ମ୍ୟାଚ ଜିତିବା ପରେ ଖୁସିରେ ଗଦ୍ଗଦ୍ ହୋଇଗଲେ ବୈଭବ, ଶାମିଙ୍କୁ ଦେଲେ ବଡ଼ ଉପହାର: ଦେଖିକି ଭାବପୂର୍ଣ୍ଣ ହୋଇଗଲେ…
ନୂଆଦିଲ୍ଲୀ , ୧୧।୯: ମ୍ୟାଚ ଜିତିବା ପରେ ପଡ଼ିଆରେ ହେଉଥିବା ସେଲିବ୍ରେଶନ ଯେତିକି ଖାସ, ତାଠାରୁ ଅଧିକ ସ୍ମରଣୀୟ ହୋଇଥାଏ ଡ୍ରେସିଂ ରୁମ୍ର ଖୁସିର ମୁହୂର୍ତ୍ତ। ଦୀର୍ଘ ୧୩ ବର୍ଷ ପରେ ଦୁଲୀପ ଟ୍ରଫି ଟାଇଟଲ ଜିତିବା ପରେ ଇଷ୍ଟ ଜୋନ…
ଫାଇନାଲରେ ଭାରତ: ଟ୍ରଫିଠାରୁ ଆଉ ଗୋଟିଏ ପାଦ ଦୂରରେ
ଦୁବାଇ,୧୧/୯: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ଖେଳାଯାଇଥିବା ସେମିଫାଇନାଲରେ ବାଂଲାଦେଶକୁ ୪୦ ରନରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି। ଭାରତ ପକ୍ଷରୁ ଧାର୍ଯ୍ୟ ୧୫୦ ରନର ଟାର୍ଗେଟର ଜବାବରେ ବାଂଲାଦେଶ ୭ ଉଇକେଟ ହରାଇ ୧୦୯…
ଟିମ୍ ଇଣ୍ଡିଆକୁ ବଡ଼ ଝଟକା, BCCIକୁ ଇସ୍ତଫା ପତ୍ର ପଠାଇଲେ….
ନୂଆଦିଲ୍ଲୀ,୧୧ା୯: ଆଫଗାନିସ୍ତାନ ବିପକ୍ଷ T୨୦ ସିରିଜ୍ ପୂର୍ବରୁ ଭାରତୀୟ କ୍ରିକେଟ୍ ଟିମ୍ର ସପୋର୍ଟ ଷ୍ଟାଫ୍ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ଟିମ୍ ଇଣ୍ଡିଆର ଫିଜିଓ କମଲେଶ ଜୈନ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ତେବେ BCCI ଏପର୍ଯ୍ୟନ୍ତ ତାଙ୍କ…
ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍କୁ ନେଇ ହଟିଲା ଦ୍ୱନ୍ଦ୍ୱ
ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍କୁ ଦିନକ ପାଇଁ ସ୍ଥଗିତ ରଖାଯିବାର ସମ୍ଭାବନା ସୃଷ୍ଟି ହୋଇଥିଲା। ହେଲେ ପୂର୍ବ ଘୋଷିତ କାର୍ଯ୍ୟସୂଚୀ ମୁତାବକ, ମ୍ୟାଚ୍ ରବିବାର…
ମୁହଁ ଖୋଲିଲେ ରୋହିତ ଶର୍ମା, ଦିନିକିଆ ବିଶ୍ୱକପ ଖେଳିବା ନେଇ ଦେଲେ ବଡ଼ ବୟାନ
ନୂଆଦିଲ୍ଲୀ,୧୦।୯: ୨୦୨୭ ଦିନିକିଆ ବିଶ୍ୱକପରେ ଖେଳିବା ସମ୍ପର୍କରେ ପଚରାଯିବାରୁ ରୋହିତ ଶର୍ମା ସ୍ପଷ୍ଟ ଭାବେ କହିଥିଲେ ଯେ ଏ ବିଷୟରେ ମତାମତ ଦେବା ପାଇଁ ଏହା ବହୁତ ଶୀଘ୍ର ହେବ। ଯଦିଓ ସେ ନିଜ ଅଂଶଗ୍ରହଣ ନେଇ ସମ୍ଭାବନାକୁ ଖୋଲା ରଖିଛନ୍ତି,…
ଭାରତୀୟ ଟିମ୍ ପାଇଁ ଖୁସି ଖବର, ଆଫଗାନିସ୍ତାନ ସିରିଜରେ…
ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ ଦଳ ପାଇଁ ଏକ ବଡ଼ ଖୁସି ଖବର। ଦଳର ତାରକା ଦ୍ରୁତ ବୋଲର ଜସପ୍ରୀତ ବୁମରା ସମ୍ପୂର୍ଣ୍ଣ ଫିଟ୍ ଘୋଷିତ ହୋଇଛନ୍ତି। ଆସନ୍ତା ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଥିବା ତିନି ମ୍ୟାଚ୍ ବିଶିଷ୍ଟ…
ପାକିସ୍ତାନକୁ ହରାଇଲା ସେମିରେ ପହଞ୍ଚିଲା ଭାରତ
ମାକ୍ୱି,୧୦ା୯: ପାକିସ୍ତାନକୁ ୧୯-୦ ଗୋଲ୍ରେ ପରାସ୍ତ କରି ଭାରତ ଜୁନିୟର ମହିଳା ଏସିଆ କପ୍ ହକି ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଅନୁଷ୍ଠିତ କ୍ୱାର୍ଟରଫାଇନାଲରେ ଭାରତ ଆରମ୍ଭରୁ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ନିରନ୍ତର ଆକ୍ରମଣାତ୍ମକ ପ୍ରଦର୍ଶନ ସହ ଦଳ…
୬୫ ବର୍ଷର ରେକର୍ଡ ଭାଙ୍ଗିଲେ ଇଶାନ କିଶାନ: ହାସଲ କଲେ ଏମିତି ରେକର୍ଡ
ନୂଆଦିଲ୍ଲୀ,୧୦।୯:ଅଧିନାୟକ ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ ଦଳ ୨୦୨୬ ଦୁଲିପ ଟ୍ରଫି (Duleep Trophy) ବିଜୟୀ ହୋଇଛି। ୧୩ ବର୍ଷର ଦୀର୍ଘ ଅପେକ୍ଷା ପରେ ଦଳ ଏହି ଚାମ୍ପିଅନସିପ ହାସଲ କରିଛି। ଏହି ମ୍ୟାଚ୍ରେ ଇଶାନ ଚମତ୍କାର ବ୍ୟାଟିଂ ପ୍ରଦର୍ଶନ…
୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଲେ ଇଶାନ କିଶାନ: ଫାଇନାଲ୍ରେ କଲେ ବଡ଼ କାରନାମା
ନୂଆଦିଲ୍ଲୀ,୧୦।୯: ଶେଷରେ ୧୩ ବର୍ଷର ଅପେକ୍ଷାର ଅନ୍ତ ଘଟାଇଛନ୍ତି ଇଶାନ କିଶାନ। ଫାଇନାଲ ମ୍ୟାଚ୍ରେ ସାଉଥ ଜୋନକୁ ପରାସ୍ତ କରି ଇଷ୍ଟ ଜୋନ ଦଳ ଦୁଲିପ ଟ୍ରଫି ହାସଲ କରିଛି। ଯଦିଓ ମ୍ୟାଚ୍ଟି ଡ୍ର’ (ବିନା ଫଳାଫଳରେ ଶେଷ) ହୋଇଥିଲା, ତଥାପି…
Watch: ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଭାଙ୍ଗଡ଼ା ନାଚିଲେ ଈଶାନ କିଶନ, କିନ୍ତୁ କାହିଁକି? ଜାଣନ୍ତୁ…
ନୂଆଦିଲ୍ଲୀ,୧୦।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଦୁଲିପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଡ୍ର’ରେ ଶେଷ ହେବା ପରେ ‘ଇଷ୍ଟ ଜୋନ’ (East Zone) ଚାମ୍ପିୟନ ହୋଇଛି; ସାଉଥ ଜୋନ (South Zone) ବିପକ୍ଷ ଏହି ଫାଇନାଲ ମ୍ୟାଚର ପ୍ରଥମ…
ହିଟ୍ମ୍ୟାନ୍ଙ୍କ ଟି-ଶର୍ଟକୁ ନେଇ ବଢୁଛି ଚର୍ଚ୍ଚା: କାହାକୁ ନେଇ କଲେ ଏମିତି କଟାକ୍ଷ, ଜାଣନ୍ତୁ
ନୂଆଦିଲ୍ଲୀ,୧୦।୮: ଆଜିକାଲି ସୋସିଆଲ ମିଡିଆରେ ରୋହିତ ଶର୍ମାଙ୍କ ଏକ ଟି-ଶର୍ଟ ଚର୍ଚ୍ଚାର ବିଷୟ ପାଲଟିଛି ଏବଂ ଲୋକମାନେ ଏହାକୁ ଅଜିତ ଅଗରକରଙ୍କ ସହ ଯୋଡ଼ି ଦେଖୁଛନ୍ତି। ସୋନି ଟିଭିର ଏକ ଆଗାମୀ କାର୍ଯ୍ୟକ୍ରମର ଶୁଟିଂ ସମୟରେ ସେ ଏହି ଟି-ଶର୍ଟ ପିନ୍ଧିଥିଲେ।…
ପାକିସ୍ତାନକୁ ଧୂଳି ଚଟେଇଲା ଭାରତ: ଏସିଆ କପ୍ରେ ଏକପାଖିଆ ବିଜୟ
ନୂଆଦିଲ୍ଲୀ,୧୦।୯: କ୍ରିକେଟ୍ରେ ସଫଳତା ପରେ ଭାରତର ଝିଅମାନେ ଏବେ ହକିରେ ମଧ୍ୟ ପାକିସ୍ତାନକୁ ସମ୍ପୂର୍ଣ୍ଣ ଭାବେ ପରାସ୍ତ କରିଛନ୍ତି। ମଙ୍ଗୋଲିଆରେ ଚାଲିଥିବା ମହିଳା ଜୁନିୟର ଏସିଆ କପ୍ରେ ଭାରତ ପାକିସ୍ତାନକୁ ୧୯-୦ ବ୍ୟବଧାନରେ ଏକ ବିଶାଳ ପରାଜୟ ପ୍ରଦାନ କରିଛି। ସେପ୍ଟେମ୍ବର…

