ଖେଳ

ଖେଲୋ ଇଣ୍ଡିଆ ଗେମ୍ସ ଅନୁପ୍ରାଣିତ କରିଛି: ରାହି

ଭୁବନେଶ୍ୱର, ୨୦।୨(କ୍ରୀଡ଼ା ପ୍ରତିନିଧି)- ଖେଲୋ ଇଣ୍ଡିଆ ଗେମ୍ସ ଦେଶରେ ଅନେକ ପିଲାଙ୍କୁ ଖେଳରେ ଅଂଶଗ୍ରହଣ କରିବା ପାଇଁ ଅନୁପ୍ରାଣିତ କରିଛି। ୟୁଥ ଗେମ୍ସର ତିନୋଟି ସଂସ୍କରଣ ମାଧ୍ୟମରେ ଭାରତ ସରକାର ଅନେକ ପ୍ରତିଭାଙ୍କୁ ଚିହ୍ନଟ କରିଛନ୍ତି। ଓଡ଼ିଶାରେ ହେବାକୁ ଯାଉଥିବା...

ବାର୍ସିଲୋନା ସ୍ପେନ ମାଷ୍ଟର୍ସ: ଦ୍ୱିତୀୟ ରାଉଣ୍ଡରେ ସାଇନା

ବାର୍ସିଲୋନା, ୨୦।୨ (ପି.ଟି.)- ଏଠାରେ ଆରମ୍ଭ ହୋଇଥିବା ଏକ ଲକ୍ଷ ୭୦ ହଜାର ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ବାର୍ସିଲୋନା ସ୍ପେନ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଷ୍ଟାର୍‌ ଭାରତୀୟ ଖେଳାଳି ସାଇନା ନେହ୍ବାଲ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ବୁଧବାର...

ଭାରତୀୟ ହାଇକମିଶନରଙ୍କୁ ଭେଟିଲେ ବିରାଟ ବାହିନୀ

ଓ୍ବେଲିଂଟନ, ୨୦।୨- ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍‌ ଦଳ ଶୁକ୍ରବାରଠାରୁ ଘରୋଇ ଦଳ ବିପକ୍ଷରେ ୨ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଏଥିପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ବୁଧବାର ଓ୍ବେଲିଂଟନରେ ଅବସ୍ଥାପିତ ଭାରତୀୟ ହାଇକମିଶନରଙ୍କୁ ସୌଜନ୍ୟମୂଳକ...

୧୭ ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ: ରୋମାନିଆକୁ ହରାଇଲା ଭାରତ

ନୂଆଦିଲ୍ଲୀ, ୨୦।୨ (ପି.ଟି.)- ୧୭ ବର୍ଷରୁ କମ୍‌ ଭାରତୀୟ ମହିଳା ଦଳ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟ୍‌ବଲ ମ୍ୟାଚ୍‌ରେ ରୋମାନିଆକୁ ପରାସ୍ତ କରିଛି। ତୁର୍କୀର ତର୍କଲର ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଏହି ମ୍ୟାଚ୍‌କୁ ଭାରତୀୟ ଦଳ ୧-୦ ଗୋଲରେ ବାଜିମାତ୍‌ କରିନେଇଥିଲା।...

ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌: ଆଶୁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ, ୧୯।୨ (ପି.ଟି.):ଏଠାରେ ଅନୁଷ୍ଠିତ ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ର ୨ୟ ଦିନରେ ବୁଧବାର ଭାରତୀୟ ରେସଲର୍‌ ଆଶୁଙ୍କୁ ବ୍ରୋଞ୍ଜ ପଦକ ସଫଳତା ମିଳିଛି। ୬୭ କିଗ୍ରା ଗ୍ରୀକୋ-ରୋମାନ ବର୍ଗରେ ସିରିୟାର ଅବଦୁଲକରିମ ମହମ୍ମଦଙ୍କୁ ପରାସ୍ତ କରି ଆଉ ବ୍ରୋଞ୍ଜ ପଦକ...

ବାର୍ସିଲୋନା ସ୍ପେନ ମାଷ୍ଟର୍ସ: ଦ୍ୱିତୀୟ ରାଉଣ୍ଡରେ ସାଇନା

ବାର୍ସିଲୋନା, ୧୯।୨ (ପି.ଟି.):ଏଠାରେ ଆରମ୍ଭ ହୋଇଥିବା ଏକ ଲକ୍ଷ ୭୦ ହଜାର ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ବାର୍ସିଲୋନା ସ୍ପେନ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଷ୍ଟାର୍‌ ଭାରତୀୟ ଖେଳାଳି ସାଇନା ନେହ୍ବାଲ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ବୁଧବାର ଖେଳାଯାଇଥିବା...

ଭାରତରେ ହେବ ୨୦୨୨ ଏଏଫ୍‌ସି ମହିଳା ଏସିଆନ୍‌ କପ

କୁଆଲାଲମ୍ପୁର,୧୯।୨(ପି.ଟି.)- ଭାରତରେ ୨୦୨୨ ଏଏଫ୍‌ସି ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ଦେଶରେ ମହିଳା ଫୁଟବଲର ପ୍ରସାର କରିବା ପାଇଁ ଏହି ଇଭେଣ୍ଟର ଆୟୋଜନ ଅଧିକାର ବୁଧବାର ଭାରତକୁ ଦିଆଯାଇଛି। ଏସିଆନ ଫୁଟବଲ କନଫେଡେରେଶନର ମହିଳା କମିଟି...

କାଉଣ୍ଟି କ୍ରିକେଟ ଖେଳିବେ ପୂଜାରା

ଲଣ୍ଡନ,୧୯।୨- ଭାରତୀୟ ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ବୁଧବାର ଗ୍ଲୁଷ୍ଟରଶାୟର ସହ ଚୁକ୍ତି କରିଛନ୍ତି। ସେ ଦଳ ପାଇଁ ଏପ୍ରିଲ ୧୨ ତାରିଖରୁ ଆରମ୍ଭ ହେବାକୁ ଥିବା ଇଲିଂଶ କାଉଣ୍ଟି ଚାମ୍ପିୟନଶିପର ପ୍ରଥମ ୬ ମ୍ୟାଚ୍‌ ଖେଳିବେ। ପୂଜାରା ଭାରତୀୟ...

ପାକିସ୍ତାନରେ ଆରମ୍ଭ ହେବ ପିଏସ୍‌ଏଲ-୫

କରାଚୀ,୧୯।୨(ଏଏଫ୍‌ପି)- ଦେଶର କ୍ରିକେଟ ପ୍ରେମୀମାନେ ପ୍ରଥମ ଥର ପାଇଁ ପାକିସ୍ତାନରେ ପିଏସ୍‌ଏଲ (ପାକିସ୍ତାନ ସୁପର ଲିଗ୍‌) ଉପଭୋଗ କରିବାକୁ ଯାଉଛନ୍ତି। ଦୀର୍ଘ ଏକ ମାସ ଧରି ଚାଲିବାକୁ ଥିବା ଟି୨୦ ଇଭେଣ୍ଟର ୫ମ ସଂସ୍କରଣରେ ଡେଲ ଷ୍ଟେଇନ(ଦକ୍ଷିଣ ଆଫ୍ରିକା), ଶେନ...

କୁମ୍ବଲେଙ୍କଠାରୁ ଫ୍ଲିପର ଶିଖିବାକୁ ଚାହାନ୍ତି ବିଷ୍ଣୋଇ

ନୂଆଦିଲ୍ଲୀ,୧୯।୨- ୧୯ ବର୍ଷରୁ କମ୍‌ ଭାରତୀୟ ଦଳର ସଫଳ ସ୍ପିନର ରବି ବିଷ୍ଣୋଇ ପୂର୍ବତନ ଭାରତୀୟ ଅଧିନାୟକ ତଥା କିମ୍ବଦନ୍ତୀ ଲେଗ୍‌ ସ୍ପିନର ଅନିଲ କୁମ୍ବଲେଙ୍କଠାରୁ ଫ୍ଲିପର ବଲ କେଉଁ ଭଳି ପକାଯାଏ, ତାହା ଜାଣିବାକୁ ଚାହାନ୍ତି। ଏ ନେଇ...

ଭାଇରସ୍‌ ଯୋଗୁ ଏବେଠୁ ଅଲିମ୍ପିକ୍ସ ଉପରେ ବିପଦ ଅଛି କହିବା ଉଚିତ ନୁହେଁ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୯।୨- ଚାଇନାରେ କରୋନା ଭାଇରସ ୧୮୦୦ରୁ ଊର୍ଦ୍ଧ୍ୱ ପ୍ରାଣ ନେଇସାରିଲାଣି। କିନ୍ତୁ ଏବେଠାରୁ ଟୋକିଓ ଅଲିମ୍ପିକ୍ସ ଉପରେ ଭାଇରସ୍‌ର ପ୍ରଭାବ ପଡ଼ିବ କି ନାହିଁ, କହିବା ଉଚିତ ହେବ ନାହିଁ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ଜଣେ ସିନିୟର...

ଭିଟୋରିଙ୍କ ଚୁକ୍ତିରେ ପରିବର୍ତ୍ତନ କରିବ ବିସିବି

ଢାକା,୧୯।୨- ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ସ୍ପିନ ବୋଲିଂ ପରାମର୍ଶଦାତା ଡାନିଏଲ ଭିଟୋରିଙ୍କ ସହ ଥିବା ଚୁକ୍ତିରେ ପରିବର୍ତ୍ତନ କରିବାକୁ ଯୋଜନା କରୁଛି। ବାଂଲାଦେଶ ସ୍ପିନରଙ୍କୁ ଭିଟୋରିଙ୍କ ପର୍ଯ୍ୟାପ୍ତ ସମୟ ଦେବା ଲାଗି ବୋର୍ଡ ଉଦ୍ୟମ କରୁଛି। ବର୍ତ୍ତମାନ ଚୁକ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri