ଖେଳ

ଓଡ଼ିଶାର ରଣଜୀ ଯାତ୍ରା

ଓଡ଼ିଶାର ରଣଜୀ ଅଭିଯାନ ବେଶ୍‌ ଉତ୍ସାହଜନକ ରହିଛି। ଗ୍ରୁପ୍‌ ପର୍ଯ୍ୟାୟରେ ଦମ୍‌ଦାର ପ୍ରଦର୍ଶନ କରି ଓଡ଼ିଶା କ୍ୱାର୍ଟର ଫାଇନାଲରେ ବେଙ୍ଗଲକୁ ଭେଟିଛି। ବେଙ୍ଗଲକୁ ହରାଇପାରିଲେ ଦୀର୍ଘ ୧୬ ବର୍ଷ ପରେ ଓଡ଼ିଶା ସେମିରେ ପ୍ରବେଶ କରିବ। କୋଚ୍‌ ରଶ୍ମିରଞ୍ଜନ ପରିଡାଙ୍କ...

ଓ୍ବେଲିଂଟନରେ ବର୍ଷା: ଭାରତର ସ୍କୋର ୧୨୨/୫

ୱେଲିଂଟନ,୨୧।୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ଓ୍ବେଲିଟନର ବେସିନ ରିଜର୍ଭ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ବର୍ଷା ଯୋଗୁ ଖେଳକୁ କିଛି ସମୟ ପାଇଁ ରୋକାଯାଇଛି। ପ୍ରଥମେ ଟସ୍‌ ଜିତି...

ଏମିତି ରେକର୍ଡ କରିବାରେ ରସ୍‌ ଟେଲର ବିଶ୍ୱର ପ୍ରଥମ ଖେଳାଳି

ୱେଲିଂଟନ,୨୧।୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହି ମ୍ୟାଚରେ ନ୍ୟୁଜିଲାଣ୍ଡର ଅଭିଜ୍ଞ ବ୍ୟାଟ୍ସମ୍ୟାନ୍‌ ରସ୍‌ ଟେଲର୍‌ ଏକ ନିଆରା ରେକର୍ଡର ଅଧିକାରୀ ହୋଇଛନ୍ତି। କ୍ରିକେଟର ତିନିଟି ଫର୍ମାଟ ଏକଦିବସୀୟ, ଟେଷ୍‌...

ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟେଷ୍ଟ: ଟସ୍‌ ହାରି ଭାରତର ପ୍ରଥମ ବ୍ୟାଟିଂ

ୱେଲିଂଟନ,୨୧।୧: ଟି-୨୦ ଓ ଦିନିକିଆ ପରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ୱେଲିଂଟନର ବେସିନ ରିଜର୍ଭ ଗ୍ରାଉଣ୍ଡରେ ଖେଳାଯାଉଛି। ଏହି ମ୍ୟାଚରେ ଘରୋଇ ନ୍ୟୁଜିଲାଣ୍ଡ...

ଅଲିମ୍ପିକ ହକି ଚାମ୍ପିୟନ ଡାନ୍‌ସନ ବେନେଟ୍‌ଙ୍କ ଅବସର

ଲଣ୍ଡନ, ୨୧ା୨ (ଏଏଫ୍‌ପି)- ଗେଟ୍‌ ବ୍ରିଟେନ ମହିଳା ଫିଲ୍ଡ ହକି ଅଧିନାୟିକା ଆଲେକ୍ସ ଡାନସନ୍‌ ବେନେଟ୍‌ ଗୁରୁବାର ଖେଳୁ ତାଙ୍କ ଅବସର ଘୋଷଣା କରିଛନ୍ତି। ୨୦୧୬ ରିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ଜିତିଥିବା ବ୍ରିଟିଶ ଟିମ୍‌ର ଜଣେ ଅନ୍ୟତମ ସଦସ୍ୟା ଥିତ୍ଲେ...

ଓଡ଼ିଶା କ୍ରିକେଟରେ ଦ୍ୱିତୀୟ ପିତାପୁତ୍ର

ଭୁବନେଶ୍ୱର, ୨୧ା୨-କଟକ ଟାଙ୍ଗିସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ବେଙ୍ଗଲ ବିପକ୍ଷ ରଣଜୀ ଟ୍ରଫି କ୍ୱାର୍ଟର ଫାଇନାଲରେ ପ୍ରଥମ ଶ୍ରେଣୀ କ୍ରିକେଟ କ୍ୟାରିୟର ଆରମ୍ଭ କରିଛନ୍ତି ପ୍ରୀତ୍‌ କନଓ୍ବର ସିଂ ଚୌହାନ। କେବଳ କ୍ୟାରିୟର ଆରମ୍ଭ କରିନାହାନ୍ତି, ନିଜ ପ୍ରଥମ ଓଭରରେ...

ଅନିଲଙ୍କୁ ‘ମିଷ୍ଟର ଓଡ଼ିଶା’ ଟାଇଟଲ୍‌

ଭୁବନେଶ୍ୱର, ୨୧।୨ (ସ୍ପୋର୍ଟ୍ସ ବ୍ୟୁରୋ)- ଓଡ଼ିଶା ମାଇନିଂ କର୍ପୋରେଶନ ପକ୍ଷରୁ ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଆୟୋଜିତ ୧୭ତମ ରାଜ୍ୟ ସିନିୟର ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାର ‘ମିଷ୍ଟର ଓଡ଼ିଶା’ ସହ ପୁରୁଷ ଫିଜିକ୍‌ ଫିଟ୍‌ନେସ ଓ ମହିଳା ମଡେଲ ଫିଟ୍‌ନେସ ଉଦ୍‌ଯାପିତ...

ଇଏସ୍‌ପିଏନ୍‌ ସାହସିକ ପୁରସ୍କାର ଜିତିଲେ ଦୂତୀ

ନୂଆଦିଲ୍ଲୀ, ୨୧।୨ (ପି.ଟି.)- ଷ୍ଟାର୍‌ ସ୍ପ୍ରିଣ୍ଟର ତଥା ମହିଳା ୧୦୦ ମିଟର ରେସ୍‌ରେ ଜାତୀୟ ରେକର୍ଡର ଅଧିକାରିଣୀ ହୋଇଥିବା ଦୂତୀ ଚାନ୍ଦ ଆମେରିକୀୟ କ୍ରୀଡ଼ା ଚ୍ୟାନେଲ ଇଏସ୍‌ପିଏନ୍‌ ପକ୍ଷରୁ ‘ସାହସିକ ପୁରସ୍କାର’ ଜିତିଛନ୍ତି। ଇଏସ୍‌ପିଏନ୍‌ କ୍ରୀଡ଼ା ଚ୍ୟାନେଲ ପକ୍ଷରୁ ପ୍ରଥମ...

ରଣଜୀ ଟ୍ରଫି କ୍ୱାର୍ଟର ଫାଇନାଲ: ସୁଯୋଗ ହାତଛଡ଼ା କଲା ଓଡ଼ିଶା

ଭୁବନେଶ୍ୱର, ୨୧।୨(କ୍ରୀଡ଼ା ପ୍ରତିନିଧି)-କଟକ ଟାଙ୍ଗୀସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଗୁରୁବାର ଆରମ୍ଭ ହୋଇଛି ଓଡ଼ିଶା-ବେଙ୍ଗଲ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ। ପ୍ରଥମ ସେସନରେ ୧୬.୨ ଓଭର ମଧ୍ୟରେ ମାତ୍ର ୪୬ ରନ ବିନିମୟରେ ୫ ଉଇକେଟ ହାସଲ କରିଥିବା ଓଡ଼ିଶା ସୁଯୋଗ...

ଏହି ଅଭିନେତ୍ରୀଙ୍କ ସହ ଡେଟିଂରେ ଯିବାକୁ ଚାହୁଁଥିଲେ କ୍ରିକେଟର ସୁରେଶ ରାଇନା

ଭାରତୀୟ କ୍ରିକେଟର ସୁରେଶ ରାଇନା ଖରାପ ଫର୍ମ ଯୋଗୁ ଦଳରୁ ବାଦ୍‌ ପଡିଛନ୍ତି। ଏବେ ସେ ନିଜ ପରିବାର ସହ ସମୟ ବିତାଇବା ସହ ଆଗାମୀ ଆଇପିଏଲ ସିଜିନ୍‌ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି ରାଇନା। ଯଦିଓ ସେ ବ୍ୟାଙ୍କର୍‌...

ଦିବ୍ୟା, ପିଙ୍କି, ସରିତାଙ୍କୁ ସ୍ବର୍ଣ୍ଣପଦକ

ନୂଆଦିଲ୍ଲୀ, ୨୦ା୨ (ପି.ଟି.)-ଭାରତୀୟ ରେସ୍‌ଲର ଦିବ୍ୟା କାକ୍ରାନ, ପିଙ୍କି ଓ ସରିତା ମୋର୍‌ ଏଠାରେ ଚାଲିଥିବା ଏସିଆନ ମହିଳା ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ନିର୍ମଳା ଦେବୀ ଦେଶ ପାଇଁ ଏକ ରୌପ୍ୟ ଆଣିଦେଇଛନ୍ତି। ୫...

ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା: ପ୍ରତିଯୋଗୀଙ୍କ ଦ୍ୱାରା ଟ୍ରଫି ଉନ୍ମୋଚିତ

ଭୁବନେଶ୍ୱର, ୨୦।୨ (ସ୍ପୋଟର୍‌ସ ବ୍ୟୁରୋ)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା (କେଆଇୟୁଜି)ର ପ୍ରଥମ ସଂସ୍କରଣ ଶନିବାରଠାରୁ ଭୁବନେଶ୍ୱର ଓ କଟକର ବିଭିନ୍ନ ଗ୍ରାଉଣ୍ଡରେ ଆରମ୍ଭ ହେବ। ଏଥିପୂର୍ବରୁ ଶୁକ୍ରବାର କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉତ୍ସବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri