବ୍ୟୁରୋ)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପ୍ରାରମ୍ଭିକ ସଂସ୍କରଣରେ ରବିବାର ସନ୍ତରଣରେ ବେଙ୍ଗାଲୁରୁର ଜୈନ ବିଶ୍ୱବିଦ୍ୟାଳୟ ୪ଟି ସ୍ବର୍ଣ୍ଣ ପଦକ ହାସଲ କରି ପ୍ରଥମ ସ୍ଥାନରେ ରହିଛି। ସେହିପରି ଅମୃତସରର ଗୁରୁ ନାନକ ଦେବ ବିଶ୍ୱବିଦ୍ୟାଳୟ (ଜେଏନଡିୟୁ)ଫେନ୍ସିଂରେ ୩ଟି...

ରଣଜୀ ଟ୍ରଫି କ୍ବାର୍ଟର ଫାଇନାଲ: ଓଡ଼ିଶାର ସେମିଫାଇନାଲ ଆଶା ଧୂଳିସାତ

କଟକ ଅଫିସ,୨୪ା୨-  ଓଡ଼ିଶାର ରଣଜୀ ଟ୍ରଫି ସେମିଫାଇନାଲ ଖେଳିବା ଆଶା ଧୂଳିସାତ ହୋଇଛି। କ୍ବାର୍ଟର ଫାଇନାଲ ରାଉଣ୍ଡରୁ ଅଭିଯାନ ଶେଷପଥରେ ରହିଛି ଶୁଭ୍ରାଂଶୁ ସେନାପତିଙ୍କ ଦଳ। ଟାଙ୍ଗୀସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ବେଙ୍ଗଲ ବିପକ୍ଷ କ୍ବାର୍ଟର ଫାଇନାଲ ମ୍ୟାଚ୍‌ର ୪ର୍ଥ...

ନାଜମୁଲ, ମୋମିନୁଲଙ୍କ ଅର୍ଦ୍ଧଶତକ

ଢାକା,୨୩ା୨(ଏଏଫ୍‌ପି): ଢାକାଠାରେ ଖେଳାଯାଉଥିବା ଜିମ୍ବାଓ୍ବେ ବିପକ୍ଷ ଏକମାତ୍ର କ୍ରିକେଟ ଟେଷ୍ଟ ମ୍ୟାଚରେ ନାଜମୁଲ ହୋସେନ ଏବଂ ମୋମିନୁଲ ହକ୍‌ଙ୍କ ଅର୍ଦ୍ଧଶତକ ସହାୟତାରେ ବାଂଲାଦେଶ ନିଜ ସ୍ଥିତିକୁ ସୁଦୃଢ କରିନେଇଛି। ନାଜମୁଲ ୧୩୯ ବଲ୍‌ରୁ ୭୧ ରନ କରିଥିବାବେଳେ ମୋମିନୁଲ ୭୯...

ପ୍ରେଗ୍‌ ଚେସ୍‌ ଫେଷ୍ଟିଭାଲ: ଆକାଶ ଜିତିଲେ ଓପନ ଇଭେଣ୍ଟ

ପ୍ରେଗ୍‌,୨୩ା୨ (ପି.ଟି.)- ଭାରତର ଜି. ଆକାଶ ଏଠାରେ ଚାଲିଥିବା ପ୍ରେଗ୍‌ ଚେସ୍‌ ଫେଷ୍ଟିଭାଲର ଓପନ୍‌ ଇଭେଣ୍ଟ ଜିତିଛନ୍ତି। ୯ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ଆକାଶ ଅପରାଜିତ ରହିବା ସହ ୭.୫ ପଏଣ୍ଟ ଅର୍ଜନ କରିଥିଲେ। ସ୍ଲୋଭାକିଆର ଜର୍ଗସ ପେଚାକ୍‌...

ପ୍ରଶଂସକ ଚାହାନ୍ତି ପାକିସ୍ତାନରେ ଖେଳୁ ଭାରତ

ଲାହୋର,୨୩ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ୨୦୧୩ଠାରୁ କୌଣସି ଦ୍ୱିପାକ୍ଷିକ ସିରିଜ୍‌ ଖେଳାଯାଇ ନାହିଁ। ଅନ୍ତିମ ଥର ୨୦୦୮ରେ ଦୁଇ ଦେଶ ମଧ୍ୟରେ ଟେଷ୍ଟ ସିରିଜ୍‌ ଖେଳାଯାଇଥିଲା। ଦୁଇ ଏସିୟ ଦଳ ଆଇସିସି ଇଭେଣ୍ଟ କିମ୍ବା ଏସିଆ କପ୍‌ରେ ପରସ୍ପର...

ଗୋଆରେ ଖେଳାଯିବ ଆଇଏସ୍‌ଏଲ ଫାଇନାଲ

ମୁମ୍ବାଇ,୨୩ା୨(ପି.ଟି.)- ଗୋଆର ମାର୍ଗାଓଠାରେ ଚଳିତ ସିଜନରେ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ର ଫାଇନାଲ ଖେଳାଯିବ। ଏ ନେଇ ସ୍ପୋଟର୍‌ସ ଡେଭଲପମେଣ୍ଟ ଲିମିଟେଡ୍‌ସ ଫାଉଣ୍ଡିଂ ମୁଖ୍ୟ ନିତା ଅମ୍ବାନି ରବିବାର କହିଛନ୍ତି। ମାର୍ଚ୍ଚ ୧୪ ତାରିଖରେ ରାତି ୭.୩୦ରେ ଫଟୋର୍ଡାସ୍ଥିତ ଜଓ୍ବାହରଲାଲ...

ଓ୍ବେଷ୍ଟଇଣ୍ଡିଜକୁ ଜରିମାନା

କଲମ୍ବୋ,୨୩ା୨- ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଧିମା ବୋଲିଂ ହାର ପାଇଁ ଓ୍ବେଷ୍ଟଇଣ୍ଡିଜ ଦଳର ଖେଳାଳିଙ୍କୁ ଜରିମାନା କରାଯାଇଛି। କିରନ ପୋଲାର୍ଡଙ୍କ ନେତୃତ୍ୱାଧୀନ ଦଳ ଧାର୍ଯ୍ୟ ସମୟ ସୁଦ୍ଧା ୨ ଓଭର କମ୍‌ ବୋଲିଂ କରିଥିଲେ। ଏଥିନେଇ ଦଳର...

ରସେଲଙ୍କୁ ଡାକରା

କଲମ୍ବୋ,୨୩।୨- ଶ୍ରୀଲଙ୍କା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍‌ ପାଇଁ ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଆଣ୍ଡ୍ରେ ରସେଲଙ୍କୁ ଡାକରା ଦେଇଛି। ୨୦୧୯ ବିଶ୍ୱକପ୍‌ ପରଠାରୁ ସେ ଜାତୀୟ ଦଳ ଲାଗି ଖେଳି ନାହାନ୍ତି। ସେ ଏବେ ବାଂଲାଦେଶ ପ୍ରିମିୟର ଲିି୍‌ଗରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri